Home

ସୁରକ୍ଷା କର୍ମୀ ନିଲମ୍ବିତ, ଷ୍ଟାଫ୍‌ନର୍ସଙ୍କୁ ତାଗିଦ୍‌

ଢେଙ୍କାନାଳ ଅଫିସ, ୨୬।୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଡେଇଁ ୨ ରୋଗୀଙ୍କ ଆତ୍ମହତ୍ୟା ଘଟଣାର ତଦନ୍ତ ଶେଷ ହୋଇଛି। କାର୍ଯ୍ୟାନୁଷ୍ଠାନ ସ୍ବରୂପ ଜଣେ ସୁରକ୍ଷା କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ସୁରକ୍ଷା ଦାୟିତ୍ୱରେ ଥିବା ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ…

ମାଙ୍କଡ଼ ପାଇଁ ମୁଣ୍ଡବ୍ୟଥା

ରାସୋଳ,୨୬।୮(ଡି.ଏନ୍‌.ଏ.): ସବୁଜ ଛନଛନ ପନିପରିବାରେ ପୂରି ଉଠୁଥିଲା ବାଡ଼ିବଗିଚା। କଲରାଠାରୁ କଖାରୁ, ସଜନାଠାରୁ ସଲରା ଏପରି କି ସପେଟା, ପିଜୁଳି ମଧ୍ୟ ପର୍ଯ୍ୟାପ୍ତ ପରିମାଣରେ ଫଳୁଥିଲା। ବାଡ଼ି ପଟ ଛୋଟ ଜାଗାରେ ହେଉଥିବା ଏଭଳି ତଟକା ପରିବା ଅନେକାଂଶରେ କମାଉଥିଲା ପକେଟ…

ଆଜି ଶ୍ରୀମନ୍ଦିରକୁ ସାତପୁରୀ ତାଡ଼ ଆସିବ

ପୁରୀ ଅଫିସ, ୨୬ା୮:ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ। ସପ୍ତପୁରୀ ଅମାବାସ୍ୟାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ତାଡ଼ରେ ସାତପୁର ଦିଆ ପିଠା ଭୋଗ କରାଯାଇଥାଏ। ତେଣୁ ତାଡ଼ଗୁଡ଼ିକୁ ସାତପୁରୀ ତାଡ଼ ବୋଲି କୁହାଯାଏ। ଶନିବାର ସପ୍ତପୁରୀ ଅମାବାସ୍ୟା ପଡୁଛି। ଏହା ପୂର୍ବଦିନ…

ମୁଖ୍ୟ ଆକର୍ଷଣ ସାଜିବ ୩୫ କିଲୋ ଲଡୁ

ଜଟଣୀ,୨୬।୮(ଡି.ଏନ୍‌.ଏ.):ଆଉ ଦିନ କେଇଟା ପରେ ଗଣେଶ ପୂଜା। ଏହି ପୂଜା ପାଳନକୁ ନେଇ ଖୋର୍ଦ୍ଧାର ଜଟଣୀ ସହର ଚଳଚଞ୍ଚଳ ହୋଇପଡ଼ିଛି। ଦୁଇ ବର୍ଷର ବ୍ୟବଧାନ ପରେ ଭକ୍ତଙ୍କ ଗହଣରେ ପୂଜା ହେଉଥିବାରୁ ଏକାଠି ହେବେ ଭକ୍ତ ଏବଂ ଭଗବାନ। ସହରର କୋଣ…

ସନ୍ତୋଷଜନକ ହେଉନି ଶିକ୍ଷାଦାନ

ବଇଣ୍ଡା,୨୬ା୮ (ଡି.ଏନ.ଏ.): ବିଦ୍ୟାଳୟ ଭିତ୍ତିଭୂମିରେ କରାଯାଇଛି ବଡ଼ ପରିବର୍ତ୍ତନ। ସ୍ମାର୍ଟ ହୋଇଛି ଶିକ୍ଷାନୁଷ୍ଠାନ। ହେଲେ ଶିକ୍ଷାଦାନକୁ ନେଇ ସନ୍ତୁଷ୍ଟ ନୁହନ୍ତି ଛାତ୍ରୀଛାତ୍ର କି ଅଭିଭାବକ। କାରଣ ବିଦ୍ୟାଳୟରେ ନାହାନ୍ତି ପ୍ରଧାନ ଶିକ୍ଷକ, କଳା ଶିକ୍ଷକ ଓ ଖେଳ ଶିକ୍ଷକ। ଦୀର୍ଘଦିନ ହେଲା…

କଂଗ୍ରେସରୁ ଇସ୍ତଫା ଦେଲେ ଗୁଲାମ ନବୀ ଆଜାଦ

ନୂଆଦିଲ୍ଲୀ,୨୬।୮: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଦଳରୁ ଇସ୍ତଫା ଦେଇଛନ୍ତି। ଆଜାଦ କଂଗ୍ରେସର ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ପାଞ୍ଚ ପୃଷ୍ଠାର ଇସ୍ତଫା ପତ୍ର ପଠାଇଛନ୍ତି। ଦଳର ସମସ୍ତ ପଦରୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ଇସ୍ତଫା ପତ୍ରରେ…

୬ ମାସରେ ଗଲାଣି ୧୮୬ ଜୀବନ

ଛତ୍ରପୁର,୨୬୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ ସଡକ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛିା ଏପରିକି ରାଜ୍ୟରେ ସର୍ବାଧିକ ଦୁର୍ଘଟଣା ଏହି ଜିଲାରେ ହୋଇଛି। ମିଳିଥିବା ସୂଚନା ଅନୁସାରେ, ୨୦୨୧ରେ ଜିଲାରେ ୩୦୬ଟି ଦୁର୍ଘଟଣା ଘଟିଥିଲା୬ ସେଥିରେ ୧୫୪ ଜଣଙ୍କ ଜୀବନ ଯାଇଥିବା…

ମାଟି ମୂର୍ତ୍ତିର କମିଛି, ପ୍ଲାଷ୍ଟର ପ୍ୟାରିସ ମୂର୍ତ୍ତିର ବଢ଼ିଛି ଚାହିଦା

ପାରଳାଖେମୁଣ୍ଡି,୨୫ା୮ (ଡି.ଏନ୍‌.ଏ): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ କଞ୍ଚା ମାଟିରେ ତିଆରି ମୂର୍ତ୍ତୀ ବ୍ୟବସାୟ କ୍ରମଶଃ କମୁଥିବାବେଳେ ପ୍ଲାଷ୍ଟର ପ୍ୟାରିସ ମୂର୍ତ୍ତି ଚାହିଦା ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି । ପୂଜାପାର୍ବଣ ଋତୁ ଆସିଲେ କାରିଗରମାନେ ମାଟି ସଂଗ୍ରହ…

ଅପରେଶନ ‘ଦମନ’ରେ ମଶା ନିପାତ

ବ୍ରହ୍ମପୁର ଅଫିସ,୨୬ା୮: ଗଞ୍ଜାମ ଜିଲାରେ ବିଗତ ବର୍ଷରେ ମ୍ୟାଲେରିଆ ମହାମାରୀ ଭାବେ ବ୍ୟାପିଥିଲା। ଜିଲା ସ୍ବାସ୍ଥ୍ୟ ବିଭାଗର ଉଦ୍ୟମ ଯୋଗୁ ଏବେ ମ୍ୟାଲେରିଆ ନିୟନ୍ତ୍ରଣକୁ ଆସିଛି। ମ୍ୟାଲେରିଆ ନିୟନ୍ତ୍ରଣ କ୍ଷେତ୍ରରେ ସରକାରଙ୍କ ତରଫରୁ ହାତକୁ ନିଆଯାଇଥିବା ଅପରେଶନ ‘ଦମନ’(ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ…

ସୁପ୍ରିମକୋର୍ଟରୁ ଯୋଗୀ ଆଦିତ୍ୟନାଥଙ୍କୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୨୬।୮: ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ଉତ୍ତେଜନାମୂଳକ ଭାଷଣ ମାମଲାରେ ଯୋଗୀଙ୍କ ବିରୋଧରେ ମାମଲା ରୁଜୁ ଆବେଦନକୁ ଖାରଜ କରିଦେଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ଶୁଣାଣି ସମୟରେ କୋର୍ଟ ଏହି ନିଷ୍ପତ୍ତି ଦେଇଛନ୍ତି। ୨୦୦୭ରେ ଯୋଗୀଙ୍କ…

ଜଙ୍ଗଲରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ

କର୍ଲାମୁଣ୍ଡା,୨୬ା୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ରାସ୍ତାର ଅଲାତରା ସନ୍ନିକଟ ସୁନାମୁଖୀ ଜଙ୍ଗଲରେ ଜଣେ ଯୁବକର ମୁଣ୍ଡବିହୀନ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଶୁକ୍ରବାର ସକାଳେ ଖବର ପାଇ ମ.ରାମପୁର ଥାନାଧିକାରୀ ସଚିନ୍ଦ୍ର ପଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ରିପୋର୍ଟ ଲେଖାଯିବା…

ପରିବାରର ୫ ଜଣଙ୍କୁ ହତ୍ୟା କରି ଜୀବନ ହାରିଲେ କଲେ ଯୁବକ

ଅମ୍ବାଲା,୨୬।୮: ହରିୟାଣାର ଅମ୍ବାଲା ସହରରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ୫ ଜଣଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଛନ୍ତି ଜଣେ ଯୁବକ। ଯୁବକ ଜଣକ ପ୍ରଥମେ ତାଙ୍କ ପରିବାରର ୫ ଜଣ ସଦସ୍ୟଙ୍କୁ ଖାଦ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri