ଆସିଗଲା ନାମ! ସୂର୍ଯ୍ୟକୁମାର ଯାଦବଙ୍କ ପରେ, ଏହି ଖେଳାଳି ହେବେ ଟିମ ଇଣ୍ଡିଆର T20 ଅଧିନାୟକ
ନୂଆଦିଲ୍ଲୀ,୧୯।୪: ଭାରତୀୟ କ୍ରିକେଟ ଦଳର ନୂତନ T-20 ଅଧିନାୟକ କିଏ ହେବେ? ସୂର୍ଯ୍ୟକୁମାର ଯାଦବ ଅଧିନାୟକ ପଦ ଛାଡିବା ପରେ – କିମ୍ବା ଯଦି ଭାରତୀୟ ଚୟନକର୍ତ୍ତାମାନେ ତାଙ୍କ ବ୍ୟତୀତ ଅନ୍ୟ ସ୍ଥାନକୁ ଦେଖିବାକୁ ନିଷ୍ପତ୍ତି ନିଅନ୍ତି, ତେବେ ଟି-୨୦ ଫର୍ମାଟରେ…
ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ଅନାଥ ନାବାଳିକା, ମାସେ ହେଲା ଜୋର୍ ଜବରଦସ୍ତ…
ଦେବଗଡ଼,୧୯ା୪(ଶଶାଙ୍କ ଶେଖର ଝାଙ୍କର): ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ନାଁରେ ବାରକୋଟ ଥାନାରେ ଜଣେ ଅନାଥ ନାବାଳିକା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସୂଚନାଥାଉକି, ପ୍ରତ୍ୟେକ ବର୍ଷ ମାଟ୍ରିକ ପାସ୍ ପରେ ଶିଶୁ ଗୃହର ଅନ୍ତେବାସୀମାନେ ବାରକୋଟସ୍ଥିତ ସରକାରୀ ଆଇଟିଆଇରେ ବୈଷୟିକ ଶିକ୍ଷା…
ଦେବଗଡ଼ରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ, ଏତିକି ଦିନ ରହିବ ବନ୍ଦ
ଦେବଗଡ଼,୧୯ା୪(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗରମକୁ ଦୃଷ୍ଟିରେ ରଖି ଦେବଗଡ଼ ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ କବୀନ୍ଦ୍ର କୁମାର ସାହୁଙ୍କ ନିର୍ଦ୍ଦେଶକ୍ରମେ ଜିଲାର ସମସ୍ତ ବିଦ୍ୟାଳୟକୁ ଆସନ୍ତା ୪ ଦିନ ପାଇଁ ବନ୍ଦ…
ଘରୁ ବାହାରକୁ ଯାଉଥିଲେ ଯୁବକ, ହଠାତ୍ ତାଙ୍କ ଉପରକୁ ଲମ୍ଫ ମାରିଲା ଜଙ୍ଗଲୀ ବାର୍ହା
ପାରଳାଖେମୁଣ୍ଡି,୧୯ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ତରଙ୍ଗଡ଼ା ପଞ୍ଚାୟତ ଦେବଗିରି ରେଞ୍ଜ ଅନ୍ତର୍ଗତ ତାମସିଂ ଗ୍ରାମରେ ବାର୍ହା ଆକ୍ରମଣରେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହାତ ଯୁବକ ଜଣକ ଜୈରାସ ରଇତ (୨୮) ବୋଲି ଜଣାପଡ଼ିଛି। ଗତକାଲି ଘରୁ ବାହାରକୁ…
‘ଭାରତ-ଇରାନ ସମ୍ପର୍କ ୫,୦୦୦ ବର୍ଷ ପୁରୁଣା’: ହର୍ମୁଜରେ ଭାରତୀୟ ଜାହାଜ ଉପରେ ଗୁଳିଚାଳନା ପରେ ଇରାନର ସର୍ବୋଚ୍ଚ ନେତାଙ୍କ ପ୍ରତିନିଧି କ’ଣ କହିଲେ? ଜାଣନ୍ତୁ…
ତେହରାନ/ନୂଆଦିଲ୍ଲୀ,୧୯।୪: ଭାରତରେ ଇରାନର ସର୍ବୋଚ୍ଚ ନେତାଙ୍କ ପ୍ରତିନିଧି ଡକ୍ଟର ଅବଦୁଲ ମାଜିଦ ହାକିମ ଏଲାହିଙ୍କୁ ହର୍ମୁଜ ପ୍ରଣାଳୀ ନିକଟରେ ଦୁଇଟି ଭାରତୀୟ ପତାକାଯୁକ୍ତ ତୈଳ ଟ୍ୟାଙ୍କର୍ ଉପରେ ଆକ୍ରମଣ ବିଷୟରେ ପଚରାଯାଇଥିଲା। ଏହାର ଉତ୍ତରରେ ସେ କହିଥିଲେ ଯେ ଏପରି କୌଣସି…
ଜମୁଛି ଜମ୍ବୁଦ୍ୱୀପ ମହୋତ୍ସବ: ଆଦିବାସୀ ନୃତ୍ୟ-ସଙ୍ଗୀତରେ ଝୁମିଲେ ଦର୍ଶକ, ନୌବାଣିଜ୍ୟ ପରମ୍ପରାକୁ ନେଇ…
ମହାକାଳପଡ଼ା, ୧୯ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ମା’ ରାମଚଣ୍ଡୀଙ୍କ ପୀଠଠାରେ ଜମ୍ବୁଦ୍ୱୀପ ମହୋତ୍ସବର ଚତୁର୍ଥ ସନ୍ଧ୍ୟା ଶନିବାର ମୁକ୍ତାକାଶ ରଙ୍ଗମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ପାରମ୍ପରିକ ଆଦିବାସୀ ନୃତ୍ୟ, ସଙ୍ଗୀତରେ ଉପସ୍ଥିତ ଦର୍ଶକମାନେ ଝୁମିଥିଲେ।…
ବିଦେଶୀ ଖେଳାଳିଙ୍କ ମୁଣ୍ଡରେ ଚମକିଲା ଅରେଞ୍ଜ କ୍ୟାପ, ବିରାଟ କୋହଲି ତାଲିକାରେ ସାମିଲ – ଜାଣନ୍ତୁ କିଏ ପର୍ପଲ କ୍ୟାପର ଦାବିଦାର
ନୂଆଦିଲ୍ଲୀ,୧୯।୪: IPL 2026ରେ, ଯେତେବେଳେ ଦଳଗୁଡ଼ିକ ଶୀର୍ଷ ଚାରିରେ ସ୍ଥାନ ପାଇବା ପାଇଁ ଏକ ଭୟଙ୍କର ଲଢ଼େଇରେ ଲିଡରବୋର୍ଡରେ ଅଛନ୍ତି, ବ୍ୟକ୍ତିଗତ ଖେଳାଳିମାନେ ସର୍ବାଧିକ ରନ କରି ଏବଂ ସର୍ବାଧିକ ୱିକେଟ ନେଇ ଯଥାକ୍ରମେ ଅରେଞ୍ଜ ଏବଂ ପର୍ପଲ କ୍ୟାପସ ଦାବି…
ଗର୍ଜିଲେ ମୋଦି, ପ୍ରତିକ୍ରିୟା ରଖିଲେ ଦିଦି, କହିଲେ ‘ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ…’
କୋଲକାତା,୧୯।୪: ସଂସଦରେ ମହିଳା ସଂରକ୍ଷଣ ବିଲ ବିଫଳ ହେବା ପରେ, ପ୍ରଧାନମନ୍ତ୍ରୀ ମୋଦି ଶନିବାର କଂଗ୍ରେସ ଏବଂ ଟିଏମସି ସମେତ ଅନେକ ଦଳ ଉପରେ କଠୋର ଆକ୍ରମଣ କରିଥିଲେ। ଏହାର ଜବାବରେ, ବିରୋଧୀ ଦଳଗୁଡ଼ିକ ମଧ୍ୟ ପ୍ରତିଆକ୍ରମଣ କରିଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…
ହଜିଯାଇଥିବା ୧୧୪ ଫୋନ୍ ଉଦ୍ଧାର କରି ମାଲିକଙ୍କୁ ହସ୍ତାନ୍ତର କଲା ପୋଲିସ
ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଚଳାଯାଇ ବିଭିନ୍ନ ସ୍ଥାନରୁ ହଜିଯାଇଥିବା ମୋବାଇଲଗୁଡ଼ିକୁ ଉଦ୍ଧାର କରାଯାଇଛି। ସମୁଦାୟ ୧୧୪ଟି ମୋବାଇଲ ଜବତ କରାଯାଇଥିବାବେଳେ ଜିଲା ପୋଲିସ ମୁଖ୍ୟାଳୟ(ଡିପିଓ)ରେ ରବିବାର ଅନୁଷ୍ଠିତ ଏକ ‘ମୋବାଇଲ ହ୍ୟାଣ୍ଡଓଭର ମେଳା’…
ଏବେ ବି ବଞ୍ଚିଛି ମାନବିକତା: ରାସ୍ତାରୁ ମିଳିଥିବା ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ନାଏବ ସରପଞ୍ଚ
ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତର ନାଏବ ସରପଞ୍ଚ ନରସିଂହପୁର ଗ୍ରାମର ଜି.ଶେଖର ଦୋରା ରାସ୍ତାରୁ ପାଇଥିବା ଟଙ୍କା ଭର୍ତ୍ତି ମନିପର୍ସକୁ ଫେରାଇ ପ୍ରଶଂସା ସାଉଣ୍ଟିଛନ୍ତି। ଶେଖର ବାଇକ୍ ଯୋଗେ ବ୍ରହ୍ମପୁର ନିକଟ ଲାଞ୍ଜିଆ ଗ୍ରାମକୁ…
IPL 2026 Points Table: ଚେନ୍ନାଇ ବିପକ୍ଷରେ ବିଜୟ ପରେ ପଏଣ୍ଟ ଟେବୁଲରେ ଲମ୍ଫ ମାରିଲା ହାଇଦ୍ରାବାଦ,ବାଦ ପଡ଼ିବ କି ଏହି ଦଳ?ଜାଣନ୍ତୁ…
ନୂଆଦିଲ୍ଲୀ,୧୯।୪: ଗତ ଶନିବାର, IPL 2026 ର ୨୭ତମ ଲିଗ ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ଖେଳାଯାଇଥିଲା। ରାଜୀବ ଗାନ୍ଧୀ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚରେ ହାଇଦ୍ରାବାଦ ୧୦ରନରେ ବିଜୟ ହାସଲ କରିଥିଲା। ଏହି…
ଅଗରକରଙ୍କ ବଡ଼ ସଫଳତା, BCCI ଦେବ ବଡ଼ ପୁରସ୍କାର!
ନୂଆଦିଲ୍ଲୀ,୧୯।୪: ଭାରତୀୟ ପୁରୁଷ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ପୁରସ୍କାର ମିଳିବାକୁ ଯାଉଛି। ରିପୋର୍ଟ ଅନୁଯାୟୀ, ଅଗରକରଙ୍କ ଚୁକ୍ତିନାମା ବୃଦ୍ଧି ପାଇବାକୁ ସ୍ଥିର ହୋଇଛି। ଅଗରକର ଚୟନକର୍ତ୍ତା…

