Home

ଶୁଭ୍ରାଂଶୁ ସେନାପତି ଅଧିନାୟକ

କଟକ ଅଫିସ, ୮ା୧୨: ଆଗାମୀ ରଣଜୀ ଟ୍ରଫି ସିଜନକୁ ଦୃଷ୍ଟିରେ ରଖି ୨ଟି ମ୍ୟାଚ ପାଇଁ ଓଡ଼ିଶା କ୍ରିକେଟ ଦଳ ଘୋଷଣା କରାଯାଇଛି। ବୁଧବାର ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ସିନିୟର ଚୟନ କମିଟି ବୈଠକ ବସି ୧୭ ଜଣିଆ ଦଳ…

ଚାଷୀଙ୍କୁ ଫସଲ ବୀମା ଅର୍ଥ ଦିଅ: ସଙ୍ଗୀତା

ନୂଆଦିଲ୍ଲୀ,୮।୧୨ : ଓଡ଼ିଶାର ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫ୍‌ବିଓ୍ବାଇ)ରେ ସେମାନଙ୍କ ପ୍ରାପ୍ୟ ରାଶି ପ୍ରଦାନ ସକାଶେ ରାଜ୍ୟର ବିଜେଡି ସରକାରଙ୍କୁ କେନ୍ଦ୍ର ନିର୍ଦ୍ଦେଶ ଦେଉ ବୋଲି ଲୋକ ସଭାରେ ଭାଜପା ସଦସ୍ୟ ସଙ୍ଗୀତା କୁମାରୀ ସିଂଦେଓ ଦାବି କରିଛନ୍ତି।…

ଗଛରେ ବାଘର ଝୁଲନ୍ତା ମୃତଦେହ

ଭୋପାଳ, ୮।୧୨: ମଧ୍ୟପ୍ରଦେଶ ବିକ୍ରମପୁରର ପାନ୍ନା ବ୍ୟାଘ୍ର ସଂରକ୍ଷଣ ଉଦ୍ୟାନରେ ଝୁଲନ୍ତା ଅବସ୍ଥାରେ ଏକ ବାଘର ମୃତଦେହ ମିଳିଛି। ଅଣ୍ଡିରା ବାଘର ବୟସ ୨ ବର୍ଷ ହୋଇଥିବାବେଳେ ପାନ୍ନାରେ ଏଭଳି ପ୍ରଥମ ଘଟଣା ଘଟିଥିବା କୁହାଯାଉଛି। ବନ ବିଭାଗ ପକ୍ଷରୁ ଘଟଣାର…

ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପର ୧୭୪ କି.ମି. ନିର୍ମାଣ ବାକି

ନୂଆଦିଲ୍ଲୀ,୮।୧୨: ୨୮୯ କି.ମି. ବିିଶିଷ୍ଠ ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପର ୧୧୫ କି.ମି. ରେଳ ଲାଇନ୍‌ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଅବଶିଷ୍ଟ ୧୭୪ କି.ମି. ନିର୍ମାଣ କାର୍ଯ୍ୟ ବାକି ରହିଛି ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଲୋକ ସଭାକୁ ଅବଗତ…

ଚାଇନାର ଏକଚାଟିଆ ଗୁଣକୁ ବରଦାସ୍ତ କରାଯିବ ନାହିଁ : ଜୟଶଙ୍କର

ନୂଆଦିଲ୍ଲୀ,୮।୧୨: ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ଯେ ପର୍ଯ୍ୟନ୍ତ ଚାଇନା ନିଜର ବେଆଇନ ନିର୍ମାଣ ବନ୍ଦ ନ କରିବ ସେ ପର୍ଯ୍ୟନ୍ତ ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କ ସ୍ବାଭାବିକ ହେବ ନାହିଁ। ଭାରତର ବୈଦେଶିକ ନୀତି ସମ୍ପର୍କରେ ପାର୍ଲାମେଣ୍ଟ ଶୀତ…

ଯୋଗୀଙ୍କୁ ଭେଟିଲେ ମେଲିଣ୍ଡା

ଶ୍ରୀନଗର,୮।୧୨: ବିଲ୍‌ ଏବଂ ମେଲିଣ୍ଡା ଗେଟ୍ସ ଫାଉଣ୍ଡେଶନ୍‌ର ସହ-ସଂସ୍ଥାପିକା ମେଲିଣ୍ଡା ଗେଟ୍ସ ବୁଧବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ଏହି ଅବସରରେ ମେଲିଣ୍ଡା ଉତ୍ତର ପ୍ରଦେଶ ମଡେଲ୍‌କୁ ପ୍ରଶଂସା କରିବା ସହ ଏହା କେବଳ ଭାରତ ପାଇଁ ନୁହେଁ…

ଭାରତରେ ବଢ଼ିବ ଗ୍ରୀଷ୍ମପ୍ରବାହ

ଓ୍ବାଶିଂଟନ୍‌,୮।୧୨: ଗତ ୧୦ ବର୍ଷ ଧରି ଭାରତରେ ଗ୍ରୀଷ୍ମପ୍ରବାହ କ୍ରମାଗତ ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ବର୍ଦ୍ଧିତ ତାପମାତ୍ରା ଯୋଗୁ ପ୍ରତିବର୍ଷ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟୁଛି। ଆସନ୍ତା ଦିନରେ ଭାରତରେ ଏହି ଗ୍ରୀଷ୍ମପ୍ରବାହ ଆହୁରି ବଢ଼ିବ ଏବଂ ଲୋକଙ୍କ ଜୀବନଯାପନ…

ଭଣ୍ଡବାବାଙ୍କ ୨୦ ସ୍ତ୍ରୀଙ୍କ ମଧ୍ୟରେ ନିଜ ଝିଅ

ନ୍ୟୁୟର୍କ,୮।୧୨: କେତେଜଣ ଅନ୍ଧ ଅନୁଗାମୀଙ୍କୁ ନେଇ ନିଜକୁ ନିଜେ ବାବା ବୋଲାଉଥିଲେ। ଯୌନ ପିପାସା ମେଣ୍ଟାଇବା ପାଇଁ ବହୁ ବିବାହ କଲେ। ତାଙ୍କ ୨୦ ସ୍ତ୍ରୀଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଭଣ୍ଡବାବାଙ୍କ ନିଜ ନାବାଳିକା ଝିଅ। ଏହି ୪୬ ବର୍ଷୀୟ ଆତ୍ମଘୋଷିତ…

ବସ୍ତୁକୁ ନ ଛୁଇଁ ନିୟନ୍ତ୍ରଣ

ଓ୍ବାଶିଂଟନ୍‌,୮।୧୨ : ବସ୍ତୁକୁ ସ୍ପର୍ଶ ନ କରି ତାକୁ ନିଜ ନିୟନ୍ତ୍ରଣକୁ ଆଣିବା କେବଳ ଫିଲ୍ମ କିମ୍ବା ମ୍ୟାଜିକ୍‌ ଶୋ’ଗୁଡ଼ିକରେ ଦେଖିବାକୁ ମିଳେ। ଫିଲ୍ମରେ ପ୍ରଦର୍ଶିତ ସିନ୍‌ସବୁ କମ୍ପ୍ୟୁଟରାଇଜ୍‌ କରାଯାଇଥିବାବେଳେ ବିଭିନ୍ନ ପ୍ରକାର ଯାଦୁ ଦେଖାଇବା ପାଇଁ ମ୍ୟାଜିସିଆନ୍‌ଙ୍କୁ ସ୍ବତନ୍ତ୍ର ପ୍ରଶିକ୍ଷଣ…

ଏକଜୁଟ ହେଲେ ବିରୋଧୀ

ନୂଆଦିଲ୍ଲୀ,୮ା୧୨: ସଂସଦର ଶୀତ ଅଧିବେଶନ ଆରମ୍ଭ ପୂର୍ବରୁ ବୁଧବାର ପୂର୍ବାହ୍ନରେ ମୁଖ୍ୟ ବିରୋଧୀ ଦଳ କଂଗ୍ରେସ ପକ୍ଷରୁ ଆୟୋଜିତ ସମଭାବାପନ୍ନ ଦଳଗୁଡ଼ିକର ବୈଠକରେ ଭାଗ ନେଇଛନ୍ତି ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଏବଂ ତୃଣମୂଳ କଂଗ୍ରେସ (ଟିଏମ୍‌ସି)। କଂଗ୍ରେସ ସଭାପତି ତଥା…

ଏଏପି ଦଖଲରେ ଏମ୍‌ସିଡି

ନୂଆଦିଲ୍ଲୀ,୮ା୧୨: ଦିଲ୍ଲୀ ମହାନଗର ନିଗମ (ଏମ୍‌ସିଡି) ନିର୍ବାଚନରେ କେନ୍ଦ୍ରଶାସିତ ଅଞ୍ଚଳର ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)କୁ ବଡ଼ ସଫଳତା ମିଳିଛି। ମ୍ୟୁନିସିପାଲ କାଉନ୍‌ସିଲକୁ ଦୀର୍ଘ ୧୫ ବର୍ଷ ଧରି ଦଖଲରେ ରଖିଥିବା ଭାରତୀୟ ଜନତା ପାର୍ଟି (ଭାଜପା) ହାତରୁ ଦିଲ୍ଲୀ…

ପଦ୍ମପୁର ଉପନିର୍ବାଚନ: ଗୁରୁବାର ସକାଳ ୮ରୁ ଭୋଟଗଣତି

ଭୁବନେଶ୍ୱର,୭।୧୨(ବ୍ୟୁରୋ): ଆସିବ ପଦ୍ମପୁର ଉପନିର୍ବାଚନ ଫଳାଫଳ। କଡ଼ା ସୁରକ୍ଷା ମଧ୍ୟରେ ଗୁରୁବାର ଭୋଟ୍‌ ଗଣତି କରାଯିବ। ସକାଳ ୮ଟାରୁ ଗଣତି ଆରମ୍ଭ ହେବ। ପ୍ରଥମେ ପୋଷ୍ଟାଲ ବାଲଟ୍‌ ଗଣା ହେବ। ଏହାପରେ ୮ଟା ୩୦ ମିନିଟ୍‌ରୁ ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ (ଇଭିଏମ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?