ପୁରୀରେ ଶୀଘ୍ର ନଷ୍ଟ ହୋଇଯାଉଛି ନୋଟ୍
ପୁରୀ ଅଫିସ,୩୦।୯: ଓଡ଼ିଶାର ଅନ୍ୟ ଜିଲା ତୁଳନାରେ ପୁରୀରେ ନୋଟ୍ (କାଗଜ ଟଙ୍କା) ଶୀଘ୍ର ନଷ୍ଟ ହୋଇ ଯାଉଛି ବୋଲି ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏସ୍ବିଆଇ ପକ୍ଷରୁ ସୂଚନା ମିଳିଛି। ଗୋଟିଏ ନୋଟ୍ ବଜାରକୁ ଯିବା ପରେ ଏହା ବିଭିନ୍ନ…
୧୬ ବର୍ଷ ପରେ ବି ସରୁନି ଛାତ୍ରାବାସ କାର୍ଯ୍ୟ
ଚଣ୍ଡିଖୋଲ,୩୦ା୯(ଡି.ଏନ.ଏ.):ରାଜ୍ୟ ସରକାର ବିଦ୍ୟାଳୟଗୁଡ଼ିକୁ ପୁନରୁଦ୍ଧାର କରି ୫-ଟିରେ ରୂପାନ୍ତରୀକରଣ କରୁଛନ୍ତି। ହେଲେ ଏହି କାର୍ଯ୍ୟରେ ବହୁ ଅନିୟମିତତା ହେଉଛି। ଅନେକ ସ୍ଥାନରେ କେବଳ ରଙ୍ଗ ବୋଳି ଓ ଶ୍ରେଣୀ ଗୃହ ଟାଇଲ୍ ବିଛାଇ ବାହାର ଚକ୍ଚକ କରାଯାଉଛି। ହେଲେ ଭିତର ଅବସ୍ଥା…
ଏସ୍ସିବିରେ ଖୁବ୍ଶୀଘ୍ର ହେବ ଯକୃତ ପ୍ରତିରୋପଣ
କଟକ ଅଫିସ,୩୦ା୯: କଟକସ୍ଥିତ ଏସ୍ସିବି ମେଡିକାଲ କଲେଜରେ ଖୁବ୍ଶୀଘ୍ର ଯକୃତ ପ୍ରତିରୋପଣ ଆରମ୍ଭ ହେବ। ଏଥିପାଇଁ ରୋଗୀଙ୍କୁ ଦେୟ ଦେବାକୁ ପଡ଼ିବ ନାହିଁ। ସମ୍ପୂର୍ଣ୍ଣ ସରକାରୀ ଖର୍ଚ୍ଚରେ ରୋଗୀଙ୍କଠାରେ ଯକୃତ ପ୍ରତିରୋପଣ କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଘୋଷଣା କରିଛନ୍ତି।…
ରୋଗରେ ପଡ଼ି ହଷ୍ଟେଲ ଛାଡୁଛନ୍ତି ଅନ୍ତେବାସୀ
କେନ୍ଦ୍ରାପଡ଼ା ଅଫିସ, ୩୦ା୯:ଭିନ୍ନକ୍ଷମ ଓ ନିଷ୍ପେଷିତ ଶିଶୁଙ୍କ ଉନ୍ନତି ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସେମାନଙ୍କ ଚିକିତ୍ସା ସହ ଶିକ୍ଷାଦାନ ପାଇଁ ବିପୁଳ ଅର୍ଥ ଖର୍ଚ୍ଚ ହେଉଛି। ତେବେ କେନ୍ଦ୍ରାପଡ଼ା ଜିଲାରେ ଏଥିପାଇଁ ଆସୁଥିବା…
ଶତାୟୁ ହେଲେ ବି ଶାଳରେ କରୁଛନ୍ତି କାମ
ମହାକାଳପଡା,୩୦ା୯(ଡି.ଏନ.ଏ.):ଭାରତ ୧୯୪୭ରେ ସ୍ବାଧୀନତା ଲାଭ କରିଥିଲା। ଏହି ସମୟରେ ପୂର୍ବ ପାକିସ୍ତାନ ଏବେକାର ବାଂଲାେ ଦଶରେ ଗୃହଯୁଦ୍ଧରେ ସଂଖ୍ୟାଧିକ ମହିଳାପୁରୁଷ ନିର୍ଯାତିତ ହୋଇଥିଲେ। ସେମାନେ ଭାରତକୁ ପଳାଇ ଆସିବାରୁ ସରକାର ଶରଣାର୍ଥୀ ଭାବେ ଆଶ୍ରୟ ଦେଇଥିଲେ। ୧୯୫୦/୫୧ ପରେ ଅନେକ ଶରଣାର୍ଥୀଙ୍କୁ…
ମୂର୍ତ୍ତି ଗଢୁଛନ୍ତି କୋଲକାତା କାରିଗର
ଜଗତ୍ସିଂହପୁର ଅଫିସ, ୩୦ା୯:ଦୁର୍ଗା ପୂଜା ଯେତିକି ପାଖେଇ ଆସୁଛି,ପାର୍ବଣ ପରିବେଶ ସେତିକି ଅନୁଭୂତ ହେଉଛି। ଏଥିମଧ୍ୟରେ ଜଗତ୍ସିଂହପୁର ସହରର ପ୍ରାୟତଃ ପୂଜା ମଣ୍ଡପ ଓ କ୍ଲବ ପକ୍ଷରୁ ମୂର୍ତ୍ତି ନିର୍ମାଣ କାର୍ଯ୍ୟ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଛି। ସ୍ଥାନୀୟ ଖେରସ (ଦେବୀ ଛକ)ସ୍ଥିତ…
‘ମୁଁ ଓଲ୍ଡଟାଉନ୍ ଗୁଣ୍ଡା, ୫୦ହଜାର ଘରେ ନ ପହଞ୍ଚତ୍ଲେ ଭଲ ହେବନି’
ଭୁବନେଶ୍ୱର,୩୦।୯(ବ୍ୟୁରୋ): ବର୍ଷକୁ କୋଟି କୋଟି କମାଉଛୁ, କିନ୍ତୁ ପଚାଶ ହଜାର ଦେବୁ ନାହିଁ କାହିଁକି? ମୁଁ ଓଲ୍ଡଟାଉନ୍ ଗୁଣ୍ଡା, ମୋର କିଛି ଶୁଣିବାର ନାହିଁ। ଦୁର୍ଗା ପୂଜା ପୂର୍ବରୁ ୫୦ ହଜାର ଟଙ୍କା ଘରେ ଦେଇଆସିବୁ। ନହେଲେ ଭଲ ହେବନି। ଜଣେ…
କାଠି, ଓସ୍ତପତ୍ରରେ ସୁନ୍ଦର କଳାକୃତି
ପାରାଦୀପ,୩୦ା୯(ସ୍ବ.ପ୍ର.):ଆଇସ୍କ୍ରିମ ଓ ଦିଆସିଲି କାଠି ସହ ଓସ୍ତପତ୍ର ଆଦିରେ ବିଭିନ୍ନ କଳାକୃତି କରୁଛନ୍ତି ପାରାଦୀପର ଶ୍ରୁତି ରଞ୍ଜନ ମୁଦୁଲି, ତାଙ୍କ ପୈତୃକ ଗ୍ରାମ ଜଗତ୍ସିଂହପୁର ଜିଲା ନାଉଗାଁସ୍ଥିତ ଭଟଣା ଗ୍ରାମରେ। ବାପା ରାଜେନ୍ଦ୍ର ବ୍ୟବସାୟ କରୁଥିବାବେଳେ ମା’ଗୃହିଣୀ। ଶ୍ରୁତିଙ୍କୁ ଏବେ ୨୩…
ଭାରତକୁ ୨ ସ୍ବର୍ଣ୍ଣ, ୧ ବ୍ରୋଞ୍ଜ
ଭୁବନେଶ୍ୱର, ୩୦।୯ (କ୍ରୀଡ଼ା ପ୍ରତିନିଧି):ଜର୍ଜିଆର ବାଟୁମିଠାରେ ବିଶ୍ୱ କ୍ୟାଡେଟ୍ ଚେସ୍ ଚାମ୍ପିୟନଶିପ୍ ଚଳିତ ମାସ ୧୫ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ୮ ବର୍ଷରୁ କମ୍ (ବାଳିକା ଓ ବାଳକ), ୧୦ ବର୍ଷରୁ କମ୍ (ବାଳିକା ଓ…
ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ: ଓଏମ୍ସି ଆର୍ଥିକ ସହାୟତା କରିବ
ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଆସନ୍ତା ୫ ବର୍ଷ ପାଇଁ ଉତ୍କଳମଣିଙ୍କ ଜନ୍ମପୀଠର ରକ୍ଷଣାବେକ୍ଷଣ ନିମନ୍ତେ ଓଡ଼ିଶା ଖଣି ନିଗମ (ଓଏମ୍ସି) ଆର୍ଥିକ ସହାୟତା ଯୋଗାଇବ। ଗୁରୁବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଏହି…
ଶୂନ ମାଧ୍ୟାକର୍ଷଣରେ ଫୁଟବଲ୍ ମ୍ୟାଚ
ଲିସ୍ବନ୍: ଜିରୋ ଗ୍ରାଭିଟି ବା ଶୂନ ମାଧ୍ୟାକର୍ଷଣରେ ଫୁଟ୍ବଲ ମ୍ୟାଚ୍। ଅନେକଙ୍କୁ ଏହି କଥା ଆଶ୍ଚର୍ଯ୍ୟ ଲାଗୁଥାଇପାରେ। ହେଲେ ନିକଟରେ ପର୍ତ୍ତୁଗିଜ୍ ଫୁଟବଲ୍ ଲିଜେଣ୍ଡ୍ ଲୁଇସ୍ ଫିଗୋଙ୍କ ସମେତ ଅନ୍ୟ ପ୍ରମୁଖ ଖେଳାଳି ପ୍ରାୟ ୨୦,୨୩୦ ଫୁଟ୍ ଉଚ୍ଚରେ ମ୍ୟାଚ୍ ଖେଳିଛନ୍ତି।…
ଚାଇଁପାଳ ବିଦ୍ୟୁତ୍ ଡିଭିଜନକୁ ଜରିମାନା
ଅନୁଗୋଳ ଅଫିସ, ୩୦ା୯: ଅନୁଗୋଳ ଜିଲା ଖାଉଟି ବିବାଦ ବିଚାର ଆୟୋଗ ପକ୍ଷରୁ ଏକ ମାମଲାର ବିଚାର କରାଯାଇ ତାଳଚେର ଚାଇଁପାଳ ବିଦ୍ୟୁତ୍ ଡିଭିଜନକୁ ଜରିମାନା କରାଯାଇଛି। ଖାଉଟିଙ୍କୁ ମାନସିକ ଯନ୍ତ୍ରଣା ଦେଇଥିବାରୁ ୮୦ ହଜାର ଟଙ୍କା ଜରିମାନା ଦେବାକୁ ଆୟୋଗଙ୍କ…
Archives


