Home

ଜେକେ ଲକ୍ଷ୍ମୀ ସିମେଣ୍ଟର ୨ୟ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୭।୧୧: ଦେଶର ପ୍ରମୁଖ ସିମେଣ୍ଟ ନିର୍ମାତା କମ୍ପାନୀ ‘ଜେକେ ଲକ୍ଷ୍ମୀ ସିମେଣ୍ଟ ଲିମିଟେଡ୍‌’ର ୨ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ବିକ୍ରି ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର (୨ୟ ତ୍ରୈମାସ) ଶେଷ ସୁଦ୍ଧା ୧୬% ବୃଦ୍ଧି ହୋଇ…

ନିରୋଜ ନାୟକଙ୍କୁ ହିରୋ ପ୍ଲେଜର ପୁରସ୍କାର

ଭୁବନେଶ୍ୱର,୭।୧୧: ଚଳିତ ବର୍ଷର ପାର୍ବଣ ଅବସରରେ ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ ଏବଂ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ମିଳିତ ଆନୁକୂଲ୍ୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଖୁସିୟେଁା କା ତ୍ୟୋହାର’(ଲକି ଡ୍ର)ର ଆୟୋଜନ କରାଯାଇଥିଲା। ଏହି ଅବସରରେ ଓଡ଼ିଆ ଅଭିନେତା ଆକାଶ ଦାସ ନାୟକ…

ସାମ୍‌କୋ ଇଏଲ୍‌ଏସ୍‌ଏସ୍‌ ଟ୍ୟାକ୍ସ ସେଭର ଫଣ୍ଡ

ନୂଆଦିଲ୍ଲୀ,୭।୧୧: ସାମ୍‌କୋ ଇଏଲ୍‌ଏସ୍‌ଏସ୍‌ ଟ୍ୟାକ୍ସ ସେଭର ଫଣ୍ଡ ସମ୍ପତ୍ତି ସୃଷ୍ଟି ନିମନ୍ତେ ଏକ ଚମତ୍କାର ମାର୍ଗ ଭାବରେ ଇଏଲଏସଏସରେ ବାଧ୍ୟତାମୂଳକ ୩-ବର୍ଷ ଲକ୍‌-ଇନ୍‌-ପିରିଅଡ ସହ ଦକ୍ଷ ମିଡ-କ୍ୟାପ ଏବଂ ସ୍ମଲ-କ୍ୟାପ ବ୍ୟବସାୟର ଏକ ପୋର୍ଟଫୋଲିଓ ହେବ। ଆସନ୍ତାକାଲିର ସମ୍ପତ୍ତି ସୃଷ୍ଟିକାରୀ ହେବାକୁ…

୨୦୨୪ ଟି-୨୦ ବିଶ୍ୱକପ୍‌ ପାଇଁ ଯୋଗ୍ୟତା ଅର୍ଜନ କଲା ନେଦରଲାଣ୍ଡ୍ସ

ସିଡନୀ,୭।୧୧: ଟି-୨୦ ବିଶ୍ୱକପ ୨୦୨୨ରେ ନେଦରଲାଣ୍ଡ୍ସ ଦଳ ଏକ ବଡ ଓଲଟପାଲଟ କରି ଦକ୍ଷିଣ ଆଫ୍ରିକାକୁ ୧୩ ପରାସ୍ତ କରିଛି। ନେଦରଲାଣ୍ଡ୍ସ ଦଳ ପ୍ରଥମ ଥର ପାଇଁ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଥିବାବେଳେ ଏହା ବିଶ୍ୱକପର ସମସ୍ତ ସମୀକରଣକୁ ନଷ୍ଟ…

ଓଡ଼ିଶା ବଜାରରେ ଇନ୍ଦିରା ଗ୍ୟାସ

ଭୁବନେଶ୍ୱର,୭।୧୧: ଦିଲ୍ଲୀଭିତ୍ତିକ ଇନ୍ଦିରା ଗ୍ୟାସ ଆଣ୍ଡ୍‌ ପେଟ୍ରୋଲିୟମ ପ୍ରାଇଭେଟ ଲିମିଟେଡ କମ୍ପାନୀ ବର୍ତ୍ତମାନ ଓଡ଼ିଶା ବଜାର ପ୍ରବେଶ ସହ ସାରା ରାଜ୍ୟରେ ତା’ର କାରବାର ଆରମ୍ଭ କରିଛି। ଏପରିକି କମ୍ପାନୀର ଉଭୟ ବର୍ଗର ଏଲପିଜି ସେବାର ମଧ୍ୟ ଶୁଭାରମ୍ଭ କରାଯାଇଛି। ବିଶେଷକରି…

ଆଜିଠାରୁ ଟାଟା ମୋଟର୍ସର ନୂଆ ଦର

ନୂଆଦିଲ୍ଲୀ,୭।୧୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଟାଟା ମୋଟର୍ସର ପାସେଞ୍ଜର ଭେଇକିଲ (ପିଭି) ବା ଯାତ୍ରୀବାହୀ ଯାନରେ ଆଜିଠାରୁ (୭ ନଭେମ୍ବର) ନୂଆ ଦର ଲାଗୁ ହେବ ବୋଲି ଜଣାପଡ଼ିଛି। ବିଶେଷକରି କମ୍ପାନୀର ପିଭି ବର୍ଗର ଯାନଗୁଡ଼ିକ ଉପରେ ୦.୯% ମୂଲ୍ୟ…

ଶୁଟ୍‌ଆଉଟରେ ସ୍ପେନ୍‌କୁ ହରାଇଲା ଭାରତ

ଭୁବନେଶ୍ୱର, ୭।୧୧, (କ୍ରୀଡ଼ା ପ୍ରତିନିଧି): ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଭାରତ ପେନାଲ୍ଟି ଶୁଟ୍‌ଆଉଟରେ ସ୍ପେନ୍‌କୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ ଖେଳ ୨-୨ ଗୋଲରେ ବରାବର ରହିବାରୁ ଫଳାଫଳ ନିର୍ଣ୍ଣୟ ପାଇଁ ଶୁଟ୍‌ଆଉଟ ପଦ୍ଧତି ଅବଲମ୍ବନ କରାଯାଇଥିଲା।…

୪୬% ଭାରତୀୟ ପରିବାରର ଆୟ ୧୫ ହଜାରରୁ କମ୍‌

ନୂଆଦିଲ୍ଲୀ,୭।୧୧: ଗତ କିଛି ବର୍ଷ ହେବ ବିଭିନ୍ନ କାରଣରୁ ଦେଶର ମୁଣ୍ଡ ପିଛା ଆୟଠାରୁ ନେଇ ପରିବାରର ଆୟ ମଧ୍ୟ ହ୍ରାସ ପାଇଚାଲିଛି। ଫଳରେ ଦେଶରେ ଏକ ପ୍ରକାର ଅସ୍ଥିରତା ଦେଖାଦେଇଛି। ବିଶେଷକରି ଆର୍ଥିକ ଅନ୍ତର୍ଭୂକ୍ତିର ଦୃଢ ଅଭିବୃଦ୍ଧି ଏବଂ ବୃଦ୍ଧି…

୪ ଆସନରେ ଭାଜପା ବିଜୟୀ

ନୂଆଦିଲ୍ଲୀ,୭ା୧୧: ନିକଟରେ ଅନୁଷ୍ଠିତ ୬ ରାଜ୍ୟର ୭ ବିଧାନସଭା ଉପନିର୍ବାଚନରେ ଭାଜପାକୁ ବଡ଼ ସଫଳତା ମିଳିଛି। ଏଥିରୁ ଗୈରିକ ଦଳ ୪ ଆସନ ଦଖଲ କରିଥିବାବେଳେ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି), ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା ଏବଂ ତେଲଙ୍ଗାନା ରାଷ୍ଟ୍ର…

ବିଫଳ ହୋଇଛି ବିମୁଦ୍ରୀକରଣ

ମୁମ୍ବାଇ,୭।୧୧: ଲୋକଙ୍କ ପାଖରୁ ନଗଦ ଟଙ୍କା ଛଡ଼ାଇ ନେଇ କ୍ୟାଶଲେସ୍‌ ଟ୍ରାଞ୍ଜାକ୍ସନର ସ୍ବପ୍ନ ଦେଖାଇଥିବା କେନ୍ଦ୍ର ସରକାର ଏବେ ବାସ୍ତବତାକୁ ଅନୁଭବ କରିବାର ସମୟ ଆସିଯାଇଛି। ବିମୁଦ୍ରୀକରଣକୁ ୬ବର୍ଷ ପୂରିବାକୁ ଆଉ ଗୋଟେ ଦିନ ବାକି ଥିବାବେଳେ ଭାରତୀୟଙ୍କ ପାଖରେ ନଗଦ…

ଲୋକତନ୍ତ୍ର ବିପଦରେ: ଓବାମା

ୱାଶିଂଟନ,୭ ।୧୧: ଆମେରିକାର ମଧ୍ୟବର୍ତ୍ତୀ ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ ପାର୍ଟିର ନେତା ତଥା ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏକ ସମାବେଶରେ ଭୋଟରଙ୍କୁ ସମ୍ବୋଧିତ କରିଛନ୍ତି । ଏହି ସମୟରେ ଓବାମା ଚେତାବନୀ ଦେଇ କହିଛନ୍ତି, ଦେଶରେ ଗର୍ଭପାତ ଅଧିକାର, ସାମାଜିକ…

ଏଲନ ମସ୍କଙ୍କ ଚେତାବନୀ, ବିନା ୱାର୍ନିଂରେ ବନ୍ଦ ହେବ ଟୁଇଟରର ପାରୋଡି ଆକାଉଣ୍ଟ

ୱାଶିଂଟନ,୭ ।୧୧: ଟୁଇଟରର ମାଲିକ ହେବା ପରେ ଏଲନ ମସ୍କ ସବୁବେଳେ ରହୁଛନ୍ତି ଚର୍ଚ୍ଚାରେ । ଏବେ କିଛି ଟୁଇଟର ଆକାଉଣ୍ଟ ସସପେଣ୍ଡ ହେବାକୁ ନେଇ ମସ୍କ ଟୁଇଟ କରି ବଡ ଘୋଷଣା କରିଛନ୍ତି । ମସ୍କ କହିଛନ୍ତି ସେମିତି ସମସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri