Home

କୁକୁରକୁ ଖାଇବାକୁ ନ ଦେବାରୁ ଭାଇଙ୍କୁ ହତ୍ୟା

ପାଲ୍ଲକଡ଼,୭।୧୧: କେରଳ ରାଜ୍ୟ ପାଲ୍ଲକଡ଼ ଜିଲାର ପେରୁମ୍ବ୍ରାଧୋଡ଼ି ଅଞ୍ଚଳରେ କୁକୁରକୁ ଖାଦ୍ୟ ନ ଦେବାରୁ ଜଣେ ଯୁବକଙ୍କୁ ତାଙ୍କ ସମ୍ପର୍କୀୟ ଭାଇ ପିଟି ହତ୍ୟା କରିଛନ୍ତି। କୋପାମ୍‌ ପୋଲିସ ଅଭିଯୁକ୍ତ ହକିମ୍‌ (୨୭)ଙ୍କୁ ଗିରଫ କରିଛି। ହକିମ ପାଳିଥିବା କୁକୁରକୁ ଶୁକ୍ରବାର…

୨୦୧୫ରୁ ୨୦୨୨ ସର୍ବାଧିକ ଉତ୍ତପ୍ତ

ଓ୍ବାଶିଂଟନ,୭।୧୧: ଜଳବାୟୁ ପରିବର୍ତ୍ତନ କାରଣରୁ ବିଶ୍ୱ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ୨୦୧୫ରୁ ୨୦୨୨ ସବୁଠାରୁ ଉତ୍ତପ୍ତ ବର୍ଷ ବୋଲି ଓ୍ବାଲର୍‌ଡ ମେଟେରୋଲୋଜିକାଲ ଅର୍ଗାନାଇଜେଶନ୍‌ (ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ କୁହାଯାଇଛି। ଅମେରିକାରେ ଆୟୋଜିତ ୨୭ତମ ୟୁନାଇଟେଡ୍‌ ନେଶନ୍‌ ଫ୍ରେମ୍‌ଓ୍ବର୍କ କନ୍‌ଭେନ୍‌ସନ୍‌ ଅନ୍‌ କ୍ଲାଇମେଟ୍‌…

‘ଏନ୍‌ଡିଏ ଶାସନରେ ସର୍ବାଧିକ ବେରୋଜଗାରି, ଦରଦାମ୍‌ ଅନିୟନ୍ତ୍ରିତ’

ହାଇଦ୍ରାବାଦ,୭।୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଚାଲିଥିବା ଭାରତ ଯୋଡ଼ୋ ଯାତ୍ରା ରବିବାର ୬୦ ଦିନ ଅତିକ୍ରମ କରିଛି। ୬୦ତମ ଦିନରେ ରାହୁଲ ରବିବାର ସକାଳେ ତେଲଙ୍ଗାନାର ମେଡକ ଜିଲା ଅନ୍ତର୍ଗତ ଆଲ୍ଲାଦୁର୍ଗରେ ପଦଯାତ୍ରା କରିଥିଲେ। ଏହି ଅବସରରେ ସେ…

ଅଲୋଡ଼ା ଐତିହ୍ୟ ଓଡ଼ିଆ ଶିଳ୍ପୀଙ୍କୁ ଅଣଆଡ଼ିଆ କରିଦେଲା

ଆମେ ‘ବଢ଼େଇ’ ଶବ୍ଦର ରହସ୍ୟ ପ୍ରସଙ୍ଗରେ ସୂଚନା ଦେଇଥିଲୁ। ପଥରସୁଆଁସିଆଙ୍କର କାର୍ଯ୍ୟ ଅନୁଶୀଳନ କଲେ ଜଣାଯାଉଛି ସେମାନେ ବଢ଼େଇ ନ ଥିଲେ। ମନ୍ଦିର ନିର୍ମାଣ ପାଇଁ ଆସିଥିବା ୨୩୨୪ ଜଣ ଶିଳ୍ପୀଙ୍କ ମଧ୍ୟରୁ ୫୩୦ଜଣ ଯୁବଶିଳ୍ପୀ ଗଜପତିଙ୍କ ସହିତ ବିଜୟକୋଣ୍ଡା (ବିଜୟଓ୍ବାଡ଼ା)…

ମହାକାଶକୁ ମାଙ୍କଡ଼ ପଠାଇବ ଚାଇନା

ବେଜିଂ, ୭।୧୧: ଉଦ୍ୟୋଗ ଓ ଟେକ୍ନୋଲୋଜି କ୍ଷେତ୍ରରେ ଆଗୁଆ ଥିବା ଚାଇନା ମହାକାଶ ଗବେଷଣା କ୍ଷେତ୍ରରେ ମଧ୍ୟ କୌଣସିମତେ ପଛୁଆ ନୁହେଁ। ଚାଇନା ବୈଜ୍ଞାନୀମାନେ ନୂଆକରି ଲଞ୍ଚ କରିଥିବା ଟିଆଙ୍ଗୋଙ୍ଗ୍‌ ସ୍ପେସ୍‌ ଷ୍ଟେଶନରେ ମହାକାଶକୁ ମାଙ୍କଡ଼ ପଠାଇବା ନେଇ ଯୋଜନା କରୁଛନ୍ତି।…

ପାଶ୍ଚାତ୍ୟରେ ‘ଅଣୁ ଅସ୍ତ୍ର’ ଛନକା

ମସ୍କୋ/କିଭ୍‌,୭ା୧୧: ୟୁକ୍ରେନ୍‌ ଉପରେ ଆକ୍ରମଣ କରି ହରଡ଼ଘଣାରେ ପଡ଼ିଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ନିକଟରେ ତାଙ୍କ ଫ୍ରାନ୍ସ ପ୍ରତିପକ୍ଷ ଇମାନ୍ବେଲ ମାକ୍‌ରଁଙ୍କ ସହ କଥା ହୋଇଥିଲେ। ବାର୍ତ୍ତାଳାପ ବେଳେ ସେ ଦ୍ୱିତୀୟ ବିଶ୍ୱଯୁଦ୍ଧ ଶେଷରେ ଜାପାନ ଉପରେ ଆମେରିକା ପକ୍ଷରୁ…

ଚିତ୍ରକଳାରେ ପୁଣି ଝଲସିବ ସ୍ମାର୍ଟସିଟି କାନ୍ଥ

ଭୁବନେଶ୍ୱର,୭।୧୧(ବ୍ୟୁରୋ):ସ୍ମାର୍ଟସିଟି ଭୁବନେଶ୍ୱରକୁ ଆହୁରି ସୁନ୍ଦର କରିବା ପାଇଁ ଓଭରବ୍ରିଜ କାନ୍ଥ, ବିଭିନ୍ନ କାର୍ଯ୍ୟାଳୟ ଓ ଆବାସିକ ଗୃହର ବଡ଼ ବଡ଼ କାନ୍ଥକୁ ଚିତ୍ରିତ କରାଯାଉଛି। ତେବେ ଏହି କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଏମସି ଓ ବିଡିଏ…

୬ଷ୍ଠରୁ ୮ମ ପିଲାଙ୍କ ମିଡ୍‌ ଟର୍ମ ଆସେସ୍‌ମେଣ୍ଟ ହେବ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଶିକ୍ଷାଗତ ଦକ୍ଷତା ମାପିବାକୁ ମିଡ୍‌ ଟର୍ମ ଆସେସ୍‌ମେଣ୍ଟ କରାଯିବ। ପରୀକ୍ଷାରେ କାହାକୁ ଫେଲ୍‌ କରାଯିବ ନାହିଁ। ଅନ୍ୟ ବିଦ୍ୟାଳୟର ଶିକ୍ଷକ ମୂଲ୍ୟାୟନ କରିବା ସହ ଶିକ୍ଷାଦାନରେ ଆବଶ୍ୟକତା ନେଇ ସମୀକ୍ଷା କରିବେ।…

ପିଆର୍‌ଏମ୍‌ ମେଡିକାଲ ଛାତରୁ ଖସିଲା ପ୍ଲାଷ୍ଟର

ବାରିପଦା ଅଫିସ,୭ା୧୧:ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲେ କଲେଜ ଓ ହସ୍ପିଟାଲ(ପିଆର୍‌ଏମ୍‌) ଚକ୍ଷୁ ବିଭାଗ ଛାତରୁ ରବିବାର ପ୍ଲାଷ୍ଟର ଖସିଛି। ସେଠାରେ ଚିକିତ୍ସାଧିନ ରୋଗୀ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ମେଡିକାଲ କର୍ତ୍ତୃପକ୍ଷ ସେମାନଙ୍କୁ ଅନ୍ୟ…

ରେଳଧାରଣାରୁ ମିଳିଲା ମହିଳା ବୀମା ଏଜେଣ୍ଟଙ୍କ ମୃତଦେହ

ବଲାଙ୍ଗୀର ଅଫିସ,୭ା୧୧:ବଲାଙ୍ଗୀର ରେଳ ଷ୍ଟେଶନ ନିକଟ ଖୁଜେନପାଲି ରେଳଧାରଣାରୁ ରବିବାର ସକାଳେ ଜଣେ ଯୁବତୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ମୃତା ବଲାଙ୍ଗୀର ସହରର ଜଣାଶୁଣା ଜୀବନ ବୀମା ଏଜେଣ୍ଟ ତଥା ତାଲପାଲିପଡା ନିବାସୀ ସାରିକା ସାଏ (୩୮) ବୋଲି…

୮ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର, ୭ା୧୧(ବ୍ୟୁରୋ):ଏବର୍ଷର ଶେଷ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଆସନ୍ତା ୮ ତାରିଖ ମଙ୍ଗଳବାର ଦିନ ସଙ୍ଗଠିତ ହେବ। ଅପରାହ୍ନ ୨ଟା ୩୮ରୁ ଗ୍ରହଣ ସ୍ପର୍ଶ ଓ ୬ଟା ୧୯ରେ ସର୍ବମୋକ୍ଷ ହେବ। ତେବେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଅପରାହ୍ନ ୩ଟା ୪୭ରେ ଆରମ୍ଭ ହେଉଥିଲେ…

ବାଲିଯାତ୍ରା

ଆରମ୍ଭ ହୋଇସାରିଛି କଟକର ବିଶ୍ୱ ପ୍ରସିଦ୍ଧ ବାଲିଯାତ୍ରା। ୨ବର୍ଷ ପରେ ବିନା କରୋନା କଟକଣାରେ ସଭିଁଏ ବାଲିଯାତ୍ରାରେ ମଉଜ ମଜଲିସ୍‌ କରୁଛନ୍ତି। କିଏ ବିଭିନ୍ନ ପ୍ରକାର ଦୋଳି ଖେଳିବାରେ ମସଗୁଲ୍‌ ତ କିଏ ବୁଲି ବୁଲି ସବୁ ଦୋକାନରୁ ନେଉଛନ୍ତି ଭଳିକି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri