‘ଆମେ ଯାହା କରିଛୁ ଠିକ୍ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ
ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି ଦେବା ନିଷ୍ପତ୍ତିକୁ ସମର୍ଥନ କରିଥିଲେ। ଜୟଶଙ୍କର କହିଛନ୍ତି ଯେ ଭାରତ ଇରାନୀ ଜାହାଜ…
ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍ପି
ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା ଏମ୍ପି ଅନୀତା ଶୁଭଦର୍ଶନୀ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ସେଣ୍ଟ୍ରାଲ ସ୍କିମ୍ ଏବଂ…
ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’
ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା ଭାଷଣରେ ଏହି କ୍ଷମା ପ୍ରାର୍ଥନା କରିଛନ୍ତି। ଶନିବାର ସକାଳେ ବାହାରିନ, ସାଉଦି ଆରବ…
ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…
ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ ହେଲେ ୧୧୦ ବର୍ଷର ବଟ ମଲ୍ଲିକ। ସେ ତାଙ୍କର ବିଧବା ବୋହୂ, ନାତୁଣୀ…
ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…
ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ। ନିର୍ଣ୍ଣାୟକ ମ୍ୟାଚ ପୂର୍ବରୁ କିୱି ଅଧିନାୟକ ମିଚେଲ ସାଣ୍ଟନର ଏକ ସାମ୍ବାଦିକ ସମ୍ମିଳନୀ…
କମାଲ୍ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…
‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି ଥରେ ରକ୍ତାକ୍ତ, ଆକ୍ସନ-ଭରା କାହାଣୀ ଦେଖିବାକୁ ଉତ୍ସାହିତ ଅଛନ୍ତି। ଟ୍ରେଲରଟି ଅନେକ ଗୁରୁତ୍ୱପୂର୍ଣ୍ଣ…
ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍ ଚାଳକଙ୍କୁ ଛୁରାମାଡ଼
ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି ଆକ୍ରମଣରେ ଲୋକେ ଗୁରୁତର ହେଉଛନ୍ତି। ବିଭିନ୍ନ ସମୟରେ ଆକ୍ରମଣ ଯୋଗୁ ଲୋକଙ୍କ ଜୀବନ…
ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା
ହାଇଦ୍ରାବାଦ୍,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି ଏବଂ ଯଦି ଏହି ପରିସ୍ଥିତି ଜାରି ରହେ, ତେବେ ଭବିଷ୍ୟତରେ ରାଜ୍ୟ ଯୁବ…
ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…
ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ ସ୍ତ୍ରୀଙ୍କ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅନୁମାନ କରାଯାଉଛି। ଅଭିଯୁକ୍ତ ସ୍ବାମୀକୁ ପୋଲିସ…
ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…
ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକ ଅସଦାଚାରଣ କରି ଶୁକ୍ରବାର ଗିରଫ ହୋଇଛନ୍ତି। ପୀଡ଼ିତା ଛାତ୍ରୀ ଜଣକ ଆଗରପଡ଼ା…
ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍
ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ ଲୋକମାନେ ପେଟ୍ରୋଲ ପମ୍ପରେ ଇନ୍ଧନ ଅଭାବକୁ ନେଇ ଅଭିଯୋଗ କରୁଛନ୍ତି। ଅନେକ ସ୍ଥାନରେ…
ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ
ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ, ଗୁରୁତ୍ୱପୂର୍ଣ୍ଣ ୨୭ ରନ କରିଥିଲେ ଏବଂ ପରେ ବଲ ସହିତ ଦୁଇଟି ଗୁରୁତ୍ୱପୂର୍ଣ୍ଣ…
Archives


