୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍ଟ୍ରୋନିକ୍ସ ସାମଗ୍ରୀ
ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ ସାମଗ୍ରୀ ଘରକୁ ଆଣିବାକୁ ଶ୍ରେୟ ମଣିଥାଆନ୍ତି। କିନ୍ତୁ ଚଳିତ ବର୍ଷ ପାର୍ବଣରେ ଗ୍ରାହକମାନଙ୍କୁ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…
କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍ ଅନୁଯାୟୀ ସବୁ ପ୍ରକାର ସହାୟତା ଯୋଗାଇ ଦିଆଯିବ। ଏଥିପାଇଁ ଭୟଭୀତ ହୁଅନ୍ତୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ…
ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!
ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା ପରେ ପୋଡ଼ିଦେବା ଅଭିଯୋଗ ହୋଇଛି । ମୃତକ ହେଉଛନ୍ତି ମୋହନା ଥାନା ମେରାମା…
ବିରାଟ-ଗିଲ୍ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍ରେ ହାରିଲା ୱେଷ୍ଟଇଣ୍ଡିଜ
ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍ରେ ଖେଳାଯାଇଥିବା ମ୍ୟାଚ୍ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ ୨୯୬ ରନ୍ର ଟାର୍ଗେଟ୍ ରଖିଥିଲା। ଭାରତ ୮ ୱିକେଟ୍ ବାକି ଥାଇ ବାଜି…
ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….
ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା ସହ ଏହି ମାଇଲଷ୍ଟୋନ୍ରେ ପହଞ୍ଚିବାରେ ସେ ବିଶ୍ୱର ଦ୍ୱିତୀୟ ବ୍ୟାଟର୍ ହୋଇଛନ୍ତି। ତାଙ୍କ…
କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା
କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିରିଞ୍ଜି ଓ ଚାନ୍ଦିଲି ଅଞ୍ଚଳର ବନ୍ୟା ସ୍ଥିତି ପରଖିବା ପରେ ସେ…
ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ
ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ…
ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ
ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର ବିଦେଶୀ ବେହେରାଙ୍କ ଶିଶୁପୁତ୍ର ଶଙ୍କର ବେହେରା (୪)ଙ୍କ ମୃତ୍ୟୁ ପରେ ପୋଲିସକୁ ଆଙ୍ଗୁଠି…
ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ
ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି । ଦିଲ୍ଲୀ, ନୋଏଡା, ଗାଜିଆବାଦ, ଗୁରୁଗ୍ରାମ ଓ ଫରିଦାବାଦର ପେଟ୍ରୋଲ ପମ୍ପରେ ବୈଧ ପ୍ରଦୂଷଣ…
‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ
ମୁମ୍ବାଇ,୨୭।୯: ବଲିଉଡ୍ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍ସାଲୀଙ୍କ ଫିଲ୍ମ ‘ଲଭ୍ ଆଣ୍ଡ ୱାର୍’ରେ ଏକାଠି ନଜର ଆସିବେ । ନିକଟରେ ଫିଲ୍ମର ତିନି ଷ୍ଟାରଙ୍କ ପ୍ରଥମ ଲୁକ୍ ପୋଷ୍ଟର…
ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ
ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର ପୁଣି ଏପରି ଏକ ଘଟଣା ସାମ୍ନାକୁ ଆସିଛି । ଅନଲାଇନ କୋରିଅର୍ ସେବା…
ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ
ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ ଥିବା ଯୋଗୁ ଏଠାରେ ବାରମ୍ବାର ଏପରି ହେଉଛି । ଏହି ହାଇୱା ଦବି…

