Home

ଫେଲ୍‌ ମାରିଛି କୁକୁଡ଼ାଚାଷ, ସରକାରୀ ସହାୟତା ଅର୍ଥ ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୧୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ରାଜ୍ୟ ଯୋଜନା ଅଧୀନରେ ବିଭିନ୍ନ ମହିଳା ଗ୍ରୁପ୍‌କୁ ରୋଜଗାର କ୍ଷମତା ବଢାଇବା ପାଇଁ ତତ୍କାଳୀନ ରାଜ୍ୟ ସରକାର କୁକୁଡ଼ା ଚାଷ ପାଳନ କରିବା ପାଇଁ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଓଡ଼ିଶା ସରକାର…

କ୍ରମାଗତ ୫ ପରାଜୟ ପରେ ଖୋଲିବ KKR ର ଭାଗ୍ୟ? ଦଳରେ ସାମିଲ ହେଲେଣି ଏତେ କୋଟି ଟଙ୍କାର ଖେଳାଳି

ନୂଆଦିଲ୍ଲୀ,୧୯।୪: IPL 2026 ରେ ବର୍ତ୍ତମାନ ସୁଦ୍ଧା, କୋଲକାତା ନାଇଟ ରାଇଡର୍ସ (KKR) ଏକମାତ୍ର ଦଳ ଭାବରେ ଏପର୍ଯ୍ୟନ୍ତ ଗୋଟିଏ ବି ବିଜୟ ହାସଲ କରିପାରି ନାହିଁ। ଦଳ ଏପର୍ଯ୍ୟନ୍ତ ଛଅଟି ମ୍ୟାଚ ଖେଳିଛି, ସେଥିମଧ୍ୟରୁ ପାଞ୍ଚଟିରେ ପରାଜୟ ବରଣ କରିଛି,…

ବୃଦ୍ଧାଙ୍କୁ ଶୁଣ୍ଢରେ ଟେକି କଚାଡ଼ି କଚାଡ଼ି ମାରିଲା ଦନ୍ତା

ରିଆମାଳ,୧୯ା୪(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ଫରେଷ୍ଟ ରେଞ୍ଜରେ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଆଉଁଳି କୁଡ଼ାସାହିର ମହିଆ ଜଙ୍ଗଲରେ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଆଉଁଳି ଗ୍ରାମର କମାର ପ୍ରଧାନଙ୍କ ସ୍ତ୍ରୀ ପାତି ପ୍ରଧାନ (୬୫)।…

୩,୦୦୦ସୈନ୍ୟ, ୧୦ ଜେଟ, ୫ ଯୁଦ୍ଧଜାହାଜ… ହର୍ମୁଜରେ ଜାହାଜ ଉପରେ ଆକ୍ରମଣ ମଧ୍ୟରେ ଭାରତ କେଉଁଠାରେ ସେନା ମୁତୟନ କରୁଛି? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୪: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଦଶନ୍ଧି ଧରି ରହିଛି। ଅଗଣିତ ଝଡ଼ ଏବଂ ଉତ୍ଥାନ ଆସିଛି ଏବଂ ଚାଲିଯାଇଛି, ତଥାପି ଦୁଇ ରାଷ୍ଟ୍ର ମଧ୍ୟରେ ସମ୍ପର୍କ ସ୍ଥିର ରହିଛି, ଏକ ଦୃଢ଼ ସ୍ତମ୍ଭ ପରି ଦୃଢ଼ ଭାବରେ ଠିଆ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ରୋଷେୟାଙ୍କ ମୃତଦେହ, ହାତରେ ରହିଛି…

ବଲାଙ୍ଗୀର,୧୯ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ମୁନସିନଗର ନିକଟରେ ରବିବାର ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ପଡ଼ିଥିବା ଦେଖାଯାଇଛି। ମୃତକ ଜଣକ ହେଲେ ଜନାର୍ଦ୍ଦନ ଦେବତା(୫୪)। ସେ ଖୁଜେନପାଲି ମୁନସିନଗରର ବୋଲି ଜଣାପଡ଼ିଛି। ସେ ରୋଷେୟା କାମ କରନ୍ତି। ଜନାର୍ଦ୍ଦନ…

ଦେଶବାସୀଙ୍କୁ ସମ୍ବୋଧିତ କରିବା ପରେ ମୋଦିଙ୍କୁ ଟାର୍ଗେଟ କଲେ ବିରୋଧି, କହିଲେ…

ନୂଆଦିଲ୍ଲୀ,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀ ଦଳକୁ ‘ମହିଳା ବିରୋଧୀ’ ବୋଲି ଆଖ୍ୟା ଦେବା ପରେ ଅନେକ ନେତା ତାଙ୍କ ବିରୋଧରେ ତୀବ୍ର ସମାଲୋଚନା କରିଥିଲେ। କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀଙ୍କ ଦେଶକୁ ସମ୍ବୋଧନକୁ ପକ୍ଷପାତୀ ବୋଲି ବର୍ଣ୍ଣନା କରିଥିଲେ।…

ପୁଣି ଥରେ ମା’ ହେବେ ଦୀପିକା ପାଦୁକୋନ, ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି କହିଲେ…

ମୁମ୍ବାଇ: ବଲିଉଡ ଷ୍ଟାର୍‌ ଦୀପିକା ପାଦୁକୋନ ଏବଂ ରଣବୀର ସିଂହ ଦ୍ୱିତୀୟ ଥର ମା-ବାପା ହେବାକୁ ଯାଉଛନ୍ତି। ଉଭୟ କପଲ ଏନେଇ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେମାନଙ୍କ ଝିଅ ଦୁଆ ସେପ୍ଟେମ୍ବର ୨୦୨୪ରେ ଜନ୍ମ ଗ୍ରହଣ କରିଥିଲେ। ତେବେ ଏହି…

ବଡ଼ ଘୋଷଣା କରି ବିଶ୍ୱକୁ ଚମକାଇଲା ଇରାନ, କହିଲା ହର୍ମୁଜ ଉପରେ ଆମର କଣ୍ଟ୍ରୋଲ…

ତେହରାନ,୧୯।୪: ଇରାନର ସର୍ୱୋଚ୍ଚ ଜାତୀୟ ସୁରକ୍ଷା ପରିଷଦ (SNSC) କହିଛି ଯେ ଯୁଦ୍ଧ ସମ୍ପୂର୍ଣ୍ଣ ସମାପ୍ତ ନହେବା ଏବଂ ଏହି ଅଞ୍ଚଳରେ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା ନହେବା ପର୍ଯ୍ୟନ୍ତ ଏହା ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ଉପରେ ଏହାର…

ଭାରତୀୟ ଜାହାଜକୁ ଖୋଲା ଧମକ ଦେଲା ଇରାନ, ଫେରିଯାଅ ନହେଲେ…

ନୂଆଦିଲ୍ଲୀ,୧୯।୪: ମଧ୍ୟପ୍ରାଚ୍ୟରେ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ସମ୍ପ୍ରତି, ଇରାନର ସାମରିକ ବାହିନୀ (IRGC) ଏହି ପଥ ଦେଇ ଯାଉଥିବା ଏକ ଭାରତୀୟ ଜାହାଜକୁ ଅଟକାଇ ତୁରନ୍ତ ଫେରିବାକୁ ନିର୍ଦ୍ଦେଶ ଦେଇଛି।…

ସକାଳୁ ସକାଳୁ ଭାରତର ଜାହାଜ ଉପରେ ବଡ଼ ଆଟାକ୍‌, ଦେଶରେ ହାଇ ଆଲର୍ଟ!

ନୂଆଦିଲ୍ଲୀ,୧୯।୪: ଇରାନ ଦ୍ୱାରା ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବା ପାଇଁ ନବୀକରଣ କରାଯାଇଥିବା ପଦକ୍ଷେପ ମଧ୍ୟରେ, ଏକ ଭାରତୀୟ ତୈଳ ଟ୍ୟାଙ୍କର୍‌ ସଫଳତାର ସହ ଏହି ଗୁରୁତ୍ୱପୂର୍ଣ୍ଣ ଜଳପଥକୁ ପରିବହନ କରିଥିଲା, ଯେତେବେଳେ ଅନ୍ୟ ଚାରିଟି ଜାହାଜ ଫେରି ଯାଇଥିଲା। ଜାହାଜ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ ମଧ୍ୟ ୧୯ଥର ରକ୍ତ ଦାନକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିବା ସହ ଚର୍ଚ୍ଚାରେ…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ ଫେରିବା କୋମଳମତି ଛାତ୍ରୀଛାତ୍ରଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡ଼ୁଛି। ଏଭଳି ସ୍ଥିତିରେ ସ୍କୁଲ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?