Home

ପ୍ରତିବନ୍ଧକ ନେଇ ରାଜନୀତି ଆରମ୍ଭ: ଆରଏସଏସକୁ ନିଷିଦ୍ଧ କରାଯାଉ, କଂଗ୍ରେସ ଏମ୍‌ପିଙ୍କ ଦାବି…

ଥିରୁଭାନନ୍ତପୁରମ୍‌, ୨୮।୯ : ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ୫ ବର୍ଷ ପାଇଁ ନିଷିଦ୍ଧ ଘୋଷଣା ପରେ ଏବେ ଦେଶରେ ପ୍ରତିବନ୍ଧକ ରାଜନୀତି ଆରମ୍ଭ ହୋଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିଷ୍ପତ୍ତି ଉପରେ କଂଗ୍ରେସ ଏମ୍‌ପି ମଧ୍ୟ ଆରଏସଏସ ଉପରେ ପ୍ରତିବନ୍ଧକ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପିଏଫ୍‌ଆଇ ସମେତ ୯ ସଂଗଠନ ଉପରେ ୫ ବର୍ଷ ପାଇଁ ନିଷିଦ୍ଧ ଘୋଷଣା…

ନୂଆଦିଲ୍ଲୀ, ୨୮।୯ : ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ତଥା ଅନ୍ୟାନ୍ୟ କାର୍ଯ୍ୟକଳାପ ଲାଗି ମୌଳବାଦୀ ଇସଲାମିକ ସଂଗଠନ ପପୁଲାର୍‌ ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ପାଞ୍ଚ ବର୍ଷ ଧରି ଭାରତରେ ନିଷିଦ୍ଧ ଘୋଷଣା କରାଯାଇଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି…

ଗାଭାସ୍କରଙ୍କୁ ଏସ୍‌ଜେଏଫ୍‌ଆଇ ପଦକ, ଶାସ୍ତ୍ରୀ ସମ୍ମାନିତ

ଥିରୁଭାନନ୍ତପୁରମ,୨୮।୯(କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରିକେଟର ଦୁଇ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଓ ରବି ଶାସ୍ତ୍ରୀ ମଙ୍ଗଳବାର ଏଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସ୍ପୋଟର୍‌ସ ଜର୍ନାଲିଷ୍ଟ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଏସଜେଏଫ୍‌ଆଇ)ର ବିଶେଷ ସମ୍ମାନ ଗ୍ରହଣ କରିଛନ୍ତି। ଏସ୍‌ଜେଏଫ୍‌ଆଇ ପକ୍ଷରୁ ପ୍ରତିବର୍ଷ…

ଡେଥ୍‌ ବୋଲିଂ ଉପରେ ଭାରତର ନଜର

ଥିରୁଭାନନ୍ଥପୁରମ, ୨୮।୯(ପି.ଟି.): ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବୁଧବାରଠାରୁ ୩ ମ୍ୟାଚ ବିଶିଷ୍ଟ ଅନ୍ତଜର୍ର୍ାତୀୟ ଟି୨୦ କ୍ରିକେଟ ସିରିଜ ଆରମ୍ଭ ହେବ। ଆଗକୁ ଟି୨୦ ବିଶ୍ୱକପ ରହିଥିବାରୁ ପ୍ରସ୍ତୁତି ଦୃଷ୍ଟିରୁ ଏହି ସିରିଜ ଗୁରୁତ୍ୱପୂର୍ଣ୍ଣ। ନିକଟରେ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ…

ସକ୍ରିୟ ମାମଲା ୪୧ ହଜାରରୁ କମ…

ନୂଆଦିଲ୍ଲୀ, ୨୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୧ ହଜାର ତଳେ ରହିଛି। ଗତ ୨୪…

ଜାତୀୟ କ୍ରୀଡ଼ା ସଫ୍ଟ ଟେନିସ ପାଇଁ ଓଡ଼ିଶାର ୪ ଅଫିସିଆଲ

ଭୁବନେଶ୍ୱର, ୨୮।୯(କ୍ରୀଡ଼ା ପ୍ରତିନିଧି): ଗୁଜରାଟର ଅହମଦାବାଦରେ ହେବାକୁଥିବା ଜାତୀୟ କ୍ରୀଡ଼ାର ସଫ୍ଟଟେନିସ ଇଭେଣ୍ଟ ପାଇଁ ଓଡ଼ିଶାରୁ ୪ ଅଫିସିଆଲ ମନୋନୀତ ହୋଇଛନ୍ତି। ମହମ୍ମଦ ଆଜାମ ରେଫରି ଏବଂ ଅନସୂୟା ବାରିକ, ସତୀଶ କୁମାର ବିଶ୍ୱକର୍ମା ଓ ମହମ୍ମଦ ଅମନ ଅମ୍ପାୟର ଭାବେ…

ଅନୁରାଧା ଓଡ଼ିଶା ଆଥ୍‌ଲେଟିକ୍ସ ଦଳର କୋଚ୍‌

ଭୁବନେଶ୍ୱର, ୨୮।୯(କ୍ରୀଡ଼ା ପ୍ରତିନିଧି): ଗୁଜରାଟରେ ହେବାକୁଥିବା ଜାତୀୟ କ୍ରୀଡ଼ା ପାଇଁ ଅଲିମ୍ପିଆନ ଅନୁରାଧା ବିଶ୍ୱାଳଙ୍କୁ ଓଡ଼ିଶା ଆଥ୍‌ଲେଟିକ୍ସ ଦଳର କୋଚ୍‌ ମନୋନୀତ କରାଯାଇଛି। ଯେଉଁ କ୍ରୀଡ଼ାରେ ଏକାଧିକ ଥର ପଦକ ଜିତିଥିଲେ ସେହି କ୍ରୀଡ଼ା ପାଇଁ ଓଡ଼ିଶା ଦଳର କୋଚ୍‌ ହୋଇଥିବାରୁ…

ନୀତୀଶ କହୁ କହୁ ତେଜସ୍ବୀଙ୍କୁ କହିଲେ ମୁଖ୍ୟମନ୍ତ୍ରୀ, ଏହା ଭୁଲ ନା ଭବିଷ୍ୟତର ସଙ୍କେତ ନେଇ ଚର୍ଚ୍ଚା…

ପାଟନା, ୨୮।୯ : ବିହାରରେ ଯେତେବେଳେ ନୀତୀଶ କୁମାର ଭାଜପା ଛାଡି ଆରଜେଡି ସହିତ ମେଣ୍ଟ କରିଥିଲେ ସେତେବେଳେ ସେ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ଚେୟାରକୁ ତେଜସ୍ବୀ ଯାଦବଙ୍କୁ ହସ୍ତାନ୍ତର କରିବେ ବୋଲି ଆଲୋଚନା ହୋଇଥିଲା। ଏହା ପଛର କାରଣ ଦିଆଯାଇଥିଲା…

ବାରବାଟୀରେ ଲିଜେଣ୍ଡ୍ସ ଲଢ଼େଇ

କଟକ, ୨୮।୯(ସ୍ପୋଟର୍‌ସ ବ୍ୟୁରୋ): ବାରବାଟୀ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଲିଜେଣ୍ଡ୍ସ ଲିଗର ନବମ ମ୍ୟାଚରେ ଭିଲୱାରା କିଙ୍ଗ୍ସ ୫୭ ରନରେ ଗୁଜରାଟ ଜାଏଣ୍ଟ୍ସକୁ ପରାସ୍ତ କରିଛି। କିଙ୍ଗ୍ସ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୪ ଉଇକେଟ ହରାଇ ୨୨୨ ରନ୍‌…

‘ତୁମେ ଦେଖିବ ମୋ ବାପା ରାଜା ହେବେ’

ଲଣ୍ଡନ: ବ୍ରିଟେନ୍‌ ରାଜା ଚାର୍ଲସ୍‌ ତୃତୀୟଙ୍କ ନାତି ପ୍ରିନ୍ସ ଜର୍ଜ ସବୁବେଳେ ନିଜ ଅସ୍ବାଭାବିକ ବ୍ୟବହାର ଲାଗି ଚର୍ଚ୍ଚାରେ ରହିଆସନ୍ତି। ସ୍କୁଲ ଖେଳପଡ଼ିଆରେ କେତେଜଣ ସାଙ୍ଗଙ୍କ ସହ ମାଡ଼ଗୋଳ ହେବା ପରେ ଜର୍ଜ ତାଙ୍କୁ କହିଛନ୍ତି ଯେ, ତୁମେମାନେ ଦେଖିବ ମୋ…

ମୋକ୍ଷ ପାଇଁ ଜୀବନ୍ତ ସମାଧି

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ଉନ୍ନାଓର ଦୁଇ ଜଣ ସନ୍ଥ ଜଣେ ବ୍ୟକ୍ତିଙ୍କୁ ମୋକ୍ଷ ଦେବା କହି ତାଙ୍କୁ ଜିଅନ୍ତା ଭୂସମାଧି ଦେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଘଟଣାର ସୂଚନା ପାଇ ସ୍ଥାନୀୟ ପୋଲିସ ଉକ୍ତ ଯୁବକଙ୍କୁ ଉଦ୍ଧାର…

ମହେଶ ବାବୁଙ୍କ ମା ଅଭିନେତ୍ରୀ ଇନ୍ଦିରା ଦେବୀଙ୍କ ପରଲୋକ…

ହାଇଦ୍ରାବାଦ, ୨୮।୯ : ସୁପରଷ୍ଟାର ମହେଶ ବାବୁଙ୍କ ମା ଏବଂ ଅଭିନେତ୍ରୀ ଇନ୍ଦିରା ଦେବୀଙ୍କର ଦେହାନ୍ତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ସୁପରଷ୍ଟାରଙ୍କ ମା ଗତ କିଛି ସପ୍ତାହ ଧରି ଅସୁସ୍ଥ ଥିଲେ। ସେ ହାଇଦ୍ରାବାଦର ଏଜି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri