ରାଷ୍ଟ୍ରପତିଙ୍କୁ ଭେଟିଲେ ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ,୨୩।୮: କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ମଙ୍ଗଳବାର ରାଷ୍ଟ୍ରପତି ଭବନରେ ସୋନିଆ ଗାନ୍ଧୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ। ଏହି ସାକ୍ଷାତକାରକୁ କଂଗ୍ରେସ ପକ୍ଷରୁ ସୌଜନ୍ୟମୂଳକ ଓ ଔପଚାରିକ ବୋଲି କୁହାଯାଇଛି।…
ଲଶ୍କର-ଏ-ତୋଏବାର ୨ଆତଙ୍କବାଦୀ ଗିରଫ: ଗୋଳାବାରୁଦ, ଅସ୍ତ୍ରଶସ୍ତ୍ର ଜବତ
ବଡ଼ଗାମ,୨୩।୮: ଜମ୍ମୁ-କଶ୍ମୀରର ବଡ଼ଗାମ ଜିଲାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋମବାର ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଏବାର ୨ଆତଙ୍କବାଦୀ ସହଯୋଗୀଙ୍କୁ ପୋଲିସ ଗିରଫ କରିଛି। ଏଥିସହ ବିପୁଳ ପରିମାଣର ଗୋଳାବାରୁଦ ମଧ୍ୟ ଜବତ କରାଯାଇଛି। ସୂଚନାଯୋଗ୍ୟ, ସେନା ଓ ପୋଲିସର ମିଳିତ ଉଦ୍ୟମରେ…
କଳା ଚଷମା ଗୀତରେ ନାଚିଲେ ଭାରତୀୟ ଖେଳାଳି
ହରାରେ,୨୩।୮: ଜିମ୍ବାୱେ ବିପକ୍ଷ ଦିନିକିଆ ସିରିଜକୁ ୩-୦ ବ୍ୟବଧାନରେ ଜିତିବା ପରେ ଭାରତୀୟ ଖେଳାଳିମାନେ ବିଜୟ ଉତ୍ସବ ପାଳନ କରିଥିଲେ। ଅଧିନାୟକ ଲୋକେଶ ରାହୁଲଙ୍କ ଠାରୁ ଆରମ୍ଭ କରି ଶିଖର ଧାୱନ ଏବଂ ଇଶାନ କିଶନ ପର୍ଯ୍ୟନ୍ତ ସମସ୍ତ ଖେଳାଳି ବହୁତ…
ବର୍ଷାଦିନେ ଦିଶିବେ ଷ୍ଟାଇଲିଶ୍
ସୁନ୍ଦର ଦେଖାଯିବା ସହିତ ଆରାମଦାୟକ ଅନୁଭବ ପାଇଁ ବର୍ଷାଦିନେ ଠିକ୍ ପୋଷାକ ଚୟନ କରିବା ନିହାତି ଆବଶ୍ୟକ। ତେଣୁ ଏହି ଋତୁରେ କେଉଁ ଫାବ୍ରିକର ପୋଷାକ ପିନ୍ଧିବେ ଜାଣିରଖନ୍ତୁ… ବର୍ଷାଦିନେ ଶୀଘ୍ର ଶୁଖିଯାଉଥିବା ଭଳି ଫାବ୍ରିକ ବ୍ୟବହାର କରନ୍ତୁ। କିନ୍ତୁ ଟ୍ରାନ୍ସପରେଣ୍ଟ…
କଫିରୁ ମିଳିବ ସୁନ୍ଦର ତ୍ୱଚା
କଫି ବ୍ୟବହାର କରି ସୌନ୍ଦର୍ଯ୍ୟ ମଧ୍ୟ ବୃଦ୍ଧି କରାଯାଇପାରିବ। ଏଥିରେ ଥିବା ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ ତ୍ୱଚାର କଳାଦାଗ ଦୂରକରିବା ସହିତ ଉଜ୍ଜ୍ୱଳତା ବୃଦ୍ଧି କରିିଥାଏ। ଜାଣନ୍ତୁ ଏହାକୁ ବ୍ୟବହାର କରିବାର ଉପାୟ … କଫିକୁ ଫେସ୍ ମାସ୍କଭାବେ ବ୍ୟବହାର କରାଯାଇପାରିବ।…
ହୋମ୍ ମ୍ୟାନେଜର
କିଏ କହେ କଞ୍ଜୁସ୍ ତ କିଏ କହେ ମିତବ୍ୟୟୀ। କିନ୍ତୁ ସାମ୍ପ୍ରତିକ ବଜାର ସ୍ଥିତିକୁ ଦେଖି ଏବେ ସତର୍କ ହୋଇଛନ୍ତି ସେମାନେ। ଆବଶ୍ୟକତା ଦେଖି କିଣାକିଣି କରିବାକୁ ପଡୁଛି। ଏମିତି ବିଭିନ୍ନ କ୍ଷେତ୍ରରେ ଖର୍ଚ୍ଚକାଟ କରି ଘର ବଜେଟକୁ ସଜାଡ଼ି ସେମାନେ…
୨୮ ପଞ୍ଚାୟତର ୧୦ ହଜାର ଲୋକ ଜଳବନ୍ଦୀ
ଜଳେଶ୍ୱର, ୨୩ା୮(ଡି.ଏନ.ଏ.):ସୁବର୍ଣ୍ଣରେଖାରେ ବନ୍ୟା ଯୋଗୁ ଜଳେଶ୍ୱର ବ୍ଲକ ୨୮ଟି ପଞ୍ଚାୟତର ୧୪୯ ଗାଁ ପ୍ରଭାବିତ ହୋଇଛି ା ଏଥିରେ ୧୦ହଜାର ଲୋକ ଜଳବନ୍ଦୀ ହୋଇଥିବା ବେଳେ ୧୧୪ଟି କେନ୍ଦ୍ରରେ ଥଇଥାନ କରାଯାଇଛି ା ସେମାନଙ୍କୁ ରନ୍ଧା ଖାଦ୍ୟ ଦିଆଯାଇଛି। ୬ହଜାର ହେକ୍ଟର…
କମୁଛି ସୁବର୍ଣ୍ଣରେଖା, ବଢୁଛି ଦୁର୍ଦ୍ଦଶା
ବାଲେଶ୍ୱର ଅଫିସ, ୨୩।୮:ଝାଡ଼ଖଣ୍ଡର ଗାଲୁଡିହି ବ୍ୟାରେଜ୍ରୁ ମୋଟ୍ ୨୦ଟି ଗେଟ୍ ଖୋଲାଯାଇଥିବାରୁ ଉତ୍ତର ବାଲେଶ୍ୱରରେ ପ୍ରବାହିତ ସୁବର୍ଣ୍ଣରେଖା ନଦୀରେ ଭୟଙ୍କର ବନ୍ୟା ସ୍ଥିତି ଉପୁଜିଛି। ରାଜଘାଟସ୍ଥିତ ପୋଲ ନିକଟରେ ବିପଦସଙ୍କେତ ୧୦.୩୬ ମିଟର ଥିବାବେଳେ ସୋମବାର ପୂର୍ବାହ୍ନ ୫ଟା ସୁଦ୍ଧା ୧୧.୯୦…
ଲୋକଙ୍କ ବିଦ୍ୟୁତ୍ ସମସ୍ୟା ବୁଝିଲେ ବିଧାୟକ
କୋରୁକୋଣ୍ଡା ୨୩ା୮(ଡି.ଏନ.ଏ):ମାଲକାନଗିରି ଜିଲା ବାଲିମେଳା ଏନଏସିକୁ ସୋମବାର ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମେତ ଲୋକଙ୍କ ସମସ୍ୟା ସମ୍ପର୍କରେ ସେମାନଙ୍କ ସହ ଆଲୋଚନା କରିଥିଲେ। ନୀଳାକାମ୍ବେରୁ ପଞ୍ଚାୟତର କେତେକ କଲୋନୀ ବାସିନ୍ଦା ବିଧାୟକଙ୍କୁ ଭେଟି…
ନୌସେରାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୨ଆତଙ୍କବାଦୀ ନିହତ
ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର ରାଜୌରୀରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ମଙ୍ଗଳବାର ନୌସେରା ସେକ୍ଟରର ଏଲ୍ଓସି ନିକଟରେ କେତେକ ଆତଙ୍କବାଦୀ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିଲେ। ସେମାନଙ୍କ ଉଦ୍ୟମକୁ ସୁରକ୍ଷାକର୍ମୀ ବିଫଳ କରିଛନ୍ତି। ଏଥିସହ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ଜଣ ଆତଙ୍କବବାଦୀଙ୍କ ମୃତ୍ୟୁ ହୋଇଥିବା…
ଘର ଛାଡ଼ି ଅନ୍ୟ ଛାତଘରେ ଆଶ୍ରୟ ନେଇଛନ୍ତି ଗ୍ରାମବାସୀ
ରାୟଗଡ଼ା ଅଫିସ,୨୩ା୮:ଲଗାଣ ବର୍ଷା ଯୋଗୁ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ କରପା ପଞ୍ଚାୟତର ରାଣୀପଦର ଗ୍ରାମବାସୀ ବିଭିନ୍ନ ସମସ୍ୟାରେ ରହିଛନ୍ତି। ଗାଁର ୨୮ ଘର ମଧ୍ୟରୁ ୧୬ ଘରେ ବର୍ଷାପାଣି ସହ ଝର ସୃଷ୍ଟିହୋଇ କାନ୍ଥ ଓଦା ହୋଇଛି। କେତେବେଳେ କାନ୍ଥ…
ମନ୍ଦିରରେ ମୁସଲମାନ ମନ୍ତ୍ରୀଙ୍କ ପ୍ରବେଶକୁ ନେଇ ଉଠିଲା ବିବାଦ
ପାଟନା,୨୩।୮: ବିହାରରେ ମହାମେଣ୍ଟ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଗୟାସ୍ଥିତ ବିଷ୍ଣୁପଦ ମନ୍ଦିରରେ ପହଞ୍ଚିଥିଲେ। ଏହି ସମୟରେ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ମହମ୍ମଦ ଇସ୍ରାଏଲ ମନସୁରୀଙ୍କ ସମେତ ଅନ୍ୟ ନେତାମାନେ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ।…
Archives


