ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…
ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି ବିରୋଧୀ କଂଗ୍ରେସ, ଡିଏମ୍କେ, ଟିଏମ୍ସି ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ କରିଛନ୍ତି। ବିରୋଧୀ…
ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍ଆଇ ପହଞ୍ଚି…
ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍ରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଶ୍ରମିକ ଜଣକ ହେଲେ ଛତିଶଗଡ଼ ରାଜ୍ୟର ଦାନଗିରି ଜିଲା…
୨ ବାଇକ୍ ସହ ଧକ୍କା ହେଲା ଅଟୋ: ୩ ଗୁରୁତର
ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍ଚେରୀ ନିକଟରେ ୨ ବାଇକ୍ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣେ ଯୁବତୀ ରହିଛନ୍ତି। ଆହତ ବ୍ୟକ୍ତିମାନେ ହେଲେ ଅର୍ମାନ ନାୟକ,…
ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…
ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ସେବା ସମବାୟ ସମିତି ସଭାପତି ନିରଞ୍ଜନ…
ହର୍ମୁଜରେ ଭାରତୀୟ ଜହାଜ ଉପରେ ଗୁଳିମାଡ଼ କଲା ଇରାନ! ସମୁଦ୍ର ମଝିରେ ମୁହାଁମୁହିଁ ହୋଇଗଲେ…
ନୂଆଦିଲ୍ଲୀ,୧୮।୪: ବିଶ୍ୱ ଶକ୍ତି ଯୋଗାଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଧମନୀ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଇରାନୀ ବନ୍ଧୁକ ବୋଟ ଦୁଇଟି ବାଣିଜ୍ୟ ଜାହାଜ ଉପରେ ଅବିଚାରିତ ଗୁଳିଚାଳନା କରିଛି, ଯେଉଁଥିରେ…
ଭାରତ ଆଡେ ମୁହାଁଉଥିବା ତେଲ ଟ୍ୟାଙ୍କର ହର୍ମୁଜରେ ନେଲା ୟୁ ଟର୍ନ, ହଠାତ୍ ମଝି ସମୁଦ୍ରରେ ଘେରିଗଲେ…
ନୂଆଦିଲ୍ଲୀ,୧୮।୪: ଇରାନର ଦାବି ସତ୍ତ୍ୱେ ଯେ ସେ ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଭାବରେ ଖୋଲି ଦେଇଛି, ପରିସ୍ଥିତି ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୱାଭାବିକ ହୋଇନାହିଁ। ବ୍ଲୁମବର୍ଗର ଏକ ରିପୋର୍ଟ ଅନୁଯାୟୀ, ଶନିବାର ଦିନ ଅନେକ ଭାରତୀୟ ତୈଳ ଟ୍ୟାଙ୍କର୍ ପାରସ୍ୟ ଉପସାଗର ମଧ୍ୟରେ…
କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍ହା
ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ ମାଝୀ କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ବାର୍ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ବନବିଭାଗ…
୨ ଯୁବତୀଙ୍କ ସହ ବାଇକ୍ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…
ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ ରାସ୍ତାକୁ ବାଇକ୍ ଯୋଗେ ଆସୁଥିବା ଜଣେ ଯୁବକ ଏବଂ ୨ ଜଣ ଯୁବତୀଙ୍କୁ…
ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର
ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ କେନ୍ଦ୍ରୀୟ ଅଞ୍ଚଳରେ ପ୍ରବଳ ତୁଷାରପାତ ରେକର୍ଡ କରାଯାଇଛି, ଯେତେବେଳେ ସମତଳ ଅଞ୍ଚଳରେ ଲଗାତାର…
ଇରାନ-ଚାଇନା ହେଲେ ନିକଟତର, ବଢିଲାଣି ଆମେରିକାର ଟେନସନ!
ତେହରାନ,୧୮।୪: ଇରାନ ଏବଂ ଚାଇନା ମଧ୍ୟରେ ବଢୁଥିବା ଘନିଷ୍ଠତା ଆମେରିକାର ଚିନ୍ତାକୁ ବୃଦ୍ଧି କରିଛି। ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ଧରି, ଇରାନ ଚାଇନାର ବୈଷୟିକ ସହାୟତାରେ ଏହାର କ୍ଷେପଣାସ୍ତ୍ର ଏବଂ ସାମରିକ କ୍ଷମତାକୁ ଯଥେଷ୍ଟ ବୃଦ୍ଧି କରିଛି। ସାମ୍ପ୍ରତିକ…
୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…
ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ସମ୍ବଲପୁର ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା…
ପୁଣି ହର୍ମୁଜ ପ୍ରଣାଳୀ ବନ୍ଦ କଲା ଇରାନ, ଆମରିକା ଉପରେ ଲଗାଇଲା ସାଂଘାତିକ ଅଭିଯୋଗ
ତେହରାନ,୧୮।୪: ଇରାନ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାର ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିଛି। ଏହି ପଦକ୍ଷେପ ଦ୍ୱାରା ଏହାର ଅବରୋଧ ହଟିବ ନାହିଁ ବୋଲି ଆମେରିକା କହିବା ପରେ ଶନିବାର ଏହି ଗୁରୁତ୍ୱପୂର୍ଣ୍ଣ ଜଳପଥ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ଇରାନର ମିଳିତ…

