Home

ହାତରେ ଜାତୀୟ ପତାକା ଧରିଥିବା ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଲେ ଅତିରିକ୍ତ ଜିଲାପାଳ: ତଦନ୍ତ ନିର୍ଦ୍ଦେଶ

ପାଟନା,୨୨।୮: ବିହାରରେ ଶିକ୍ଷକ ନିଯୁକ୍ତି ବିଳମ୍ବକୁ ନେଇ ଶହ ଶହ ଆଶାୟୀ ସୋମବାର ପାଟନାରେ ବିକ୍ଷୋଭ କରୁଥିବା ବେଳେ ସେମାନଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଲାଠିଚାଳନା କରିବା ସହ ପାଣିମାଡ଼ କରିଛି। ଏପରିକି ଜାତୀୟ ପତାକା ଧରିଥିବା ଜଣେ ନିଯୁକ୍ତି ଆଶାୟୀ…

୩୯ଟି ଜିଲାକୁ ଆଲର୍ଟ: ୮ଜିଲାରେ ବନ୍ଦ ରହିବ ସ୍କୁଲ

ଭୋପାଳ,୨୨।୮: ମଧ୍ୟପ୍ରଦେଶରେ ଗତ କିଛି ଦିନ ଧରି ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପ୍ରବଳ ବର୍ଷା ଯୋଗୁ ମଧ୍ୟପ୍ରଦେଶର ୩୯ଟି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଥିସହ ଭୋପାଳ ସମେତ ୮ଟି ଜିଲାର…

ସ୍ପେଶିଆଲ ୨୬ ଭଳି ଲୋକଙ୍କୁ ଲୁଟୁଥିଲେ ନକଲି ଆୟକର ଅଧିକାରୀ

ମୁମ୍ବାଇ,୨୨।୮: ଖିଲାଡୀ ବୟ ଅକ୍ଷୟ କୁମାରଙ୍କ ହିନ୍ଦୀ ଫିଲ୍ମ ସ୍ପେଶିଆଲ ୨୬ ଭଳି ଫିଲ୍ମ ଷ୍ଟାଇଲ୍‌ରେ ଏକ ଲୁଟ୍‌ ଘଟଣା ସାମ୍ନାକୁ ଆସିଛି। ସୋମବାର ମହାରାଷ୍ଟ୍ରର ଚନ୍ଦ୍ରପୁର ବଲ୍ଲାରପୁର ପୋଲିସ ଜଣେ ନକଲି ଆୟକର ଅଧିକାରୀଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ଏଏପିର ଗୁଜରାଟ ମିଶନ: ଛୁଟୁଛି ପ୍ରତିଶ୍ରୁତିର ସୁଅ

ଅହମ୍ମଦାବାଦ,୨୨।୮: ଗୁଜରାଟ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ସରଗରମ ହେବାରେ ଲାଗିଛି। ଏଭଳି ସ୍ଥିତିରେ ଆମ ଆଦମୀ ପାର୍ଟି(ଏଏପି) ରାଜ୍ୟରେ ସରକାର ଗଠନ କରିବା ପାଇଁ ଏବେଠୁ କସରତ କରୁଛି। ଇତିମଧ୍ୟରେ ସୋମବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ…

ଦିଲ୍ଲୀରେ ଅପରେଶନ୍‌ ‘ଲୋଟସ୍‌’ ବିଫଳ: ଏଏପିକୁ ଭାଙ୍ଗିବାକୁ ଭାଜପାର ସିବିଆଇ-ଇଡିର ଛାଟ

ନୂଆଦିଲ୍ଲୀ,୨୨।୮: ଦିଲ୍ଲୀରେ ଏକ୍ସାଇଜ୍‌ ସ୍କାମ୍‌ ମାମଲାର ଯାଞ୍ଚ ଯେତେ ଆଗକୁ ବଢ଼ୁଛି ଆମ ଆଦମୀ ପାର୍ଟି (ଏଏପି) ଓ ଭାଜପା ମଧ୍ୟରେ ବିବାଦ ଆହୁରି ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ଦାବି କରିଛନ୍ତି। ରାଜଧାନୀରେ ଭାଜପାର…

ଶୁବମନ ଗିଲ୍‌ଙ୍କ ପ୍ରଥମ ଅନ୍ତର୍ଜାତୀୟ ଶତକ: ଜିମ୍ବାଓ୍ବେକୁ ୨୯୦ ରନ୍‌ର ଟାର୍ଗେଟ୍‌

ହରାରେ,୨୨।୮: ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯାଉଥିବା ତୃତୀୟ ଦିନିକିଆରେ ଭାରତ ଘରୋଇ ଜିମ୍ବାଓ୍ବେକୁ ୨୯୦ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟି କରିଥିବା ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୮୯ ରନ୍‌ କରିଥିଲା।…

ଶ୍ରୀଲଙ୍କାକୁ ୨୧,୦୦୦ ଟନ ସାର ଯୋଗାଇଲା ଭାରତ

ନୂଆଦିଲ୍ଲୀ/କଲମ୍ବୋ,୨୨।୮:ଭାରତ ସୋମବାର ଏକ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମ ଅଧୀନରେ ଶ୍ରୀଲଙ୍କାକୁ ୨୧,୦୦୦ ଟନ ସାର ପ୍ରଦାନ କରିଛି। ଏହି ପଦକ୍ଷେପ ପଡୋଶୀ ଦେଶର କୃଷକମାନଙ୍କୁ ସାହାଯ୍ୟ କରିବ ଏବଂ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବ। ଗତ କିଛି…

ସୋନମଙ୍କ ପୁଅଙ୍କୁ ଦେଖି ଭାବପ୍ରବଣ ହେଲେ ରିଆ

ବଲିଉଡ ଅଭିନେତ୍ରୀ ସୋନମ କପୁର ନିକଟରେ ପୁତ୍ର ସନ୍ତାନର ଜନନୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ନିଜେ ସୋନମ କପୁର ଇନଷ୍ଟାଗ୍ରାମରେ ଏହି ଖୁସି ଖବରକୁ ଗୋଟିଏ ପୋଷ୍ଟ ମାଧ୍ୟମରେ ତାଙ୍କ ଫ୍ୟାନ ଓ ପ୍ରଶଂସକମାନଙ୍କୁ ଜଣାଇଛନ୍ତି। ସୋନମ ମା’ ହୋଇଥିବାରୁ…

ସିସୋଡିଆଙ୍କୁ ଭାରତ ରତ୍ନ ଦିଆଯିବା ଉଚିତ: କେଜ୍ରିଓ୍ବାଲ୍‌

ଅହମ୍ମଦାବାଦ୍‌,୨୨।୮: ଦିଲ୍ଲ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସୋମବାର ଗୁଜରାଟରେ ନିର୍ବାଚନ ପ୍ରଚାର କରିଛନ୍ତି। ସେ ରାଜ୍ୟରେ ଉନ୍ନତ ତଥା ମାଗଣା ଶିକ୍ଷା ଏବଂ ଉନ୍ନତ ସ୍ବାସ୍ଥ୍ୟ ସେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ଏକ ନିର୍ବାଚନୀ ରାଲିକୁ ସମ୍ବୋଧିତ କରି ସେ ଦିଲ୍ଲୀ…

ଇମ୍ରାନଙ୍କୁ ଗିରଫଦାରିରୁ ମିଳିଲା ଆଶ୍ୱସ୍ତି

ଇସ୍‌ଲାମାବାଦ୍‌,୨୨।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଇସ୍‌ଲାମାବାଦ ହାଇକୋର୍ଟ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ସୋମବାର ଇମ୍ରାନଙ୍କ ଜାମିନ ଆବେଦନ ଶୁଣାଣି କରି କୋର୍ଟ ତାଙ୍କୁ ୩ଦିନ ପାଇଁ ଟ୍ରାନ୍‌ଞ୍ଜିଟ ଜାମିନ ପ୍ରଦାନ କରିଛନ୍ତି। ଏନେଇ ଏକ ଅନ୍ତର୍ଜାତୀୟ ଗଣମାଧ୍ୟମରୁ ସୂଚନା…

ରୁଷିଆରୁ ଧରାପଡିଲେ ଆଇଏସ ଆତ୍ମଘାତୀ ଆତଙ୍କବାଦୀ, ଭାଜପାର ମୁଖ୍ୟ ନେତାଙ୍କ ଉପରେ କରିଥାଆନ୍ତେ ଆକ୍ରମଣ

ମସ୍କୋ,୨୨ ।୮: ରୁଷିଆ ସୁରକ୍ଷା ଏଜେନ୍ସି(ଏଫଏସବି) ଆତଙ୍କବାଦୀ ସଙ୍ଗଠନ(ଇସଲାମିକ ସଙ୍ଗଠନ)ର ଜଣେ ଆତଙ୍କବାଦୀଙ୍କୁ ଧରିଥିବା ଜଣାପଡିଛି । ସେ ଭାରତରେ ଆତ୍ମଘାତୀ ଆକ୍ରମଣ କରିବା ଯୋଜନାରେ ଥିଲେ । ଏଫଏସବିର ଅଧିକାରୀମାନେ କହିଛନ୍ତି ଧରାପଡିଥିବା ଆତଙ୍କବାଦୀ ମଧ୍ୟ ଏସିଆର ଏକ ଦେଶର…

‘ଦିନେ କେଜରିୱାଲଙ୍କ ଅହଙ୍କାର ଭାଙ୍ଗିବ’

ନୂଆଦିଲ୍ଲୀ,୨୨।୮: ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଘରେ ସିବିଆଇ ଚଢ଼ାଉକୁ ନେଇ ରାଜନୀତି ଜୋର ଧରିଛି। ଉଭୟ ଆମ ଆଦମୀ ପାର୍ଟି ଓ ଭାଜପା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ସୋମବାର ସିସୋଡିଆ କହିଛନ୍ତି, ଏଏପି ଭାଙ୍ଗି ଭାଜପାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri