ହେମନ୍ତ ସୋରେନଙ୍କୁ ଇଡି ଡାକରା
ରାଞ୍ଚତ୍,୩ା୧୧: ବେଆଇନ ଖଣି ଖନନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ବୁଧବାର ସମନ କରିଛି। ତାଙ୍କୁ ଗୁରୁବାର ଇଡି କାର୍ଯ୍ୟାଳୟରେ ହାଜର ହେବାକୁ କୁହାଯାଇଛି। ଏନେଇ ସୋରେନ କହିଛନ୍ତି, ସେ ଜଣେ ଆଦିବାସୀ ମୁଖ୍ୟମନ୍ତ୍ରୀ। ବିରୋଧୀ…
୬ ରାଜ୍ୟର ୭ ବିଧାନସଭା ଆସନରେ ଉପ-ନିର୍ବାଚନ…
ନୂଆଦିଲ୍ଲୀ,୩।୧୧: ଦେଶର ୬ ଟି ରାଜ୍ୟରେ ୭ ବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଇଁ ଗୁରୁବାର ମତଦାନ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ମୁଖ୍ୟତଃ ଭାରତୀୟ ଜନତା ପାର୍ଟି ଏବଂ ଆଞ୍ଚଳିକ ଦଳ ମଧ୍ୟରେ। ନଭେମ୍ବର ୬ ରେ ଭୋଟ…
ଦିନକୁ ୪୩ କେଜିର ମାଇକ୍ରୋପ୍ଲାଷ୍ଟିକ ଗିଳୁଛନ୍ତି ବ୍ଲୁ ହ୍ବେଲ୍
ଓ୍ବାଶିଂଟନ୍, ୩।୧୧: ସମୁଦ୍ର ଜଳରେ ମାଇକ୍ରୋପ୍ଲାଷ୍ଟିକର ଉପସ୍ଥିତି କାରଣରୁ ସେଠାରେ ବାସ କରୁଥିବା ପ୍ରାଣୀଙ୍କ ଜୀବନ ଏବେ ବିପଦରେ ପଡ଼ିଯାଇଛି। ତେବେ ପୃଥିବୀର ସବୁଠାରୁ ବିଶାଳ ପ୍ରାଣୀ କୁହାଯାଉଥିବା ତିମିଙ୍କ ଜୀବନ ମଧ୍ୟ ଏହାଦ୍ୱାରା ପ୍ରଭାବିତ ହେବାର ଆଶଙ୍କା ଉପୁଜିଛି ବୋଲି…
୧୨ ବିଲିୟନ ଡଲାର ରହସ୍ୟ
ନୂଆଦିଲ୍ଲୀ/ ବେଜିଂ, ୩।୧୧: ଦୁଇ ବଡ଼ ଅର୍ଥନୀତି ଚାଇନା ଓ ଭାରତ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ମତଭେଦରୁ ସମ୍ପର୍କରେ ତିକ୍ତତା ରହିଥିଲେ ହେଁ ବାଣିଜି୍ୟକ କାରବାର ଚାଲିଛି। ଏହି କାରବାର ଭିତରେ ଏକ ବଡ଼ ବ୍ୟତିକ୍ରମ ସାମ୍ନାକୁ ଆସିଛି। ଚାଇନାର କହିବା…
ଡେଥ୍ ଓଭର ପାଇଁ ଅର୍ଶଦୀପଙ୍କୁ ପ୍ରସ୍ତୁତ କରୁଥିଲା ଟିମ୍ ଇଣ୍ଡିଆ:ରୋହିତ
ଆଡିଲେଡ୍,୨ା୧୧: ବାଲାଂଦେଶ ବିପକ୍ଷ ମ୍ୟାଚ୍ରେ ହିରୋ ପାଲଟିଛନ୍ତି ଅର୍ଶଦୀପ ସିଂ। ବିଶେଷକରି ଡେଥ୍ ଓଭରରେ ତାଙ୍କ ପ୍ରଭାବଶାଳୀ ବୋଲିଂ ଲାଗି ଭାରତୀୟ ଅଧିନାୟକ ରୋହିତ ଶର୍ମା ତାଙ୍କର ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଡେଥ୍ ବୋଲିଂ ପାଇଁ ଭାରତ ଅର୍ଶଦୀପ ସିଂଙ୍କୁ ପ୍ରସ୍ତୁତ…
୫୦୦ ଲୋକଙ୍କୁ ପକ୍କା ଘର ଦେଲେ ମୋଦି
ନୂଆଦିଲ୍ଲୀ,୨।୧୧:ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିଲ୍ଲୀର କାଲକାଜୀ ଅଞ୍ଚଳରେ ରହୁଥିବା ୫୦୦ ଲୋକଙ୍କୁ ପକ୍କା ଘର ଚାବି ହସ୍ତାନ୍ତର କରିଛନ୍ତି। ପ୍ରଧାନମନ୍ତ୍ରୀ ‘ଇନ-ସିଟୁ ସ୍ଲମ୍ ରିହାବିଲିଟେସନ ପ୍ରୋଜେକ୍ଟ’ ଅନ୍ତର୍ଗତ ଦିଲ୍ଲୀର କାଲକାଜୀରେ ୩,୦୩୪ ନୂତନ ନିର୍ମାଣ ହୋଇଥିବା ଫ୍ଲାଟକୁ ଏକ…
‘ଏତେ ସଂଖ୍ୟାରେ ମୃତଦେହ କେବେ ଦେଖିନାହୁଁ’
ମୋର୍ବି,୨ା୧୧: ଗୁଜରାଟର ମୋର୍ବି ଝୁଲାପୋଲ ଦୁର୍ଘଟଣା ପରେ ଏତେ ଦଶନ୍ଧି ମଧ୍ୟରେ ଏତେ ସଂଖ୍ୟକ ମୃତଦେହ କେବେ ଦେଖି ନାହାନ୍ତି ବୋଲି ସହରର ଶବଦାହ ଏବଂ କବରସ୍ଥାନର କର୍ମକର୍ତ୍ତାମାନେ କହିଛନ୍ତି। ରବିବାର ସନ୍ଧ୍ୟାରେ ମାଛୁ ନଦୀ ଉପରେ ବ୍ରିଟିଶ ଅମଳର ଝୁଲାପୋଲ…
ଭାରତ ଯୋଡ଼ୋ ଯାତ୍ରାରେ ସାମିଲ ହେଲେ ପୂଜା ଭଟ୍ଟ
ହାଇଦ୍ରାବାଦ,୨ା୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରାରେ ବୁଧବାର ନିର୍ଦ୍ଦେଶିକା ତଥା ପ୍ରଯୋଜିକା ପୂଜା ଭଟ୍ଟ ସାମିଲ ହୋଇଛନ୍ତି। ହାଇଦ୍ରାବାଦରେ ରାହୁଲ ପଦଯାତ୍ରା କରୁଥିବାବେଳେ ପୂଜା ତାଙ୍କ ସହ ଚାଲି ଚାଲି ଆଲୋଚନା କରୁଥିବା ଦେଖିବାକୁ ମିଳିଛି। ଏହାର…
କାର୍ ଉପରେ ମାଡ଼ିଗଲା କାର୍, ଦୁଇ ଗୁରୁତର
ସାରସକଣା,୨ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନସ୍ଥ ୧୮ ନଂ ଜାତୀୟ ରାଜପଥ ସଂକୁଚା ନିକଟରେ କାର୍ ଉପରେ ଅନ୍ୟ ଏକ କାର୍ ମାଡ଼ିଯିବାରୁ ୨ଜଣ ଗୁରୁତର ଥିବା ଜଣାଯାଇଛି। ପ୍ରକାଶ ଯେ, ଝାରପୋଖରିଆ ପଟୁ ଯାଉଥିବା ଏକ କାର୍ ଭାରସାମ୍ୟ…
ଗ୍ୟାସ୍ ଟାଙ୍କିରୁ ଦୋକାନରେ ଲାଗିଲା ନିଆଁ
ସାକ୍ଷୀଗୋପାଳ,୨ା୧୧(ଡି.ଏନ୍.ଏ.): ପୁରୀ ଜିଲା ସାକ୍ଷୀଗୋପାଳରେ ଅଁଳାନବମୀ ଉପଲକ୍ଷେ ଆୟୋଜିତ ସାଂସ୍କୃତିକ ସମାରୋହ ଶ୍ରୀରାଧା ଉତ୍ସବ ପଡ଼ିଆରେ ଏକ ଜଳଖିଆ ଦୋକାନରେ ବୁଧବାର ଆକସ୍ମିକ ଅଗ୍ନିକାଣ୍ଡ ଘଟିଥିଲା। ମସଲାଦୋସା ପ୍ରସ୍ତୁତ କରୁଥିବା ଏହି ଦୋକାନରେ ଲାଗିଥିବା ରନ୍ଧନ ଗ୍ୟାସ ଟାଙ୍କିରେ ନିଆଁ ଲାଗିଯାଇ…
ରାତି ପାହିଲେ ଧାମନଗର ଉପନିର୍ବାଚନ: ୧୦୦ ମିଟର ଭିତରେ କଥାବାର୍ତ୍ତା ହେଲେ ବନ୍ଧା ହେବେ
ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାତି ପାହିଲେ ଧାମନଗର ଉପନିର୍ବାଚନ। ଏଥିପାଇଁ ଶେଷ ହୋଇଛି ପାଇଁ ସମସ୍ତ ପ୍ରସ୍ତୁତି । ଗୁରୁବାର ସକାଳ ୭ଟାରୁ ସନ୍ଧ୍ୟା ୬ଯାଏ ଭୋଟଗ୍ରହଣ କରାଯିବ। ତେବେ ସକାଳ ୭ଟାରୁ ସନ୍ଧ୍ୟା ସାଢ଼େ ୬ ଯାଏ ଏକ୍ଜିଟ୍ ପୋଲ୍ ଉପରେ କଟକଣା…
ଏତେ ବଦଳିଗଲେଣି ‘କଚ୍ଚା ବାଦାମ୍’ ଫେମ୍ ଭୁବନ; କହିଲେ ‘ଏବେ ମୁଁ ସେଲିବ୍ରିଟି’
ବମ୍ବେ: ସୋସିଆଲ ମିଡିଆରେ ଗୋଟିଏ ଗୀତ ଭାଇରାଲ ହେବା ପରେ ରାତାରାତି ଷ୍ଟାର ପାଲଟିଥିଲେ ‘କଚ୍ଚା ବାଦାମ’ ଫେମ୍ ଭୁବନ ବାଦକାର। ଏବେ ସେ ପୁଣି ଥରେ ଆଉ ଏକ ନୂଆ ଗୀତ ସହ ଫେରିଛନ୍ତି। ଗୀତର ରିଲିଜକୁ ନେଇ ଭୁବନ…
Archives


