Home

ହୋଟେଲ ଉପରେ ଅତର୍କିତ ଚଢ଼ାଉ: ମୁଖ୍ୟ ସଡ଼କରୁ ଜବରଦଖଲ ଉଚ୍ଛେଦ

ଭଞ୍ଜନଗର,୧୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେଉଛି। ଯାତ୍ରା ସମୟରେ ଟ୍ରାଫିକ ନିୟନ୍ତ୍ରଣ କରିବା ଏବଂ ହୋଟେଲ ଗୁଡିକରେ ଯେଭଳି ଭଲ ଖାଦ୍ୟ ମିଳିବ, ସେଥିପାଇଁ ପ୍ରଶାସନ, ପୋଲିସ, ମ୍ୟୁନିସିପାଲଟି ପକ୍ଷରୁ ମିଳିତ…

ରୋହିତ ଶର୍ମାଙ୍କୁ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୮।୪: ଭାରତୀୟ ଟି-୨୦ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଇତିହାସ ରଚିଛନ୍ତି। ଏହି ବାମହାତୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ଟି-୨୦ ରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ଯଦିଓ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ରେ ମନ୍ଧାନା ମାତ୍ର ୧୩…

ବାଦ୍‌ ପଡ଼ିବ ନାହିଁ କୌଣସି ଘର: ଜନଗଣନା ସର୍ଭେ ଆରମ୍ଭ

ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବହୁ ପ୍ରତୀକ୍ଷିତ ଭାରତୀୟ ଜନ ଗଣନା ସର୍ଭେ ୨୦/୨୬-୨୭ ଗୁରୁବାରଠାରୁ ଆରମ୍ଭ ହୋଇଛି। ପ୍ରତି ଘର ଜନଗଣନା ସର୍ଭେରେ ସାମିଲ ହେବେ। ସର୍ଭେ ସମ୍ପର୍କରେ କୌଣସି ଘର ବାଦ୍‌ ପଡ଼ିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହି…

ଶିକ୍ଷା ବିଭାଗରେ ଅନିୟମିତତା: ସନ୍ଦେହ ଘେରରେ ଜିଲା ପ୍ରଶାସନ

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ଶିକ୍ଷା ବିଭାଗରେ ଅନିୟମିତତା କରାଯାଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଡେପୁଟେଶନ କରାଯାଇଥିବା ଜଣାପଡ଼ିବା ପରେ ୪୮ଜଣଙ୍କ ଡେପୁଟେଶନ ବାତିଲ କରାଯାଇଛି। ସେମାନଙ୍କୁ ମୂଳ ସ୍କୁଲକୁ ଫେରାଇ ଆଣିବା ଲାଗି ଜିଲାପାଳ ଶିକ୍ଷା ବିଭାଗକୁ ଚିଠି କରିଛନ୍ତି। ଯେଉଁ…

ଜର୍ମାନ ମଡେଲଙ୍କୁ ‘ଲାଇକ୍‌’ କରି ଫସିଲେ ବିରାଟ କୋହଲି: ଜାଣନ୍ତୁ କିଏ ସେହି…

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଦକ୍ଷ ଖେଳାଳି ବିରାଟ କୋହଲି ସବୁବେଳେ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ଥାନ୍ତି। ସମ୍ପ୍ରତି ସେ 2026 IPL ସିଜିନ ଯୋଗୁ ଯଥେଷ୍ଟ ଦୃଷ୍ଟି ଆକର୍ଷଣ କରିଆସୁଛନ୍ତି। କିନ୍ତୁ ଏଥର ତାଙ୍କର ଚର୍ଚ୍ଚାରେ ଆସିବାର…

୭ ମାସ ହେଲା ତୁର୍କେଲ ପୋଲରେ ଯାତାୟାତ ବନ୍ଦ: କଂଗ୍ରେସ ପରେ ବିଜେଡିର ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ତୁର୍କେଲ ତେଲନଦୀ ଉପରେ ପୋଲ ନିର୍ମାଣ ଦାବି ତେଜିବାରେ ଲାଗିଛି। କଂଗ୍ରେସ ପରେ ଏବେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବା ପାଇଁ ସଜବାଜ ହେଉଛି। ଗତ ସେପ୍ଟେମ୍ବର ମାସରେ ପ୍ରବଳ ବର୍ଷା…

ଏହି କ୍ଷେତ୍ରରେ ନୂଆପଡ଼ା ଜିଲା ରାଜ୍ୟରେ ପ୍ରଥମ: ଚାରିଆଡ଼ୁ ପ୍ରଶଂସା

ନୂଆପଡ଼ା,୧୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲା ନଗର ଉନ୍ନୟନ ସଂସ୍ଥା (ଡୁଡା)ର ସମୀକ୍ଷା ବୈଠକ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୩ ଏନ୍‌ଏସି ନୂଆପଡ଼ା, ଖଡିଆଳ ଓ ଖରିଆର ରୋଡ୍‌ର କାର୍ଯ୍ୟାବଳୀ ସମୀକ୍ଷା…

ଏସ୍‌ସିବି ରୋଗୀଙ୍କ ଖାଦ୍ୟରୁ ବାହାରିଲା ବେଙ୍ଗ: ଭିଡିଓ ଭାଇରାଲ ପରେ ଚର୍ଚ୍ଚା ବଢ଼ିଲା

କଟକ,୧୮।୪(ଶିଳ୍ପା ପ୍ରିୟଦର୍ଶିନୀ):ଡାକ୍ତରଖାନାରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟରୁ ବେଙ୍ଗ ବାହାରିବା ଘଟଣା ଏବେ ସାମ୍ନାକୁ ଆସିଛି। ତେବେ ଏହି ଖାଦ୍ୟ ଏସ୍‌ସିବି ମେଡିକାଲ ପରିସରରେ ଥିବା ଏକ କ୍ୟାଣ୍ଟିନର ବୋଲି କୁହାଯାଉଛି। ମେଡିକାଲରେ ଜଣେ ରୋଗୀଙ୍କ ଖାଦ୍ୟରେ ଥିବା ଆଚାରରୁ ବେଙ୍ଗ ବାହାରିଥିବାବେଳେ…

ନବଗଠିତ ଲୋଇସିଂହା ଏନଏସିରେ ଟେଣ୍ଡର ଫିକ୍ସିଂ ଅଭିଯୋଗ: ଲୁଚାଛପାରେ….

ଲୋଇସିଂହା,୧୮।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲାର ନବଗଠିତ ଲୋଇସିଂହା ଏନଏସିରେ ସଫେଇ କାମ ଓ ଉପକରଣ ଯୋଗାଣରେ ଟେଣ୍ଡର ଫିକ୍ସିଂ ହୋଇଥିବା ଅଭିଯୋଗ ହେଉଛି। ଗତ ଫେବୃୟାରୀ ୨୫ ତାରିଖରେ ଲୋଇସିଂହା ଏନଏସିର ଅସ୍ଥାୟୀ କାର୍ଯ୍ୟାଳୟକୁ ଆଭାସି ମାଧ୍ୟମରେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ…

ଚାଷୀଙ୍କୁ ମିଳିନି ବୀମା କ୍ଷତିପୂରଣ: ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଏଠାରେ ଧାନବିକ୍ରି ସମସ୍ୟା ସାଧାରଣରେ ପରିଣତ ହୋଇଥିବାବେଳେ ଅଦିନିଆଁ ବର୍ଷା, କରାମାଡ଼, ରୋଗପୋକ ଉପଦ୍ରବରୁ ଫସଲକ୍ଷତି ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଅନ୍ୟପଟେ ଜିଲାର ଚାଷୀମାନେ ଫସଲବୀମା କରିଥିଲେ ମଧ୍ୟ…

ବେଲୁ ନାହିଁ, ବେଲେଇ ହଉଛନ୍ତି: ବିଜୁବାବୁଙ୍କ ମଥାରେ କଳଙ୍କର ଟିକା ଲଗାଇଥିବା ପରିବାର ଏବେ…

ଭୁବନେଶ୍ୱର,୧୮ା୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ନେଇ କିଛିଦିନ ହେବ ରାଜ୍ୟ ରାଜନୀତିରେ ଅନେକ ବିତର୍କ ଚାଲିଛି। କିଏ ବିଜୁଙ୍କୁ ସିଆଇଏ ଏଜେଣ୍ଟ କହିଲାଣି ତ, ଆଉ କେତେଜଣ ପ୍ରତ୍ୟାଖ୍ୟାତ ନେତା ବିଜୁ ଲିଗାସି ନାଁରେ ମଞ୍ଚ ବାନ୍ଧୁଛନ୍ତି। ମଞ୍ଚ ସୃଷ୍ଟି…

ଓଡ଼ିଶା ପାଇଁ ଗର୍ବ: ଓଡ଼ିଆ ସିନେମା ‘ବୋଉ ବୁଟୁ ଭୂତ’କୁ ଜାତୀୟ ଚଳଚ୍ଚିତ୍ର ସମ୍ମାନ

ଭୁବନେଶ୍ୱର,୧୮ା୪(ବନ୍ଦନା ସେଠୀ):ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗର୍ବ ଆଣି ଦେଇଛି ଓଡ଼ିଆ ଚଳଚ୍ଚିତ୍ର ‘ବୋଉ ବୁଟୁ ଭୂତ’। ମୁମ୍ବାଇରେ ଆୟୋଜିତ ଇନ୍‌କା (ଆଇଏନ୍‌ସିଏ) ଆୱାଡର୍‌ସ ଉତ୍ସବରେ ଏହାକୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ୨୦୨୫ରେ ମୁକ୍ତିଲାଭ କରିଥିବା ଦେଶର ଶ୍ରେଷ୍ଠ ୧୦ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?