ଅନ୍ଧେରୀ ଇଷ୍ଟ ଉପ-ନିର୍ବାଚନ: ନୋଟାରେ ଭୋଟ ଦେବାକୁ ଭୋଟରଙ୍କୁ ଟଙ୍କା ଦେଉଛି ଭାଜପା, ଉଦ୍ଧବ ସମର୍ଥକଙ୍କ ଅଭିଯୋଗ…
ମୁମ୍ବାଇ,୧।୧ : ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଶିବସେନା ମଙ୍ଗଳବାର ଅଭିଯୋଗ କରିଛି ଯେ ଅନ୍ଧେରୀ ଇଷ୍ଟ ଉପ-ନିର୍ବାଚନରେ ଭୋଟରଙ୍କୁ ଉପରୋକ୍ତ କୌଣସିଟ ନୁହେଁ (ନୋଟା) ବିକଳ୍ପରେ ଭୋଟ ଦେବାକୁ ଭାଜପା ପକ୍ଷରୁ ଟଙ୍କା ଦିଆଯାଉଛି। ମଙ୍ଗଳବାର ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଉପ-ନର୍ବାଚନ…
୩ ରାଜଧାନୀ ମାମଲାର ଶୁଣାଣି: ଖଣ୍ଡପୀଠରୁ ଅଲଗା ହେଲେ ସିଜେଆଇ…
ନୂଆଦିଲ୍ଲୀ,୧।୧୧ : ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଉଦୟ ଉମେଶ ଲଲିତ ମଙ୍ଗଳବାର ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଆନ୍ଧ୍ରପ୍ରଦେଶ ସରକାରଙ୍କ ଆବେଦନ ଶୁଣାଣିରୁ ନିଜକୁ ଦୂରେଇ ରଖିଛନ୍ତି। ଏଥିରେ ଉଲ୍ଲେଖଥିଲା ଯେ ରାଜଧାନୀକୁ ଘୁଞ୍ଚାଇବା, ବିଭାଜନ ନେଇ କୌଣସି ଆଇନ କରିବା…
ମୋରବି ଦୋଷୀଙ୍କୁ ସରକାରୀ ସୁରକ୍ଷା ମିଳୁଥିବା ଅଭିଯୋଗ, ଓରେଭା କମ୍ପାନୀ ମାଲିକ ନିଖୋଜ, ଫାର୍ମହାଉସରେ ତାଲା…
ମୋରବି,୧।୧୧ : ଗୁଜରାଟର ମୋରବିରେ ଘଟିଥିବା ଝୁଲାପୋଲ ଦୁର୍ଘଟଣାରେ ୪୭ ଜଣ ଶିଶୁଙ୍କ ସମେତ ୧୩୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ନେଇ ବିରୋଧୀ ଦଳଙ୍କ ପକ୍ଷରୁ ଭାଜପା ନେତୃତ୍ୱାଧୀନ ଗୁଜରାଟ ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି। ଔପନିବେଶ ସମୟର ପୋଲର…
ପଶ୍ଚିମବଙ୍ଗରେ ଶୀଘ୍ର ଲାଗୁ ହେବ ସିଏଏ: ଶୁଭେନ୍ଦୁ ଅଧିକାରୀ…
କୋଲକାତା,୧।୧୧ : ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ମଙ୍ଗଳବାର କହିଛନ୍ତି ଯେ ଦେଶରେ ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ) ଲାଗୁ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବ୍ ଶୀଘ୍ର ପଶ୍ଚିମବଙ୍ଗରେ ମଧ୍ୟ ଏହା ଲାଗୁ କରାଯିବ। ଆଫଗାନିସ୍ତାନ,…
ଏସବୁ ଅକ୍ଷର ନାମ ଥିବା ଝିଅମାନେ ସ୍ବାମୀଙ୍କ ପାଇଁ ବହୁତ ସୌଭାଗ୍ୟଶାଳୀ
ବୈଦିକ ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ନାମର ପ୍ରଥମ ଅକ୍ଷର ଆମ ଜୀବନରେ ବିଶେଷ ପ୍ରଭାବ ପକାଇଥାଏ। ହିନ୍ଦୁ ଧର୍ମରେ ପ୍ରଥମ ନାମକରଣ ସମାରୋହ ଏକ ଶିଶୁ ଜନ୍ମ ପରେ କରାଯାଏ । ଏହା ବ୍ୟକ୍ତିର ପ୍ରକୃତି ଏବଂ ବ୍ୟକ୍ତିତ୍ୱ ବିଷୟରେ ଅନେକ କିଛି…
ଫ୍ଲିପ୍କାର୍ଟର ‘କ୍ୟାସ ଅନ୍ ଡେଲିଭରି’ ହେଲା ମହଙ୍ଗା; ଏବେ ଗଣିବାକୁ ହେବ ଏତିକି ଟଙ୍କା…
ନୂଆଦିଲ୍ଲୀ,୧।୧୧: ଲୋକପ୍ରିୟ ଶପିଂ ପ୍ଲାଟ୍ଫର୍ମ ‘ଫ୍ଲିପକାର୍ଟ’ ଏହାର ‘କ୍ୟାସ୍ ଅନ୍ ଡେଲିଭରି’ ବିକଳ୍ପ ପାଇଁ ହ୍ୟାଣ୍ଡଲିଂ ଚାର୍ଜ ଯୋଡିବା ଆରମ୍ଭ କରିଛି। ବର୍ତ୍ତମାନ କୌଣସି ଉପଭୋକ୍ତା ଏହି ପେମେଣ୍ଟ ବିକଳ୍ପ ଚୟନ କଲେ ଇ-କମର୍ସ ୱେବ୍ସାଇଟ ତାଙ୍କଠାରୁ ୫ ଟଙ୍କା ଅଧିକ…
ଦେଶୀ ଘିଅ ତୁଳନାରେ ପେଟ୍ରୋଲ-ଡିଜେଲ ହୋଇଛି ମହଙ୍ଗା, କିନ୍ତୁ ମୋଦି-ଶାହା ଲୋକଙ୍କୁ କରୁଛନ୍ତି ଭ୍ରମିତ: ପାଇଲଟ…
ଶିମଲା,୧।୧୧ : ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ମଙ୍ଗଳବାର ହିମାଚଳ ପ୍ରଦେଶରେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ସେ କୁଟେଲହଡ ଉନା ବିଧାନସଭା ନିର୍ବାଚନମଣ୍ଡଳୀରୁ କଂଗ୍ରେସ ପ୍ରାର୍ଥୀ ଦେବେନ୍ଦ୍ର ଭୁଟ୍ଟୋଙ୍କ ପାଇଁ ପ୍ରଚାର ସମୟ ଏକ ସାଧାରଣ ସଭାକୁ ସମ୍ବୋଧିତ…
ବିକୁଥିଲେ ପାଣି ବୋତଲ, ହୋଟେଲରେ କରିଛନ୍ତି କାମ; ଦୀର୍ଘ ୧୮ ବର୍ଷର ସଂଘର୍ଷ ପରେ ହେଲେ ସୁପରଷ୍ଟାର…
ବମ୍ବେ: ଫିଲ୍ମ ‘କାନ୍ତାରା’ ରିଲିଜ ଦିନଠାରୁ ଚର୍ଚ୍ଚାରେ ଅଛନ୍ତି ମୁଖ୍ୟ ଅଭିନେତା ଋଷଭ ଶେଟ୍ଟୀ। ହାତଗଣତି ସ୍କ୍ରିନ୍ରେ ରିଲିଜ ହୋଇଥିବା ଏହି ଫିଲ୍ମ କ୍ରାନ୍ତି ଆଣିଛି କହିଲେ ଚଳେ। ବିଶେଷକରି ଏଥିରେ ଋଷଭଙ୍କ ଅଭିନୟ ଏବଂ ଚରିତ୍ରକୁ ଦର୍ଶକେ ବେଶ ପସନ୍ଦ…
ଭାଜପାରେ ଯୋଗ ଦେଇଥିବା ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ମାମଲା ଆଣିବ କଂଗ୍ରେସ…
ପଣଜୀ,୧।୧୧ : ନିକଟରେ ଗୋଆ କଂଗ୍ରେସ ଏକ ବଡ଼ ଧରଣର ସଙ୍କଟର ସମ୍ମୁଖୀନ ହୋଇଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଦିଗମ୍ବର କାମତ ଏବଂ ବିରୋଧୀ ଦଳର ନେତା ମାଇକେଲ ଲୋବୋଙ୍କ ସମେତ ଆଠ ଜଣ କଂଗ୍ରେସ ବିଧାୟକ…
ଟିମ୍ ଇଣ୍ଡିଆରେ ଚୟନର ଉତ୍ସବ ପାଳିଲେ ଶୁଭମନ; ୫୭ ବଲ୍ରେ ମାରିଲେ ୧୨୬ ରନ୍…
ନୂଆଦିଲ୍ଲୀ,୧।୧୧: ଟିମ୍ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ୍ ଶୁଭମନ ଗିଲଙ୍କ ଚୟନ ନ୍ୟୁଜିଲାଣ୍ଡ ଏବଂ ବାଲାଂଦେଶ ବିପକ୍ଷ ସିରିଜ ଲାଗି କରାଯାଇଛି। ସୋମବାର ଏନେଇ ଘୋଷଣା ହେବା ପରେ ମଙ୍ଗଳବାର ସେ ବଡ ସ୍କୋର କରିଛନ୍ତି। ସୟଦ ମୁସ୍ତାକ ଅଲି ଟ୍ରଫିର କ୍ୱାଟର…
‘କୌଣସି ଦ୍ୱନ୍ଦ୍ୱ ନାହିଁ କି ଚିନ୍ତା ନାହିଁ’; କେ.ଏଲ୍. ରାହୁଲଙ୍କୁ ନେଇ ଏଭଳି ସ୍ପଷ୍ଟୀକରଣ ଦେଲେ ଦ୍ରାବିଡ
ନୂଆଦିଲ୍ଲୀ,୧।୧୧: ଟି୨୦ ବିଶ୍ୱକପ୍ ୨୦୨୨ରେ ଏଯାବତ ଟିମ୍ ଇଣ୍ଡିଆ ଭଲ ପ୍ରଦର୍ଶନ କରିଆସୁଛି। ପ୍ରଥମରୁ ଦୁଇଟି ମ୍ୟାଚ୍ ଜିତି ନେଇଥିବାରୁ ଦଳ ସେମିଫାଇନାଲରେ ଖେଳିବ ବୋଲି ଆଶା କରାଯାଉଛି। ଏମିତିରେ ବାଲାଂଦେଶ ବିପକ୍ଷରେ ନଭେମ୍ବର ୨ରେ ଦଳ ଚତୁର୍ଥ ମ୍ୟାଚ୍ ଖେଳିବ।…
ମୂର୍ତ୍ତିକାର କନୟି କୁହ୍ନିରମଣ ପ୍ରତ୍ୟାଖ୍ୟାନ କଲେ ରାଜ୍ୟ ସରକାରଙ୍କ ସବୋର୍ଚ୍ଚ ସମ୍ମାନ…
ଥିରୁଭାନନ୍ତପୁରମ୍,୧।୧୧ : ମୂର୍ତ୍ତିକାର କନୟି କୁହ୍ନିରମଣ କେରଳ ସରକାରଙ୍କ ସର୍ବୋଚ୍ଚ ସମ୍ମାନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ପଦ୍ମ ପୁରସ୍କାରରେ ସମ୍ମାନୀତ କୁହ୍ନିରମଣଙ୍କୁ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସରକାରଙ୍କ ଦ୍ୱାରା ରାଜ୍ୟର ସର୍ବୋଚ୍ଚ ସମ୍ମାନ ଘୋଷଣା କରାଯାଇଥିଲା। କିନ୍ତୁ କୁହ୍ନିରମଣ ସମ୍ମାନକୁ ପ୍ରତ୍ୟାଖ୍ୟାନ କରିବା…
Archives


