ଲଢୁଆ ବ୍ୟାଟିଂ ସତ୍ତ୍ୱେ ୨୦ ରନରେ ହାରିଲା ନ୍ୟୁଜିଲାଣ୍ଡ…
ମେଲବୋର୍ନ,୧।୧୧: ଟି-୨୦ ବିଶ୍ୱକପର ୩୩ତମ ମ୍ୟାଚରେ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଲଢୁଆ ବ୍ୟାଟିଂ ସତ୍ତ୍ୱେ ନ୍ୟୁଜିଲାଣ୍ଡ ହାରିଛି। ଧାର୍ଯ୍ୟ ୧୮୦ ରନ୍ର ପିଛା କରି ନ୍ୟୁଜିଲାଣ୍ଡ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୫୯ ରନ୍ କରିଥିଲା।…
ଭିକ ମାଗି ଶିକ୍ଷକଙ୍କୁ ଦେବି ଦରମା, କିନ୍ତୁ ବନ୍ଦ ହେବନି ଯୋଗ କ୍ଲାସ…
ନୂଆଦିଲ୍ଲୀ,୧।୧୧: ଦିଲ୍ଲୀରେ ମାଗଣା ଯୋଗ କ୍ଲାସ ବନ୍ଦ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି। ମଙ୍ଗଳବାର ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଯେ ମୁଁ ନିଜେ ଏକ ପାତ୍ର୍ ଧରି ଭିକ ମାଗିବ ବରଂ କିନ୍ତୁ ଯୋଗ ଶିକ୍ଷକମାନଙ୍କୁ ମୁଁ…
ଝୁଲା ପୋଲ ଦୁର୍ଘଟଣା ନେଇ ସିସୋଡିଆଙ୍କ ୫ ପ୍ରଶ୍ନ, ସମ୍ପୃକ୍ତ କମ୍ପାନୀଠାରୁ କେତେ ଟଙ୍କା ଚାନ୍ଦା ପାଇଛି ଭାଜପା…
ନୂଆଦିଲ୍ଲୀ,୧।୧୧ : ଗୁଜୁରାଟର ମୋରବିରେ ଝୁଲାପୋଲ ଦୁର୍ଘଟଣା ପରେ ଏହି ପ୍ରସଙ୍ଗକୁ ନେଇ ଆରୋପ ପ୍ରତ୍ୟାରୋପର ରାଜନୀତି ତୀବ୍ର ହେବାରେ ଲାଗିଛି। ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଭାଜପାକୁ ୫ ଟି ପ୍ରଶ୍ନ ପଚାରିଛନ୍ତି। ଗଣମାଧ୍ୟମକସିସୋଡିଆ କହିଛନ୍ତି ଯେ ମୋରବିରେ ଘଟିଥିବା…
ଚାଇନାରେ ପୁଣି କରୋନା ଆତଙ୍କ, ସାଙ୍ଘାଇରେ ବଢ଼ିଲା ମୃତ୍ୟୁ ସଂଖ୍ୟା…
ବେଜିଂ,୧।୧୧: କରୋନା ମହାମାରୀ ପୁଣି ଥରେ ଚାଇନାରେ ଆତଙ୍କ ସୃଷ୍ଟି କରିଛି। ଦେଶର ବହୁ ସହରରେ ଶୂନ କରୋନା ନୀତି ଅନୁଯାୟୀ ସରକାର ଲକଡାଉନ ଘୋଷଣା କରିଛନ୍ତି। ସଂକ୍ରମଣକୁ ଦୃଷ୍ଟିରେ ରଖି ସୋମବାର, ସାଂଘାଇର ଡିସ୍ନିଲ୍ୟାଣ୍ଡକୁ ହଠାତ ବନ୍ଦ କରାଯାଇଛି। ଏହାର…
ମହାକାଶ ଷ୍ଟେଶନକୁ ଶେଷ ସ୍ପେସ୍ ମଡ୍ୟୁଲ ପଠାଇଲା ଚାଇନା, ସମ୍ପୂର୍ଣ୍ଣ ହେଲେ ଯିବେ ୩ ମହାକାଶଚାରୀ…
ବେଜିଂ,୧।୧୧ : ଚାଇନା ସୋମବାର ଏହାର ସ୍ପେସ ଷ୍ଟେଶନର ଶେଷ ଲ୍ୟାବ ମଡ୍ୟୁଲ ମେଙ୍ଗଶାନ ଲଞ୍ଚ କରିଛି। ଚାଇନାର ସ୍ପେସ ଲାବୋରେଟୋରୀ ଲଙ୍ଗ ମାର୍ଚ୍ଚ -୫ ବିଏ -୪ ରକେଟ ମାଧ୍ୟମରେ ଦକ୍ଷିଣ ଦ୍ୱୀପ ପ୍ରଦେଶ ହେନାନ ଉପକୂଳ ଲଞ୍ଚିଂ ଷ୍ଟେଶନରୁ…
ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ପୂରଣ ହେଲା ୨୫୦ଦିନ
ମସ୍କୋ/କ୍ୱିଭ,୧ ।୧୧: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ୨୫୦ଦିନ ପୂରଣ କରିଛି । ହେଲେ ଏବେବି ଏହା ଥମିବା ପରିବର୍ତ୍ତେ ବେଳକୁ ବେଳ ବଢିବାରେ ଲାଗିଛି । ୟୁକ୍ରେନର ପାୱାର ପ୍ଲାଣ୍ଟ ଓ ଅନ୍ୟାନ୍ୟ ଭିତ୍ତିଭୂମି ଉପରେ ରୁଷିଆ କରିଥିବା…
ନ୍ୟୁଜିଲାଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୮୦…
ମେଲବୋର୍ନ,୧।୧୧: ଟି-୨୦ ବିଶ୍ୱକପର ୩୩ତମ ମ୍ୟାଚ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ବ୍ରିସବେନରେ ଖେଳାଯାଉଥିବା ଏହି ମ୍ୟାଚରେ ଇଂଲଣ୍ଡ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୨୦ ଓଭରରେ ଇଂଲଣ୍ଡ ୬ ଓ୍ବିକେଟ ହରାଇ ୧୭୯ ରନ୍ ସ୍କୋର…
ଖାଇବା ପାଇଁ ‘ଜିମି ଜିମି ଆଜା ଆଜା’ ଗୀତ ଗାଉଛନ୍ତି ଚାଇନାବାସୀ
ବେଜିଂ,୧।୧୧: କରୋନା ବିରୋଧରେ ଲାଗୁ ହେଇଥିବା ଜିରୋ କୋଭିଡ ନୀତିକୁ ବିରୋଧ କରୁଛନ୍ତି ଚାଇନାବାସୀ। ବିଶେଷ କଥା ହେଉଛି ଏହି ସମୟରେ ଭେଟେରାନ ଭାରତୀୟ ଗାୟକ ବାପି ଲାହରୀଙ୍କ ପପୁଲାର ଗୀତ ‘ଜିମି ଜିମି ଆଜା ଆଜା’ର ଗୀତ ଶୁଣିବାକୁ ମିଳୁଛି।…
ଆଫଗାନିସ୍ତାନ ଟି-୨୦ ବିଶ୍ୱକପରୁ ବାହାର…
ମେଲବୋର୍ନ,୧।୧୧ : ଆଫଗାନିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଟି -୨୦ ବିଶ୍ୱକପର ୩୨ ତମ ମ୍ୟାଚ ମଙ୍ଗଳବାର ବ୍ରିସବେନରେ ଖେଳାଯାଇଥିଲା। ଆଫଗାନିସ୍ତାନ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୨୦ ଓଭରରେ ଆଠ ୱିକେଟ ହରାଇ ଆଫଗାନିସ୍ତାନ ୧୪୪…
ଏମ୍ସରେ ଆରମ୍ଭ ହେଲା ମାଗଣା ଓପିଡି ପଞ୍ଜିକରଣ ସେବା
ନୂଆଦିଲ୍ଲୀ,୧।୧୧: ଦିଲ୍ଲୀ ଅଲ୍ ଇଣ୍ଡିଆ ଇନ୍ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇସେନ୍ସ(ଏମ୍ସ) ହସ୍ପିଟାଲକୁ ସାରା ଦେଶରୁ ହଜାର ହଜାର ରୋଗୀ ଚିକିତ୍ସା କରାଇବାକୁ ଆସିଥାନ୍ତି। ଏଭଳି କିଛି ରୋଗ ନାହିଁ ଯାହା ଏଠାରେ ଚିକିତ୍ସା କରାଯାଏ ନାହିଁ। ତେବେ ରୋଗୀଙ୍କୁ ସୁବିଧା ଓ…
ଆଇଏସଆଇର ଷଡ଼ଯନ୍ତ୍ର : ଖଲିସ୍ତାନୀ ସମର୍ଥକଙ୍କୁ କରୁଛି ଏକଜୁଟ…
ଇସଲାମାବାଦ,୧।୧୧: ପାକିସ୍ତାନର ଗୁପ୍ତଚର୍ ଏଜେନ୍ସି ଆଇଏସଆଇ ଭାରତ ବିରୋଧରେ ଷଡ଼ଯନ୍ତ୍ର କରୁଛି। ପୃଥିବୀବ୍ୟାପି ସମସ୍ତ ଖଲିସ୍ତାନୀ ସମର୍ଥକଙ୍କୁ ଆଇଏସଆଇ ଏବେ ଏକଜୁଟ କରୁଛି। ଭାରତର ବିଭିନ୍ନ ସ୍ଥାନରେ ଖଲିସ୍ତାନୀଙ୍କ ଆକ୍ରମଣ ପାଇଁ ଆଇଏସଆଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି। ମିଡ଼ିଆ ରିପୋର୍ଟ…
ମୋରବି ଘଟଣାରୁ ଧ୍ୟାନ ହଟାଇବାକୁ ଚେଷ୍ଟା କରୁଛି ଭାଜପା, ସୁକେଶଙ୍କ କାନ୍ଧରେ ବନ୍ଧୁକ ରଖି ଚଳାଉଛି ଗୁଳି: କେଜରିୱାଲ
ନୂଆଦିଲ୍ଲୀ,୧ ।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ ପ୍ରେସ କନଫରେନ୍ସ ଜରିଆରେ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ଭାଜପା ସବୁ ଭଲ କାମକୁ ଅଟକାଇବାକୁ ଚେଷ୍ଟା କରୁଛି । ଏବେ ଏହାର…
Archives


