Home

ଷ୍ଟାର୍‌ କିରଣରେ ପ୍ରସାରଣ ହେବ ମହାବାହୁ ଚଳଚ୍ଚିତ୍ର

ଭୁବନେଶ୍ୱର,୨୪ା୯: ରାଜ୍ୟର ପ୍ରମୁଖ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଷ୍ଟାର କିରଣରେ ଆସନ୍ତା ରବିବାର ସୁପରହିଟ୍‌ ଓଡ଼ିଆ ଚଳଚ୍ଚିତ୍ର ‘ମହାବାହୁ’ର ପ୍ରସାରଣ ହେବ। ଉକ୍ତ ଚ୍ୟାନେଲ୍‌ ପ୍ରତି ସପ୍ତାହ ଶେଷ(ରବିବାର)ରେ ଦର୍ଶକମାନଙ୍କୁ ନୂଆ ଚଳଚ୍ଚିତ୍ର ଭେଟି ଦେଉଛି। ଫଳରେ ସାରା ପରିବାର ରବିବାର…

ନୂଆ ଟିଭିଏସ୍‌ ଜୁପିଟର କ୍ଲାସିକ୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୨୪ା୯: ଦେଶର ପ୍ରମୁଖ ୨ ଓ ୩ ଚକିଆ ଯାନ ନିର୍ମାତା ଟିଭିଏସ୍‌ ମୋଟର କମ୍ପାନୀ ପକ୍ଷରୁ ନୂଆ ଟିଭିଏସ୍‌ ଜୁପିଟର କ୍ଲାସିକ୍‌ର ଉନ୍ମୋଚନ କରାଯାଇଛି। ଏ ସମ୍ପର୍କରେ ଟିଭିଏସ୍‌ ମୋଟର କମ୍ପାନୀର ବରିଷ୍ଠ ଉପସଭାପତି (ମାର୍କେଟିଂ) ଅନିରୁଦ୍ଧ ହାଲ୍‌ଦାର କହିଛନ୍ତି,…

ଆଦାନୀ ଧନୀ ଏନ୍‌ଆର୍‌ଆଇ

ନୂଆଦିଲ୍ଲୀ,୨୪ା୯: ବିଶ୍ୱର ତୃତୀୟ ସର୍ବାଧିକ ଧନୀ ଶିଳ୍ପପତି ଗୌତମ ଆଦାନୀଙ୍କ ବଡ଼ଭାଇ ବିନୋଦ ଶାନ୍ତିଲାଲ୍‌ ଆଦାନୀ ସବୁଠୁ ଧନୀ ପ୍ରବାସୀ ଭାରତୀୟ (ଏନ୍‌ଆର୍‌ଆଇ) ପରିଚୟ ହାସଲ କରିଛନ୍ତି। ଦୁବାଇରେ ରହୁଥିବା ବିନୋଦଙ୍କର ସିଙ୍ଗାପୁର, ଦୁବାଇ ଓ ଜାକର୍ତ୍ତାରେ ବ୍ୟବସାୟ ରହିଛି। ଗତ…

ଫ୍ୟାଶନିଷ୍ଟାର ୨ଦିନିଆ ପ୍ରଦର୍ଶନୀର ଶୁଭାରମ୍ଭ

ଭୁବନେଶ୍ୱର, ୨୪ା୯: ଦେଶର ପ୍ରମୁଖ ଘରୋଇ ପ୍ରଦର୍ଶନୀକାରୀ ସଂସ୍ଥା ‘ଫ୍ୟାଶନିଷ୍ଟା’ ପକ୍ଷରୁ ୨ଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ ଉତ୍ସବର ଆୟୋଜନ କରାଯାଇଛି। ଶୁକ୍ରବାରଠାରୁ ସ୍ଥାନୀୟ ଜୟଦେବ ବିହାରସ୍ଥିତ ହୋଟେଲ ପାଲ୍‌ ହାଇଟ୍‌ସଠାରେ ଏହାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ରାଜ୍ୟ ସଭା ସଦସ୍ୟା…

ହ୍ରାସ ପାଉଛି ବିଦେଶୀ ମୁଦ୍ରା ଭଣ୍ଡାର

ନୂଆଦିଲ୍ଲୀ,୨୪ା୯: ଭାରତର ବିଦେଶୀ ମୁଦ୍ରା ଭଣ୍ଡାର ଲଗାତର ୭ମ ସପ୍ତାହରେ ହ୍ରାସ ଘଟିଛି। ଆର୍‌ବିଆଇର ସଦ୍ୟ ତଥ୍ୟ ଅନୁସାରେ ସେପ୍ଟେମ୍ବର ୧୬ ରେ ଶେଷ ହୋଇଥିବା ସପ୍ତାହରେ ବିଦେଶୀ ମୁଦ୍ରା ଭଣ୍ଡାରରେ ହ୍ରାସ ଘଟି ୫୪୫.୬୫୨ ବିଲିୟନ ଡାଲରରେ ପହଞ୍ଚିଛି। ଗତ…

୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୪ା୯: ବର୍ତ୍ତମାନ ବିଶ୍ୱ ବଜାରରେ ମାନ୍ଦାବସ୍ଥା ସୃଷ୍ଟି ହୋଇଛି। ଏପରିକି କିଛି ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଯୋଗୁ ଅର୍ଥନୈତିକ ବଜାରରେ ମଧ୍ୟ ଅସ୍ଥିରତା ଦେଖାଦେଇଛି। ଫଳରେ ଭାରତୀୟ ଶେୟାର ବଜାରରେ ମଧ୍ୟ ତା’ର ପ୍ରଭାବ ଗତ କିଛିଦିନ ହେବ ଦେଖିବାକୁ ମିଳୁଛି। ବିଶେଷକରି…

୨୫ ହଜାର କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ନଡ୍ଡା

ଭୁବନେଶ୍ବର,୨୪ା୯(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କ ଓଡ଼ିଶା ଆଗମନ ନେଇ ଦଳୀୟ କାର୍ଯ୍ୟାଳୟ କିଛିଦିନ ହେଲା ଚଳଚଞ୍ଚଳ ହୋଇ ଉଠିଛି। ନଡ୍ଡାଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଦଳର ଏବେ ଘନ ଘନ ବୈଠକ ଅନୁଷ୍ଠିତ ହେଉଛି। ତେବେ ଶୁକ୍ରବାର…

ଭାରତ ଯୋଡ଼ୋ ଯାତ୍ରା ଆୟୋଜକଙ୍କୁ ଭର୍ତ୍ସନା

କୋଚି,୨୪ା୯(ପି.ଟି.): କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ପାଇଁ ଜାତୀୟ ରାଜପଥ ସମେତ ବିଭିନ୍ନ ରାସ୍ତା ପାର୍ଶ୍ୱରେ ଫ୍ଲେକ୍ସ ବୋର୍ଡ ଓ ବ୍ୟାନର ଲଗାଯାଇଥିବାରୁ ଏହାର ଆୟୋଜକଙ୍କୁ କେରଳ ହାଇକୋର୍ଟ ଭର୍ତ୍ସନା କରିଛନ୍ତି। ପୋଲିସ ସମେତ ବିଭିନ୍ନ ସରକାରୀ ବିଭାଗ ଏଥିପ୍ରତି ଆଖିବୁଜି…

ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ନିଷ୍ପତ୍ତି ନେବେ ସୋନିଆ

ଜୟପୁର,୨୪ା୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଅଶୋକ ଗେହଲଟ ଦଳର ଅଧ୍ୟକ୍ଷ ପଦ ଲାଗି ହେବାକୁ ଥିବା ନିର୍ବାଚନ ନିମନ୍ତେ ନାମାଙ୍କନପତ୍ର ଦାଖଲ କରିବେ। କେରଳରେ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ଭେଟିବା ପରେ ଶୁକ୍ରବାର ଗେହଲଟ ଏହା…

ଅଳ୍ପ ମଦ ସ୍ବାସ୍ଥ୍ୟ ପାଇଁ ଭଲ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୯(ପି.ଟି.): ସ୍ବଳ୍ପ ପରିମାଣର ମଦ ପିଇବା ସ୍ବାସ୍ଥ୍ୟ ପାଇଁ ଭଲ। ଅନେକ ଏଭଳି ପ୍ରସ୍ତାବ ଦେଇଥାନ୍ତି ବୋଲି ସୁପ୍ରିମକୋର୍ଟ ଖଣ୍ଡପୀଠ ଶୁକ୍ରବାର ଏକ ଜନସ୍ବାର୍ଥ ମାମଲାର ଶୁଣାଣି ବେଳେ କହିଛନ୍ତି। ତମାଖୁ ସେବନ ସ୍ବାସ୍ଥ୍ୟ ପାଇଁ ହାନିକାରକ। ସେଥିପାଇଁ ତମାଖୁ ପ୍ୟାକେଟରେ…

କାନାଡ଼ାରେ ବଢ଼ୁଛି ଘୃଣା ଅପରାଧ

ନୂଆଦିଲ୍ଲୀ,୨୪ା୯: କାନାଡ଼ାରେ ଘୃଣିତ ଅପରାଧ, ସାମ୍ପ୍ରଦାୟିକ ହିଂସା ଏବଂ ଭାରତ ବିରୋଧୀ କାର୍ଯ୍ୟକଳାପ ଦ୍ରୁତ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ସେଠାରେ ଥିବା ଭାରତୀୟ ଏବଂ ପାଠ ପଢ଼ିବାକୁ ଯାଇଥିବା ଛାତ୍ରୀଛାତ୍ର ସତର୍କ ରହିବା ଲାଗି ନୂଆଦିଲ୍ଲୀ ପକ୍ଷରୁ ଶୁକ୍ରବାର…

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ

ନୂଆଦିଲ୍ଲୀ,୨୪ ।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲାଗି ଶନିବାରଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ବହୁ ପ୍ରତିକ୍ଷା ଓ ଟଣାଭିଡା ପରେ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି । ବହୁ ବର୍ଷ ପରେ ଏମିତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri