Home

କିସ୍‌ର ଦୁଇଶାଖା ପରିଦର୍ଶନ କଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କିସ୍‌ ଭୁବନେଶ୍ୱରର ନୂଆ ଶାଖା କିସ୍‌-ବଲାଙ୍ଗୀର ଓ କିସ୍‌-ଭବାନୀପାଟଣାକୁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ପରିଦର୍ଶନ କରିଛନ୍ତି। କେବଳ ଛାତ୍ରୀଙ୍କ ପାଇଁ ଉଭୟ କ୍ୟାମ୍ପସ୍‌ ଉଦ୍ଦିଷ୍ଟ ହୋଇଥିବାବେଳେ ଏଠାରେ ଚଳିତ ଶିକ୍ଷାବର୍ଷ ଆରମ୍ଭରୁ ଛାତ୍ରୀମାନେ ନାମ…

ସାଟେଲାଇଟ୍‌ ସର୍ଭେରୁ ଧରାପଡ଼ିଲା ଅଯୋଗ୍ୟ ଜମି

କଟକ ସଦର, ୨୮ା୧୧(ଡି.ଏନ୍‌.ଏ.): ୨୦୨୨-୨୦୨୩ ଆର୍ଥିକ ବର୍ଷରେ ଚାଷୀମାନେ ଧାନ ବିକ୍ରି ପାଇଁ ଅନ୍‌ଲାଇନରେ ନାମ ପଞ୍ଜୀକରଣ କରିଥିଲେ। ଏହି ପଞ୍ଜୀକରଣବେଳେ ବହୁ ଅଯୋଗ୍ୟ ପ୍ଲଟ୍‌ରେ ଧାନଚାଷ ହୋଇଥିବା ଦର୍ଶାଯାଇଥିଲା। ମାତ୍ର ସେହି ପ୍ଲଟ୍‌ଗୁଡ଼ିକରେ ଧାନଚାଷ ହୋଇ ନ ଥିବା ସାଟେଲାଇଟ୍‌…

ଶୈଳବାଳାରୁ ପ୍ରଦୂଷଣମୁକ୍ତ କ୍ୟାମ୍ପସ୍‌ ବାର୍ତ୍ତା: ଆଜିଠୁ ପ୍ରତି ସୋମବାର ଗାଡ଼ି ମନା

କଟକ ଅଫିସ,୨୮ା୧୧: ନାରୀ ଶିକ୍ଷାର ପ୍ରାଚୀନ ଶିକ୍ଷାନୁଷ୍ଠାନ ଶୈଳବାଳା ମହିଳା ସ୍ବୟଂଶାସିତ ମହାବିଦ୍ୟାଳୟ ଏକ ଅଭିନବ ଢଙ୍ଗରେ ପ୍ରଦୂଷଣମୁକ୍ତ କ୍ୟାମ୍ପସର ବାର୍ତ୍ତା ଆରମ୍ଭ କରିଛି। ନଭେମ୍ବର ୨୮ ତାରିଖରୁ ଆରମ୍ଭ କରି ପ୍ରତି ସୋମବାର କଲେଜ କ୍ୟାମ୍ପସକୁ ପ୍ରଦୂଷଣମୁକ୍ତ କରାଯିବ। ସେଥିପାଇଁ…

ଖୋର୍ଦ୍ଧା ତହସିଲଦାର, ଆର୍‌ଆଇଙ୍କ ବିରୋଧରେ ମାମଲା ରୁଜୁ

ଖୋର୍ଦ୍ଧା ଅଫିସ,୨୮ା୧୧: ଖୋର୍ଦ୍ଧା ରାଜସ୍ବ ନିରୀକ୍ଷକ (ଆର୍‌ଆଇ) କାର୍ଯ୍ୟାଳୟ ନିକଟସ୍ଥ ଏକ ସେବାକେନ୍ଦ୍ରକୁ ଭାଙ୍ଗି ଦେବା ନେଇ ଗୁରୁଜଙ୍ଗର ରଣଜିତ ମହାପାତ୍ର ଗତ ଅକ୍ଟୋବର ୩ରେ ଖୋର୍ଦ୍ଧା ତହସିଲଦାର ଏବଂ ଆର୍‌ଆଇଙ୍କ ବିରୋଧରେ ଆଦର୍ଶ ଥାନାରେ ଏତଲା ଦେଇଥିଲେ। ମାତ୍ର ଥାନାରେ…

ଏଏସ୍‌ଓଙ୍କଠାରୁ ଠକିନେଲେ ୨୭ ଲକ୍ଷ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଓଡ଼ିଶା ସଚିବାଳୟରେ କାର୍ଯ୍ୟ କରୁଥିବା ଜଣେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ)ଙ୍କୁ ‘ବଜାଜ୍‌ ଫାଇନାନ୍‌ସ’ରୁ ୧୦ଲକ୍ଷ ଟଙ୍କା ଲୋନ୍‌ ଦେବା ଆଳରେ ୨୬.୮୧ ଲକ୍ଷ ଟଙ୍କା ଠକେଇ କରିବା ଅଭିଯୋଗରେ ଭୁବନେଶ୍ୱର ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନା…

ନେପାଳରେ ଶାସକ ମେଣ୍ଟକୁ ସଂଖ୍ୟାଗରିଷ୍ଠତା

କାଠମାଣ୍ଡୁ,୨୮ା୧୧: ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୁର ଦେଉବାଙ୍କ ନେତୃତ୍ୱାଧୀନ ନେପାଳୀ କଂଗ୍ରେସକୁ ରବିବାର ସଂଖ୍ୟାଗରିଷ୍ଠତା ମିଳିଛି। ସଦ୍ୟ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ଶାସକ ଦଳ ୫୩ ଆସନରେ ବିଜୟୀ ହୋଇ ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ଉଭା ହୋଇଛି। ଫଳରେ ପଡ଼ୋଶୀ…

ଭାଜପାକୁ ସର୍ବାଧିକ କର୍ପୋରେଟ୍‌ ଚାନ୍ଦା ଗୁଜରାଟରୁ ମିଳିଛି

ନୂଆଦିଲ୍ଲୀ,୨୮।୧୧(ପି.ଟି.): ୨୦୧୭ରୁ ୨୦୨୧ ମଧ୍ୟରେ ଗୁଜରାଟରୁ ଭାଜପା ସର୍ବାଧିକ କର୍ପୋରେଟ ଚାନ୍ଦା ପାଇଛି। ଏହି ଚାନ୍ଦା ପରିମାଣ କଂଗ୍ରେସ ପାଇଥିବା ଚାନ୍ଦାର ୧୬ ଗୁଣ ବୋଲି ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌) ପକ୍ଷରୁ ରବିବାର ପ୍ରକାଶିତ ରିପୋର୍ଟରେ କୁହାଯାଇଛି। ଉକ୍ତ…

୪ ବିଇଓଙ୍କ ହାତରେ ୧୧ ବ୍ଲକର ଶିକ୍ଷା ବ୍ୟବସ୍ଥା

ରାୟଗଡ଼ା ଅଫିସ,୨୮ା୧୧: ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ପିଲାଙ୍କୁ ସ୍କୁଲ ମୁହାଁ କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ହେଲେ ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। ଜିଲାରେ ୧୧ ବ୍ଲକ ମଧ୍ୟରୁ…

୧୨ଜିଲାର କେନ୍ଦୁପତ୍ର ତୋଳାଳିଙ୍କୁ ମିଳିଲା ସହାୟତା ରାଶି

ଭୁବନେଶ୍ବର,୨୮ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ରବିବାର କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ କର୍ମଚାରୀମାନେ ସହାୟତା ରାଶି ପାଇଛନ୍ତି। ମଧ୍ୟବର୍ତ୍ତିକାଳୀନ ସହାୟତା ଭାବେ ତୋଳାଳି ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ୧୫୦୦ଟଙ୍କା ଲେଖା ମିଳିଛି। ଏକ…

ଭୋକିଲା ଶିଶୁଙ୍କୁ ଡ୍ରଗ୍ସ ଦେଇ ଶୁଆଉଛନ୍ତି

କାବୁଲ,୨୮।୧୧ : ଆଫଗାନିସ୍ତାନରେ ତାଲିବାନ୍‌ ଶାସନର ଦ୍ୱିତୀୟ ବର୍ଷ ଚାଲିଥିବାବେଳେ ଲୋକଙ୍କ କରୁଣ ସ୍ଥିତି ସାମ୍‌ନାକୁ ଆସିଛି। ଲୋକେ ଖାଇବାକୁ ନ ପାଇ ଉପବାସ ରହୁଥିବାବେଳେ ଭୋକିଲା ଶିଶୁଙ୍କୁ ଶୁଆଇଦେବା ଲାଗି ନିଶା ଔଷଧ ବ୍ୟବହାର କରୁଛନ୍ତି। ବଞ୍ଚତ୍ବା ପାଇଁ ନିଜ…

କ୍ୟାମେରା ପାଖେ ମନ୍ଥର, ପରେ କ୍ଷିପ୍ର

ଯାଜପୁର ଅଫିସ,୨୮ା୧୧: ବିଶ୍ୱରେ ଦୁର୍ଘଟଣାଜନିତ ମୃତ୍ୟୁର ପ୍ରାୟ ୧୧% ଭାରତରେ ହେଉଛି। ଓଡ଼ିଶାରେ ପ୍ରତିବର୍ଷ ସଡ଼କ ଦୁର୍ଘଟଣା ହେତୁ ପ୍ରାୟ ୫ହଜାର ଲୋକଙ୍କ ମୃତ୍ୟୁ ହୋଇଥାଏ। ଏହି କାରଣରୁ ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଡ୍ରାଇଭିଂ ଇଲେକ୍ଟ୍ରୋନିକ୍‌…

ଫୁଲବାଣୀରେ ସର୍ବନିମ୍ନ ପାରଦ ୯.୫ ଡିଗ୍ରୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସାରା ଓଡ଼ିଶାରେ ଶୀତର ଲହରି ଜାରି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ୧୦ଡିଗ୍ରୀ ରହୁଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରଭାବ ଅଧିକ ଅନୁଭୂତ ହେଉଛି। ରବିବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୯.୫ଡିଗ୍ରୀ ସହ ସବୁଠାରୁ ଥଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?