Home

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼ କଥା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁବାବୁ ଏହି ଓଡ଼ିଶାକୁ ସମୃଦ୍ଧ କରିବାକୁ ସ୍ବପ୍ନ…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ। ପଏଣ୍ଟ ଟେବୁଲର ଶୀର୍ଷରେ ଥିବା ପଞ୍ଜାବ କିଙ୍ଗ୍ସ ଗତ ଗୁରୁବାର ପାଞ୍ଚ ଥରର…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ ହେବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ ଓ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏହି…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା ଗାନ୍ଧୀଙ୍କୁ ମନେ ପକାଇ ଏକ ବ୍ୟକ୍ତିଗତ ଉପାଖ୍ୟାନ ବାଣ୍ଟିଥିଲେ। ସେ କହିଥିଲେ ଯେ,…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି। ସଭା ଆରମ୍ଭରେ ବିଜେଡି ନେତାମାନେ ବିଜୁବାବୁଙ୍କ ଫଟୋ ଚିତ୍ରରେ ଧୂପଦୀପ ଓ ପୁଷ୍ପ…

ଭାରତର ଭାଗ୍ୟ ଉଜ୍ୱଳ! ମିଳିଗଲା LPG ସଙ୍କଟକୁ ମୁକାବିଲା କରିବାର ସୂତ୍ର

ନୂଆଦିଲ୍ଲୀ,୧୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ କେବଳ ଭାରତକୁ ନୁହେଁ ବରଂ ବିଶ୍ୱବ୍ୟାପୀ ଅନେକ ଦେଶକୁ ଗ୍ୟାସ ସଙ୍କଟରେ ପକାଇଛି। ତଥାପି, ବିଶ୍ୱ ବଜାରରେ ପ୍ରାକୃତିକ ଗ୍ୟାସର ମୂଲ୍ୟ ହଠାତ ହ୍ରାସ ପାଇବାରୁ ଭାଗ୍ୟ ଭାରତ ଉପରେ ହସିଥିଲା।…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା ସହରବାସୀଙ୍କୁ ଓଡ଼ିଶା ଖଣି ନିଗମ ଦ୍ୱାରା କୌଣସି ସୁବିଧା ସୁଯୋଗ ଦିଆଯାଉ ନ…

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ମାଓବାଦୀ ମୁକ୍ତ ପାଇଁ ଜୋରଦାର ଅପରେଶନ କରାଯାଇ ଦାରିଙ୍ଗବାଡି ଅଞ୍ଚଳରେ ଚଳପ୍ରଚଳ କରୁଥିବା…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ ସରକାର ଏଥିପାଇଁ ଆନୁଷ୍ଠାନିକ ଭାବରେ ବିଜ୍ଞପ୍ତି ଜାରି କରିଛନ୍ତି। ତଥାପି, 2029 ରେ…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ହତ୍ୟାର ଶିକାର ବ୍ୟକ୍ତି ହେଲେ କେ. ଭଗବାନ ରେଡ୍ଡୀ। ଏହି ମାମଲାରେ ଅଭିଯୁକ୍ତ…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ ମୃତଦେହ ଏବଂ ଭଗ୍ନାବଶେଷ ଉଦ୍ଧାର ପାଇଁ କାର୍ଯ୍ୟ କରୁଛନ୍ତି। ଇଣ୍ଡୋନେସିଆର ଉଦ୍ଧାରକାରୀ ସଂସ୍ଥାର…

ପତ୍ନୀଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ପୂର୍ବତନ ଲେଫ୍ଟନାଣ୍ଟ ଗଭର୍ଣ୍ଣର, ଚାଲିଥିଲା ଛାଡପତ୍ର ମାମଲା

ରିଚମଣ୍ଡ,୧୭।୪: ପୂର୍ବତନ ଭର୍ଜିନିଆ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଜଷ୍ଟିନ ଫେୟାରଫ୍ୟାକ୍ସଙ୍କ ସହ ଜଡିତ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ପୋଲିସ ଏବଂ କୋର୍ଟ ରେକର୍ଡ ଅନୁଯାୟୀ, ଫେୟାରଫ୍ୟାକ୍ସ ଗୁରୁବାର ତାଙ୍କ ବିଚ୍ଛିନ୍ନ ପତ୍ନୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଏବଂ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?