Home

ନଭେମ୍ବର ୧, ୨ରେ ଘୋଷଣା ହୋଇପାରେ ଗୁଜରାଟ ନିର୍ବାଚନ ତାରିଖ

ଅହମ୍ମଦାବାଦ,୨୯।୧୦: ଚଳିତ ବର୍ଷ ଗୁଜରାଟ ବିଧାନସଭା ନିର୍ବାଚନ ତାରିଖକୁ ନେଇ ବିରୋଧୀ ନିର୍ବାଚନ ଆୟୋଗ ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ହିମାଚଳ ପ୍ରଦେଶର ତାରିଖ ଘୋଷଣା ହେବା ପରେ ବିଭିନ୍ନ ଆରୋପ ପ୍ରତ୍ୟାରୋପ ହୋଇଆସୁଥିଲା। ଇତିମଧ୍ୟରେ ଗୁଜୁରାଟ ବିଧାନସଭା ନିର୍ବାଚନ…

ନିର୍ବାଚନ ପୂର୍ବରୁ ଭାଜପା ଖେଳିପାରେ ୟୁନିଫର୍ମ ସିଭିଲ କୋଡ୍‌ କାର୍ଡ

ଅହମ୍ମଦାବାଦ,୨୯।୧୦: ଚଳିତ ବର୍ଷ ଗୁଜୁରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଗୁଜରାଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନିର୍ବାଚନ ପୂର୍ବରୁ ବର୍ତ୍ତମାନର ଭାଜପା ସରକାର ୟୁନିଫର୍ମ ସିଭିଲ କୋଡ୍‌ କାର୍ଡ ଖେଳିପାରେ। ଏଥିପାଇଁ ସରକାର ପ୍ରସ୍ତୁତି କରୁଛନ୍ତି।…

ବନ୍ଦେ ଭାରତ ଏକ୍ସପ୍ରେସ୍‌ ପୁଣି ଦୁର୍ଘଟଣାଗ୍ରସ୍ତ: ୩୦ ମିନିଟ୍‌ ଯାଏ ଅଟକି ରହିଲା ଟ୍ରେନ୍‌

ଅହମ୍ମଦାବାଦ,୨୯।୧୦: ଗୁଜରାଟରେ ପୁଣି ଥରେ ସେମି ହାଇ ସ୍ପିଡ ଟ୍ରେନ୍‌ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶନିବାର ବଲସାଡର ଅତୁଲ ରେଲଓ୍ବେ ଷ୍ଟେସନ ନିକଟରେ ଏକ ଗାଇ ଟ୍ରେନ୍‌ ସମ୍ମୁଖରେ ଆସିଯିବାରୁ ଏହା ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଇ ସହ ଧକ୍କା…

ମାନବ ଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ୍‌: ୧୪ ମହିଳା ଉଦ୍ଧାର

ଶ୍ରୀନଗର,୨୯।୧୦: ଜମ୍ମୁ-କଶ୍ମୀର ବୁଡଗାଓ ଜିଲାରୁ ଏକ ମାନବ ଚାଲାଣ ଗ୍ୟାଙ୍ଗ୍‌କୁ ଶୁକ୍ରବାର ସ୍ଥାନୀୟ ପୋଲିସ ଧରିବାରେ ସଫଳ ହୋଇଛି। ଶାମିମ୍‌ ଅହମଦ୍‌ ଭଟ୍ଟ, ଶାଗୁଫ୍‌ତା ଏବଂ ଆସମତଙ୍କୁ ଗିରଫ କରାଯାଇଥିବା ବେଳେ ୧୪ଜଣ ମହିଳାଙ୍କୁ ଉଦ୍ଧାର କରାଯାଇଛି। ଦୁଲିପୋରା ଗ୍ରାମରେ ମାନବ…

ପିଏଫ୍‌ଆଇର କେରଳ ସମ୍ପାଦକ ଗିରଫ

ନୂଆଦିଲ୍ଲୀ,୨୯।୧୦: ବେଆଇନ ଘୋଷିତ ସଂଗଠନ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ)ର କେରଳ ସାଧାରଣ ସମ୍ପାଦକ ସି.ଏ. ରୌଫ୍‌ଙ୍କୁ ପଲକ୍କଡର ପଟ୍ଟାମ୍ବିରୁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ଗିରଫ କରିଛି। ବେଆଇନ କାର୍ଯ୍ୟକଳାପରେ ସମ୍ପୃକ୍ତି ମାମଲାରେ ରୌଫ୍‌ ୧୩ତମ ଅଭିଯୁକ୍ତ।…

ପାନ୍ଥର୍ସ ବିପକ୍ଷରେ ଥାଲାଇଭାସ୍‌ ବିଜୟୀ

ବେଙ୍ଗାଲୁରୁ,୨୯ା୧୦: ପ୍ରୋ କବାଡି ଲିଗ୍‌ରେ ଶୁକ୍ରବାର ଜୟପୁର ପିଙ୍କ ପାନ୍ଥର୍ସକୁ ପରାସ୍ତ କରିଛି ତାମିଲ ଥାଲାଇଭାସ୍‌। ରେଡର୍‌ ନରେନ୍ଦରଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ବଳରେ ୩୮-୨୭ରେ ମ୍ୟାଚକୁ ଜିତି ନେଇଛି ଥାଲାଇଭାସ୍‌। ଏହା ସହିତ ଚଳିତ ଟୁର୍ନାମେଣ୍ଟରେ ନିଜର ଦ୍ୱିତୀୟ ବିଜୟ ହାସଲ…

ଶଙ୍କର ମୁଥୁସାମି ସେମିଫାଇନାଲରେ

ସାଣ୍ଟାଣ୍ଡର (ସ୍ପେନ୍‌), ୨୯ା୧୦ (ପି.ଟି.): ଭାରତର ଉଦୀୟମାନ ବ୍ୟାଡ୍‌ମିଣ୍ଟନ ଖେଳାଳି ଶଙ୍କର ମୁଥୁସାମି ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ର ସେମିଫାଇନାଲରେ ପ୍ରବେଶ ସହ ପଦକ ପକ୍କା କରିଛନ୍ତି। ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ସେ ଚାଇନାର…

ଆକାଂକ୍ଷାଙ୍କ ଦ୍ୱାରା ୩ ନୂଆ ଜାତୀୟ ରେକର୍ଡ

ଗାଜିଆବାଦ, ୨୯ା୧୦ (ପି.ଟି.): ଖେଲୋ ଇଣ୍ଡିଆ ନ୍ୟାଶନାଲ ଓମେନ୍ସ ଓ୍ବେଟ୍‌ଲିଫ୍ଟିଂ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟରେ ମହାରାଷ୍ଟ୍ରର ଆକାଂକ୍ଷା ବ୍ୟବହାରେ ୪୦କେଜି କାଟେଗୋରିରେ ତିନୋଟି ନୂଆ ଜାତୀୟ ରେକର୍ଡ ପ୍ରତିଷ୍ଠା କରିଛନ୍ତି। ଟାର୍ଗେଟ୍‌ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ)ର ଅଂଶବିଶେଷ ଏହି ଓ୍ବେଟ୍‌ଲିଫ୍ଟର ସ୍ନାଚ୍‌,…

ଅଷ୍ଟ୍ରେଲିଆ ପାଇଁ ବଢ଼ିଲା ସଙ୍କଟ

ମେଲବୋର୍ନ,୨୯ା୧୦(ପି.ଟି.): ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ର ଦୁଇଟି ମ୍ୟାଚ୍‌ ବର୍ଷା ପାଇଁ ବାଧାପ୍ରାପ୍ତ ହୋଇଛି। ଶୁକ୍ରବାର ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ଓ ଆୟର୍ଲାଣ୍ଡ ବନାମ ଆଫଗାନିସ୍ତାନ ମ୍ୟାଚ୍‌ ବାତିଲ ହୋଇଯାଇଛି। ଉଭୟ ମ୍ୟାଚ୍‌ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ମନଦୀପଙ୍କ ଡବଲରେ ଜିତିଲା ଭାରତ

ଭୁବନେଶ୍ୱର, ୨୯ା୧୦(ସ୍ପୋଟର୍‌ସବ୍ୟୁରୋ): ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ପ୍ରୋ ହକି ଲିଗର ଉଦ୍‌ଘାଟନୀ ମୁକାବିଲାରେ ବିଜୟୀ ହୋଇଛି ଭାରତ। ଅନ୍ତିମ କ୍ୱାର୍ଟରରେ ଷ୍ଟ୍ରାଇକର ମନଦୀପ୍‌ ସିଂଙ୍କ ଡବଲ ଗୋଲ ବଳରେ ଭାରତ ୪-୩ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଭାରତ ୩-୨ରେ…

ଭାରତ-ଅଷ୍ଟ୍ରେଲିଆ ଫାଇନାଲ

ଜୋହର (ମାଲେସିଆ),୨୯ା୧୦ (ପି.ଟି.): ସୁଲ୍‌ତାନ ଅଫ୍‌ ଜୋହର କପ୍‌ ହକି ଟୁର୍ନାମେଣ୍ଟର ଫାଇନାଲ ଶନିବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ରାଉଣ୍ଡ ରବିନ ଲିଗ୍‌ ପର୍ଯ୍ୟାୟ ଶେଷ ପରେ ଟେବୁଲରେ ଅଷ୍ଟ୍ରେଲିଆ ପ୍ରଥମ ଏବଂ ଭାରତ ଦ୍ୱିତୀୟ ସ୍ଥାନରେ ରହି…

ହଲ୍‌ ଛାତରେ ନାଚିଲେ କ୍ରିତି

ମୁମ୍ବାଇ: ନିଜର ଅପ୍‌କମିଂ ଫିଲ୍ମ ‘ଭେଡିଆ’ର ପ୍ରମୋଶନ୍‌ରେ ଏବେ ବ୍ୟସ୍ତ ବଲିଉଡ୍‌ ଅଭିନେତ୍ରୀ କ୍ରିତି ସାନନ୍‌। ଶୁକ୍ରବାର ଫିଲ୍ମର ପ୍ରମୋଶନ୍‌ କରିବା ସମୟରେ କ୍ରିତି ମୁମ୍ବାଇର ଗେଟି ଗାଲାକ୍ସି ଥିଏଟର ଛାତ ଉପରେ ନାଚୁଥିବାର ଦେଖିବାକୁ ମିଳିଛି। ତେବେ ଖାଲି କ୍ରିତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri