ଦ୍ୱିତୀୟ ଦିନିକିଆରେ ବର୍ଷା ବାଧକ: ପ୍ରଥମେ ବ୍ୟାଟିଂ କରୁଛି ଭାରତ
ହାମିଲଟନ,୨୭।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ଦିନିକିଆ ହାମିଲଟନର ସିଡନ ପାର୍କରେ ଖେଳାଯାଉଛି। ଏହି ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ…
ସଚେତନତା ପାଇଁ ଫଟୋ ଶୁଟ୍
କାନ୍ବେରା: ପ୍ରଚଳିତ ପୁରାତନ ପ୍ରଥ ହେଉ ଅବା ସଚେତନତା ବାର୍ତ୍ତା ବାଣ୍ଟିବା ପାଇଁ ସାମୂହିକ ଭାବେ କାର୍ଯ୍ୟ କରିବା ଆବଶ୍ୟକ। ସିଡ୍ନୀର ବୋଣ୍ଡି ବିଚ୍ରେ ପାଖାପାଖି ୨୫୦୦ ଜଣ ଲୋକ ଏକାଠି ହୋଇ ଫଟୋ ଶୁଟ୍ କରିଛନ୍ତି। ତେବେ ଏହି ଗଣ…
ଫିଲ୍ମ ପାଇଁ ଓ୍ବେଟ୍ ଲସ୍
ମୁମ୍ବାଇ: ବଲିଉଡ୍ରେ ଆକ୍ସନ୍, ଡ୍ରାମା ଫିଲ୍ମ ଅପେକ୍ଷା ଅଧିକ ସଂଖ୍ୟାରେ ବାୟୋପିକ୍ ତିଆରି ହେବାରେ ଲାଗିଛି। ନିକଟରେ ହିନ୍ଦୀ ଫିଲ୍ମ ନିର୍ଦ୍ଦେଶକ ମହେଶ ମାଞ୍ଜେରକରଙ୍କ ନିର୍ଦ୍ଦେଶନାରେ ତିଆରି ହୋଇଥିବା ସ୍ବତନ୍ତ୍ର ବୀର ସାବରକରରେ ମୁଖ୍ୟ ଭୂମିକାରେ ରଣଦୀପ୍ ହୁଡା ଅଭିନୟ କରିଛନ୍ତି।…
ପାଣିରେ ମିଶିବା ପରେ ବହୁଗୁଣା ହୋଇଯିବେ ବ୍ୟାକ୍ଟେରିଆ
ଲଣ୍ଡନ: ବିଶ୍ୱବାସୀଙ୍କ ପାଇଁ ଜଳବାୟୁ ପରିବର୍ତ୍ତନ ଏକ ବଡ଼ ଆହ୍ବାନ ପାଲଟିଛି। ଏହା ପ୍ରଭାବରେ ବୈଶ୍ୱିକ ତାପମାତ୍ରା ମଧ୍ୟ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ଫଳରେ ହିମବାହ, ବରଫ ଚାଦର ତରଳିବା ଆରମ୍ଭ କରିଛନ୍ତି। ସମୁଦ୍ର ଓ ନଦୀର ଜଳସ୍ତରରେ ବୃଦ୍ଧି…
ଆକାଶଦୀପଙ୍କ ହ୍ୟାଟ୍ରିକ୍ ସତ୍ତ୍ୱେ ଭାରତ ପରାସ୍ତ
ଆଡିଲେଡ୍, ୨୭।୧୧(ପି.ଟି.): ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ହକି ଟେଷ୍ଟ ସିରିଜ ଆରମ୍ଭ ହୋଇଛି। ଶନିବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଆକାଶଦୀପ ସିଂଙ୍କ ହ୍ୟାଟ୍ରିକ ସତ୍ତ୍ୱେ ଶେଷ ମୁହୂର୍ତ୍ତରେ ଦୁଇଟି ଗୋଲ ବରଣ କରିବାରୁ ଭାରତ ୪-୫…
ବିଶ୍ୱନାଥ, ଦେବୀକା, ବଂଶରାଜଙ୍କୁ ସ୍ବର୍ଣ୍ଣ ପଦକ
ନୂଆଦିଲ୍ଲୀ, ୨୭।୧୧(ପି.ଟି.): ସ୍ପେନର ଲା ନୁସିଆଠାରେ ଚାଲିଥିବା ଆଇବିଏ ୟୁଥ୍ ପୁରୁଷ ଓ ମହିଳା ବିଶ୍ୱ ଚାମ୍ପିୟନଶିପ୍ରେ ଭାରତୀୟ ବକ୍ସର ବିଶ୍ୱନାଥ ସୁରେଶ, ବଂଶରାଜ ଓ ଦେବୀକା ଘୋରପଡେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏହି ସମ୍ମାନଜନକ ଚାମ୍ପିୟନଶିପ୍ରେ ଚେନ୍ନାଇରେ ଜନ୍ମିତ…
ଓଡ଼ିଶା ଓମେନ୍ସ ଲିଗ୍ ଜର୍ସି ଉନ୍ମୋଚିତ
ଭୁବନେଶ୍ୱର,୨୭।୧୧(ସ୍ପୋଟର୍ସ ବ୍ୟୁରୋ): ଓଡ଼ିଶା ଓମେନ୍ସ ଫୁଟ୍ବଲ ଲିଗ୍-୨୦୨୨ ପାଇଁ ଶନିବାର ଜର୍ସି ଉନ୍ମୋଚିତ ହୋଇଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଏବଂ ଫାଓ (ଫୁଟ୍ବଲ ଆସୋସିଏଶନ ଅଫ୍ ଓଡ଼ିଶା) ସମ୍ପାଦକ…
ଭାରତର ବ୍ୟାଟିଂ ଆଭିମୁଖ୍ୟ ଉପରେ ନଜର
ହାମିଲଟନ୍,୨୭।୧୧(ପି.ଟି.): ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ପରାଜିତ ହେବା ପରେ ରବିବାର ହାମିଲଟନରେ ଭାରତ ଖେଳିବ ଦ୍ୱିତୀୟ ମ୍ୟାଚ୍। ଏହି ମ୍ୟାଚରେ ଭାରତର ବ୍ୟାଟିଂ ଲାଇନଅପ୍ ଓ ଆଭିମୁଖ୍ୟ ଉପରେ ସମସ୍ତଙ୍କ ନଜର ରହିବ।…
ବିକ୍ରିହେବ ୩ ସରକାରୀ ଉଦ୍ୟୋଗ
ନୂଆଦିଲ୍ଲୀ,୨୭।୧୧: ଦେଶର ଜଣାଶୁଣା ସରକାରୀ ଉଦ୍ୟୋଗ କୋଲ୍ ଇଣ୍ଡିଆ, ହିନ୍ଦୁସ୍ଥାନ ଜିଙ୍କ୍ ଓ ରାଷ୍ଟ୍ରୀୟ କେମିକାଲ୍ସରେ ସରକାରୀ ଅଂଶଧନ ବିକ୍ରି ନେଇ କେନ୍ଦ୍ର ଯୋଜନା କରୁଥିବା ଜଣାପଡ଼ିଛି। ଏପରିକି ଉପରୋକ୍ତ ୩ କମ୍ପାନୀର ୫ରୁ ୧୦% ପର୍ଯ୍ୟନ୍ତ ଅଂଶଧନ ବିକ୍ରି କରିବା…
୨୯ରେ ବିଜିୟୁର ୫ମ ସମାବର୍ତ୍ତନ ଉତ୍ସବ
ଭୁବନେଶ୍ୱର,୨୭।୧୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ)ର ୫ମ ବାର୍ଷିକ ଉତ୍ସବ ପାଳନ ହେବାକୁ ଯାଉଛି। ଏପରିକି ନଭେମ୍ବର ୨୯ରେ ବିଜିୟୁର ୫ମ ସମାବର୍ତ୍ତନ ଉତ୍ସବର ମଧ୍ୟ ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବିଜିୟୁର ବିଭିନ୍ନ ବିଭାଗର…
‘ଭାଷା ବ୍ୟବହାରରେ ଲିପିର ଆବଶ୍ୟକତା ନ ଥାଏ’
ଭୁବନେଶ୍ୱର,୨୭।୧୧: ସେଞ୍ଚୁରିଆନ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ (ସିୟୁଟିଏମ୍) ବା ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ଓଡ଼ିଶା ଓ ଲିଙ୍ଗୁଇଷ୍ଟିକ୍ ସୋସାଇଟି ଅଫ୍ ଇଣ୍ଡିଆର ମିଳିତ ସହଯୋଗରେ ୪୪ତମ ଅନ୍ତର୍ଜାତୀୟ ଲିଙ୍ଗୁଇଷ୍ଟିକ ସୋସାଇଟି ଅଫ୍ ଇଣ୍ଡିଆ (ଆଇସିଓଏଲ୍ଏସ୍ଆଇ-୪୪) ସମ୍ମିଳନୀ ନିକଟରେ ଉଦ୍ଘାଟିତ ହୋଇଯାଇଛି।…
ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନ ଦିବସ
ଭୁବନେଶ୍ୱର,୨୭।୧୧: ପୂର୍ବତଟ ରେଳପଥ ପକ୍ଷରୁ ଶନିବାର ସ୍ଥାନୀୟ ରେଳସଦନଠାରେ ସମ୍ବିଧାନ ଦିବସ ପାଳନ କରାଯାଇଥିଲା। ଏହି ଅବସରରେ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ନେତୃତ୍ୱରେ ସମସ୍ତ ପ୍ରମୁଖ ବିଭାଗୀୟ ଅଧିକାରୀ,ବରିଷ୍ଠ ଅଧିକାରୀ, ରେଳ କର୍ମଚାରୀମାନେ ଭାରତୀୟ ସମ୍ବିଧାନର ପ୍ରାକ୍…

