ସମନ୍ବିତ ଶିଶୁ ବିକାଶ ଯୋଜନା ଦିଗହରା
ଚଣ୍ଡିଖୋଲ,୨୮ା୧୦ (ଡି.ଏନ୍.ଏ.): ସରକାରଙ୍କ ତରଫରୁ ଶିଶୁ ଓ ମହିଳାଙ୍କ ପୁଷ୍ଟି ସାଧନ ଏବଂ ବିକାଶ କ୍ଷେତ୍ରରେ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ ପ୍ରତ୍ୟେକ ବ୍ଲକରେ କାର୍ଯ୍ୟ କରୁଛି। ତେବେ ଯାଜପୁର ଜିଲା ବଡ଼ଚଣା ବ୍ଲକଟି ଏକ ବୃହତ ବ୍ଲକ ହୋଇଥିବାରୁ ଏଠାରେ…
ଦେଶରେ ୨,୨୦୮ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୨୮।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୨୦୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୧୨ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା…
ଚାଷୀଙ୍କ ଅଜାଣତରେ ଉଠିଛି କାଳିଆ, ପିଏମ୍ କିଷାନ ଅର୍ଥ
ନବରଙ୍ଗପୁର/କୋଡିଙ୍ଗା, ୨୮।୧୦(ବି.ପ୍ର./ଡି.ଏନ୍.ଏ.): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଅନେକ ଜନକଲ୍ୟାଣ ଯୋଜନା ରହିଛି। ଏହାର ତଦାରଖ କରିବା ପାଇଁ ପଞ୍ଚାୟତରୁ ଜିଲା ଓ ରାଜ୍ୟସ୍ତର ପର୍ଯ୍ୟନ୍ତ ଅନେକ ପଦାଧିକାରୀ ଓ ସଚିବ ଅଛନ୍ତି। ଅନ୍ୟପକ୍ଷେ କେନ୍ଦ୍ର ଓ ରାଜ୍ୟର ଶାସକ ଦଳ…
୬୨ ଟିକିଆ ହାତୀପଲରେ ଶାବକ ଜନ୍ମଦେଲା ମାଈହାତୀ
ବେତନଟୀ,୨୮ା୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ କ୍ଷୀରପଦା ଜଙ୍ଗଲରେ ଗୁରୁବାର ରାତିରେ ଗୋଟେ ମାଈ ହାତୀ ଶାବକ ଜନ୍ମ ଦେଇଛି। ମା ଓ ଛୁଆକୁ ସୁରକ୍ଷା ଦେବା ପାଇଁ ହାତୀପଲ ଜଗି ରହିବା ସହ ଉଗ୍ର ହୋଇ ଉଠିଛନ୍ତି। ସୂଚନା…
ଖୁସ୍ବୁଙ୍କୁ କ୍ଷମା ମାଗିଲେ ସାଦିକ
ଚେନ୍ନାଇ,୨୮।୧୦: ଭାଜପା ନେତ୍ରୀ ଖୁସବୁ ସୁନ୍ଦରଙ୍କ ଉପରେ ଆପତ୍ତିଜନକ ଟିପ୍ପଣୀ ଦେଇ ଫସିଯାଇଛନ୍ତି ତାମିଲନାଡୁର ଡିଏମକେ ନେତା ସଦାଇ ସାଦିକ। ଚାରିଆଡୁ ବିରୋଧ ହେବା ପରେ ଶେଷରେ ସେ ଖୁସ୍ବୁଙ୍କୁ କ୍ଷମା ମାଗିଛନ୍ତି। ସିଦ୍ଦିକ ସଫେଇ ଦେଇ କହିଛନ୍ତି। ମୋ ମନ୍ତବ୍ୟକୁ…
ଯୁବରାଜଙ୍କୁ ଟପିଲେ ହିଟ୍ମ୍ୟାନ୍
ପର୍ଥ,୨୮।୧୦: ଟି-୨୦ ବିଶ୍ୱକପରେ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ସୁପର -୧୨ ରାଉଣ୍ଡର ଗ୍ରୁପ -୨ରେ ପାକିସ୍ତାନ ପରେ ଭାରତ ମଧ୍ୟ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ…
ବାଇକ୍କୁ ଧକ୍କା ଦେଲା ଟ୍ରକ୍, ଚାଲିଗଲା ୨ ଜୀବନ
ଢେଙ୍କାନାଳ ଅଫିସ,୨୮ା୧୦: ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅଞ୍ଚଳର ୫୫ ନଂ ଜାତୀୟ ରାଜପଥରେ ଶୁକ୍ରବାର ପୂର୍ବାହ୍ନରେ ଏକ ଟ୍ରକ୍ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ୨ ବାଇକ୍ ଆରୋହୀ ରାସ୍ତାକୁ ଛିଟିକି ପଡ଼ିଥିଲେ। ଟ୍ରକ୍ଟି ଉଭୟଙ୍କ ଉପରେ…
୧୮ ଖଣ୍ଡ ଗାଁ ଲୋକଙ୍କ ମୁଖ୍ୟରାସ୍ତା ନାଗାବଳୀ
ରାୟଗଡ଼ା ଅଫିସ,୨୮ା୧୦: ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ ୧୮ ଖଣ୍ଡ ଗ୍ରାମର ଗ୍ରାମବାସୀଙ୍କ ମୁଖ୍ୟରାସ୍ତା ପାଲଟିଛି ନାଗାବଳୀ ନଦୀ। ଗ୍ରାମବାସୀ ନଦୀ ଅପରପାର୍ଶ୍ୱରେ ବସବାସ କରୁଥିବାରୁ ଲୋକଙ୍କ ଯାତାୟାତରେ ସୁବିଧା ପାଇଁ ନଦୀ ଉପରେ ବିଜୁସେତୁ ନିର୍ମାଣ କାର୍ଯ୍ୟ ୩…
କଂଗ୍ରେସକୁ ନୂଆ ଅଧ୍ୟକ୍ଷ ମିଳିବା ପରେ ଦୂର ହେଲା ମତଭେଦ
ହାଇଦ୍ରାବାଦ୍,୨୮।୯: କଂଗ୍ରେସ ଦଳର ଅଧ୍ୟକ୍ଷ ନିର୍ବାଚନ ଶେଷ ହେବା ମାତ୍ରେ ଦଳର ବରିଷ୍ଠ ନେତା ମନୀଷ ତିୱାରୀଙ୍କ ମନୋଭାବ ମଧ୍ୟ ବଦଳି ଯାଇଛି। ଶୁକ୍ରବାର ସେ ତେଲେଙ୍ଗାନାରେ ରାହୁଲ ଗାନ୍ଧୀଙ୍କ ‘ଭାରତ ଯୋଡୋ ଯାତ୍ରା’ରେ ଯୋଗ ଦେଇଥିଲେ। କଂଗ୍ରେସରେ ସାଂଗଠନିକ ନିର୍ବାଚନ…
ବର୍ଷାଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ: ନଭେମ୍ବର ୨ ସୁଦ୍ଧା ଫେରାଇବେ ଶାଶୁଘର ଚାବି
କଟକ ଅଫିସ,୨୮ା୧୦: ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତିଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନଭେମ୍ବର ୨ ସୁଦ୍ଧା ଶାଶୁଘର ଚାବି ଫେରସ୍ତ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଚାବି ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବାକୁ ଏସ୍ଡିଜେଏମ୍…
ଏନ୍ଜିଟି ନିର୍ଦ୍ଦେଶରେ ସ୍ଥିତି ଅନୁଧ୍ୟାନ କଲା ଟିମ୍
ଯୋଡ଼ା,୨୮ା୧୦(ଡି.ଏନ୍.ଏ): କେନ୍ଦୁଝର ଜିଲା ଯୋଡ଼ା ସହର ତଥା ଆଖପାଖ ବନାଞ୍ଚଳ ଗ୍ରାମ ଦେଇ ଯାଇଥିବା ଖଣିଜ ସ୍ଲରି ପାଇପ୍ଲାଇନ୍ର ଅନୁଧ୍ୟାନ କରିଛନ୍ତି ଜିଲା ଉଚ୍ଚସ୍ତରୀୟ ପ୍ରଶାସନିକ ଅଧିକାରୀ ଓ ଯନ୍ତ୍ରୀଙ୍କ ଏକ ଟିମ୍। ନ୍ୟାଶ୍ନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି)ଙ୍କ ନିର୍ଦ୍ଦେଶରେ ପ୍ରତିନିଧି ଦଳ…
ଭୂତାଣୁ ସଂକ୍ରମଣରେ ବହୁ ଗୋରୁ ଆକ୍ରାନ୍ତ: ରକ୍ତ ନମୁନା ପରୀକ୍ଷା ପାଇଁ ନିଆଗଲା
ଖଲ୍ଲିକୋଟ,୨୮ା୧୦(ଡି.ଏନ.ଏ.): ଖଲ୍ଲିକୋଟ ବ୍ଲକର ବିଭିନ୍ନ ଗ୍ରାମରେ ଭୂତାଣୁ ଜନିତ ସଂକ୍ରମଣରେ ବହୁ ଗୋରୁ ଆକ୍ରାନ୍ତ ହୋଇ ଅସୁସ୍ଥ ହେଲେଣି। ବୁଧବାର କେଶପୁରଠାରେ ଗୋଟିଏ ଗୋରୁର ମୃତ୍ୟୁ ହୋଇଛି। କିଛିଦିନ ହେବ ଏହି ରୋଗ ଦେଖାଦେଇଛି। କେଶପୁର ପଞ୍ଚାୟତ, ଶ୍ରୀକୃଷ୍ଣଶରଣପୁର, କହ୍ନେଇପୁର, ବିକ୍ରମପୁର,…
Archives


