ଶିକ୍ଷକ କଲ୍ୟାଣ ପାଇଁ ବଜ୍ର ଯୋଜନା
ଭୁବନେଶ୍ୱର,୨୦ା୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସାରେ ସ୍ଥାନୀୟ ସାମନ୍ତ ବିହାରଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫ କୋଟି…
‘ଦୂରଦୃଷ୍ଟି ନେତୃତ୍ୱ ମିଶନ ଶକ୍ତି ପ୍ରତିଭାର ବିକାଶ କରିଛି’
ଭୁବନେଶ୍ୱର,୨୦।୯(ବ୍ୟୁରୋ):କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା ଓ ଅନୁଗୋଳ ଜିଲାର ମିଶନ ଶକ୍ତି ଗୋଷ୍ଠୀର ସଦସ୍ୟମାନେ ସୋମବାର ସନ୍ଧ୍ୟାରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଗତ ଅଗଷ୍ଟ ୧୫ ତଥା ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ସଦସ୍ୟମାନେ…
୨ରୁ ‘ହର୍ ଦିଲ୍ ମେ ଗାନ୍ଧୀ’
ଭୁବନେଶ୍ୱର, ୨୦।୯(ବ୍ୟୁରୋ): ଗାନ୍ଧୀ ବିଚାରଧାରାର ପ୍ରସାର ପାଇଁ ଆସନ୍ତା ଗାନ୍ଧୀ ଜୟନ୍ତୀ ଅବସରରେ ଅକ୍ଟୋବର ୨ରୁ ସର୍ବଭାରତୀୟ ସ୍ତରରେ ବର୍ଷବ୍ୟାପୀ ଗାନ୍ଧୀଚେତନା ସମ୍ପର୍କିତ କାର୍ଯ୍ୟକ୍ରମ ‘ହର୍ ଦିଲ୍ ମେ ଗାନ୍ଧୀ’ର ଶୁଭାରମ୍ଭ ହେବ। ୨୦୨୩ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ଏହାର…
ଗୌରହରି ଦାସ ପାଇବେ ‘ଶାରଳା ପୁରସ୍କାର’
ଭୁବନେଶ୍ୱର, ୨୦।୯ (ବ୍ୟୁରୋ):ସାହିତି୍ୟକ, ଗାଳ୍ପିକ ତଥା କଥାକାର ଗୌରହରି ଦାସଙ୍କୁ ଚଳିତ ବର୍ଷର ମର୍ଯ୍ୟାଦାଜନକ ୪୩ତମ ‘ଶାରଳା ପୁରସ୍କାର’ ମିଳିବ। ତାଙ୍କର ସାହିତ୍ୟ କୃତି ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ସେ ଏହି ସମ୍ମାନ ପାଇବେ ବୋଲି ଇମ୍ଫା ଚାରିଟେବଲ୍…
୨୧ରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ
ନୂଆଦିଲ୍ଲୀ,୨୦ା୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ ଦିନରେ ପ୍ରତ୍ୟାବର୍ତ୍ତନ ଆରମ୍ଭ କରିବାକୁ ଯାଉଛି। ଏନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ମୌସୁମୀ ଫେରିଯିବା ନେଇ ଅନୁକୂଳ ସ୍ଥିତି ସୃଷ୍ଟି ହୋଇଛି। ପ୍ରଥମ ପର୍ଯ୍ୟାୟରେ ଏହା ଉତ୍ତରପଶ୍ଚିମ ଭାରତ…
ବିପର୍ଯ୍ୟୟ ଭୟ: ଉପକୂଳ ପାଇଁ ୫ ବର୍ଷିଆ ଯୋଜନା
ଭୁବନେଶ୍ବର,୨୦ା୯(ବ୍ୟୁରୋ):ରାଜ୍ୟକୁ ସବୁ ସମୟରେ ପ୍ରାକୃତିକ ବିପତ୍ତିର ଭୟ ରହିଛି। ଅନେକ ସମୟରେ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟର ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗିଦେଉଛି। ଲୋକମାନଙ୍କୁ ଏପରି ବିପର୍ଯ୍ୟୟ ସମୟରେ ବଞ୍ଚାଇବା ସରକାରଙ୍କ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ…
ବିମାନରେ କାଚ ଭାଙ୍ଗିଲେ, ତଳେ ଗଡ଼ିଲେ
ଇସ୍ଲାମାବାଦ୍,୨୦ା୯:ପାକିସ୍ତାନରୁ ଦୁବାଇ ଯାଉଥିବା ବିମାନରେ ଜଣେ ଯାତ୍ରୀ ବାଚଳାମି କରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି। ମଝି ଆକାଶରେ ବିମାନରୁ ଓହ୍ଲାଇବା ପାଇଁ ଜିଦ୍ କରିଥିଲେ ସମ୍ପୃକ୍ତ ଯୁବକ। ଯେତେ ବୁଝାସୁଝା କଲେ ସୁଦ୍ଧା ସେ କାହା କଥା…
କ୍ଲାସ୍ ସରିବା ପରେ କଲେଜରେ ରହିପାରିବେନି ପିଲା
ଭୁବନେଶ୍ୱର, ୨୦।୯(ବ୍ୟୁରୋ):କଲେଜ କ୍ୟାମ୍ପସରେ ଶୈକ୍ଷିକ ବାତାବରଣ ସୃଷ୍ଟି ଲାଗି କେତେକ ନୂଆ ପଦକ୍ଷେପ ନେଇଛି ଗଣଶିକ୍ଷା ବିଭାଗ। କ୍ଲାସ ସରିବା ପରେ ଆଉ କ୍ୟାମ୍ପସରେ ରହିପାରିବେନି ଛାତ୍ରୀଛାତ୍ର। ପୂର୍ବଭଳି ଆଉ କ୍ଲାସ୍ ପରବର୍ତ୍ତୀ ଖଟି ଜମିବ ନାହିଁ। ଶେଷ କ୍ଲାସ ଘଣ୍ଟା…
ପୁଣି ନକଲି ଔଷଧ ଠାବ
କଟକ ଅଫିସ, ୨୦ା୯:ନକଲି ମେଡିସିନ୍କୁ ନେଇ କଟକରେ ପୁଣି ତନାଘନା ଜୋରଦାର ହୋଇଛି। ସୋମବାର ପୁରୀଘାଟ ଥାନା ପୋଲିସ ଏକ ଟ୍ରାନ୍ସପୋର୍ଟ ଏଜେନ୍ସିରୁ ୧୩୫୦ ଷ୍ଟ୍ରିପ୍ ନକଲି ଟେଲ୍ମା-୪୦ ମେଡିସିନ୍ ଜବତ କରିଛି। ଜବତ ମେଡିସିନ୍ର ମୂଲ୍ୟ ପ୍ରାୟ ୩ ଲକ୍ଷ…
ଥରିଲା ମେକ୍ସିକୋ
ୱାଶିଂଟନ,୨୦।୯: ଆମେରିକାର ମେକ୍ସିକୋରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୬ ବୋଲି ଜଣାପଡିଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ ସ୍ଥାନୀୟ ସମୟ ଅପରାହ୍ନ ୧ଟା ସମୟରେ ଏହି ଭୂକମ୍ପ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା…
ମହାରାଷ୍ଟ୍ରରେ ରାହୁଲଙ୍କୁ ଅଧ୍ୟକ୍ଷ ପ୍ରସ୍ତାବକୁ ସମର୍ଥନ
ନୂଆଦିଲ୍ଲୀ,୧୯।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ତାରିଖ ପାଖେଇ ଆସୁଛି। ଏଭଳି ପରିସ୍ଥିତିରେ ଦଳର ପରବର୍ତ୍ତୀ ଅଧ୍ୟକ୍ଷ କିଏ ହେବ ବୋଲି ପ୍ରଶ୍ନ ଉଠୁଛି। ସେପଟେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଦଳର ଅଧ୍ୟକ୍ଷ କରିବା ପାଇଁ ଦାବି ପୁଣି…
ବ୍ରିଟେନ୍ରେ ହିନ୍ଦୁ ବିରୋଧୀ ହିଂସା ନିନ୍ଦା କଲା ଭାରତ
ଲଣ୍ଡନ,୧୯।୯: ବ୍ରିଟେନର ଲିସେଷ୍ଟରରେ ହିନ୍ଦୁଙ୍କ ପ୍ରତି ହିଂସାତ୍ମକ ଅପରାଧ ଘଟଣାକୁ ଲଣ୍ଡନ ସ୍ଥିତ ଭାରତୀୟ ଉଚ୍ଚାୟୁକ୍ତ ସୋମବାର ଦୃଢ଼ ନିନ୍ଦା କରିଛି। ହିନ୍ଦୁ ଧର୍ମସ୍ଥଳୀରେ ହିଂସା ଓ ଭଙ୍ଗାରୁଜା ଘଟଣାର ଦୃଢ଼ ପ୍ରତିବାଦ କରାଯାଉଛି ବୋଲି ଉଚ୍ଚାୟୁକ୍ତଙ୍କ ପକ୍ଷରୁ କୁହାଯାଇଛି। ଏ…
Archives


