Home

ବିଶ୍ୱର ସବୁଠୁ ବୟସ୍କ ବିଲେଇ

ନିକଟରେ ବ୍ରିଟେନରେ ରହୁଥିବା ଏକ ବିଲେଇ ନିଜର ୨୭ତମ ଜନ୍ମଦିନ ପାଳନ କରିବାକୁ ଯାଉଛି। ବିଶ୍ୱର ସବୁଠାରୁ ବୟସ୍କ ବିଲେଇ ଭାବେ ଏହି ବିଲେଇର ନାଁ ଗିନିଜ ୱାଲର୍‌ଡ ରେକର୍ଡରେ ସାମିଲ କରାଯାଇଛି। ୧୯୯୫ରେ ଜନ୍ମ ହୋଇଥିବା ଏହି ବିଲେଇର ବୟସ…

ଇଡିରେ ହାଜର ହେଲେ ବିଧାୟକଙ୍କ ଭାଇ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଗୁରୁବାର ଇଡିରେ ହାଜର ହୋଇଛନ୍ତି ଢେଙ୍କାନାଳ ବିଜେଡି ବିଧାୟକ ସୁଧୀର ସାମଲଙ୍କ ଭାଇ ଗଙ୍ଗାଧର ସାମଲ। ଗଙ୍ଗାଧର ଏକ କାର୍‌ ଶୋ’ରୁମ୍‌ର ମାଲିକ ଅଟନ୍ତି। ସେ ଅର୍ଚ୍ଚନା ନାଗଙ୍କ ସହ ୩୦ ଲକ୍ଷ ଟଙ୍କାର କାରବାର କରିଥିବା ଜଣାପଡ଼ିଛି। ତେବେ…

ଅନଲାଇନ୍‌ ଆରଟିଆଇ ପୋର୍ଟାଲ ଆରମ୍ଭ, ସୁପ୍ରିମ୍‌କୋର୍ଟ ସୂଚନା ଏବେ ମିଳିବ ସହଜରେ…

ନୂଆଦିଲ୍ଲୀ,୨୪।୧୧ : ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଦେଶର ନ୍ୟାୟିକ ବ୍ୟବସ୍ଥାରେ ଉନ୍ନତି ଆଣିବାକୁ ଚେଷ୍ଟା କରୁଛନ୍ତି। ବର୍ତ୍ତମାନ ସୁପ୍ରିମକୋର୍ଟରେ ସୂଚନା ପାଇବା ସହଜ ହେବ। ନିକଟରେ ସୁପ୍ରିମକୋର୍ଟ ଅନଲାଇନ ଆରଟିଆଇ ପୋର୍ଟାଲ ଲଞ୍ଚ କରିଥିଲେ। ସୁପ୍ରିମକୋର୍ଟଙ୍କଠାରୁ ସୂଚନା ପାଇବାକୁ, ସୂଚନା…

୫ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଗୁରୁବାର ବିଧାନସଭା ଶୀତକାଳୀନ ଗୃହକାର୍ଯ୍ୟ ଆରମ୍ଭ ହେଉ ହେଉ ୫ ଯାଏ ମୁଲତବୀ ରହିଛି। ଆରମ୍ଭରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ପରେ ଗୃହକାର୍ଯ୍ୟକୁ ଅପରାହ୍ନ ୫ଟା ଯାଏ ମୁଲତବୀ ରଖାଯାଇଛି।

ମୂଷା ଖାଇଗଲେ ୫୮୧ କିଲୋଗ୍ରାମ୍‌ ଗଞ୍ଜେଇ…

ମଥୁରା,୨୪।୧୧ : ଉତ୍ତରପ୍ରଦେଶରେ ମଥୁରା ପୋଲିସର ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ସାମ୍ନାକୁ ଆସିଛି। ଏପରିକି ପୋଲିସର ଏହି ରିପୋର୍ଟକୁ ବିଶ୍ୱାସ କରିବା କଷ୍ଟକର ହୋଇପଡିଛି। ପୋଲିସ କଥା ଶୁଣିବା ପରେ କୋର୍ଟରେ ବିଚାରପତି ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ବାସ୍ତବରେ, ମୂଷା ୫୮୧…

ପ୍ରଶଂସକଙ୍କ ଫୋନ ଭାଙ୍ଗିବା ରୋନାଲ୍ଡୋଙ୍କ ପାଇଁ ପଡିଲା ମହଙ୍ଗା: ୨ ମ୍ୟାଚ୍‌ରୁ ବାସନ୍ଦ, ୫୦ ଲକ୍ଷ ଜୋରିମନା

ନୂଆଦିଲ୍ଲୀ,୨୪।୧୧: ଫୁଟବଲ କିମ୍ବଦନ୍ତୀ ତଥା ପୂର୍ବତନ ମାଞ୍ଚେଷ୍ଟର ୟୁନାଇଟେଡ ଖେଳାଳି କ୍ରିଷ୍ଟିଆନୋ ରୋନାଲଡୋ ତାଙ୍କ ପ୍ରଶଂସକଙ୍କ ଫୋନ ଭାଙ୍ଗିବା ମହଙ୍ଗା ପଡିଛି। ସେ ଚଳିତ ବର୍ଷ ପ୍ରାରମ୍ଭରେ ଏଭର୍ଟନରେ ଜଣେ ପ୍ରଶଂସକଙ୍କଠାରୁ ମୋବାଇଲ ଫୋନ ଛଡ଼ାଇ ନେଇଥିଲେ। ଏହି ପ୍ରସଙ୍ଗରେ ପଦକ୍ଷେପ…

ଖୁବ୍‌ଶୀଘ୍ର ଆଥିଆ-ରାହୁଲଙ୍କ ହେବ ବିବାହ

ବି-ଟାଉନରେ ଆଉ ଏକ ଶାହାନାଇ ବାଜିବାକୁ ଯାଉଛି। ବଲିଉଡ ଅଭିନେତା ସୁନୀଲ ଶେଟ୍ଟୀଙ୍କ ଝିଅ ଆଥିଆ ଏବଂ କ୍ରିକେଟର କେ.ଏଲ ରାହୁଲ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଉଭୟଙ୍କ ବିବାହ ତାରିଖ ଖୁବଶୀଘ୍ର ଘୋଷଣା କରାଯିବ। ଆଥିଆ ନିଜ ବ୍ୟକ୍ତିଗତ…

ନିର୍ବାଚନ କମିଶନରଙ୍କ ନିଯୁକ୍ତି ଏତେ ସୁପରଫାଷ୍ଟ କାହିଁକି, କେନ୍ଦ୍ରକୁ ପ୍ରଶ୍ନ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୪।୧୧ : ମୁଖ୍ୟ ନିର୍ବାଚନ କମିଶନର ଏବଂ ନିର୍ବାଚନ କମିଶନରଙ୍କ ନିଯୁକ୍ତି ସମ୍ପର୍କରେ ସୁପ୍ରିମକୋର୍ଟର ସାମ୍ବିଧାନିକ ବେଞ୍ଚରେ ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ କେତେକ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାର ନିର୍ବାଚନ କମିଶନର ଅରୁଣ ଗୋଏଲଙ୍କ ନିଯୁକ୍ତି ଫାଇଲକୁ ବେଞ୍ଚଙ୍କୁ…

ଐଶର୍ଯ୍ୟା ହେଲେ ଗ୍ଲୋରୀ କୁଇନ୍‌

ଢେଙ୍କାନାଳ ଅଫିସ,୨୪ା୧୧: ଢେଙ୍କାନାଳ ଶିବାୟ ଡ୍ୟାନ୍ସ ମ୍ୟୁଜିକ୍‌ ଏକାଡେମୀର ୫ମ ବାର୍ଷିକ ଉତ୍ସବରେ ୨ୟ ମହାକାଳେଶ୍ୱର ମହୋତ୍ସବ ଢେଙ୍କାନାଳ ସହରସ୍ଥିତ ଗୋପବନ୍ଧୁ ଟାଉନହଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ପୌରପାଳିକାର ଉପାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର…

ଜବରଦଖଲ ଉଚ୍ଛେଦ ପରେ ମହିମାଗାଦି ଖାଁ ଖାଁ

ଢେଙ୍କାନାଳ ଅଫିସ,୨୪ା୧୧: ଢେଙ୍କାନାଳ ଜିଲାରେ ଥିବା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପୀଠ ମହିମାଗାଦି ଯୋରନ୍ଦାରେ ମଙ୍ଗଳବାର ରାଜ୍ୟ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶରେ ଗାଦି ମନ୍ଦିର ତୃତୀୟ ବେଢା ମଧ୍ୟରୁ ଚିହ୍ନଟ ଜବରଦଖଲ ଜମିରେ ନିର୍ମିତ ବତୀ ମନ୍ଦିର, ଧୂନୀମନ୍ଦିର ଓ…

ରାଜସ୍ବ ବୃଦ୍ଧି ଯୋଜନା : ନୂଆ ସମ୍ପତ୍ତିର ଚିହ୍ନଟ ପାଇଁ ସମସ୍ତ ମନ୍ତ୍ରଣାଳୟକୁ କେନ୍ଦ୍ରର ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୪।୧୧ : କେନ୍ଦ୍ର ସରକାର ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗକୁ ନୂତନ ସମ୍ପତ୍ତି ଚିହ୍ନଟ କରିବାକୁ କହିଛନ୍ତି ଯାହା ଦ୍ୱାରା ସେସବୁର ଶୀଘ୍ର ମୁଦ୍ରୀକରଣ ହୋଇପାରିବେ। ଯାହାଦ୍ୱାରା ମୁଦ୍ରୀକରଣ ପ୍ରକ୍ରିୟାକୁ ପୁନର୍ବାର ଟ୍ରାକରେ ରଖାଯାଇପାରିବ। ଏହି ଆର୍ଥିକ ବର୍ଷ ପାଇଁ ବଜେଟ…

ଆରମ୍ଭ ହେଲା ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଗୁରୁବାର ଆରମ୍ଭ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଏହି ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ବିଧାନସଭା ଆରମ୍ଭରେ ଦିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ ଆଗତ କରିବା ପରେ ଗୃହକାର୍ଯ୍ୟ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?