Home

ସ୍ବାମୀଙ୍କୁ ବଦନାମ କରିବା ମଦ୍ୟପ କହିବା କ୍ରୁରତା, ହାଇକୋର୍ଟଙ୍କ ରାୟ…

ମୁମ୍ବାଇ,୨୫।୧୦ : ବମ୍ବେ ହାଇକୋର୍ଟ ପରିବାର କୋର୍ଟର ଆଦେଶକୁ କାଏମ ରଖି ରାୟ ଦେଇଛନ୍ତି ଯେ ବିନା ପ୍ରମାଣରେ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ସମ୍ପର୍କ ରଖିଥିବା କହିବା ଏବଂ ମଦ୍ୟପ ବୋଲି କହିବା କ୍ରୁରତା ଶ୍ରେଣୀଭୁକ୍ତ। ଜଷ୍ଟିସ ନିତିନ ଜାମଦାର…

ଅର୍ଥମନ୍ତ୍ରୀରୁ ପ୍ରଧାନମନ୍ତ୍ରୀ : ୭ ବର୍ଷର ରାଜନୈତିକ ଯାତ୍ରା…

ଲଣ୍ଡନ,୨୫।୧୦ : ଋଷି ସୁନକ ନିଜର ୭ ବର୍ଷର ରାଜନୈତିକ ଯାତ୍ରା ମଧ୍ୟରେ ଅର୍ଥମନ୍ତ୍ରୀରୁ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ୪୨ ବର୍ଷୀୟ ଋଷି ସୁନକ ବ୍ରିଟେନର ସାଉଥମ୍ପଟନରେ ଏକ ଭାରତୀୟ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଜେଜେବାପା ପଞ୍ଜାବର ଥିଲେ। ଜଣେ…

‘ଲଗାନ୍‌ ସେ ଲଗାମ୍‌ ତକ୍‌’: ସୁନକଙ୍କୁ ନେଇ ଶଶି ଥରୁରଙ୍କ ଟୁଇଟ…

ନୂଆଦିଲ୍ଲୀ,୨୫।୧୦ : କଂଗ୍ରେସ ନେତା ଶଶି ଥରୁର ମଙ୍ଗଳବାର ମୂଳ ଭାରତୀୟ ଋଷି ସୁନକ ବ୍ରିଟେନର ପ୍ରଧାନମନ୍ତ୍ରୀ ହେବା ନେଇ ଏକ ନିଆରା ଟୁଇଟ କରିଛନ୍ତି। ସେ ଲେଖିଛନ୍ତି ‘ଲଗାନ୍‌ ସେ ଲଗାମ୍‌ ତକ୍‌’। ମାତ୍ର ୭୫ ବର୍ଷ ମଧ୍ୟରେ ଜୟ…

ବାଣଫୁଟାକୁ ନେଇ ଦୁଇପକ୍ଷ ମୁହାଁମୁହିଁ, ୧୯ ଜଣ ପୋଲିସ ହେପାଜତରେ…

ଅହମଦାବାଦ,୨୫।୧୦: ଦୀପାବଳି ଅବସରରେ ଗୁଜରାଟର ବଡୋଦରା ସହରରେ ଦୁଇ ଗୋଷ୍ଠୀ ମଧ୍ୟରେ ବାଣଫୁଟାକୁ ନେଇ ସଂଘର୍ଷ ହୋଇଥିଲା। ଏହା ପରେ ପୋଲିସ ଉଭୟ ପକ୍ଷରୁ ୧୯ ଜଣଙ୍କୁ ଗିରଫ କରିଥିଲା। ମଙ୍ଗଳବାର ଜଣେ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଏହି ଘଟଣା…

ଦୈନିକ ସଂକ୍ରମଣ ହଜାରେ ତଳେ, ମୃତ୍ୟୁ ସଂଖ୍ୟା ୧…

ନୂଆଦିଲ୍ଲୀ, ୨୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୩ ହଜାର ତଳେ ରହିଛି। ଗତ ୨୪…

ହ୍ୱାଇଟ ହାଉସରେ ଦୀପାବଳି ପାଳିଲେ ରାଷ୍ଟ୍ରପତି ଜୋ ବାଇଡେନ, ଉପରାଷ୍ଟ୍ରପତି କମଲା ହାରିସ

ୱାଶିଂଟନ,୨୫ ।୧୦: ଆଲୋକର ପର୍ବ ଦୀପାବଳି ସୋମବାର କେବଳ ଭାରତ କାହିଁକି ସାରା ବିଶ୍ୱରେ ପାଳନ କରାଯାଇଥିବା ଦେଖାଯାଇଛି । ଆମେରିକାର ହ୍ୱାଇଟ ହାଉସରେ ପାଳନ କରାଯାଇଥିବା ଦୀପାବଳିକୁ ନେଇ ବିଶେଷ ଚର୍ଚ୍ଚା ହୋଇଛି । ଏବେ ପର୍ଯ୍ୟନ୍ତ ହ୍ୱାଇଟ ହାଉସରେ…

ଋଷି ସୁନକଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ/ଲଣ୍ଡନ,୨୫ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରିଟେନର ପ୍ରଧାନମନ୍ତ୍ରୀ ପଦ ସମ୍ଭାଳିବାକୁ ଯାଉଥିବା ଭାରତୀୟ ବଂଶୋଦ୍ଭବ ଋଷି ସୁନକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ଆପଣଙ୍କ ସହ ବିଶ୍ୱର ଅନେକ ପ୍ରସଙ୍ଗକୁ ନେଇ କାମ କରବାକୁ ଉତ୍ସାହିତ…

ଦୀପାବଳି ପରେ ବଢିଲା ଦିଲ୍ଲୀ-ଏନସିଆରର ବାୟୁ ପ୍ରଦୂଷଣ

ନୂଆଦିଲ୍ଲୀ,୨୫ ।୧୦: ଦୀପାବଳି ଉତ୍ସବ ପାଳନ ପରେ ଦିଲ୍ଲୀ ସମେତ ଅନେକ ସହରର ବାୟୁ ବିଷାକ୍ତ ହୋଇଯାଇଛି । ବାଣ ଫୁଟିବା ଫଳରେ ପ୍ରଦୂଷଣ ସ୍ତର ଅତ୍ୟନ୍ତ ଖରାପ ହୋଇଯାଇଛି । ଏହାର ପ୍ରଭାବରେ ଆଗାମୀ ଦିନରେ ରାଜଧାନୀର ବାୟୁ ଆହୁରି…

‘ସିତ୍ରାଙ୍ଗ’ର ତାଣ୍ଡବ ବାଂଲାଦେଶରେ ୭ ମୃତ, ମେଘାଳୟରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୨୫ ।୧୦: ବଙ୍ଗୋପସାଗରେ ସୃଷ୍ଟ ଘୁର୍ଣ୍ଣିବଳୟ ‘ସିତ୍ରାଙ୍ଗ’ର ପ୍ରଭାବ ପଶ୍ଚିମବଙ୍ଗରେ ଧୀରେ ଧୀରେ ଦେଖିବାକୁ ମିଳିଛି । କୋଲକାତା ସମେତ କିଛି ଜିଲାରେ ମେଘୁଆ ପାଗ ରହିଥିବା ବେଳେ ପୂର୍ବ ମେଦିନାପୁରର କିଛି ସ୍ଥାନରେ ହାଲକା ବର୍ଷା ବି ହୋଇଛି ।…

ଏସିଆର ୧୦ଟି ପ୍ରଦୂଷିତ ସହର ତାଲିକାରୁ ବାଦ୍‌ ପଡ଼ିଲା ଦିଲ୍ଲୀ: କେଜ୍‌ରିଓ୍ବାଲଙ୍କ ଦାବି

ନୂଆଦିଲ୍ଲୀ,୨୪।୧୦: ଦୀପାବଳି ଦିନ ଦିଲ୍ଲୀରେ ଅତ୍ୟଧିକ ଖରାପ ବାୟୁ ସତ୍ତ୍ୱେ ଏସିଆର ପ୍ରଦୂଷିତ ୧୦ଟି ସହର ତାଲିକାରେ ରାଜଧାନୀବାଦ୍‌ ପଡ଼ିଛି। କୁହାଯାଉଛି, ଦୀପାବଳି ରାତିରେ ବାୟୁର ଗୁଣବତ୍ତା ଆହୁରି ଖରାପ ହୋଇପାରେ। ଅନ୍ୟପଟେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦାବି କରି…

ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ହେବେ ପ୍ରଥମ ଭାରତୀୟ ବଂଶୋଦ୍ଭବ ଋଷି ସୁନକ: ୧୮୫ ଏମ୍‌ପିଙ୍କ ମିଳିଲା ସମର୍ଥନ

ଲଣ୍ଡନ,୨୪।୧୦: ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କୁ ନେଇ ଚିତ୍ର ସ୍ପଷ୍ଟ ହୋଇଛି। ପ୍ରଥମ ଭାରତୀୟ ବଂଶୋଦ୍ଭବ ଋଷି ସୁନକ ଇତିହାସ ରଚି ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ହେବେ। ସୋମବାର ଋଷି ସୁନକଙ୍କୁ ୧୮୦ରୁ ଊର୍ଦ୍ଧ୍ୱ ଏମ୍‌ପିଙ୍କ ସମର୍ଥନ ମିଳିଛି। ସେ ପୋନ୍ନି ମୋର୍ଡାଣ୍ଟଙ୍କୁ ମଧ୍ୟ…

ବିରିୟାନୀ ଖାଇଲେ କମୁଛି ପୁରୁଷଙ୍କ ପ୍ରଜନନ କ୍ଷମତା: ଦୋକାନ ବନ୍ଦ କରାଇଲେ ଟିଏମ୍‌ସି ନେତା

କୋଲକାତା,୨୪।୧୦: ବିରିୟାନୀ ପାଇଁ ପୁରୁଷଙ୍କ ପ୍ରଜନନ କ୍ଷମତା କମୁଛି। କିଛି ଏଭଳି ଯୁକ୍ତି ବାଢ଼ିଛନ୍ତି ଜଣେ ନେତା। କେବଳ ସେତିକି ନୁହେଁ ନେତା ଜଣକ ଜୋର ଜବରଦସ୍ତ ବିରିୟାନୀ ଦୋକାନ ମଧ୍ୟ ବନ୍ଦ କରିଦେଇଛନ୍ତି। କିଛି ଏଭଳି ଘଟଣା ଘଟିଛି ପଶ୍ଚିମବଙ୍ଗରେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri