ରନ୍ଓ୍ବେରେ ଫସିଲା ବିମାନ, ଅନେକ ଉଡ଼ାଣ ବାତିଲ
ମନିଲା,୨୪ା୧୦: ପ୍ରବଳ ବର୍ଷା ଯୋଗୁ ଫିଲିପାଇନ୍ସ ବିମାନ ବନ୍ଦରରେ ରନଓ୍ବେରୁ ବାହାରିବା ସମୟରେ ସୋମବାର ଏକ କୋରିଆ ଏୟାର ବିମାନ ଘାସରେ ଅଟକି ରହିଥିଲା। ସୌଭାଗ୍ୟବଶତଃ ଏହି ବିମାନରେ ଥିବା ୧୬୨ ଯାତ୍ରୀ ଏବଂ ୧୧ କ୍ରୁ ସଦସ୍ୟଙ୍କ ମଧ୍ୟରୁ କେହି…
ଡାକ୍ତର ଅଭାବରୁ ରୋଗୀସେବା ବିପର୍ଯ୍ୟସ୍ତ
ଲହୁଣୀପଡ଼ା,୨୪।୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବରୁ ରୋଗୀସେବା ବିପର୍ଯ୍ୟସ୍ତ ହୋଇଛି। ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ୟ ଡାକ୍ତରଖାନାକୁ ଯାଇ ଖର୍ଚ୍ଚାନ୍ତ ହେଉଥିବା ଅଭିଯୋଗ ହେଉଛି। ଲହୁଣୀପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ କୋଇଡା…
ବେକାରଙ୍କୁ ନିଯୁକ୍ତି ଦେଇପାରୁ ନଥିବା ଭାଜପା ସରକାର ୫ ମିନିଟର ବିଜ୍ଞାପନ ଫିଲ୍ମରେ ଖର୍ଚ୍ଚ କରିଛନ୍ତି ୪.୫ କୋଟିରୁ ଅଧିକ ଟଙ୍କା…
ବେଙ୍ଗାଲୁରୁ,୨୪।୧୦ : କର୍ନାଟକରେ ଶାସକ ଭାଜପା ଏକ ୫ ମିନିଟର ବିଜ୍ଞାପନ ଫିଲ୍ମ ପାଇଁ ୪.୫ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବା ନେଇ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିବା ଆରମ୍ଭ କରିଛି। ଏହି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ କଂଗ୍ରେସ…
୫୪ ବର୍ଷରେ ମଝିପଡ଼ା କାଳୀପୂଜା: ହିନ୍ଦୁ ମୁସଲିମ୍ ଭାଇଚାରାର ବାର୍ତ୍ତା ଦିଏ
ସୋନପୁର,୨୪।୧୦(ନି.ପ୍ର.): ସୁବର୍ଣ୍ଣପୁର ସହର ମଝିପଡାରେ ୫୪ତମ ସାର୍ବଜନୀନ କାଳୀପୂଜା ୨୪ ତାରିଖ ସୋମବାର ରାତିରୁ ଆରମ୍ଭ ହେବ। ରାମଧୂନ କ୍ଲବ ମଝିପଡା ପକ୍ଷରୁ ଏହି ପୂଜା ମହୋତ୍ସବ ମହା ସମାରୋହରେ ଆୟୋଜିତ ହେବ ବୋଲି ପୂଜା କମିଟି ପକ୍ଷରୁ ରବିବାର ଏକ…
ମାଲଗାଡ଼ିର ୨୦ ବଗି ଲାଇନଚ୍ୟୁତ…
ଅମରାବତୀ,୨୪।୧୦ : ମହାରାଷ୍ଟ୍ରର ଅମରାବତୀରେ ଏକ ମାଲଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଟିମଟାଲା-ମାଲକେଡ ରେଳ ଲାଇନରେ ବିଳମ୍ବିତ ରାତିରେ ଏକ ମାଲଗାଡ଼ିର ୨୦ ବଗି ଲାଇନଚ୍ୟୁତ ହୋଇଛି। ତେବେ ଏହି ଘଟଣାରେ କେହି ହତାହତ ହୋଇ ନାହାନ୍ତି। ଏହା ଯୋଗୁ ଏହି…
୭ ଟ୍ରମା କେୟାର ଫାସିଲିଟି କାମ ଶୀଘ୍ର ସାରିବାକୁ ନିର୍ଦ୍ଦେଶ
ଯାଜପୁର ଅଫିସ,୨୪ା୧୦: ରାଜ୍ୟରେ ପ୍ରତିବର୍ଷ ୧୦ ହଜାରରୁ ଊର୍ଦ୍ଧ୍ୱ ଦୁର୍ଘଟଣା ଘଟୁଛି। ମୃତ୍ୟୁହାର ୪୮%, ଯାହାକି ସାରା ଭାରତ ବର୍ଷରେ ସର୍ବାଧିକ ବୋଲି ରିପୋର୍ଟରେ ଦର୍ଶାଯାଇଛି। ତେଣୁ ସଡ଼କ ସୁରକ୍ଷା ସୁପ୍ରିମକୋର୍ଟ କମିଟି ଏହି ମୃତ୍ୟୁହାରକୁ ୧୦%କୁ କମାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।…
ପୁଅ ପାଇଁ ସ୍ବତନ୍ତ୍ର ପ୍ରସ୍ତୁତି କରୁଛନ୍ତି ସୋନମ
ଆଜିକାଲି ବଲିଉଡ ଅଭିନେତ୍ରୀ ସୋନମ କପୁର ମାତୃତ୍ୱର ସୁନ୍ଦର ଯାତ୍ରା ଉପଭୋଗ କରୁଛନ୍ତି। ନିକଟରେ ସେ ତାଙ୍କ ପୁଅ ବାୟୁକୁ ଦୁନିଆକୁ ସ୍ବାଗତ କରିଥିଲେ। ଚଳିତବର୍ଷ ବାୟୁଙ୍କ ଏହା ପ୍ରଥମ ଦୀପାବଳି। ଏହାକୁ ଧୂମଧାମରେ ପାଳନ କରିବା ପାଇଁ ସୋନମ ସମସ୍ତ…
ବଦଳିଲା ଚୋରଙ୍କ ମନୋଭାବ : ମନ୍ଦିରରେ ରଖିଦେଲେ ଚୋରି ସାମଗ୍ରୀ
ଯୋଡ଼ା,୨୪ା୧୦(ଡି.ଏନ.ଏ): ପରିସ୍ଥିତିରେ ପଡ଼ି ହେଉ କିମ୍ବା ଅଳ୍ପ ପରିଶ୍ରମରେ ଅଧିକ ରୋଜଗାର ଆଶାରେ କେହି କେହି ଚୋରି ଭଳି ଖରାପ ବାଟକୁ ବାଛିଥାନ୍ତି। ଏମିତି କିଛି ଲୋକ ଥାଆନ୍ତି, ଯେଉଁମାନେ ଚୋରି ତ କରନ୍ତି କିନ୍ତୁ ପରବର୍ତ୍ତି ସମୟରେ ପଶ୍ଚାତାପ କରି…
ସୂର୍ଯ୍ୟୋପରାଗ ପାଇଁ ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି
ପୁରୀ ଅଫିସ୍,୨୪।୧୦: ଦୀପାବଳି ଅମାବାସ୍ୟ ଅବସରରେ ସୋମବାର ପୁରୀ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ମଙ୍ଗଳବାର ସୂର୍ଯ୍ୟୋପରାଗ ପଡୁଥିବାରୁ ଶ୍ରୀମନ୍ଦିରରେ ଆଜି ହିଁ ଦୀପଦାନ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଙ୍ଗଳବାର ରାତି ୧୨ଟାରେ ଦ୍ୱାରଫିଟା, ସାଢ଼େ ୨ଟାରୁ…
ବନ୍ଦର ପୋତାଶ୍ରୟରେ ଲାଗିଲା ୪୦ରୁ ଊର୍ଦ୍ଧ୍ୱ ବୋଟ୍
ପାରାଦୀପ,୨୪।୧୦(ସ୍ବ.ପ୍ର.): ସମ୍ଭାବ୍ୟବାତ୍ୟା ପ୍ରଭାବରେ ଶନିବାରଠାରୁ ସମୁଦ୍ର ଅଶାନ୍ତ ହେବାରେ ଲାଗିଛି। ଏହାଦ୍ୱାରା ମହାନଦୀ ମୁହାଣରେ ପ୍ରଖର କରେଣ୍ଟ (ଅନ୍ତଶ୍ରୋତ) ପ୍ରବାହ ହେଉଛି। ଫଳରେ ସମୁଦ୍ରରେ ଥିବା ମାଛଧରା ବୋଟଗୁଡିକ ଫେରିବାରେ ବାଧା ଉପୁଜିଛି। ଏନେଇ ୪୦ରୁ ଊର୍ଦ୍ଧ୍ୱ ବୋଟ ରବିବାର ପାରାଦୀପ…
ଗାଙ୍ଗୁଲିଙ୍କ ଭବିଷ୍ୟବାଣୀ
ନୂଆଦିଲ୍ଲୀ,୨୪।୧୦: ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ୱକପ ଖେଳାଯାଉଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚରେ ଭାରତ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରିଛି। ଟୁର୍ଣ୍ଣାମେଣ୍ଟର ସେମିଫାଇନାଲ ବିଷୟରେ ଅନେକ ଭେଟେରାନ ନିଜର ମତ ଦେଉଛନ୍ତି। ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ମଧ୍ୟ…
ପର୍ଯ୍ୟଟକଙ୍କ ଅପେକ୍ଷାରେ କୁଲଡିହା
ନୀଳଗିରି, ୨୪ା୧୦(ସ୍ବ.ପ୍ର.): ନଭେମ୍ବର ୧ରୁ ଖୋଲିବ ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ। ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ଲାଗି ଏବେଠୁ ସଜେଇ ହେଲାଣି। କେସିପୁର ପଞ୍ଚାୟତ ବାଲିଆପାଳ ଫାଟକ ନିକଟରେ ବନ ବିଭାଗ ଅଧିକାରୀଙ୍କ ଦ୍ୱାରା ପର୍ଯ୍ୟଟକଙ୍କୁ ଗୋଲାପ…
Archives


