Home

ଗୁଜରାଟ ପାକିସ୍ତାନ ନୁହେଁ…

ମୁମ୍ବାଇ, ୧୭।୯ : ବେଦାନ୍ତ-ଫକ୍ସକନ ଚୁକ୍ତିକୁ ନେଇ ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ବାକ୍‌ଯୁଦ୍ଧ ଜାରି ରହିଛି। ଏହି କ୍ରମରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏନସିପି ଏବଂ ଶିବସେନାକୁ ଟାର୍ଗେଟ କରି…

ପାକିସ୍ତାନ ବନ୍ୟା ୧.୬୦ କୋଟି ଶିଶୁ ପ୍ରଭାବିତ..

ଇସଲାମାବାଦ/ଜେନେଭା, ୧୭।୯ : ନିକଟରେ ପାକିସ୍ତାନରେ ଘଟିଥିବା ଭୟଙ୍କର ସୁପର ବନ୍ୟା ଦ୍ୱାରା ଦେଶର ୧.୬୦ କୋଟି ଶିଶୁ ପ୍ରଭାବିତ ହୋଇଛନ୍ତି। ମିଳିତ ଜାତିସଂଘ କହିଛି ଯେ ବନ୍ୟା ଯୋଗୁ ୩୪ ଲକ୍ଷ ପିଲାଙ୍କ ଜୀବନ ବଞ୍ଚାଇବା ପାଇଁ ଜରୁରୀ ସହାୟତାର…

ପ୍ରଥମ ଥର ପାଇଁ ମହିଳା ପାଇଲଟ ଚଳାଇବେ ଚିନୁକ ହେଲିକପ୍ଟର…

ନୂଆଦିଲ୍ଲୀ, ୧୭।୯ : ଭାରତୀୟ ବାୟୁସେନାର ଚିନୁକ ହେଲିକପ୍ଟରକୁ ଦୁଇଜଣ ମହିଳା ପାଇଲଟ ପ୍ରଥମ ଥର ପାଇଁ ଉଡାଇବାର ଦେଖିବାକୁ ମିଳିବ। ଏହା ପ୍ରଥମ ଥର ପାଇଁ ବାୟୁସେନା ଦୁଇ ମହିଳା ଯୁଦ୍ଧ ବିମାନ ପାଇଲଟଙ୍କୁ ଏହାର ଫ୍ରଣ୍ଟଲାଇନ ଚିନୁକ ହେଲିକପ୍ଟର…

ଆମ ସିଂହ ଭାରତ ଯୋଡ ଯାତ୍ରାରେ, ତେଣୁ ଭାଜପା ଆଣିଛି ବିଦେଶୀ ଚିତା…

ନୂଆଦିଲ୍ଲୀ, ୧୭।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କୁନୋ ଜାତୀୟ ଉଦ୍ୟାନରେ ନାମ୍ବିଆରୁ ଆଣାଯାଇଥିବା ଚିତାକୁ ଛାଡ଼ିଛନ୍ତି। ଏହି ଅବସରରେ ସେ କହିଥିଲେ ଯେ ଦୁର୍ଭାଗ୍ୟଜନକ ଯେ ଆମେ ୧୯୫୨ ମସିହାରେ ଦେଶରୁ ଚିତା ବିଲୁପ୍ତ ହୋଇଥିବାର ଘୋଷଣା କରିଥିଲୁ,…

ନେପାଳରେ ଭୂସ୍ଖଳନ: ୧୭ ମୃତ…

କାଠମାଣ୍ଡୁ, ୧୭।୯ : ପ୍ରବଳ ବର୍ଷା ଯୋଗୁ ପଶ୍ଚିମ ନେପାଳର ଅଛାମ ଜିଲାରେ ଏକ ବଡ ଧରଣର ପ୍ରାକୃତିକ ବିପର୍ଯ୍ୟୟ ଘଟିଛି। ବିଭିନ୍ନ ସ୍ଥାନରେ ଭୂସ୍ଖଳନ ଯୋଗୁ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଏହା ବ୍ୟତୀତ ମାଟି ତଳେ ଦବି ୧୦…

ଧାର୍ମିକ ମୌଳବାଦ ଦେଶରେ ଚରମ ସୀମାରେ, ସ୍ଥିତି ବିପଜ୍ଜନକ: କେସିଆର୍‌…

ହାଇଦ୍ରାବାଦ,୧୭।୯ : ଶନିବାର ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର୍‌) ଅଭିଯୋଗ କରିଛନ୍ତି ଯେ ଦେଶରେ ତଥା ତେଲେଙ୍ଗାନାରେ ସାମ୍ପ୍ରଦାୟିକ ଗୋଷ୍ଠୀ ସମାଜକୁ ବିଭାଜନ କରିବାକୁ ଚେଷ୍ଟା କରୁଛନ୍ତି ଏବଂ ଲୋକଙ୍କ ମଧ୍ୟରେ ଘୃଣା ବିସ୍ତାର କରୁଛନ୍ତି। ତେଲେଙ୍ଗାନା ରାଷ୍ଟ୍ରୀୟ ଏକତା…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୧୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା ବଢ଼ି ପୁଣି ୪୬ ହଜାର ଉପରେ ରହିଛି। କେରଳରେ…

ଏଏପି ବିଧାୟକ ଅମାନତୁଲ୍ଲାଙ୍କ ବ୍ୟବସାୟିକ ସହଯୋଗୀ ଗିରଫ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀ ପୋଲିସର ଦୁର୍ନୀତି ନିବାରଣ ଶାଖା(ଏସିବି) ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଶୁକ୍ରବାର ଗିରଫ କରିଛି। ବର୍ତ୍ତମାନ ଦିଲ୍ଲୀ ପୋଲିସ ଅମାନତୁଲ୍ଲାଙ୍କ ନିକଟତର ବ୍ୟବସାୟିକ ସହଯୋଗୀ ହାମିଦଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଅସ୍ତ୍ରଶସ୍ତ୍ର ଅଧିନିୟମ ଅନୁଯାୟୀ ହାମିଦଙ୍କୁ…

ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ରାହୁଲ-ଶାହା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ୭୨ବର୍ଷରେ ପଦାର୍ପଣ କରିଛନ୍ତି। ମୋଦି ନିଜ ଜନ୍ମଦିନ ଅବସରରେ ଦେଶବାସୀଙ୍କୁ ଚିତା ବାଘ ଉପହାର ଭେଟି ଦେଇଛନ୍ତି। ତାଙ୍କ ଜନ୍ମଦିନକୁ ସ୍ବତନ୍ତ୍ର କରିବା ପାଇଁ ଭାଜପା ପକ୍ଷରୁ ଅନେକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।…

ବାଉଚର ମୁମ୍ବାଇ ଇଣ୍ଡିଆନ୍ସ ମୁଖ୍ୟ କୋଚ୍‌

ମୁମ୍ବାଇ,୧୭।୯(ପି.ଟି.): ଆସନ୍ତା ଆଇପିଏଲ୍‌ ସିଜନ ପାଇଁ ଦକ୍ଷିଣ ଆଫ୍ରିକାର ପୂର୍ବତନ ଉଇକେଟକିପର-ବ୍ୟାଟର ମାର୍କ ବାଉଚର ମୁମ୍ବାଇ ଇଣ୍ଡିଆନ୍ସ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତି ଦିଆଯାଇଥିବା ଫ୍ରାଞ୍ଚାଇଜ୍‌ ତରଫରୁ ଶୁକ୍ରବାର ଘୋଷଣା କରାଯାଇଛି। ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ମାହେଲା ଜୟବର୍ଦ୍ଧନେଙ୍କ ସ୍ଥାନରେ…

ପଡ଼ିଆ ଭିତରକୁ ଆସିଲା ଆମ୍ବୁଲାନ୍ସ

କୋଇମ୍ବାଟୁର, ୧୭।୯(ପି.ଟି.): ଦୁଲିପ ଟ୍ରଫି କ୍ରିକେଟ ସେମିଫାଇନାଲ ଅବସରରେ ଖେଳାଳିଙ୍କ ଆହତ ସମସ୍ୟା ଯୋଗୁ ଆମ୍ବୁଲାନ୍ସକୁ ପଡ଼ିଆ ଭିତରକୁ ଆସିବାକୁ ପଡ଼ିଛି। ପଶ୍ଚିମାଞ୍ଚଳ ଓ କେନ୍ଦ୍ରାଞ୍ଚଳ ମଧ୍ୟରେ ଚାଲିଥିବା ମ୍ୟାଚ ଅବସରରେ ଶୁକ୍ରବାର ଏହି ଘଟଣା ଘଟିଥିଲା। ପଶ୍ଚିମାଞ୍ଚଳ ମିଡିୟମ ପେସର…

ଭୁଇଙ୍କ ଶତକ: ଦକ୍ଷିଣାଞ୍ଚଳର ବୃହତ୍‌ ସ୍କୋର

ସାଲେମ(ତାମିଲନାଡୁ), ୧୭।୯: ରୋହନ କୁନ୍ନୁମ୍ମାଲ ଓ ଅଧିନାୟକ ହନୁମା ବିହାରୀଙ୍କ ପରେ ଉଇକେଟକିପର ରିକି ଭୁଇଙ୍କ ଶତକ ସହାୟତାରେ ଦକ୍ଷିଣାଞ୍ଚଳ ଏଠାରେ ଚାଲିଥିବା ଦୁଲୀପ ଟ୍ରଫି କ୍ରିକେଟ ସେମିଫାଇନାଲରେ ଏହାର ପ୍ରଥମ ଇନିଂସକୁ ୬୩୦/୮ରେ ଘୋଷଣା କରିଛି। ଶୁକ୍ରବାର ଦ୍ୱିତୀୟ ଦିବସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri