ଇଜ୍ଜତ ବଞ୍ଚାଇଲା ଅନ୍ତିମ ଦୁଇ ଓଭର: ମେଲବୋର୍ନରେ ଭାରତକୁ ୧୬୦ ରନ୍ର ଟାର୍ଗେଟ ଦେଲା ପାକିସ୍ତାନ
ମେଲବୋର୍ନ,୨୩।୧୦: ଟି୨୦ ବିଶ୍ୱକପ୍ ୨୦୨୨ର ମହାମୁକାବିଲାରେ ପାକିସ୍ତାନ ଭାରତକୁ ୧୬୦ ରନ୍ର ଟାର୍ଗେଟ ଦେଇଛି। ଏଠାରେ ଖେଲାଯାଉଥିବା ଏହି ମ୍ୟାଚ୍ ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିଲା ପାକିସ୍ତାନ। ନିର୍ଦ୍ଧାରିତ ୨୦ ଓଭରରେ ଦଳ ୮ ଉଇକେଟ ହରାଇ ୧୫୯ ରନ୍…
ଦୀପରେ ସଜାନ୍ତୁ ଘର
ଦୀପ ଜାଳି ପରିବାର ଲୋକଙ୍କ ସହ ଖୁସି ମନାଇବାର ଏକ ବିଶେଷ ମୁହୂର୍ତ୍ତ ହେଉଛି ଦୀପାବଳି। ସେଥିପାଇଁ ପ୍ରତିବର୍ଷ ଦୀପାବଳି ଅବସରରେ ବଜାରରେ ବିଭିନ୍ନ ପ୍ରକାର ଆକର୍ଷଣୀୟ ଦୀପର ସମ୍ଭାର ଦେଖିବାକୁ ମିଳିଥାଏ। ଆସନ୍ତୁ ଜାଣିବା ସେମିତି କେତୋଟି ଡେକୋରେଟିଭ ଦୀପ…
ଜୀଇଁ ଥିବାଯାଏ ଗାଉଥିବି: କଣ୍ଠଶିଳ୍ପୀ ମାନସୀ ପାତ୍ର
ପିଲାଟି ଦିନରୁ ସେ ଗୀତ ବୋଲିବାକୁ ଖୁବ୍ ଭଲ ପାଉଥିଲେ। ଯେବେ କିଏ ଲକ୍ଷ୍ମୀପୁରାଣ କି ସାବିତ୍ରୀ ବ୍ରତ କିମ୍ବା ରାଧାକୃଷ୍ଣ ବ୍ରତ ଆଦି ବହି ପଢ଼ିବାକୁ ଡାକୁଥିଲେ ସେ ଖୁସୀ ହୋଇପଡ଼ୁଥିଲେ । ସ୍କୁଲ ବୟସରୁ ସଂଗୀତ ଶିଖିବାର ନିଶା…
ହଷ୍ଟେଲରେ ଖାଇବାକୁ ନ ପାଇ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି କାନ୍ଦିଲେ ଛାତ୍ରୀ
ଠାକୁରମୁଣ୍ଡା,୨୩ା୧୦: ହଷ୍ଟେଲରେ ରହୁଥିବା ଛାତ୍ରୀମାନେ ଖାଇବାକୁ ନ ପାଇ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି କାନ୍ଦୁଥିବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ଛାତ୍ରୀଙ୍କ କାନ୍ଦ ଦେଖି ସାଧାରଣରେ ଏପରି ଅସନ୍ତୋଷ ପ୍ରକାଶ ପାଇଛି। ଏପରି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲାା…
ନୂଆ ଟିମ ସହ ସାମ୍ନାକୁ ଆସିଲେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ, ଲି କିୟାଙ୍ଗ ହୋଇପାରନ୍ତି ନୂଆ ପ୍ରଧାନମନ୍ତ୍ରୀ
ବେଜିଂ,୨୩ ।୧୦: ଚାଇନାରେ କମ୍ୟୁନିଷ୍ଟ ପାର୍ଟିର ୨୦ତମ ଦଳୀୟ କଂଗ୍ରେସର ବୈଠକ ଶେଷ ହେବା ପରେ ରବିବାର ରାଷ୍ଟ୍ରପତି ସି ଜିନପିଙ୍ଗ ତାଙ୍କ ତୃତୀୟ ଇନିଂସ ସହ ନୂଆ ଟିମକୁ ନେଇ ସାମ୍ନାକୁ ଆସିଛନ୍ତି । ଏହାସହ ଏହାବି ସ୍ପଷ୍ଟ ହୋଇଗଲା…
ଅଷ୍ଟ୍ରେଲିଆରେ ପ୍ରବଳ ବନ୍ୟା: ହାଇଆଲର୍ଟ ଜାରି
କାନବେରା,୨୩ା୧୦: ଆମେରିକାର ଫ୍ଲୋରିଡା ପରେ ବର୍ତ୍ତମାନ ଅଷ୍ଟ୍ରେଲିଆରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ଗତ ସପ୍ତାହରୁ ଏଠାରେ ପ୍ରବଳ ବର୍ଷା ହେଉଛି। ରବିବାର ଦେଶର ବନ୍ୟା ପ୍ରଭାବିତ ଦକ୍ଷିଣ ଏବଂ ପୂର୍ବର ବଡ଼ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି…
ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଇକୋ ରିଟ୍ରିଟ୍ କାର୍ଯ୍ୟ
ଦାରିଙ୍ଗବାଡ଼ି,୨୩ା୧୦(ଡି.ଏନ୍.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏବେ ଦୁଇଦିନ ହେଲା ଶୀତ ଅନୁଭୂତ ହେଉଛି। ତାପମାତ୍ରା ତଳମୁହାଁ ହୋଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ପାର୍ବଣ ଋତୁରେ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ଆଗମନ ହେଇଛି। ଅଞ୍ଚଳରେ ଥିବା ହୋଟେଲ ରେଷ୍ଟୁରାଣ୍ଟରେ ବି ଭିଡ଼…
ଆଜି ଧନ୍ତେରାସ, ଯଦି ସୁନାରୂପା କିଣିବାକୁ ଅସମର୍ଥ ତା’ହେଲେ ଘରକୁ ଆଣନ୍ତୁ…
ସୁଖ ସମୃଦ୍ଧିର ପର୍ବ ଦୀପାବଳି। ଏହାର ପୂର୍ବରୁ ପଡିଥାଏ ଧନ୍ତେରାସ। ବିଶ୍ୱାସ ରହିଛି ଧନ୍ତେରାସ ହେଉ ଅବା ଦୀପାବଳି ଦିନ ଯଦି ସୁନା ରୂପା ଅଳଙ୍କାର କିଣାଯାଏ କିମ୍ବା କୌଣସି ନୂଆ ଜିନିଷକୁ କିଣି ଘରକୁ ଅଣାଯାଏ ତା’ହେଲେ ମହାଲକ୍ଷ୍ମୀ ପ୍ରସନ୍ନ…
୯୫ ଥର ରିଜେକ୍ଟ ହୋଇଥିଲେ ଯୁବକ: ଏଭଳି ଉପାୟ ଆପଣାଇଲେ ଯେ ୫ ଦିନରେ ମିଳିଲା ଚାକିରି
ପାଠପଢ଼ା ସରିବା ପରେ ସମସ୍ତେ ଭଲ ଚାକିରିଟିଏ ମିଳୁ ବୋଲି ଚାହାନ୍ତି। ହେଲେ ଅନେକ ଥର ପ୍ରୟାସ କରିବା ସତ୍ତ୍ୱେ ଚାକିରିଟିଏ ମିଳି ନ ଥାଏ। ଲଣ୍ଡନରେ ଜଣେ ଯୁବକଙ୍କ ସହ ସେଭଳି କିଛି ହୋଇଥିଲା। ତାଙ୍କୁ ଗୋଟିଏ କିମ୍ବା ଦୁଇଟି…
‘ମୋତେ ନାଚ ଆସେନି’
ମୁମ୍ବାଇ: କମଲି, ଚିକ୍ନି ଚମେଲି, ଶିଲାକି ଜଓ୍ବାନୀ, କାଲା ଚଷମା, ମାଶାଲାହ, ଆଫଗାନ ଜଲେବି ଭଳି ଅନେକ ହିଟ୍ ଗୀତ ସିନେପ୍ରେମୀଙ୍କୁ ଭେଟି ଦେଇଛନ୍ତି ବଲିଉଡ୍ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍। ଏହାସତ୍ତ୍ୱେ କ୍ୟାଟ୍ରିନାଙ୍କୁ ନାଚ ଜଣା ନାହିଁ ବୋଲି ନାୟିକା ଜଣଙ୍କ…
ଆଜି ଧନ୍ତେରସ: ଆଶାଠାରୁ ଅଧିକ ହେବ ବ୍ୟବସାୟ…
ନୂଆଦିଲ୍ଲୀ,୨୩।୧୦: ଚଳିତ ବର୍ଷର ଧନ୍ତେରସ କାରବାର ପାଇଁ ଉଭୟ ବ୍ୟବସାୟୀ ଓ ଗ୍ରାହକଙ୍କ ମନରେ ଉତ୍ସାହ ଭରି ରହିଛି। ଏପରିକି ଚଳିତ ବର୍ଷ ଉଭୟ ସୁନା ଦର ଓ ସଂକ୍ରମଣ ତଳମୁହଁା ରହିଥିବାରୁ ବ୍ୟବସାୟ ୨୦୧୯-୨୦ ଅପେକ୍ଷା ୨୦% ବୃଦ୍ଧି ପାଇବ…
ଗୋଟିଏ କଳା ସେଓର ଦାମ୍ରେ କିଣିପାରିବେ ୫ ପ୍ରକାର ଫଳ, ଜାଣନ୍ତୁ ଏହାର ସ୍ବତନ୍ତ୍ରତା
ସାଧାରଣତଃ ସେଓ ପ୍ରାୟ ସମସ୍ତେ ଦେଖିଥିବେ। ମାତ୍ର ବ୍ଲାକ୍ ଡାଏମଣ୍ଡ ଆପଲ ବା କଳା ହୀରା ସେଓ ହୁଏତ କମ୍ ଲୋକ ଦେଖିଥିବେ। ଆପଣ ଭାବୁଥିବେ ଏହି ସେଓରେ କେହି ବୋଧେ ରଙ୍ଗ ବୋଳି ଦେଇଛି। କିନ୍ତୁ ନା ପ୍ରାକୃତିକ ରୂପରେ…
Archives


