Home

ଶାରଳା ରିଅଲକନ୍‌ର ୧୩.୯୭ କୋଟିର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ବାସୋପଯୋଗୀ ଜମି ଦେବା ଆଳରେ ଶାରଳା ରିଅଲକନ୍‌ ପ୍ରାଇଭେଟ୍‌ ଲିଃ ଜମାକାରୀଙ୍କ ୧୭ କୋଟି ଟଙ୍କା ଠକିବା ମାମଲା କଟକ ଓପିଆଇଡି କୋର୍ଟରେ ବିଚାରାଧୀନ ରହିଛି। ସୋମବାର ଏହାର ଶୁଣାଣି କରି କୋର୍ଟ ଜବତ ୧୩.୯୭ କୋଟିରୁ ଊର୍ଦ୍ଧ୍ୱ ସ୍ଥାବର…

ଯୁକ୍ତ ୨ ଦ୍ୱିତୀୟ ବର୍ଷର ୯ ଛାତ୍ରଙ୍କୁ କ୍ୟାମ୍ପସ ମନା

ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ଖଲ୍ଲିକୋଟ କନିଷ୍ଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଙ୍କ ସହ ରାଗିଂ ନେଇ ଅଭିଯୋଗ ହୋଇଥିଲା। ସୋମବାର ଶିକ୍ଷାନୁଷ୍ଠାନ ପକ୍ଷରୁ ଏହି ଘଟଣାରେ ସମ୍ପୃକ୍ତ ଥିବା ମହାବିଦ୍ୟାଳୟର ଯୁକ୍ତ ୨…

ଲୋକନାଥ ମନ୍ଦିର ଲାଗି ୨୮, ଅଲାରନାଥ ପୀଠ ଲାଗି ୮ କୋଟି

ଭୁବନେଶ୍ବର, ୨୨ା୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନ ଅନୁମୋଦନ କରିଛନ୍ତି। ଲୋକନାଥ ମନ୍ଦିରର ବିକାଶ ପାଇଁ ୨୮ କୋଟି ଏବଂ ଅଲାରନାଥ ମନ୍ଦିର ଲାଗି ୮ କୋଟି…

୨୫ରୁ ବଢ଼ିବ ଶୀତ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ତାମିଲନାଡୁ ଓ ଏହାର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅପସରି ଯାଇଛି। ଆସନ୍ତା ୨୫ରୁ ପୁଣି ଶୀତ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଥଣ୍ଡା ପବନ…

ବଦଳିବ ଭଗବତୀ, ଉଗ୍ରତାରା ପୀଠ ରୂପରେଖ

ଖୋର୍ଦ୍ଧା ଅଫିସ/ବାଣପୁର/ଗମ୍ଭାରୀମୁଣ୍ଡା/ନିରାକାରପୁର,୨୨ା୧୧(ଡି.ଏନ୍‌.ଏ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ.ପାଣ୍ଡିଆନ ସୋମବାର ଖୋର୍ଦ୍ଧା ଗସ୍ତରେ ଆସି ବାଣପୁରସ୍ଥିତ ମା’ଭଗବତୀ ଓ ଟାଙ୍ଗୀ ଭୂଷଣ୍ଡପୁରସ୍ଥିତ ଉଗ୍ରତାରା ପୀଠ ପରିଦର୍ଶନ କରିଛନ୍ତି। ମା’ଙ୍କ ନିକଟରେ ସେ ପୂଜାର୍ଚ୍ଚନା ସହ ଏହି ଦୁଇଟି ପୀଠର ଭିତ୍ତିଭୂମି…

୨୦୩୦ ପୂର୍ବରୁ ଚନ୍ଦ୍ରରେ ବାସ କରିବ ମଣିଷ

ଓ୍ବାଶିଂଟନ୍‌, ୨୨ା୧୧:ଚନ୍ଦ୍ରରେ ଜୀବଜଗତ ତିଷ୍ଠିବା ସମ୍ଭାବନା ନେଇ ବୈଜ୍ଞାନିକମାନଙ୍କ ଅଧ୍ୟୟନ ଜାରି ରହିଛି। ପ୍ରାକୃତିକ ଉପଗ୍ରହ ଚନ୍ଦ୍ର ସମ୍ବନ୍ଧରେ ବହୁ ତଥ୍ୟ ବିଶେଷଜ୍ଞଙ୍କ ହସ୍ତଗତ ହୋଇଥିଲେ ହେଁ ଅନେକ କଥା ଏ ପର୍ଯ୍ୟନ୍ତ ଅଜଣା ରହିଛି। ଏ ଦିଗରେ ବୈଜ୍ଞାନିକମାନେ ସେମାନଙ୍କ…

ବଟି ଆଦାୟ ଭିଡିଓ ଭାଇରାଲ, ବଦଳିଲେ ଥାନାଧିକାରୀ

କଟକ ଅଫିସ,୨୨ା୧୧: କଟକ ବାଲିଯାତ୍ରାରେ ପାର୍କିଂ ଟେଣ୍ଡର ନେଇଥିବା ଜଣେ ବ୍ୟକ୍ତିଙ୍କଠାରୁ ବଟି ଦାବି କରିବା ଏବଂ ନ ଦେଲେ ମିଥ୍ୟା କେସ୍‌ରେ ଫସାଇ ଦେବାକୁ ମଧ୍ୟ ଧମକ ଦେଉଥିଲେ ଥାନାଧିକାରୀ। ଏହାର ଭିଡିଓ ଭାଇରାଲ ହେବା ପରେ କଟକ ଡିସିପିଙ୍କ…

ଓ୍ବାର୍କଶପ୍‌ରେ ଲାଗିଲା ନିଆଁ: ୩୬ ମୃତ

ବେଜିଂ,୨୨।୧୧: ଚାଇନାର କେନ୍ଦ୍ରୀୟ ଅନ୍ୟାଙ୍ଗ ସହରରେ ଥିବା ଏକ ଓ୍ବାର୍କଶପ୍‌ରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩୬ ଜଣ ପ୍ରାଣ ହରାଇଛନ୍ତି। ମଙ୍ଗଳବାର ଚାଇନା ଗଣମାଧ୍ୟମ ଏହି ବିଷୟରେ ସୂଚନା ଦେଇଛି। ଏହି ଅଗ୍ନିକାଣ୍ଡରେ ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି। ସୋମବାର…

ଇଣ୍ଡୋନେସିଆ ଭୂକମ୍ପ ତାଣ୍ଡବ: ଗଲାଣି ୧୬୨ ଲୋକଙ୍କ ଜୀବନ, ଏବେ ବି ଅନେକ ନିଖୋଜ

ଜାକର୍ତ୍ତା,୨୨।୧୧: ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ହୋଇଥିବା ଭୂକମ୍ପ ଯୋଗୁ ୧୬୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଶହ ଶହ ଲୋକ ଆହତ ହୋଇଛନ୍ତି ଏବଂ ଅନେକ ଲୋକ ନିଖୋଜ ଅଛନ୍ତି। ଭୂକମ୍ପ ପରେ ସ୍ଥାନୀୟ ଲୋକ ଭୟଭୀତ ହୋଇପଡିଛନ୍ତି। ସୋମବାର…

ଆୟୁଷୀ ହତ୍ୟା ମାମଲା: ବାପା ପରେ ମା’ ଗିରଫ, ଯାଞ୍ଚରୁ ମିଳିଲା ଚାଞ୍ଚଲ୍ୟକର ତଥ୍ୟ

ନୂଆଦିଲ୍ଲୀ,୨୧।୧୧: ଉତ୍ତର ପ୍ରଦେଶ ଯମୁନା ଏକ୍ସପ୍ରେସ୍‌ ଓ୍ବେ’ରେ ଶୁକ୍ରବାର ଏକ ସୁଟ୍‌କେସ୍‌ରୁ ଯୁମତୀଙ୍କ ମୃତଦେହ ମିଳିବା ଘଟଣାରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଯୁବତୀ ଜଣକ ଦିଲ୍ଲୀର ଆୟୁଷୀ ଚୌଧୁରୀ। ବାପା ନୀତେଶ ଯାଦବ ଆୟୁଷୀଙ୍କୁ ଗୁଳି କରି ହତ୍ୟା…

ରକେଟ୍‌ ମାଡ଼ରେ ୩ ମୃତ

ଇସ୍ତାନବୁଲ,୨୧।୧୧: ସିରିଆ ରକେଟ୍‌ ମାଡ଼ରେ ତୁର୍କିର ସୀମାବର୍ତ୍ତୀ ସହର କାରକାମିସରେ ସୋମବାର ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୬ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଥିବା ତୁର୍କି ଗୃହମନ୍ତ୍ରୀ ମହମୁତ ଓଜେର ସୂଚନା ଦେଇଛନ୍ତି।…

୫୦ କୋଟି ଟଙ୍କାର ଡ୍ରଗ୍ସ, ୪କୁଇଣ୍ଟାଲ ଗଞ୍ଜେଇ ଜବତ: ୫ଗିରଫ

ଗୁଆହାଟୀ ,୨୧।୧୧: ଆସାମର ଚାଚର ଏବଂ କର୍ବି ଆଙ୍ଗ୍‌ଲଙ୍ଗ ଜିଲାରୁ ସୋମବାର ୫୦ କୋଟି ଟଙ୍କା ମୂଲ୍ୟର ଡ୍ରଗ୍ସ ଜବତ ହୋଇଛି। ଏହି ବେଆଇନ ନିଶାଦ୍ରବ୍ୟ ଚୋରା ଚାଲାଣ ଅଭିଯୋଗରେ ପୋଲିସ ୫ ଜଣଙ୍କୁ ଗିରଫ କରିଛି। ଚାଚର ଜିଲାର ଲକ୍ଷ୍ମୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?