ସ୍ମାର୍ଟଫୋନ୍ ଆଣିପାରେ ବିପଦ
ଏବେ ହାଇଟେକ୍ ଯୁଗ। ସ୍ମାର୍ଟଫୋନ୍ ବା ମୋବାଇଲର ବ୍ୟବହାର ସହ ପ୍ରାୟ ସମସ୍ତେ ଜଡ଼ିତ। ଦିନରାତି ଫୋନ୍ ସହ ଯୋଡ଼ିହୋଇ ରହିବାର ଅଭ୍ୟାସ ମଧ୍ୟ ଅନେକଙ୍କର ଅଛି। ଏହା ହୁଏତ ଦୂରଦୂରାନ୍ତରେ ରହୁଥିବା ଲୋକଙ୍କୁ ଆପଣଙ୍କ ସହ ବାନ୍ଧି ରଖିଥାଏ, କିନ୍ତୁ…
ବିନା ହେଲ୍ମେଟରେ ଗାଡ଼ି ଚଳାଇଲେ ଦୁଇ ଗୁଣା ଜରିମାନା
ଭୁବନେଶ୍ୱର,୯ା୮(ବ୍ୟୁରୋ)-ବିନା ହେଲ୍ମେଟରେ ଗାଡ଼ି ଚଳାଇଲେ ଏବେ ଦୁଇଗୁଣା ଜରିମାନା ଦେବାକୁ ହେବ। ପୂର୍ବରୁ ୫୦୦ ଟଙ୍କା ଦେବାକୁ ପଡୁଥିଲା। କିନ୍ତୁ ବର୍ତ୍ତମାନ ୧୦୦୦ ଟଙ୍କା ଦେବାକୁ ପଡିବ। ଏ ନେଇ ଅଗଷ୍ଟ ୧୬ରୁ ୩୦ ତାରିଖ ଯାଏ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍ଟିଏ)…
ବିହାରରେ ରାଜନୀତି ପାଣିପାଗ ବଦଳିବା ନିଶ୍ଚିତ:ରାଜ୍ୟପାଳଙ୍କୁ ଭେଟିବାକୁ ସମୟ ମାଗିଲେ ନୀତୀଶ କୁମାର
ପାଟନା,୯।୮: ବିହାରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଓଲଟପାଲଟ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବେ ଭାଜପା ଛାଡି ଆରଜେଡି ସହ ସରକାର ଗଠନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ନୀତିଶ ରାଜ୍ୟପାଳଙ୍କୁ ଭେଟିବାକୁ ମଙ୍ଗଳବାର ସମୟ ମାଗିଛନ୍ତି। ନୀତୀଶଙ୍କ…
ଭାଜପା ନେତା ଶ୍ରୀକାନ୍ତ ତ୍ୟାଗୀ ଗିରଫ
ଲକ୍ଷ୍ନୌ,୯।୮: ନୋଏଡ଼ା ହାଉସିଂ ସୋସାଇଟିରେ ପଡୋଶୀ ମହିଳାଙ୍କୁ ମାଡ଼ ମାରିବା ସହ ଗାଳିଗୁଲଜ କରିବା ଅଭିଯୋଗରେ ସ୍ଥାନୀୟ ଭାଜପା ନେତା ଶ୍ରୀକାନ୍ତ ତ୍ୟାଗୀଙ୍କୁ ଗିରଫ କରାଯାଇଛି। ତ୍ୟାଗୀଙ୍କୁ ଗିରଫ କରିବା ପାଇଁ ଏସଟିଏଫର ୧୨ଟି ଟିମ୍ ନିୟୋଜିତ ହୋଇଥିଲା। ଶେଷରେ ତାଙ୍କ…
ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ଭାଜପାରୁ ୯, ଶିନ୍ଦେ ଗୋଷ୍ଠୀର ୯ ମନ୍ତ୍ରୀ ନେଲେ ଶପଥ
ମୁମ୍ବାଇ,୯।୮: ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ସରକାରଙ୍କ ମନ୍ତ୍ରିମଣ୍ଡଳର ବହୁ ପ୍ରତୀକ୍ଷିତ ସମ୍ପ୍ରସାରଣ ମଙ୍ଗଳବାର ହୋଇଛି। ମୁମ୍ବାଇସ୍ଥିତ ରାଜଭବନରେ ୧୮ ନୂଆ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ମହାରାଷ୍ଟ୍ର କ୍ୟାବିନେଟରେ ସଦସ୍ୟଙ୍କ ସଂଖ୍ୟା ୨୦ ବୃଦ୍ଧି ପାଇଛି। ଶିନ୍ଦେ ସରକାରରେ…
ବିହାର ରାଜନୀତିରେ ନୂଆ ଟୁଇଷ୍ଟ୍: ଉପେନ୍ଦ୍ର କୁଶୱାହା କହିଲେ, ‘ଅଲ୍ ଇଜ୍ ଓ୍ବେଲ୍’
ପାଟନା,୯।୬: ବିହାରରେ ରାଜନୈତିକ ହଲ୍ଚଲ୍ ଦେଖିବାକୁ ମିଳିଛି। ରାଜ୍ୟରେ ଭାଜପା ଏବଂ ଜେଡିୟୁ ମଧ୍ୟରେ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। ଏଭଳି ଚର୍ଚ୍ଚା ଭିତରେ ମଙ୍ଗଳବାର ଏକ ନୂଆ ଟୁଇଷ୍ଟ୍ ଆସିଛି। ଜେଡିୟୁ ନେତା ଉପେନ୍ଦ୍ର କୁଶୱାହା କହିଛନ୍ତି, ଜେଡିୟୁ…
ନୀତିଶଙ୍କୁ ଉପଦେଶ ଦେଲେ ପିକେ
ପାଟନା,୯।୮: ବିହାର ରାଜନୀତିରେ ଅନେକ ଅଶାନ୍ତି ଦେଖାଦେଇଛି। ରାଜ୍ୟ ରାଜନୀତିରେ ଆଗାମୀ ସମୟରେ କ’ଣ ହେବ ସେନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ବିହାର ସଙ୍କଟକୁ ନେଇ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଏକ ଉପଦେଶ ଦେଇଛନ୍ତି। ପି.କେ…
ଗର୍ଭବତୀ ମହିଳାଙ୍କୁ ଚାପୁଡା ମାରି ଠେଲି ଦେଲେ ସୁରକ୍ଷା କର୍ମୀ: ଭିଡିଓ ଭାଇରାଲ
କରାଚି,୯।୮: ପାକିସ୍ତାନର କରାଚି ସହରରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ସୁରକ୍ଷାକର୍ମୀ ଗର୍ଭବତୀ ମହିଳାଙ୍କୁ ଚାପୁଡା ମାରିବା ସହ ତାଙ୍କୁ ଠେଲି ଦେଇଥିଲେ। ଘଟଣାର ଭିଡିଓ ଭାଇରାଲ ହେବା ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। କରାଚିର ଗୁଲିସ୍ତାନ-ଇ-ଜୋହର ଅଞ୍ଚଳରେ…
କରୋନା ସଂକ୍ରମଣ ସାମାନ୍ୟ ହ୍ରାସ
ନୂଆଦିଲ୍ଲୀ,୯।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୭୫୧ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…
କରୋନାରେ ଚାଲିଗଲା ୨ ଜୀବନ
ଭୁବନେଶ୍ବର,୯।୮: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱର ଜଣେ ରହିଥିବାବେଳେ ଅନ୍ୟ ଜଣେ…
ଆଜି ରାଜ୍ୟରେ ୪୮୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୯।୮: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଥମୁନି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୮୫ ଚିହ୍ନଟ ହୋଇଥିବାବେଳେ…
ଆଜି ମହାରାଷ୍ଟ୍ର କ୍ୟାବିନେଟ ସମ୍ପ୍ରସାରଣ
ନୂଆଦିଲ୍ଲୀ,୯।୮:ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ସରକାରଙ୍କ ମନ୍ତ୍ରିମଣ୍ଡଳର ବହୁ ପ୍ରତୀକ୍ଷିତ ସମ୍ପ୍ରସାରଣ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ହେବାକୁ ଯାଉଛି। ମୁମ୍ବାଇସ୍ଥିତ ରାଜଭବନରେ ନୂଆ ମନ୍ତ୍ରୀମାନେ ଶପଥ ଗ୍ରହଣ କରିବେ। ପ୍ରଥମ ପର୍ଯ୍ୟାୟରେ ଶିନ୍ଦେ ୧୫ ଜଣ ମନ୍ତ୍ରୀଙ୍କୁ ସାମିଲ କରିବେ ବୋଲି ଏକ…
Archives


