Home

ବାଲୁଚିସ୍ତାନରେ ବିଦ୍ରୋହୀଙ୍କ ବିରୋଧରେ ପାକିସ୍ତାନ ବ୍ୟବହାର କରୁଛି ଚାଇନା ଡ୍ରୋନ…

ଇସଲାମାବାଦ,୨୧।୧୧ : ପାକିସ୍ତାନୀ ସେନା ବର୍ତ୍ତମାନ ଚାଇନାର ଡ୍ରୋନ ସିଏଚ-୪ବି ବ୍ୟବହାର କରି ବାଲୁଚିସ୍ତାନରେ ବିଦ୍ରୋହୀଙ୍କୁ ଦମନ କରୁଛି। ବର୍ତ୍ତମାନ ପର୍ଯ୍ୟନ୍ତ ପାକିସ୍ତାନ ଯୁଦ୍ଧ ବିମାନ ଏବଂ ହେଲିକପ୍ଟର ସାହାଯ୍ୟରେ ବାଲୁଚ ଉପରେ ଆକ୍ରମଣ କରିଆସୁଛନ୍ତି, କିନ୍ତୁ ବର୍ତ୍ତମାନ ଡ୍ରୋନ ଦ୍ୱାରା…

ବିକାଶଧାରାକୁ କେହି ରୋକିପାରିବେନି

ପଦ୍ମପୁର,୨୧।୧୧(ଡି.ଏନ.ଏ.): ପଦ୍ମପୁର ନିର୍ବାଚନ ମଣ୍ଡଳୀର ପଲସାପାଲିଠାରେ ବିଜେଡିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହାଙ୍କ ସମେତ ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀ, ମନ୍ତ୍ରୀ ରୀତା ସାହୁ ଉପସ୍ଥିତ ଥିଲେ। ଏଥିରେ ପଲସାପାଲି ସରପଞ୍ଚ ଭାସ୍କର…

ପକେଟ୍‌ ଭୋଟକୁ କଂଗ୍ରେସର ଭରସା

ପଦ୍ମପୁର,୨୧।୧୧(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡ଼ି ଓ ଭାଜପା ନିଜର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରି ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବେଳେ କଂଗ୍ରେସ ପଛରେ ପଡିଥିବା ପରିଲକ୍ଷିତ ହେଉଛି। ବର୍ତ୍ତମାନ ସ୍ଥିତିରେ ଏଠାରେ କଂଗ୍ରେସର ସଙ୍ଗଠନ ଦୁର୍ବଳ ହୋଇପଡିଥିବାରୁ ବିଗତ ୩ଟି…

ଗ୍ରୀସ୍‌ରେ ଭୂକମ୍ପ, ସୁନାମି ସତର୍କ ସୂଚନା ଜାରି…

ଏଥେନ୍ସ,୨୧।୧୧ : ସୋମବାର ଗ୍ରୀସ୍‌ରେ ଭୂମିକମ୍ପ ଅନୁଭୂତ ହୋଇଛି। ସୋମବାର ବିଳମ୍ବିତ ରାତି ୧ଟା ୨୫ରେ ସ୍ଥାନୀୟ କ୍ରିଟରେ ଅନୁଭୁତ ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୫ ଥିଲା। ଏହା ଯୋଗୁ ସୁନାମି ହେବା ଆଶଙ୍କା ନେଇ ସତର୍କ ସୂଚନା…

୪ ବର୍ଷ ହେଲା ପଦ୍ମପୁରବାସୀଙ୍କୁ ଭୁଆଁ ବୁଲାଉଛି କେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ସରଗରମ ହୋଇଥିବାବେଳେ ଏହି ଅଞ୍ଚଳ ପାଇଁ ରେଳଲାଇନ୍‌ ଦାବି କରି ବିଜେଡି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। ବିଜେଡି ଅଭିଯୋଗ କରିଛି ଯେ, କେନ୍ଦ୍ର ସରକାର ଗତ ୪ ବର୍ଷ ହେଲା ରେଳଲାଇନ୍‌ କଥା…

ଇରାକ-ସିରିଆର ୮୯ ସ୍ଥାନରେ ଏୟାର ଷ୍ଟ୍ରାଇକ୍‌ କଲା ତୁର୍କୀ…

ବାଗଦାଦ/ଇସ୍ତାନବୁଲ,୨୧।୧୧ : ଗତ ସପ୍ତାହରେ ହୋଇଥିବା ଇସ୍ତାନବୁଲ ବିସ୍ଫୋରଣର ପ୍ରତିଶୋଧ ନେଇ ତୁର୍କୀ ଉତ୍ତର ସିରିଆ ଏବଂ ଇରାକର ୮୯ ସ୍ଥାନରେ ଏୟାର ଷ୍ଟ୍ରାଇକ ଆରମ୍ଭ କରି ଇସ୍ତାନବୁଲ ବିସ୍ଫୋରଣରେ ଦାୟୀ କୁର୍ଦ୍ଦ ଗୋଷ୍ଠୀଙ୍କୁ ଟାର୍ଗେଟ କରିଛି। ତୁର୍କୀ ପ୍ରତିରକ୍ଷା ମନ୍ତ୍ରଣାଳୟ…

କିଡ୍‌ନୀ ରୋଗୀଙ୍କୁ ମନ ପସନ୍ଦର ଔଷଧ ଦେବା ସମ୍ଭବ ନୁହେଁ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଉନ୍ନତମାନର ଔଷଧ ଯୋଗାଣ ଦାବିକରି ୭ମାସ ହେବ ଆନ୍ଦୋଳନ ଚଳାଇଛନ୍ତି କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ ରୋଗୀ। ୧୨ଦିନ ହେବ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ଧାରଣାରେ ବସିବା ପରେ ସେମାନେ ଶନିବାରଠାରୁ ରାସ୍ତାକୁ ଓହ୍ଲାଇଛନ୍ତି। ଏଜି ଛକରୁ ରାଜଭବନ ରାସ୍ତାକୁ ଦୁଇ ପାର୍ଶ୍ୱରୁ…

ପୁରୀରେ ହେବ ଟ୍ରାନ୍ସଜେଣ୍ଡର ଶେଲ୍ଟର ହୋମ୍‌

ପୁରୀ ଅଫିସ,୨୧ା୧୧: ଏବେ ବି ସମାଜରେ ଟ୍ରାନ୍ସଜେଣ୍ଡରମାନେ ଅବହେଳିତ ଓ ତାଡ଼ନାଗ୍ରସ୍ତ। ଫଳରେ ଅଧିକାଂଶ ଟ୍ରାନ୍ସଜେଣ୍ଡର ସମାଜଠାରୁ ନିଜକୁ ଦୂରେଇ ରଖିବା ସହ ଗୁଜୁରାଣ ମେଣ୍ଟାଇବା ପାଇଁ କେତେବେଳେ ଭିକ୍ଷା ବୃତ୍ତି ତ ଆଉ କେବେ ଅନୈତିକ କାର୍ଯ୍ୟ କରିବାକୁ ବାଧ୍ୟ…

କୋରାପୁଟ ଚାମ୍ପିୟନ

ଭୁବନେଶ୍ୱର,୨୧।୧୧(କ୍ରୀଡ଼ା ପ୍ରତିନିଧି): ପୁରୁଣାଭୁବନେଶ୍ବରସ୍ଥିତ ମୂଳାପଡିଆରେ ରାଜ୍ୟସ୍ତରୀୟ ଦୃଷ୍ଟିବାଧିତ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଛି। ରାଜ୍ୟ ଦୃଷ୍ଟିବାଧିତ କ୍ରିକେଟ ସଂଘ (କାଭି) ଏବଂ ଦୟାଭାବ ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାରେ କୋରାପୁଟ ଚାମ୍ପିୟନ ହୋଇଛି। ଫାଇନାଲରେ କୋରାପୁଟ ପ୍ରତିପକ୍ଷ…

କେଟି ଗ୍ଲୋବାଲରେ ହାଇପରଫର୍ମାନ୍ସ ଟେନିସ କୋଚିଂ

ଭୁବନେଶ୍ୱର, ୨୧।୧୧(କ୍ରୀଡ଼ା ପ୍ରତିନିଧି): ମିଶନ ଅଲିମ୍ପିକ୍ସ ସ୍ପୋଟର୍‌ସ ଫାଉଣ୍ଡେଶନ(ଏମ୍‌ଓଏସ୍‌ଏଫ୍‌) ଓ ଇନ୍‌ଜେନ୍ୟୁଟି ଆଣ୍ଡ ଇନୋଭେଶନ୍‌ ଗ୍ଲୋବାଲ୍‌ ସ୍ପୋଟର୍‌ସ ଏକାଡେମୀ (ଆଇଆଇଜି ସ୍ପୋଟର୍‌ସ ଏକାଡେମୀ) ସହଯୋଗରେ କେଟି ଗ୍ଲୋବାଲ୍‌ ସ୍କୁଲ୍‌ ପରିସରରେ ୭ ଦିନିଆ ହାଇପରଫର୍ମାନ୍ସ ଟେନିସ ଟ୍ରେନିଂ କ୍ୟାମ୍ପ ସୋମବାରଠାରୁ ଆରମ୍ଭ…

ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ ଉଦ୍‌ଯାପିତ

ଭୁବନେଶ୍ୱର, ୨୧।୧୧ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ସୁଇମିଂ ପୁଲ୍‌ରେ ୨ ଦିନିଆ ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ ସିରିଜ ରାଉଣ୍ଡ-୨(ଜୋନ-୪) ରବିବାର ଶେଷ ହୋଇଛି। ଦ୍ୱିତୀୟ ଦିବସରେ ମୋଟ ୧୪ଟି ଇଭେଣ୍ଟ ଅନୁଷ୍ଠିତ ହୋଇଥିଲା। ଅଲିମ୍ପିଆନ…

‘ଶ୍ରେଷ୍ଠ ମହିଳା ଉଦ୍ୟୋଗୀ ନେତୃତ୍ୱ ସମ୍ମାନ’

ଭୁବନେଶ୍ୱର,୨୧।୧୧: ରାଜ୍ୟର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା ତଥା ରୁଚି ଫୁଡ଼୍‌ଲାଇନ୍‌ର ସହଯୋଗୀ ସଂସ୍ଥା (କମ୍ପାନୀ) ବିଶ୍ୱେଶ୍ୱର ଫୁଡ୍ସର ନିର୍ଦ୍ଦେଶିକା ରଶ୍ମି ସାହୁଙ୍କୁ ନିକଟରେ ଏକ ଆନ୍ତର୍ଜାତିକ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ସ୍ପେନର ରାଜଧାନୀ ମାଦ୍ରିଦ୍‌ଠାରେ ଆୟୋଜିତ ‘ଆନ୍ତର୍ଜାତିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?