ହାତ ଛାଡି ଝାଡୁ ଧରିଲେ ପୂର୍ବତନ ଏମ୍ପି
ନୂଆଦିଲ୍ଲୀ,୨୦।୧୧: ଦିଲ୍ଲୀ ମହାନଗର ନିଗମ(ଏମସିଡି) ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍କା ଲାଗିଛି। କଂଗ୍ରେସର ପୂର୍ବତନ ଏମ୍ପି ମହାବଳ ମିଶ୍ରା ଦଳ ଛାଡି ଆମ୍ ଆଦ୍ମୀ ପାର୍ଟି(ଏଏପି)ରେ ଯୋଗ ଦେଇଛନ୍ତି। ପାହାଡଗଞ୍ଜରେ ଏକ ନିର୍ବାଚନୀ ରାଲିରେ ଏଏପି ସୁପ୍ରିମୋ ତଥା ଦିଲ୍ଲୀ…
ଗର୍ଲଫ୍ରେଣ୍ଡଙ୍କ ସହ ଏକାଠି ରହିବା ଖବରକୁ ନେଇ ଏମିତି କହିଲେ ହ୍ରିତିକ
ଅଭିନେତା ହ୍ରିତିକ ରୋଶନ ଏବେ ଅଭିନେତ୍ରୀ ସବା ଆଜାଦଙ୍କ ପ୍ରେମରେ ପଡିଛନ୍ତି। ଉଭୟଙ୍କୁ ସର୍ବସାଧାରଣ ସ୍ଥାନରେ ଏକାଠି ଦେଖିବାକୁ ମିଳୁଛି। କେବଳ ଏତିକି ନୁହେଁ, ସୋସିଆଲ ମିଡିଆରେ ମଧ୍ୟ ଉଭୟ ଖୋଲାଖୋଲି ପ୍ରେମ ପ୍ରକାଶ କରୁଛନ୍ତି। ନିକଟରେ ଚର୍ଚ୍ଚା ହେଉଥିଲା, ହ୍ରିତିକ…
ସୈନିକଙ୍କ ପାଇଁ ୬୨,୫୦୦ ବୁଲେଟପ୍ରୁଫ ଜ୍ୟାକେଟ୍ କିଣିବ ସେନା
ନୂଆଦିଲ୍ଲୀ,୨୦।୧୧: ଆତଙ୍କବାଦୀ ଘଟଣା ଏବଂ ସୀମାରେ ଥିବା ବିପଦକୁ ଦୃଷ୍ଟିରେ ରଖି ଭାରତୀୟ ସେନା ଏକ ବଡ ପଦକ୍ଷେପ ନେଇଛି। ସୈନିକମାନଙ୍କ ସୁରକ୍ଷା ପାଇଁ ଭାରତୀୟ ସେନା ୬୨,୫୦୦ ବୁଲେଟପ୍ରୁଫ ଜ୍ୟାକେଟ (ବିପିଜେ) କିଣିବା ପାଇଁ ଟେଣ୍ଡର ଜାରି କରିଛି। ଏହି…
ଦ୍ରାବିଡଙ୍କ ସମର୍ଥନରେ ବାହାରିଲେ ଅଶ୍ୱିନ
ନୂଆଦିଲ୍ଲୀ,୨୦।୧୧: ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ରାହୁଲ ଦ୍ରାବିଡଙ୍କ ବିଶ୍ରାମକୁ ନେଇ କଡ଼ା ମନ୍ତବ୍ୟ ରଖିଥିଲେ ପୂର୍ବତନ କୋଚ୍ ରବି ଶାସ୍ତ୍ରୀ। ଏବେ ଏହି ମାମଲାରେ ରାହୁଲଙ୍କ ସପକ୍ଷରେ ବାହାରିଛନ୍ତି ବୋଲର୍ ରବିଚନ୍ଦ୍ରନ ଅଶ୍ୱିନ। ଅଶ୍ୱିନ ନିଜ ୟୁଟ୍ୟୁବ୍ ଚ୍ୟାନେଲରେ କହିଛନ୍ତି,…
କୁମାର ବିଶ୍ୱାସଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ,୨୦।୧୧: ଗୁଜରାଟ ବିଧାନସଭା ଏବଂ ଦିଲ୍ଲୀ ଏମସିଡି ନିର୍ବାଚନ ମଧ୍ୟରେ ପୂର୍ବତନ ଆମ୍ ଆଦ୍ମୀ ପାର୍ଟି ନେତା ତଥା କବି କୁମାର ବିଶ୍ୱାସଙ୍କୁ ହତ୍ୟା ଧମକ ମିଳିଛି। ଏଥିସହ ତାଙ୍କୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଉପରେ କୌଣସି ମନ୍ତବ୍ୟ ନଦେବାକୁ…
‘ମୋ ସଫଳତା ପଛରେ କେବଳ ଜଣେ, ସିଦ୍ଧାର୍ଥ…’
ବମ୍ବେ: ପୁଣିଥରେ ସ୍ବର୍ଗତ ପ୍ରେମିକ ସିଦ୍ଧାର୍ଥ ଶୁକ୍ଳାଙ୍କୁ ମନେ ପକାଇଛନ୍ତି ଶେହନାଜ ଗିଲ। ବିଗ୍ବସ୍ ଘରୁ ସେ ଆରମ୍ଭ କରିଥିବା ଯାତ୍ରା ବହୁତ ଆଗକୁ ବଢ଼ିଲାଣି। ଏବେ ସେ ଫିଲ୍ମଜଗତର ବଡ ନାମ ପାଲଟିଛନ୍ତି। ଶେହନାଜଙ୍କୁ ତାଙ୍କର କାମ ସହ ଲୋକପ୍ରିୟତାକୁ…
ନ୍ୟୁଜିଲାଣ୍ଡ ବିପକ୍ଷରେ ଜବରଦସ୍ତ ବିଜୟ ହାସଲ କଲା ଭାରତ
ମାଉଣ୍ଟ ମଙ୍ଗାନୁଇ,୨୦।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ରେ ଭାରତ ଜବରଦସ୍ତ ବିଜୟ ହାସଲ କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ଚମତ୍କାର ଶତକ ପରେ ଦୀପକ ହୁଡାଙ୍କ ବୋଲିଂ ଯାଦୁରେ ଘରୋଇ ଦଳ ଧରାଶାୟୀ ହୋଇଛି। ପ୍ରଥମେ…
ଭଗବାନ ରାମ କେବଳ ହିନ୍ଦୁଙ୍କର ନୁହେଁ, ସମସ୍ତଙ୍କର: ଫାରୁକ ଅବଦ୍ଦୁଲ୍ଲା
ଶ୍ରୀନଗର,୨୦।୧୧: ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଏକ ସାଧାରଣ ସଭାରେ ଭାଜପାକୁ ଟାର୍ଗେଟ୍ କରିଛନ୍ତି। ଜମ୍ମୁ କଶ୍ମୀରର ଅଖନୁର ଜିଲାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ ଅବଦୁଲ୍ଲା କହିଛନ୍ତି, ନିର୍ବାଚନ ସମୟରେ ଭାଜପା ‘ହିନ୍ଦୁ ବିପଦରେ’ ବ୍ୟବହାର…
ଆମେରିକାରେ ପୁଣି ଗୁଳିକାଣ୍ଡ: ୫ ମୃତ
ନ୍ୟୁୟର୍କ,୨୦।୧୧: ଆମେରିକାର କଲୋରଡୋ ସ୍ପ୍ରିଙ୍ଗ୍ସ ଗେ କ୍ଲବରେ ଗୁଳିକାଣ୍ଡ ଘଟିଛି। ଏଥିରେ ୨୩ ଜଣଙ୍କୁ ଗୁଳି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫ ଜଣଙ୍କର ମୃତ୍ୟୁ ହୋଇଛି। ୧୮ ଜଶ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ନାଇଟ କ୍ଲବରେ ଜଣେ ବନ୍ଧୁକଧାରୀ ହଠାତ୍…
ରେକର୍ଡ ବର୍ଷା କଲେ ସୂର୍ଯ୍ୟକୁମାର
ମାଉଣ୍ଟ ମାଙ୍ଗାନୁଇ,୨୦।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ମାଉଣ୍ଟ ମାଙ୍ଗାନୁଇରେ ଖେଳାଯାଉଛି। ଏହି ମ୍ୟାଚରେ ବିଶ୍ୱର ଏକ ନମ୍ବର ଟି-୨୦ ବ୍ୟାଟ୍ସମ୍ୟାନ ଭାରତର ସୂର୍ଯ୍ୟକୁମାର ଯାଦବ ୫୧ ବଲରେ ୧୧୧ ରନର…
ପରଲୋକରେ ବିଶିଷ୍ଟ ସଂଳାପ ଲେଖକ ନନ୍ଦଲାଲ ମହାପାତ୍ର
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଆଉ ନାହାନ୍ତି ବିଶିଷ୍ଟ ସଂଳାପ ଲେଖକ ତଥା ନିର୍ଦ୍ଦେଶକ ନନ୍ଦଲାଲ ମହାପାତ୍ର। ୭୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଅସୁସ୍ଥତା ହେତୁ ଗତ କିଛି ଦିନ ଧରି ସେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସେଠାରେ…
ସୂର୍ଯ୍ୟକୁମାରଙ୍କ ଶତକ: ନ୍ୟୁଜିଲାଣ୍ଡକୁ ୧୯୨ ରନ୍ ଟାର୍ଗେଟ୍ ଦେଲା ଭାରତ
ମାଉଣ୍ଟ ମଙ୍ଗାନୁଇ,୨୦।୧୧: ଭାରତର ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମାଉଣ୍ଟ ମଙ୍ଗାନୁଇରେ ଖେଳାଯାଉଛି। ଏହି ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ସମ୍ମୁଖରେ ଭାରତ ୧୯୨ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଟସ ହାରି ପରେ ପ୍ରଥମେ ବ୍ୟାଟିଂ କରି ଭାରତର ଆରମ୍ଭ ଭଲ…

