‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ
ମୁମ୍ବାଇ,୨୭।୯: ବଲିଉଡ୍ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍ସାଲୀଙ୍କ ଫିଲ୍ମ ‘ଲଭ୍ ଆଣ୍ଡ ୱାର୍’ରେ ଏକାଠି ନଜର ଆସିବେ । ନିକଟରେ ଫିଲ୍ମର ତିନି ଷ୍ଟାରଙ୍କ ପ୍ରଥମ ଲୁକ୍ ପୋଷ୍ଟର…
ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ
ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର ପୁଣି ଏପରି ଏକ ଘଟଣା ସାମ୍ନାକୁ ଆସିଛି । ଅନଲାଇନ କୋରିଅର୍ ସେବା…
ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ
ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ ଥିବା ଯୋଗୁ ଏଠାରେ ବାରମ୍ବାର ଏପରି ହେଉଛି । ଏହି ହାଇୱା ଦବି…
ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ
ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର କୋଟି କୋଟି ପ୍ରିପେଡ୍ ମୋବାଇଲ୍ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି ଦେଇ ‘ଟେଲିକମ୍ କନ୍ଜ୍ୟୁମର…
‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା
କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ ଆସିଛି । ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ଯେ, ନମାଜ ପଢ଼ିବା ସହିତ…
ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା ଦେଖାଯାଉଛି । ଏହି ଭିଡିଓକୁ ଆମ୍ ଆଦମୀ ପାର୍ଟି (AAP) ନେତାମାନେ ସୋସିଆଲ୍…
ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…
ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ ଗାଁକୁ ଯାଇପାରୁନି। ଫଳରେ ପ୍ରସବ ବେଦନାରେ ଛଟପଟ ହେଉଥିବା ମହିଳାଙ୍କୁ ଭାର କରି…
ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ
ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍ର ପ୍ରଥମ ମ୍ୟାଚ୍ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍ଫିଲ୍ଡ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏହା କୋହଲିଙ୍କ ୪୪ତମ ODI ମ୍ୟାଚ୍ । ଏହା ସହ…
ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ
ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ ମଧ୍ୟ ବ୍ୟାଙ୍କ ଖୋଲା ରହିଛି। ଅନ୍ୟପଟେ ବ୍ୟାଙ୍କ କର୍ମଚାରୀମାନେ କଳା ପୋଷାକ ପିନ୍ଧି…
ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ
ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ ଯୋଡ଼ି ହେଉଥିବା ୧୫ଟି ଜିଲାର ଲୋକେ ପ୍ରଭାବିତ ହେବେ। ଏଭଳି ପରିସ୍ଥିତିରେ ପୂର୍ତ୍ତ…
ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର
ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ବାଧ୍ୟ ହୋଇଛନ୍ତି। ସରକାର ସେହି ନିର୍ଦ୍ଦେଶକୁ ରଦ୍ଦ କରିଛନ୍ତି ଯାହା ‘ସାର୍ବଜନୀନ ବିଭାଗ’…
ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…
ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍ ଏକ ମାଙ୍କଡ ପଶି ଯାଇଥିଲା। ଦୋକାନ ଭିତରକୁ ଯିବା ପରେ ମାଙ୍କଡ ଏମିତି କାଣ୍ଡ କରିଥିଲା ଯେ,…

