ବରଗଡ଼ରେ ଲଜ୍ଜା: ୧୨ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର, ଜଣେ ବ୍ୟକ୍ତିଙ୍କୁ ଅଟକ ରଖି…
ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସଦର ଥାନା ଅଞ୍ଚଳରେ ଜଣେ ନାବାଳିକା(୧୨)ଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ବରଗଡ଼ ସଦର ଥାନାରେ ପୀଡିତାଙ୍କ ପରିବାର ପକ୍ଷରୁ ଏତଲା ଦିଆଯାଇଛି। ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ…
IPL ୨୦୨୬: ୩୦ ଦିନ ପୂର୍ବରୁ ବଦଳିଲା କାର୍ଯ୍ୟସୂଚୀ, ଏବେ ଏହି ତାରିଖରୁ ଆରମ୍ଭ ହେବ ୧୯ତମ ସିଜନ୍
ନୂଆଦିଲ୍ଲୀ,୨୭।୨: ଆଇସିସି ଟି-୨୦ ବିଶ୍ୱକପ୍ ୨୦୨୬ର ଉତ୍ସାହ ମଧ୍ୟରେ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିଶ୍ୱକପ୍ ଶେଷ ହେବାର ମାତ୍ର କିଛି ଦିନ ପରେ ଆରମ୍ଭ ହେବାକୁ ଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ର…
Sahara Refund: ଆଉ ୫୦ ହଜାର ନୁହେଁ, ଏବେ ୧୦ ଲକ୍ଷ ଟଙ୍କା ଯାଏ ଫେରସ୍ତ ପାଇଁ କରନ୍ତୁ ଆବେଦନ,୪୫ ଦିନରେ ଆସିବ ଟଙ୍କା; ଜାଣନ୍ତୁ…
ନୂଆଦିଲ୍ଲୀ,୨୭।୨: ସାହାରା ଇଣ୍ଡିଆରେ ଟଙ୍କା ରଖିଥିବା ନିବେଶକମାନଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର। ଏବେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜମା କରିଥିବା ନିବେଶକମାନେ ନିଜ ଟଙ୍କା ଫେରସ୍ତ ପାଇଁ ଦାବି କରିପାରିବେ। ପୂର୍ବରୁ କେବଳ ଅଳ୍ପ ପରିମାଣର ଟଙ୍କା…
The Kerala Story 2 Release: ଫିଲ୍ମ ଉପରେ ଥିବା ସ୍ଥଗିତାଦେଶ ଉଠାଇଲେ କେରଳ ହାଇକୋର୍ଟର ଡିଭିଜନ ବେଞ୍ଚ
ମୁମ୍ବାଇ,୨୭।୨: ଶୁକ୍ରବାର କେରଳ ହାଇକୋର୍ଟ ‘ଦି କେରଳ ଷ୍ଟୋରି 2’ ଚଳଚ୍ଚିତ୍ରର ନିର୍ମାତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କିଛି ଦିନ ପୂର୍ବରୁ କେରଳ ହାଇକୋର୍ଟର ଏକକ ବିଚାରପତି ଖଣ୍ଡପୀଠ ଫିଲ୍ମ ଉପରେ ୧୫ ଦିନ ପାଇଁ ସ୍ଥଗିତାଦେଶ ଲଗାଇଥିଲେ, ଜଷ୍ଟିସ ବେଚୁ…
ଏହି ୩ ରାଶିଙ୍କ ପାଇଁ ମାର୍ଚ୍ଚ ମାସ ଅତ୍ୟନ୍ତ ଭାଗ୍ୟଶାଳୀ, ଖୋଲିଯବ ଉନ୍ନତିର ରାସ୍ତା
ବର୍ଷର ଦ୍ୱିତୀୟ ମାସ ଫେବୃଆରୀ ଶେଷ ହେବ। ବର୍ଷର ତୃତୀୟ ମାସ ଅର୍ଥାତ୍ ମାର୍ଚ୍ଚର ଆଗମନ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାର୍ଚ୍ଚ ମାସ ବହୁତ ସ୍ବତନ୍ତ୍ର ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ସେମାନଙ୍କର ସ୍ଥିତି ପରିବର୍ତ୍ତନ କରିବେ…
ଭାଜପା ଇଚ୍ଛାଧାରୀ ନାଗ, ମୋଦିଙ୍କୁ ନେଇ କ’ଣ କହିଲେ ପବନ ଖେରା ଜାଣନ୍ତୁ
ନୂଆଦିଲ୍ଲୀ,୨୭।୨: ଶୁକ୍ରବାର (୨୭ ଫେବୃଆରୀ) ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ଅବକାରୀ ନୀତି ସହିତ ଜଡିତ ଏକ CBI ମାମଲାରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ…
ଜିମ୍ବାଓ୍ବେ ବିପକ୍ଷର ବିଜୟ ପଡିଲା ଫିକା? ଟିମ ଇଣ୍ଡିଆର ଏହି ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ
ନୂଆଦିଲ୍ଲୀ,୨୭।୨: ICC T20 ବିଶ୍ୱକପ ୨୦୨୬ର ସୁପର ୮ ମ୍ୟାଚରେ ଭାରତ ଜିମ୍ବାୱେକୁ ୭୨ ରନରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିବାର ଆଶାକୁ ପୁନର୍ଜୀବିତ କରିଛି। ଏହି ବିଜୟ ସତ୍ତ୍ୱେ, ଟିମ ଇଣ୍ଡିଆର ଅଲରାଉଣ୍ଡର ଶିବମ ଦୁବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…
କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…
ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା ବିଦ୍ୟାଳୟ ପରିଚାଳନା କମିଟି ଚେୟାରମ୍ୟାନ ଉମାଶଙ୍କର ବେହେରା ଯୋଗଦେଇ ଚଳିତବର୍ଷ ଯୁକ୍ତ ୨…
ଦିଲ୍ଲୀ ଅବକାରୀ ନୀତି ମାମଲାରେ ପୂର୍ବତନ ଏମପି କେ. କବିତା ନିର୍ଦ୍ଦୋଷରେ ଖଲାସ, କୋର୍ଟ ରାୟ ଉପରେ କହିଲେ…
ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ଏକ କୋର୍ଟ ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ. କବିତାଙ୍କୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତିରେ ଦୋଷମୁକ୍ତ କରିଛନ୍ତି। ରାୟ ଉପରେ ପ୍ରତିକ୍ରିୟା ଦେଇ ତେଲଙ୍ଗାନା ଜାଗୃତିର ପ୍ରତିଷ୍ଠାତା କେ. କବିତା ‘ସତ୍ୟମେବ…
ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…
ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ। ବର୍ତ୍ତମାନ ବିଜେଡି ଏକ ହୋଇଛି, ବିରୋଧୀ ଦଳ ହିସାବରେ ଲଢ଼ିବ। ଦଳ ସୁପ୍ରିମୋ…
ବଦ୍ଲା ନେଲେ ତାଲିବାନ ସରକାର: ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଡ୍ରୋନ ଆକ୍ରମଣ!
ଇସଲାମାବାଦ୍,୨୭।୨: ଆଫଗାନିସ୍ତାନର ତାଲିବାନ ସରକାର ପାକିସ୍ତାନ ଉପରେ ପ୍ରତିଶୋଧ ନେଇଛନ୍ତି। ତାଲିବାନ ପ୍ରତିରକ୍ଷା ମନ୍ତ୍ରଣାଳୟର ଉପ ମୁଖପାତ୍ର ହମଦୁଲ୍ଲା ଫିତରତ ଦାବି କରିଛନ୍ତି, ଫୈଜାବାଦରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ କାର୍ଯ୍ୟାଳୟ ଚାରିପାଖରେ ଥିବା ଅଞ୍ଚଳ ସମେତ ଅନେକ ପାକିସ୍ତାନୀ ସାମରିକ…
ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ
ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ ପରିବେଶ ମଞ୍ଜୁରୀ ନିମନ୍ତେ ଚାଲିଥିବା ଏହି ପ୍ରକ୍ରିୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ…
Archives


