Home

‘ତାଇଓ୍ବାନ ଚାଇନାର, ଆମେରିକାର ନୁହେଁ’

ବେଜିଂ, ୮ା୮: ତାଇଓ୍ବାନ ଚାଇନାର ଅଂଶ, ଆମେରିକାର ନୁହେଁ ବୋଲି ଚାଇନା ବହିର୍ବ୍ୟାପାର ମନ୍ତ୍ରୀ ଓ୍ବାଙ୍ଗ୍‌ ୟି ରବିବାର କହିଛନ୍ତି। ଓ୍ବାଶିଂଟନ୍‌ ଚତୁରତାର ସହ ତାଇଓ୍ବାନ ପ୍ରସଙ୍ଗରେ ନିଜକୁ ଯୋଡ଼ୁଛି। ତାଇଓ୍ବାନ ଉପରେ ଚାଇନାର କାର୍ଯ୍ୟାନୁଷ୍ଠାନ ଉପଯୁକ୍ତ ଏବଂ ଆଇନଗତ। ବେଜିଂ…

ଆଜି ଯୁକ୍ତ ୨ କଳା ପରୀକ୍ଷାଫଳ

ଭୁବନେଶ୍ୱର,୮।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ପରିଷଦ କାର୍ଯ୍ୟାଳୟରେ ଫଳ ଘୋଷଣା କରାଯିବ। www.odisharesults.nic.in ୱେବସାଇଟ୍‌ରେ ଛାତ୍ରୀଛାତ୍ରମାନେ ପରୀକ୍ଷା ଫଳ ଦେଖିପାରିବେ।…

ସମରାଭ୍ୟାସ ଶେଷରେ ଛକାପଞ୍ଝା

ବେଜିଂ/ତାଇପେଇ, ୮ା୮: ଆମେରିକା କଂଗ୍ରେସ ସ୍ପିକର ନାନ୍ସି ପେଲୋସିଙ୍କ ତାଇଓ୍ବାନ ଗସ୍ତରେ ପ୍ରତିକ୍ରିୟାଶୀଳ ହୋଇ ଚାଇନା ୪ ଦିନ ହେଲା ତାଇଓ୍ବାନ ପ୍ରଣାଳୀରେ ଚଳାଇଥିବା ବଡ଼ଧରଣର ସମରାଭ୍ୟାସ ରବିବାର ଶେଷ ହୋଇଛି। ତାଇଓ୍ବାନ ସେନା ମଧ୍ୟ ଚାଇନା ଯୁଦ୍ଧ ଜାହାଜ ଏବଂ…

ପୁଣି ଚେତାବନୀ ଦେଲା ଚାଇନା

ବେଜିଂ,୭।୮: ଆମେରିକା ସିନେଟ୍‌ର ବାଚସ୍ପତି ନାନ୍ସି ପେଲୋସିଙ୍କ ତାଇୱାନ ଗସ୍ତ ପରେ ଚାଇନା ରାଗରେ ନିଆଁବାଣ ହୋଇପଡିଛି। ତାଇୱାନକୁ ଲାଗିଥିବା ଷ୍ଟ୍ରେଟ୍‌ରେ ସମାରାଭ୍ୟାସ ଜାରି ରଖିଛି। ଡ୍ରାଗନ କହିଛି, ବର୍ତ୍ତମାନ ୟେଲୋ ଏବଂ ବୋହାଇ ସମୁଦ୍ରରେ ମଧ୍ୟ ସାମରିକ କାର୍ଯ୍ୟ ଆରମ୍ଭ…

ଭାରତର ଲକ୍ଷ୍ୟ ଆମଦାନୀ ହ୍ରାସ, ରପ୍ତାନି ବୃଦ୍ଧି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୮: ନୀତି ଆୟୋଗର ସପ୍ତମ ଗଭର୍ନିଂ କାଉନସିଲ ବୈଠକ ରବିବାର ଦିଲ୍ଲୀରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତି ଭବନର କଲଚରାଲ ସେଣ୍ଟରରେ ଅନୁଷ୍ଠିତ ଏହି ବୈଠକରେ ଦେଶର ବିଭିନ୍ନ ପ୍ରସଙ୍ଗ ଉଠିଛି। ପ୍ରଧାନମନ୍ତ୍ରୀ ମୋଦି ୨୦୪୭ ପର୍ଯ୍ୟନ୍ତ…

ସ୍ବର୍ଣ୍ଣ ଜିତିଲେ ନିଖତ

ବର୍ମିଂହାମ,୭।୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦଶମ ଦିନରେ ନିଖତ ଜରିନ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ମହିଳା ବକ୍ସିଂର ଲାଇଟ ଫ୍ଲାଏଓ୍ବେଟ୍‌ ବର୍ଗର ଫାଇନାଲରେ ସେ ଉତ୍ତର ଆୟର୍ଲାଣ୍ଡର କାର୍ଲେ ମ୍ୟାକନାଉଲଙ୍କୁ ୫-୦ରେ ପରାସ୍ତ କରିଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ…

ମୋଦିଙ୍କୁ ରାଖୀ ପଠାଇଲେ ପାକିସ୍ତାନ ଭଉଣୀ

ମୋଦିଙ୍କୁ ରାଖୀ ପଠାଇଲେ ପାକିସ୍ତାନ ଭଉଣୀ ନୂଆଦିଲ୍ଲୀ,୭।୮: ଆଗକୁ ଆସୁଛି ରକ୍ଷାବନ୍ଧନ। ଭାଇ ହାତରେ ରାଖୀ ବାନ୍ଧିବାକୁ ଭଉଣୀମାନେ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାକିସ୍ତାନୀ ଭଉଣୀ କମାର ମୋହସିନ ଶେଖ ତାଙ୍କ ପାଇଁ ରାଖୀ ପଠାଇଛନ୍ତି।…

ଟସ୍‌ ଜିତିଲା ଭାରତ: ରୋହିତ୍‌ଙ୍କୁ ବିଶ୍ରାମ

ଲଡରହିଲ,୭।୮:ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ଟିକିଆ ଟି-୨୦ ସିରିଜ୍‌ର ପଞ୍ଚମ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ଫ୍ଲୋରିଡାଠାରେ ଖେଳାଯାଉଛି। ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ଏକ ବଡ଼ ପରିବର୍ତ୍ତନ ହୋଇଛି।…

ଅଜିତ ପାଓ୍ବାର ସହଜରେ ସବୁକିଛି ଭୁଲିଯାଆନ୍ତି: ଫଡ୍‌ନଭୀସ

ମୁମ୍ବାଇ,୭।୮: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନଭୀସ ରବିବାର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ କ୍ୟାବିନେଟର ସମ୍ପ୍ରସାରଣ ଘୋଷଣାକୁ ଦୋହରାଇଛନ୍ତି। ତେବେ ସେ ଏଥିପାଇଁ କୌଣସି ତାରିଖ ଦେଇନାହାଁନ୍ତି। ରବିବାର ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଫଡ୍‌ନଭୀସ କ୍ୟାବିନେଟ ବିସ୍ତାରରେ ବିଳମ୍ବ…

‘ନୀତିଶ କୁମାରଙ୍କ ବିରୋଧରେ ଷଡ଼ଯନ୍ତ୍ର’

ପାଟନା,୭।୮: ବିହାରରେ ରାଜନୀତି ସରଗରମ ହୋଇଛି। ଅଗଷ୍ଟ ୬ରେ ଆରସିପି ସିଂ ଜେଡିୟୁ ଛାଡିବା ପରେ ଏବେ ଦଳ ପକ୍ଷରୁ ତାଙ୍କ ବିରୋଧରେ ଅନେକ ଅଭିଯୋଗ ଅଣାଯାଇଛି। ରବିବାର ଜେଡିୟୁ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରାଯାଇଥିଲା। ଏଥିରେ ଜେଡିୟୁ ନେତା…

ବାଂଲାଦେଶରେ ଶ୍ରୀଲଙ୍କା ସ୍ଥିତି: ପୋଲିସ ଗାଡ଼ି ଭଙ୍ଗାରୁଜା

ଢାକା,୭ା୮: ଶ୍ରୀଲଙ୍କା ପରେ ଏବେ ବାଂଲାଦେଶରେ ଆର୍ଥିକ ସଙ୍କଟ ସବୁଠୁ ଖରାପ ସ୍ଥିତି ଦେଇ ଗତି କରୁଛି। ଏଠାରେ ତୈଳ ଦର ବୃଦ୍ଧି ପାଇବାରୁ ଶ୍ରୀଲଙ୍କା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଦରଦାମ୍‌ ବୃଦ୍ଧି ନେଇ ଲୋକେ ରାସ୍ତାକୁ ଓହ୍ଲାଇଛନ୍ତି। ଦେଶର…

ଡ. ଏନ୍‌ କଲାଇସେଲ୍‌ଭି ସିଏସ୍‌ଆଇଆର୍‌ର ପ୍ରଥମ ମହିଳା ମହାନିର୍ଦ୍ଦେଶକ

ନୂଆଦିଲ୍ଲୀ,୭ା୮: ଇଲୋକ୍ଟ୍ରୋକେମିକାଲ ପାଓ୍ବାର ସିଷ୍ଟମ ଉପରେ ୨୫ ବର୍ଷରୁ ଅଧିକ ଗବେଷଣା ପାଇଁ ଜଣାଶୁଣା ବୈଜ୍ଞାନିକ ଡକ୍ଟର ଏନ୍‌ କଲାଇସେଲ୍‌ଭିଙ୍କୁ ଏକ ବଡ଼ ଦାୟିତ୍ୱ ପ୍ରଦାନ କରାଯାଇଛି। କାଉନ୍‌ସିଲ୍‌ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ(ସିଏସ୍‌ଆଇଆର)ର ମହାନିର୍ଦ୍ଦେଶକ ଭାବେ ସେ ନିଯୁକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri