Home

ଜଣେ ଦୋଷୀ ହେଲେ ୩ ଖଲାସ

ନୂଆଦିଲ୍ଲୀ,୧୯।୧୧(ପି.ଟି.): ଶିଶୁମାନଙ୍କୁ ଯୌନ ଶୋଷଣ, ନିର୍ଯାତନା, ଓ ପର୍ନୋଗ୍ରାଫିରୁ ସୁରକ୍ଷା ଦେବା ଲକ୍ଷ୍ୟରେ ୨୦୧୨ରେ ଶିଶୁ ଯୌନ ଅପରାଧ ସୁରକ୍ଷା ଆଇନ (ପୋକ୍ସୋ) କାର୍ଯ୍ୟକାରୀ ହୋଇଥିଲା। ଏହି ଆଇନରେ ଜଣେ ଦୋଷୀସାବ୍ୟସ୍ତ ହେବା ବେଳେ ୩ ଜଣ ନିର୍ଦ୍ଦୋଷରେ ଖଲାସ ହେଉଥିବା…

ଏଲନ ମସ୍କଙ୍କ ଘୋଷଣା: ନୂଆ ନିୟମ ଅନୁଯାୟୀ ନକରାତ୍ମକ ଟୁଇଟକୁ ଆଗକୁ ବଢାଇବ ନାହିଁ ଟୁଇଟର

ୱାଶିଂଟନ,୧୯ ।୧୧: ବିଶ୍ୱର ସବୁଠାରୁ ଧନି ବ୍ୟକ୍ତି ତଥା ଟୁଇଟରର ନୂଆ ମାଲିକ ଏଲନ ମସ୍କଙ୍କ ନୂଆ ନୀତି ଅନୁଯାୟୀ, ନକରାତ୍ମକ ଓ ଘୃଣା ଶବ୍ଦ ଥିବା ଟୁଇଟକୁ ଆଗକୁ ନ ବଢାଇବା ଓ ଏହାକୁ ଡିମୋନେଟାଇଜ କରିବାକୁ ଘୋଷଣା କରାଯାଇଛି…

ଫ୍ଲାଟ ଭଡା ନେବା ବେଳେ ଶ୍ରଦ୍ଧାଙ୍କୁ ସ୍ତ୍ରୀ ଭାବେ ପରିଚିତ କରାଉଥିଲେ ଆଫତାବ୍‌

ନୂଆଦିଲ୍ଲୀ,୧୮।୧୧: ଲିଭ୍‌-ଇନ୍‌ ପାର୍ଟନର ଶ୍ରଦ୍ଧା ଓ୍ବାଲକରଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୁକ୍ତ ଆଫତାବ୍‌ ଅମିନ ପୁନାଓ୍ବାଲାଙ୍କୁ ନେଇ ଦିଲ୍ଲୀ ପୋଲିସ ବଡ଼ ଖୁଲାସା କରିଛି। ସେ ମୁମ୍ବାଇରେ ଭଡା ଘର ଖୋଜୁଥିବା ବେଳେ ଶ୍ରଦ୍ଧାଙ୍କୁ ତାଙ୍କ ସ୍ତ୍ରୀ ଭାବେ ପରିଚିତ…

ଭାଜପା ପାଇଁ ଏଏପି ଏକମାତ୍ର ଆହ୍ବାନ; ମୋତେ ଅଭିମନ୍ୟୁ ଭାବି ଚକ୍ରବ୍ୟୁହ ରଚନା କରାଯାଉଛି: କେଜ୍ରିଓ୍ବାଲ

ନୂଆଦିଲ୍ଲୀ,୧୮।୧୧: ଗୁଜରାଟ ନିର୍ବାଚନରେ ଭାଜପାକୁ ଟକ୍କର ଦେବା ଲାଗି ଅଣ୍ଟା ଭିଡିଛି ଏଏପି। ଏହାକୁ ନେଇ ଉଭୟ ଦଳ ବିରୋଧରେ ବାକ୍‌ବିତଣ୍ଡା ଜାରି ରହିଛି। ଏହି କ୍ରମରେ ଏଏପି ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ପୁଣି ଥରେ ଭାଜପାକୁ…

ପୁରୁଷଟିଏ ବି କାନ୍ଦେ, ହେଲେ ଲୁଚିକରି; ଭିନ୍ନ ପ୍ରକାରର ହୋଇଥାଏ ଡିପ୍ରେସନ

ପୁରୁଷକୁ କଷ୍ଟ ହୁଏନା, ପୁରୁଷଟିଏ କେବେ କାନ୍ଦେ ନାହିଁ। ପୁଅପିଲା ପରା, ଝିଅଙ୍କ ଭଳି କ’ଣ କାନ୍ଦୁଛୁ। ଏସବୁ ହେଉଛି କିଛି ଏଭଳି ଡାଏଲଗ୍‌ ଯାହା ଶକ୍ତ ପୁରୁଷର ସାର୍ଟିଫିକେଟ୍‌ ପ୍ରଦାନ କରେ। ହେଲେ ଆମେ ଭୁଲିଯାଉ ଯେ ପୁରୁଷ ବି…

ଆମିରଙ୍କ ଝିଅ ଆୟରାଙ୍କ ସରିଲା ନିର୍ବନ୍ଧ

ବମ୍ବେ: ନିର୍ବନ୍ଧ କରିଛନ୍ତି ବଲିଉଡ୍‌ ଅଭିନେତା ଆମିର ଖାଁଙ୍କ ଝିଅ ଆୟରା ଖାଁ। କିଛି ମାସ ତଳେ ପ୍ରେମିକ ନୂପୁର ଶିଖରେ ତାଙ୍କୁ ପ୍ରପୋଜ୍‌ କରିଥିଲେ। ଏବେ ଉଭୟ ଆଧିକାରିକ ଭାବେ ନିବନ୍ଧ କରିଛନ୍ତି। ଆମିରଙ୍କ ସହ ପୁରା ପରିବାର ଏହି…

ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌: ଲମ୍ବା ଡିଆଁ ମାରିଲେ ଅର୍ଶଦୀପ

ନୂଆଦିଲ୍ଲୀ,୧୮।୧୧: ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଲମ୍ବା ଡିଆଁ ମାରିଛନ୍ତି ଭାରତୀୟ ଦଳର ଦ୍ରୁତ ବୋଲର୍‌ ଅର୍ଶଦୀପ ସିଂହ। ୨୦୨୨ ବିଶ୍ୱକପ୍‌ରେ ସେ ନିଜ ବୋଲିଂରେ ବେଶ ପ୍ରଭାବିତ କରିଥିଲେ। ଏହି ଟୁର୍ନାମେଣ୍ଟରେ ସେ ୧୦ ଉଇକେଟ ନେଇଥିଲେ। ଏବେ ତାଙ୍କୁ ଏହାର…

ଟୁଇଟର ଅଫିସ ବନ୍ଦ କଲେ ମସ୍କ !

ନୂଆଦିଲ୍ଲୀ,୧୮।୧୧: ସାମୟିକ ଭାବେ ବନ୍ଦ ହୋଇଛି ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରର ସମସ୍ତ କାର୍ଯ୍ୟାଳୟ। ନୂତନ ମାଲିକ ଏଲୋନ ମସ୍କ କମ୍ପାନୀରେ ଅନେକ ନିୟମ ଲାଗୁ କରିଛନ୍ତି। ଯେଉଁ କର୍ମଚାରୀମାନେ ନୂତନ ନିୟମ ପାଳନ କରିବାକୁ ମନା କରନ୍ତି ସେମାନେ…

ଆତଙ୍କବାଦକୁ ସମର୍ଥନ କରୁଥିବା ଦେଶଗୁଡ଼ିକୁ ଏହାର ପରିଣାମ ଭୋଗିବାକୁ ହେବ: ମୋଦି

ନୂଆଦିଲ୍ଲୀ,୧୮।୧୧: ଆତଙ୍କବାଦକୁ ପ୍ରୋତ୍ସାହନ ମାମଲାରେ ଚାଇନା ଏବଂ ପାକିସ୍ତାନ ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆତଙ୍କବାଦୀ ପାଣ୍ଠି ଯୋଗାଡ ରୋକିବା ଲାଗି ଶୁକ୍ରବାରଠାରୁ ଦିଲ୍ଲୀରେ ଆରମ୍ଭ ହୋଇଥିବା ଅନ୍ତର୍ଜାତୀୟ ମନ୍ତ୍ରୀସ୍ତରୀୟ ସମ୍ମିଳନୀରେ ମୋଦି ନାଁ ନ ନେଇ ଦୁଇ ଦେଶକୁ…

ହନି-ଟ୍ରାପ୍‌ରେ ଫସାଇଥିଲା ପାକିସ୍ତାନ: ବୈଦେଶିକ ମନ୍ତ୍ରଣାଳୟର ଡ୍ରାଇଭର ଗିରଫ

ନୂଆଦିଲ୍ଲୀ,୧୮।୧୧: ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟରେ କାର୍ଯ୍ୟରତ ଜଣେ ଡ୍ରାଇଭରଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ। ପାକିସ୍ତାନକୁ ଗୁପ୍ତ ଏବଂ ସମ୍ବେଦନଶୀଳ ସୂଚନା ଦେବା ଅଭିଯୋଗରେ ଶୁକ୍ରବାର ସୁରକ୍ଷା ଏଜେନ୍ସି ସହାୟତାରେ ତାଙ୍କୁ ଗିରଫ କରାଯାଇଛି। ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସ୍‌ଆଇ ଡ୍ରାଇଭରଙ୍କୁ…

ପ୍ରେମିକାଙ୍କ ସହ ଲିଭ୍‌ ଇନ୍‌ରେ ରହିବେ ହ୍ରିତିକ୍‌…

ବମ୍ବେ: ପ୍ରେମିକାଙ୍କ ସହ ଲିଭ୍‌ଇନ୍‌ରେ ରହିବେ ହ୍ରିତିକ୍‌ ରୋଶନ୍‌। ଏଥିପାଇଁ ସେ ମନ୍ନତ ଆପାର୍ଟମେଣ୍ଟର ଦୁଇଟି ଫ୍ଲୋର୍‌ କିଣିଛନ୍ତି। ସବା ଆଜାଦଙ୍କ ସହ ସେ ଖୁବ୍‌ଶୀଘ୍ର ଉକ୍ତ ଆପାର୍ଟମେଣ୍ଟରେ ରହିବାକୁ ଯାଉଥିବା ଚର୍ଚ୍ଚା ଜୋର୍‌ ଧରିଛି। କିଛି ଦିନ ତଳେ ହ୍ରିତିକ୍‌…

‘ରୋହିତ ଟେଷ୍ଟ-ଦିନିକିଆ ସମ୍ଭାଳନ୍ତୁ, ପାଣ୍ଡ୍ୟା ହୁଅନ୍ତୁ ଟି୨୦ ଟିମ୍‌ର ଅଧିନାୟକ’

ନୂଆଦିଲ୍ଲୀ,୧୮।୧୧: ଟି୨୦ ବିଶ୍ୱକପ୍‌ରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଦଳରେ ପରିବର୍ତ୍ତନ କରାଯାଉ ବୋଲି ଚର୍ଚ୍ଚା ହେଉଛି। ବିଶେଷକରି ଟି୨୦ ଫର୍ମାଟରେ ଦଳରେ ନୂଆ ଅଧିନାୟକ ନିଯୁକ୍ତିକୁ ନେଇ କ୍ରିକେଟ ବିଶେଷଜ୍ଞମାନେ ମତ ଦେଉଛନ୍ତି। ଏସବୁ ମଧ୍ୟରେ ପୂର୍ବତନ ମୁଖ୍ୟ କୋଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?