ଟ୍ରମ୍ପଙ୍କୁ ନୂଆ ଧମକ ଦେଲା ଇରାନ, ଆମେରିକୀୟ ଜାହାଜକୁ ବୁଡ଼ାଇ….
ତେହରାନ୍,୧୬।୪: ଇସଲାମାବାଦରେ ଇରାନ ସହିତ ଆଲୋଚନା ବିଫଳ ହେବା ପରେ, ଆମେରିକା ଆରବ ଏବଂ ଓମାନ ଉପସାଗର ଅଞ୍ଚଳରେ ଥିବା ଇରାନ ବନ୍ଦରଗୁଡ଼ିକରେ ପ୍ରବେଶ କରୁଥିବା କିମ୍ବା ପ୍ରସ୍ଥାନ କରୁଥିବା ସମସ୍ତ ଦେଶର ଜାହାଜ ଉପରେ ଅବରୋଧ ଲଗାଇଛି । ଯେତେବେଳେ…
CSKକୁ ବଡ଼ ଝଟ୍କା: IPL 2026ରୁ ବାଦ୍ ପଡ଼ିଲେ ଏହି ଖେଳାଳି
ନୂଆଦିଲ୍ଲୀ,୧୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଆଉ ଜଣେ ଖେଳାଳି IPL 2026ରୁ ବାଦ ପଡ଼ିଛନ୍ତି। ଷ୍ଟାର ଫାଷ୍ଟ ବୋଲର ଖଲିଲ ଅହମ୍ମଦଙ୍କୁ ଆଘାତ ଯୋଗୁ ଚଳିତ ସିଜିନରୁ ବାଦ୍ ଦିଆଯାଇଛି। ବାମହାତୀ ଖଲିଲ CSK ପାଇଁ ଜଣେ ପ୍ରମୁଖ ବୋଲର ଥିଲେ।…
୨ ଦିନ ହେବ ଛାତ୍ରାବାସ ଆସିଥିଲେ ପ୍ରଶାନ୍ତ: ଆଜି ମିଳିଲା ମୃତଦେହ, ଖେଳିଗଲା ଚାଞ୍ଚଲ୍ୟ
ନବରଙ୍ଗପୁର,୧୬।୪(ସଦାଶିବ ପ୍ରହରାଜ): ଛାତ୍ରାବାସରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ଥିବାବେଳେ ଏହାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ…
ଗାଁ ଗାଁରେ ବଢୁଛି କୋଚିଙ୍ଗ ସେଣ୍ଟର: ସରକାରୀ ନିୟମକୁ ଫୁ’
କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷାର ବିକାଶ ପାଇଁ ସରକାର ତତ୍ପର ହୋଇ ଉଠିଛନ୍ତି। ଆଧୁନିକ ଶିକ୍ଷାର ଉନ୍ନତୀକରଣ ପାଇଁ ସର୍ବଭାରତୀୟସ୍ତରରେ ଆରମ୍ଭ ହୋଇଛି ଉଦ୍ୟମ। ଏଥିପାଇଁ ଚଳିତବର୍ଷ ନୂତନ ପୁସ୍ତକ ମୁଦ୍ରଣ ହୋଇ ଯୋଗାଣ ମଧ୍ୟ ଆରମ୍ଭ ହୋଇଛି। ଖାଲିଥିବା ଶିକ୍ଷକ…
ଟ୍ରମ୍ପଙ୍କ ତେଲ କିଣିବାକୁ ନେଇ ରୋକ୍ ଭିତରେ ଭାରତକୁ ବଡ଼ ଅଫର୍ ଦେଲା ରୁଷିଆ, ଏଣିକି ପେଟ୍ରୋଲ-ଏଲପିଜିରେ…
ନୂଆଦିଲ୍ଲୀ,୧୬।୪: ଭାରତରେ ରୁଷର ରାଷ୍ଟ୍ରଦୂତ ଡେନିସ ଆଲିପୋଭ ସମ୍ପ୍ରତି ଭାରତ-ରୁଷ ସମ୍ପର୍କ, ପ୍ରତିରକ୍ଷା ସହଯୋଗ, ଶକ୍ତି ଯୋଗାଣ ଏବଂ ପରିବର୍ତ୍ତନଶୀଳ ବିଶ୍ୱ ଭୂ-ରାଜନୈତିକ ଦୃଶ୍ୟପଟ ସମ୍ପର୍କରେ ସ୍ପଷ୍ଟ ଭାବରେ କହିଛନ୍ତି। ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଦୁଇ ରାଷ୍ଟ୍ର ମଧ୍ୟରେ…
IMFର ଚେତାବନୀ; ଯଦି ତୈଳ ମୂଲ୍ୟ ଅଧିକ ରୁହେ, ବିଶ୍ୱ ଉପରେ ପଡ଼ିବ ଏହି ସଙ୍କଟ
ନୂଆଦିଲ୍ଲୀ,୧୬।୪: ଇଣ୍ଟରନ୍ୟାସନାଲ ମୋନିଟାରୀ ଫଣ୍ଡ(IMF) ମୁଖ୍ୟ କ୍ରିଷ୍ଟାଲିନା ଜର୍ଜିଭା ବିଶ୍ୱ ଅର୍ଥନୀତି ସମ୍ପର୍କରେ ଚିନ୍ତା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଯଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ଜାରି ରହେ ଏବଂ ତୈଳ ମୂଲ୍ୟ ଉଚ୍ଚ ରହେ, ତେବେ ବିଶ୍ୱ କଷ୍ଟକର…
ହର୍ମୁଜ ଭଳି ବଡ଼ ରାସ୍ତା ବନ୍ଦ କରିବ ଚାଇନା! ସମୁଦ୍ରରେ ଲଗାଇଲା ବ୍ୟାରିକେଡ; ବିଶ୍ୱରେ ଚହଳ
ବେଜିଂ,୧୬।୪: ଚାଇନା ହର୍ମୁଜ ପ୍ରଣାଳୀ ଠାରୁ ମଧ୍ୟ ବଡ଼ ଏକ ସାମୁଦ୍ରିକ ପଥକୁ ଅବରୋଧ କରିବାକୁ ପ୍ରସ୍ତୁତ ହେଉଛି। ପ୍ରକୃତରେ, ଫିଲିପାଇନ୍ସ ଏବଂ ଜାପାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଚାଇନା ଦକ୍ଷିଣ ଚୀନ ସାଗରର ପ୍ରବେଶପଥକୁ ଆଂଶିକ ଭାବରେ ଅବରୋଧ…
ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ
କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି ଟଙ୍କାର କାମ ଅତି ନିମ୍ନମାନର ଚାଲିଥିବା ଅଭିଯୋଗ ହେଉଛି। କାମ ଆରମ୍ଭରୁ ସୂଚନା…
ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି
ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ ପୁରୁଷ ଏକାଠି ହୋଇ ଚୋରାମଦ କାରବାର କରୁଥିବା ଲୋକଙ୍କ ନିକଟରେ ପହଞ୍ଚି ଖୋଲା…
ଐତିହାସିକ ପଦକ୍ଷେପ ନେବା ପୂର୍ବରୁ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି: ମା’-ଭଉଣୀମାନଙ୍କ…
ନୂଆଦିଲ୍ଲୀ,୧୬।୪: ଦେଶର ସମସ୍ତ ମହିଳାଙ୍କୁ ଗୁରୁବାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଆଲୋଚନା ପୂର୍ବରୁ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ମହିଳାଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି, ମହିଳା ସଶକ୍ତୀକରଣରେ ଐତିହାସିକ ପଦକ୍ଷେପ…
ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍: ମାଟିରେ ମିଶିଲା ଦୋକାନ ଗୃହ
ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ ଜାରି ରହିଛି। ବୁଧବାର ସ୍ଥାନୀୟ ଘରୋଇ ବସଷ୍ଟାଣ୍ଡ କେନାଲ ଛକ ବହ୍ନିକନ୍ୟା ପାର୍ବତୀ…
ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…
ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠଠାରେ ଜିଲା ପ୍ରଶାସନ ତରଫରୁ ଦ୍ୱିତୀୟ ବାର୍ଷିକ ଜମ୍ବୁ ଦ୍ୱୀପ ମହୋତ୍ସବ ଅନୁଷ୍ଠିତ…

