ଅନ୍ତେବାସୀ ଛାତ୍ରଙ୍କ ମୃତ୍ୟୁ, ଚିକିତ୍ସା ଅଭିଯୋଗ ଆଣିଲେ ପରିବାର ଲୋକେ
ନୀଳଗିରି,୫ା୮(ଡି.ଏନ୍.ଏ): ହଷ୍ଟେଲରେ ରହୁଥିବା ଆଦିବାସୀ ଛାତ୍ରଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତମ ଚିକିତ୍ସା ଯୋଗାଇବା ବଦଳରେ ଗୁରୁତର ଛାତ୍ରଙ୍କୁ ଘରକୁ ପଠାଇ ଦେଇଥିଲେ ଶିକ୍ଷକ। ଶୁକ୍ରବାର ଚିକତ୍ସା ହେଉଥିବା ବେଳେ ଆଖି ବୁଜିଛନ୍ତି। ଏଭଳି ଘଟଣା ବାଲେଶ୍ୱର ଜିଲା…
ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ୨ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, ୫ା୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବୀନ ନିବାସଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ୨ଟି ପୁସ୍ତକ ‘ଶେଷ ଚିଠି’ ଓ ‘ଭାଗବତ କଥାମୃତ’ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ମହାନ୍ତିଙ୍କୁ ତାଙ୍କ ସାରସ୍ବତ କୃତି ପାଇଁ ଅଭିନନ୍ଦନ ଜଣାଇବା…
ନନ୍ଦିନୀ ଥିଲେ ନାରୀ ପ୍ରଗତିର ମୂର୍ତ୍ତିମନ୍ତ ପ୍ରତୀକ
ଭୁବନେଶ୍ୱର,୫।୮(ବ୍ୟୁରୋ):ନନ୍ଦିନୀ ଶତପଥୀ ଥିଲେ ନାରୀ ସଶକ୍ତୀକରଣ ଓ ପ୍ରଗତିର ପ୍ରତୀକ। ନାରୀ ସ୍ବାଧୀନତା ପାଇଁ ସେ ଆଜୀବନ ଲଢ଼େଇ କରିଥିଲେ। ପ୍ରଶାସନିକ ନିଷ୍ପତ୍ତି ନେବାରେ କଠୋର ଥିବାବେଳେ ଜନକଲ୍ୟାଣ କାର୍ଯ୍ୟରେ ଜଣେ ମା’ ଭାବରେ ସ୍ନେହମୟୀର ଭୂମିକା ନିର୍ବାହ କରୁଥିଲେ। ଓଡ଼ିଶାର…
କ୍ରୀଡ଼ା: ଦକ୍ଷତା ପ୍ରଦର୍ଶନର ଅନ୍ୟତମ ମାର୍ଗ
ସମଗ୍ର ବିଶ୍ୱରେ କ୍ରୀଡ଼ାର ମହତ୍ତ୍ୱ ବଢିଛି। ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚିତ ହେବା ଲାଗି ବିଭିନ୍ନ ଦେଶ କ୍ରୀଡ଼ାକୁ ଗୁରୁତ୍ୱ ଦେଉଛନ୍ତି। କ୍ରୀଡ଼ାରେ ଉତ୍କର୍ଷତା ହାସଲ କରିବା ସେମାନଙ୍କର ଏକମାତ୍ର ଲକ୍ଷ୍ୟ… ସମଗ୍ର ବିଶ୍ୱରେ କ୍ରୀଡ଼ାର ମହତ୍ତ୍ୱ ବଢ଼ିଛି। ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚିତ…
ସ୍ବାଧୀନତା ଦିବସରେ ଆତ୍ମାହୁତି ପାଇଁ ରାଷ୍ଟ୍ରପତିଙ୍କୁ ଚିଠି
ଖୁଣ୍ଟୁଣୀ,୫।୮(ଡି.ଏନ୍.ଏ.): ଖୁଣ୍ଟୁଣୀର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବାକୁ ୧୯୯୪ ମସିହାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଦେଇଥିବା ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ କରିବାରେ ସରକାର ଓ ପ୍ରଶାସନ ଅବହେଳା କରିଆସୁଛନ୍ତି। ଏହାର ପ୍ରତିବାଦରେ ସ୍ବାଧୀନତା ଦିବସରେ ଡାକ୍ତରଖାନା…
ନାଟକ ମୋର ପ୍ରଥମ ପ୍ରେମ
ଜାତୀୟ ପୁରସ୍କାରପ୍ରାପ୍ତ ରଜିତ କପୁର ବଲିଉଡ୍ର ଜଣେ ଜଣାଶୁଣା ଅଭିନେତା। ଅଭିନୟ ଛଡ଼ା ସେ ପ୍ରଯୋଜନା, ନିର୍ଦ୍ଦେଶନା ତଥା କାହାଣୀ ମଧ୍ୟ ଲେଖିଥାନ୍ତି। ୧୯୯୩ର ବ୍ୟୋମକେଶ ବକ୍ସି ଏବଂ ୧୯୯୬ରେ ମହାତ୍ମା ଗାନ୍ଧୀଙ୍କ ଚରିତ୍ର ତାଙ୍କୁ ଦର୍ଶକଙ୍କ ମହଲରେ ବେଶ୍ ଲୋକପ୍ରିୟ…
ରାହୁଲଙ୍କୁ ଅଟକ ରଖିଲା ପୋଲିସ
ନୂଆଦିଲ୍ଲୀ,୫।୮: ମୁଦ୍ରାସ୍ଫୀତି ଏବଂ ବେକାରୀ ସମସ୍ୟାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ବେଳେ ରାହୁଲ ଗାନ୍ଧୀ ଏବଂ ଶଶି ଥରୁରଙ୍କ ସମେତ ବହୁ କଂଗ୍ରେସ ଏମ୍ପିଙ୍କୁ ପୋଲିସ ଅଟକ ରଖିଛି। ରାହୁଲ ଗାନ୍ଧୀ କହିଛନ୍ତି, ଆମେ ଶାନ୍ତିପୂର୍ଣ୍ଣ ଭାବେ…
ସହଜ ହେଉନି ସମ୍ପର୍କ
ବଇଣ୍ଡା,୫ା୮:ପ୍ରଶାସନ ବୁଝୁନି ପଞ୍ଚାୟତର ଗୁରୁତ୍ୱ। ସେଥିପାଇଁ ଦୂରୀଭୂତ ହେଉନି ପାଞ୍ଚଟି ଗଁାର ଦୁଃସ୍ଥିତି। ବଦଳୁନି ଶୋଚନୀୟ ସଡ଼କ ଓ ଏହା ଉପରେ ଥିବା ନାଳର ଭାଗ୍ୟ। ପରିବର୍ତ୍ତନ ଆସୁନି ଏହି ଦୁଇ ପ୍ରମୁଖ ପ୍ରତିବନ୍ଧକରେ। ଏହି କାରଣରୁ ୩ ହଜାର ଲୋକ…
ନୋଟିସ ପରେ ବି ଗଡ଼ୁଛି ବକେୟା
ଭୁବନେଶ୍ୱର,୫।୮: ମନ୍ତ୍ରୀ, ନେତା ଓ ବରିଷ୍ଠ ପ୍ରଶାସକଙ୍କୁ ସୁବିଧାରେ ବିମାନ ସେବା ଯୋଗାଇଦେବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି)ର ବ୍ୟବସ୍ଥା ରହିଛି। ଏହିକ୍ରମରେ ଯଦି କୌଣସି ମନ୍ତ୍ରୀ, ନେତା ଓ ପ୍ରଶାସକ ସରକାରୀ କାର୍ଯ୍ୟରେ ବିମାନ ଯାତ୍ରା କରନ୍ତି, ତେବେ ବିଭାଗୀୟ…
ସୁବର୍ଣ୍ଣଗିରି ଉଚ୍ଚ ବିଦ୍ୟାଳୟ କାମ ନିମ୍ନମାନର ଅଭିଯୋଗ
କୋଟଗଡ, ୫/୮(ଡି.ଏନ.ଏ.):ରାଜ୍ୟ ସରକାର ବିଦ୍ୟାଳୟ ଭିତ୍ତିଭୂମି ସଜାଡିବା ସହ ପ୍ରାଥମିକ ଶିକ୍ଷାକୁ ନୂଆ ରୂପ ଦେବାକୁ ଯୋଜନା କରୁଛନ୍ତି ା ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମମାନ ହାତକୁ ନିଆଯାଇ ତାର ଭିତ୍ତିଭୂମି ସଜାଡିବା ଦିଗରେ ବହୁ ଟଙ୍କା ଖର୍ଚ୍ଚ କରାଯାଉଛି। କିନ୍ତୁ କେତେକ…
ମୁଖ୍ୟ ରାସ୍ତା ସହ ସଂଯୋଗ ହୋଇପାରୁନି ବିଜୁ ସେତୁ
ନୀଳଗିରି,୫।୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୋଟାପ ଗ୍ରାମରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସୋନ ନଦୀ ଉପରେ ୧୧କୋଟି ଟଙ୍କା ବ୍ୟୟରେ ନିର୍ମାଣ ସରିଥିବା ବିଜୁ ସେତୁ ୨ ବର୍ଷ ହେବ ମୁଖ୍ୟରାସ୍ତାକୁ ସଂଯୋଗ ହୋଇପାରିନି।…
ଏକ ମାସ ଜେଲରେ ରହିବା ପରେ ଜଣାଗଲା ନାବାଳକ
ବ୍ରହ୍ମପୁର ଅଫିସ,୫ା୮:ବେଆଇନ ଭାବେ ମଦ ଚାଲାଣ କରୁଥିବା ଅଭିଯୋଗରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳକାରାଗାରରେ ଏକ ମାସ ବିଚାରାଧୀନ ବନ୍ଦୀ ଭାବେ ରହିବା ପରେ ଜଣେ ଅଭିଯୁକ୍ତ ନାବାଳକ ବୋଲି ପ୍ରମାଣିତ ହୋଇଛି। କୋର୍ଟ ନିର୍ଦ୍ଦେଶ ପ୍ରକାରେ ତାଙ୍କୁ ମଣ୍ଡଳ କାରାଗାରରୁ…
Archives


