ମୁଖ୍ୟ ରାସ୍ତା ସହ ସଂଯୋଗ ହୋଇପାରୁନି ବିଜୁ ସେତୁ
ନୀଳଗିରି,୫।୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୋଟାପ ଗ୍ରାମରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସୋନ ନଦୀ ଉପରେ ୧୧କୋଟି ଟଙ୍କା ବ୍ୟୟରେ ନିର୍ମାଣ ସରିଥିବା ବିଜୁ ସେତୁ ୨ ବର୍ଷ ହେବ ମୁଖ୍ୟରାସ୍ତାକୁ ସଂଯୋଗ ହୋଇପାରିନି।…
ଏକ ମାସ ଜେଲରେ ରହିବା ପରେ ଜଣାଗଲା ନାବାଳକ
ବ୍ରହ୍ମପୁର ଅଫିସ,୫ା୮:ବେଆଇନ ଭାବେ ମଦ ଚାଲାଣ କରୁଥିବା ଅଭିଯୋଗରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳକାରାଗାରରେ ଏକ ମାସ ବିଚାରାଧୀନ ବନ୍ଦୀ ଭାବେ ରହିବା ପରେ ଜଣେ ଅଭିଯୁକ୍ତ ନାବାଳକ ବୋଲି ପ୍ରମାଣିତ ହୋଇଛି। କୋର୍ଟ ନିର୍ଦ୍ଦେଶ ପ୍ରକାରେ ତାଙ୍କୁ ମଣ୍ଡଳ କାରାଗାରରୁ…
ଇଞ୍ଜିନିୟରିଂ ପାଠୁଆ ହାଇଟେକ ଚାଷୀ
ସୁନ୍ଦରଗଡ଼,୫।୮(ଡି.ଏନ୍.ଏ.):ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ପଞ୍ଚାୟତ ସମିତି ଅନ୍ତର୍ଗତ ସାନପତ୍ରାପାଲି ରାଜସ ଗ୍ରାମର ଜଣେ ସଫଳ ଚାଷୀ ହେଉଛନ୍ତି ମହେଶ୍ୱର ନାଏକ(୩୨)। ଶ୍ରୀୟା ନାଏକ ଓ ସ୍ବର୍ଗତ ଶୁକୃ ନାଏକଙ୍କ ମଝିଆ ପୁଅ ମହେଶ୍ୱର। ପିଲାଟି ଦିନରୁ ପାଠପଢାରେ ଭାରି ଆଗ୍ରହ। ପିଲାଟି…
କେ.ଏସ. ସୁନ୍ଦରାମ ଏନ୍ଟିପିସି ପ୍ରକଳ୍ପର ନୂତନ ମୁଖ୍ୟ
କଣିହାଁ,୫।୮(ଡି.ଏନ.ଏ.): କଣିହାଁ ଏନ୍ଟିପିସି ପ୍ରକଳ୍ପର ନୂତନ ମୁଖ୍ୟ ଭାବେ କେ.ଏସ. ସୁନ୍ଦରାମ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୁନ୍ଦରାମ ୧୯୮୮ରେ ଏନ୍ଟିପିସିରେ ଯୋଗଦେଇ ବଦରପୁରରୁ କାର୍ଯ୍ୟନିର୍ବାହୀ ପ୍ରଶିକ୍ଷକ ଭାବେ ତାଙ୍କ କ୍ୟାରିୟର୍ ଆରମ୍ଭ କରିଥିଲେ। ଦୀର୍ଘ ୩୩ ବର୍ଷ ଧରି ସେ ଏନ୍ଟିପିସିର…
ବର୍ଷା ଅଭାବରୁ ଚାଷଜମି ଫାଟି ଆଁ
କର୍ଲାମୁଣ୍ଡା,୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଖରିଫ ଚାଷ ପାଇଁ ଆବଶ୍ୟକ ବର୍ଷା ଅଭାବରୁ ଚାଷ କାର୍ଯ୍ୟ ଆଗାଇ ପାରୁ ନ ଥିବା ଦେଖିବାକୁ ମିଳିଛି। କେତେକ ଜାଗାରେ ଧାନ ରୁଆ ହୋଇ ସାରିଥିଲେ ହେଁ ପାଣି ଅଭାବ ଯୋଗୁ ଧାନ ବିଲ…
ମାର୍ଗାରେଟ୍ଙ୍କୁ ଧୋକା ଦେଲେ ମମତା
ନୂଆଦିଲ୍ଲୀ,୫।୮: ଉପରାଷ୍ଟ୍ରପତି ନିର୍ବାଚନରେ ତୃଣମୂଳ କଂଗ୍ରେସ ଭୋଟ ନ ଦେବା ନିଷ୍ପତ୍ତିରେ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲ୍ଭା ନିରାଶ ହୋଇଛନ୍ତି। ସେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପଦକ୍ଷେପକୁ ନେଇ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଏକ ସାକ୍ଷାତକାରରେ ଆଲଭା କହିଛନ୍ତି, ଯୁବ…
ପାର୍ଲାମେଣ୍ଟରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ କଂଗ୍ରେସ ରାଲିକୁ ଅଟକାଇଲା ପୋଲିସ
ନୂଆଦିଲ୍ଲୀ,୫ ।୮: ଦେଶରେ ଦରଦାମ ବୃଦ୍ଧିକୁ ନେଇ କଂଗ୍ରେସର ବିରୋଧ ପ୍ରଦର୍ଶନ ଜାରି ରହିଛି । ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମେତ ଅନ୍ୟ କେତେଜଣ କଂଗ୍ରେସ ନେତା କଳା କପଡାରେ ନଜର ଆସିଛନ୍ତି । ବିରୋଧ…
ସିବିଆଇ ଅଫିସରେ ମହିମାନନ୍ଦ ମିଶ୍ର
ଭୁବନେଶ୍ୱର,୫ା୮(ବ୍ୟୁରୋ): ବିଶିଷ୍ଟ ଶିଳ୍ପପତି ମହିମାନନ୍ଦ ମିଶ୍ର ଶୁକ୍ରବାର ଭୁବନେଶ୍ୱରସ୍ଥିତ ସିବିଆଇ ଅଫିସରେ ହାଜର ହୋଇଛନ୍ତି। ସିବିଆଇ କାହିଁକି ନୋଟିସ କରିଥିଲା, କ’ଣ ପାଇଁ ଡାକିଛି ମୁଁ ଜାଣି ନ ଥିବା କହିଛନ୍ତି ମହିମାନନ୍ଦ। ଆଇନ ଉପରେ ତାଙ୍କର ଯଥେଷ୍ଟ ଭରସା ଅଛି…
ପୁଣି ରୋଷେଇ ଘରେ ମହଙ୍ଗା ମାଡ: ପ୍ରତି ୟୁନିଟ୍ ପିଛା ୨.୬୩ ଟଙ୍କା ବଢ଼ିଲା ପିଏନ୍ଜି
ନୂଆଦିଲ୍ଲୀ,୫।୮: ଗତ କିଛି ଦିନରୁ ଦେଶରେ ଲଗାତର ଭାବେ ଦରବୃଦ୍ଧି ପାଇବାରେ ଲାଗିଛି। ଯାହା ଲୋକଙ୍କ ନିଦ ହଜାଇ ଦେଇଛି। ଇତିମଧ୍ୟରେ ଦିଲ୍ଲୀବାସୀଙ୍କୁ ପୁଣିଥରେ ଆଉ ଥରେ ମହଙ୍ଗା ମାଡ଼ ପଡ଼ିଛି। ଆଇଜିଏଲ୍ ଗ୍ୟାସର ମୂଲ୍ୟ ବୃଦ୍ଧି କରିଛି। ରାଜଧାନୀର ଘରେ…
କପିଳାସ ଅଭୟାରଣ୍ୟରେ ଲାଗିବ ୬୦ କ୍ୟାମେରା
ଢେଙ୍କାନାଳ ଅଫିସ,୫।୮: ବାଘଙ୍କ ଗତିବିଧି ଉପରେ ନଜର ରଖିବାକୁ ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟରେ ଲାଗିବ ୬୦ ଟ୍ରାପ୍ କ୍ୟାମେରା। ପ୍ରତି ୨ ବର୍ଗ କିଲୋମିଟର ପରିଧିରେ ଗୋଟିଏ ଲେଖାଏ କ୍ୟାମେରା ଖଞ୍ଜାଯିବ। ପୂର୍ବରୁ ଲାଗିଥିବା କ୍ୟାମେରାର ବିପରୀତ ପାର୍ଶ୍ୱରେ ନୂତନ…
ଜିଲା ଚିକିତ୍ସାଳୟରେ ଚିକିତ୍ସା ଢିଲା
ଢେଙ୍କାନାଳ ଅଫିସ,୫।୮: ସାତ ମହଲା କୋଠା। ତଳେ ଛିଡ଼ାହେଲେ ନଭଶ୍ଚୁମ୍ଭୀ ଅଟ୍ଟାଳିକାକୁ ଆଖିପାଉନି। ରୋଗୀ ଯେପରି ହାତପାଆନ୍ତାରେ ଗୁଣାତ୍ମକ ସେବା ପାଇପାରିବେ, ସେଥିଲାଗି କିଣାଯାଇଛି ଅତ୍ୟାଧୁନିକ ଉପକରଣ। ଏସବୁରେ ଖର୍ଚ୍ଚ ହୋଇଛି ୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା। କୋଠା ଅଛି, ସରଞ୍ଜାମ…
ପୁଣି ଡରାଇଲା ଦିଲ୍ଲୀ: ୨୦୦କଣ୍ଟେନମେଣ୍ଟ ଜୋନ, ୬ହଜାରରୁ ଊର୍ଦ୍ଧ୍ୱ ସକ୍ରିୟ ମାମଲା
ନୂଆଦିଲ୍ଲୀ,୫।୮: ରାଜଧାନୀ ଦିଲ୍ଲୀ ସମେତ ଏନ୍ସିଆରରେ ପୁଣି ଥରେ କରୋନା କାୟା ମେଲାଇଲାଣି। ଧୀରେ ଧୀରେ ରାଜଧାନୀରେ କଣ୍ଟେନମେଣ୍ଟ ଜୋନ ପୁଣି ଫେରିଥିବା ଦେଖିବାକୁ ମିଳିଛି। କରୋନା ଗ୍ରାଫ୍ ଦିନକୁ ଦିନ ବୃଦ୍ଧି ପାଇଥିବା ବେଳେ ସକ୍ରିୟ ମାମଲା ସମେତ ପଜିଟିଭିଟି…
Archives


