୩୯ ବଦଳରେ ୧୨ ନର୍ସ
ଚମ୍ପୁଆ,୫ା୮(ଡି.ଏନ.ଏ.): ୧୯୧୦ ମସିହାରେ ନିର୍ମିତ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟ ଏବେ ଅବହେଳିତ ଅବସ୍ଥାରେ। ସେଥିପାଇଁ ରୋଗୀ ଏବେ ଜିଲା ମୁହାଁ ହେଲେଣି। ଉଚ୍ଚ କର୍ତ୍ତୃପକ୍ଷ ଅବହେଳାରୁ ଡାକ୍ତର ଅଭାବ ବର୍ତ୍ତମାନ ଦୈନନ୍ଦିନ ଘଟଣା ପାଲଟିଥିବା ବେଳେ ପ୍ରମୁଖ ସେବା ଯୋଗାଉଥିବା ନର୍ସ…
ନାଇଟ୍ କ୍ଲବ୍ରେ ବଡ଼ ଧରଣର ଅଗ୍ନିକାଣ୍ଡ: ଚାଲିଗଲା ୪୦ ଜୀବନ
ବ୍ୟାଙ୍କକ୍,୫।୮: ଥାଇଲ୍ୟାଣ୍ଡର ଏକ ନାଇଟ କ୍ଲବରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକର ଦକ୍ଷିଣ ପୂର୍ବରେ ଚୋନୁବୁରୀ ପ୍ରଦେଶର ସଟ୍ଟାହିପ୍ ଜିଲାରେ…
ଭଙ୍ଗା ଚାଳିଆରେ ପାଠ ପଢ଼ା
ଠାକୁରମୁଣ୍ଡା,୫ା୮(ଡି.ଏନ.ଏ.): ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଇ ଆସୁଥିବା କହୁଛନ୍ତି। ୫-ଟି ଯୋଜନାରେ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟ ଚାଲିଛି। ମାତ୍ର ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ତାଳପଦା ପଞ୍ଚାୟତ ଅଧୀନ ଭଦୁବାହାଳି ଗ୍ରାମ ପ୍ରାଥମିକ ବିଦ୍ୟାଳୟର ଅବସ୍ଥା ଦେଖିଲେ ପ୍ରଚଳିତ ଶିକ୍ଷା…
ବଢିଲା ରେପୋ ରେଟ୍: ବଢିବ ଘର ଋଣ ସୁଧ ହାର
ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ଙ୍କ ମୂଲ୍ୟ ନିର୍ଦ୍ଧାରଣ କମିଟି ବୈଠକରେ ଆରବିଆଇ ରେପୋ ରେଟ୍କୁ ୦.୫୦ ପ୍ରତିଶତ ବୃଦ୍ଧି ଘୋଷଣା କରାଯାଇଛି। ଫଳରେ ରେପୋ ରେଟ୍ ୪.୯୦ ପ୍ରତିଶତରୁ ୫.୪୦ ପ୍ରତିଶତକୁ ବୃଦ୍ଧି ପାଇଛି। ଆରବିଆଇର ଏହି ନିଷ୍ପତ୍ତି ପରେ,…
ପଥର ଖାଦାନ ପାଇଁ ବଳିପଡ଼ିଲା ତୈଳଭଣ୍ଡାର
ଯାଜପୁର ଅଫିସ,୫ା୮: ଯାଜପୁର ଜିଲା ଚଣ୍ଡିଖୋଲଠାରେ ପ୍ରସ୍ତାବିତ ଦେଶର ୪ର୍ଥ ସର୍ବବୃହତ୍ ତୈଳଭଣ୍ଡାର ପଥର ଖାଦାନ ପାଇଁ ବଳିପଡିଛି। କ୍ୟାବିନେଟ ମଞ୍ଜୁରୀ ମିଳିବାର ଇତିମଧ୍ୟରେ ୪ ବର୍ଷ ଅତିକ୍ରାନ୍ତ ହୋଇସାରିଥିଲେ ହେଁ କେନ୍ଦ୍ର ସରକାରଙ୍କ ଏହି ମହତ୍ ଉଦ୍ଦେଶ୍ୟକୁ କାର୍ଯ୍ୟକାରୀ ନ…
ଓଡ଼ିଶାର ପୂର୍ବତନ ଏମ୍ପି, ୨ ପୂର୍ବତନ ବିଧାୟକଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି
ନୂଆଦିଲ୍ଲୀ,୫।୮:ଚିଟ୍ଫଣ୍ଡ ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ଏକ କମ୍ପାନୀର ୨.୧୬ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଜବତ କରିଛି। ଓଡ଼ିଶାର ଜଣେ ପୂର୍ବତନ ଏମ୍ପି ଏବଂ ଦୁଇଜଣ ପୂର୍ବତନ ବିଧାୟକ ପୂର୍ବରୁ ଏହି କମ୍ପାନୀର…
ଆଜି ହୋଇପାରେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ
ମୁମ୍ବାଇ,୫୪।୮: ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଶୁକ୍ରବାର ହୋଇପାରେ । ଶିବସେନାର ଶିନ୍ଦେ ଗୋଷ୍ଠୀ ମୁଖପାତ୍ର ଦୀପକ କେସର୍କାର ଏଭଳି ସୂଚନା ଦେଇଛନ୍ତି। ମନ୍ତ୍ରିମଣ୍ଡଳରେ ଭାଜପାରୁ ୭ ଏବଂ ଶିନ୍ଦେ ଗୋଷ୍ଠୀରୁ ୭ ବରିଷ୍ଠ ବିଧାୟକ…
ଗ୍ରିନରଙ୍କୁ ରୁଷିଆରେ ୯ ବର୍ଷ ଜେଲ
ମସ୍କୋ, ୫ା୮: ଡ୍ରଗ୍ସ ଚାଲାଣ ଅଭିଯୋଗରେ ଆମେରିକାର ବାସ୍କେଟବଲ ଖେଳାଳି ବ୍ରିଟନି ଗ୍ରିନରଙ୍କୁ ରୁଷିଆର ଏକ କୋର୍ଟ ଗୁରୁବାର ୯ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ଏକ ନିୟୁତ ରୁବଲ(୧୬,୯୯୦ ଡଲାର) ଜରିମାନା ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି। ଫଳରେ ରୁଷୀୟ…
ଭାରତ-ବାଂଲାଦେଶ ଫାଇନାଲ ଆଜି
ଭୁବନେଶ୍ୱର,୫।୮ (କ୍ରୀଡ଼ା ପ୍ରତିନିଧି):କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୨୦ ବର୍ଷରୁ କମ୍ ସାଫ୍ (ସାଉଥ ଏସିଆନ ଫୁଟବଲ ଫେଡେରେଶନ) ଫୁଟବଲ ଟୁର୍ନାମେଣ୍ଟର ଫାଇନାଲ ଶୁକ୍ରବାର ଭାରତ ଓ ବାଂଲାଦେଶ ମଧ୍ୟରେ ଅନୁଷ୍ଠିତ ହେବ। ରାତି ୭ଟାରେ ମ୍ୟାଚ ଆରମ୍ଭ ହେବ। ଗତ ସଂସ୍କରଣର…
ଦେଶରେ ଥମୁନି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୫।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦,୫୫୧ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୫୩ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା…
ଲମ୍ଫ ଜମ୍ପରେ ମୁରଲୀ ଶ୍ରୀଶଙ୍କରଙ୍କୁ ରୌପ୍ୟ
ବର୍ମିଂହାମ,୫।୮: ବର୍ମିଂହାମରେ ଚାଲିଥିବା ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡାରେ ପୁରୁଷ ଲଙ୍ଗ୍ ଜମ୍ପ୍ରେ ଭାରତର ମୁରଲୀ ଶ୍ରୀଶଙ୍କର ଚମତ୍କାର ପ୍ରଦର୍ଶନ କରି ରୌପ୍ୟ ପଦକ ଜିତିଛନ୍ତି। ପୁରୁଷ ଲଙ୍ଗ୍ ଜମ୍ପ୍ ଫାଇନାଲରେ ଶ୍ରୀଶଙ୍କର ୮.୦୮ ମିଟର ଶ୍ରେଷ୍ଠ ଜମ୍ପ ସହିତ ରୌପ୍ୟ ପଦକ…
କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବ୍ରହ୍ମପୁର ଅଫିସ/ପାତ୍ରପୁର,୫ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜୟନ୍ତୀପୁର ହାଇସ୍କୁଲର କ୍ରୀଡ଼ା ଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଲୁନା ମହାନ୍ତିଙ୍କ ସର୍ଚ୍ଚ ଓ୍ବାରେଣ୍ଟ ବଳରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍…
Archives


