Home

‘କଂଗ୍ରେସ ଏବେ ବି ବୃହତ୍‌ ବିରୋଧୀ ଦଳ’

ପାଟନା,୧୨।୯: ୨୦୨୪ସାଧାରଣ ନିର୍ବାଚନରେ ଭାଜପାକୁ ପରାସ୍ତ କରିବା ନିମନ୍ତେ ବିରୋଧୀ ଦଳଗୁଡ଼ିକୁ ଏକାଠି କରିବା ଲାଗି ଜୋର୍‌ଦାର ଉଦ୍ୟମ ଜାରି ରହିଛି। ନିକଟରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦିଲ୍ଲୀ ଯାଇ ବିଭିନ୍ନ ଦଳର ନେତାଙ୍କୁ ଭେଟି ଏନେଇ ଆଲୋଚନା କରିଥିଲେ।…

ୟୁପିରେ ହାଇଆଲର୍ଟ

ଲକ୍ଷ୍ନୌ,୧୨।୯: ଜ୍ଞାନବାପି ମସ୍‌ଜିଦ ମାମଲାରେ ବାରାଣସୀ ଜିଲା କୋର୍ଟ ସୋମବାର ଅଞ୍ଜୁମନ ଇଣ୍ଟେଜେମିଆ ମସ୍‌ଜିଦ କମିଟିର ଆବେଦନକୁ ଖାରଜ କରିଦେବା ପରେ ଉତ୍ତରପ୍ରଦେଶରେ ହାଇଆଲର୍ଟ ଜାରି କରାଯାଇଛି। ଜିଲା ଜଜ୍‌ ଅଜୟ କ୍ରିଷ୍ଣ ବିଶ୍ୱେଷ ମହିଳା ଆବେଦନକାରୀଙ୍କ ସପକ୍ଷରେ ରାୟ ଦେଇଛନ୍ତି।…

ପୁଷ୍ପା: ଦ’ ରାଇଜ୍‌କୁ ଶ୍ରେଷ୍ଠ ଫିଲ୍ମ: ଅଲ୍ଲୁ ଅର୍ଜୁନ ଶ୍ରେଷ୍ଠ ଅଭିନେତା

ବେଙ୍ଗାଲୁରୁ,୧୨।୯: ବେଙ୍ଗାଲୁରୁଠାରେ ଶନିବାର ଓ ରବିବାର ଦଶମ ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି(ଏସ୍‌ଆଇଆଇଏମ୍‌ଏ) ଆଓ୍ବାର୍ଡ ଅନୁଷ୍ଠିତ ହୋଇଯାଇଛି। ସାଉଥ୍‌ ଚଳଚ୍ଚିତ୍ର ଜଗତର ବହୁ କଳାକାର, ଫିଲ୍ମ ନିର୍ଦ୍ଦେଶକ ଓ ପ୍ରଯୋଜକ ଏହି ସମାରୋହରେ ଯୋଗଦେଇଥିଲେ। ଏହି ଅବସରରେ ଚଳିତ ସାଉଥ୍‌ ସିନେ…

ସୋନାଲିଙ୍କ ମୃତ୍ୟୁ ମାମଲାର ହେବ ସିବିଆଇ ଯାଞ୍ଚ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସୁପାରିଶ

ନୂଆଦିଲ୍ଲୀ,୧୨।୯: ଟିକ୍‌ଟକ୍‌ ଷ୍ଟାର ତଥା ଭାଜପା ନେତ୍ରୀ ସୋନାଲି ଫୋଗାଟଙ୍କ ରହସ୍ୟଜନକ ମୃତ୍ୟୁ ପରେ ସିବିଆଇ ତଦନ୍ତ ପାଇଁ ଦାବି ଜୋର ଧରିଛି। ଇତିମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମଧ୍ୟ ସିବିଆଇ ଯାଞ୍ଚ ପାଇଁ ସୁପାରିଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋନାଲିଙ୍କ ମୃତ୍ୟୁ…

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୧୨।୯: ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ୨୦୨୨ ଟି-୨୦ ବିଶ୍ୱକପ ପାଇଁ ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ)   ଦଳ ଘୋଷଣା କରିଛି। ଏହି ଦଳରେ ବାମହାତୀ ଦ୍ରୁତ ବୋଲର ଅର୍ଶଦୀପ ସିଂ ସ୍ଥାନ ପାଇଛନ୍ତି। ଏଥି ସହ…

ଗୁଜରାଟ ନିର୍ବାଚନ ପୂର୍ବରୁ ଏଏପିକୁ ବଡ଼ ଝଟ୍‌କା

ଅହମ୍ମଦାବାଦ,୧୨।୯: ଗୁଜରାଟ ନିର୍ବାଚନ ପାଇଁ ନିଜର ପୁରା ଦମ୍‌ ଲଗାଇଥିବା ଆମ ଆଦମୀ ପାର୍ଟି(ଏଏପି)କୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତୀୟ ଟ୍ରାଇବଲ ପାର୍ଟି (ବିଟିପି) ଏଏପି ସହ ନିଜର ୫ମାସର ମେଣ୍ଟକୁ ଭାଙ୍ଗିିଛି। ଏନେଇ ସୋମବାର ବିଟିପି ଔପଚାରିକ ଭାବେ…

ଅକ୍ଟୋବର ୬ରେ ହାତକୁ ଦି’ ହାତ ହେବେ ଏହି ଷ୍ଟାର୍‌ ଯୋଡି

ବି-ଟାଉନର ଚର୍ଚ୍ଚିତ ଯୋଡି ଅଭିନେତା ଅଲି ଫଜଲ ଏବଂ ଅଭିନେତ୍ରୀ ରିଚା ଚଢା ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛି। ଉଭୟ ଆସନ୍ତା ଅକ୍ଟୋବର ୬ରେ ସାତ ଜନ୍ବ ପାଇଁ ଏକାଠି ହେବାକୁ ହେବାକୁ ଯାଉଛନ୍ତି। ପରେ ଅକ୍ଟୋବର ୭ରେ…

ହଠାତ୍‌ ସଲମାନଙ୍କ ଘରେ ପହଞ୍ଚିଲା ମୁମ୍ବାଇ ପୋଲିସ

ପଞ୍ଜାବୀ ଗାୟକ ସିଦ୍ଧୁ ମୂସେୱାଲାଙ୍କ ହତ୍ୟା ପରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ପୁଣି ଥରେ ଦବଙ୍ଗ ଷ୍ଟାର୍‌ ସଲମାନ ଖାନଙ୍କୁ ହତ୍ୟା ଧମକ ଦେଇଥିଲେ। ସୋମବାର ପଚରାଉଚରା ପାଇଁ ମୁମ୍ବାଇ ପୋଲିସର ଏକ ଟିମ ସଲମାନଙ୍କ ଘରେ ପହଞ୍ଚିଥିଲା। ସୁରକ୍ଷା ସମୀକ୍ଷା…

ଟ୍ରାଫିକ୍‌ ଜାମ୍‌ରେ ଫସିଯାଇଥିଲେ ଡାକ୍ତର, ରୋଗୀଙ୍କ ଜୀବନ ବଞ୍ଚାଇବାକୁ ୩ କିମି ଦୌଡିଲେ

ବେଙ୍ଗାଲୁରୁ,୧୨।୯: ବେଙ୍ଗାଲୁରୁର ଜଣେ ଡାକ୍ତର ସେବାର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ଟ୍ରାଫିକ ଜାମ୍‌ରେ ଅଟକି ଯାଇଥିବା ଏହି ଡାକ୍ତର ଜଣଙ୍କ ରୋଗୀଙ୍କ ଜୀବନ ବଞ୍ଚାଇବା ପାଇଁ ତିନି କିଲୋମିଟର ଦୌଡ଼ିଥିଲେ ଏବଂ ଡାକ୍ତରଖାନାରେ ଠିକ ସମୟରେ ପହଞ୍ଚି ରୋଗୀର…

ସ୍ବାମୀ ସ୍ବରୂପାନନ୍ଦ ସରସ୍ବତୀଙ୍କ ଉତ୍ତରାଧିକାରୀଙ୍କ ନାଁ ଘୋଷଣା

ଭୋପାଳ,୧୨।୯: ଦ୍ୱାରକା ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ସ୍ବରୂପାନନ୍ଦ ସରସ୍ବତୀଙ୍କ ଉତ୍ତରାଧିକାରୀଙ୍କ ନାଁ ସୋମବାର ଘୋଷଣା କରାଯାଇଛି। ଜ୍ୟୋତିଷ ପୀଠର ନୂତନ ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ଏବଂ ଶାରଦା ପୀଠର ନୂତନ ଶଙ୍କରାଚାର୍ଯ୍ୟ ସ୍ବାମୀ ସଦାନନ୍ଦ ସରସ୍ବତୀ ହେବେ। ଶଙ୍କରାଚାର୍ଯ୍ୟଙ୍କ ବ୍ୟକ୍ତିଗତ ସଚିବ…

ଜ୍ଞାନବ୍ୟାପୀ-ଶୃଙ୍ଗାର ଗୌରୀ ମାମଲା: ହିନ୍ଦୁଙ୍କ ସପକ୍ଷରେ ଆସିଲା ରାୟ

ଲକ୍ଷ୍ନୌ,୧୨।୯: ଉତ୍ତରପ୍ରଦେଶର ବାରାଣସୀରେ ଜ୍ଞାନବ୍ୟାପୀ ଏବଂ ଶୃଙ୍ଗାର ଗୌରୀ ମାମଲାରେ ସୋମବାର ଜିଲା କୋର୍ଟ ରାୟ ଦେଇଛନ୍ତି। ଶୃଙ୍ଗାର ଗୌରୀରେ ପୂଜାପାଠ କରିବାର ଅଧିକାର ପାଇଁ ଦାଖଲ ହୋଇଥିବା ଆବେଦନକୁ କୋର୍ଟ ଶୁଣାଣି ଯୋଗ୍ୟ ବୋଲି କହିଛନ୍ତି। ହିନ୍ଦୁ ପକ୍ଷ ଜ୍ଞାନବ୍ୟାପି…

ଶ୍ରୀଲଙ୍କାରେ ୬୦ ଲକ୍ଷ ଲୋକଙ୍କୁ ମିଳୁନି ଖାଦ୍ୟ

କଲମ୍ବୋ,୧୨ା୯: ଶ୍ରୀଲଙ୍କାର ଆର୍ଥିକ ସ୍ଥିତି ଏତେ ଖରାପ ହୋଇଛି ଯେ, ଏଠାରେ ୬୦ ଲକ୍ଷରୁ ଅଧିକ ଲୋକ ଅନାହାରରେ ପହଞ୍ଚିଛନ୍ତି। ଖାଦ୍ୟ ସାମଗ୍ରୀର ଅଭାବ ଏବଂ  ବର୍ଦ୍ଧିତ ମୂଲ୍ୟ ଏଠାକାର ଲୋକଙ୍କଠାରୁ ସେମାନଙ୍କ ଭୋକ ଛଡ଼ାଇନେଇଛି। ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri