Home

ଜଗା ୟୁନାଇଟେଡ୍‌ କ୍ଲବ ସେମିରେ

ଢେଙ୍କାନାଳ ଅଫିସ,୧୭ା୧୧: ଢେଙ୍କାନାଳ କ୍ରୀଡ଼ା ସଂଘ ଆନୁକୂଲ୍ୟରେ ତଥା ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ଏବଂ ସ୍ବର୍ଗତ ଅଧିକାରୀ ସାମଲ ମେମୋରିଆଲ ଟ୍ରଷ୍ଟର ମିଳିତ ସହଯୋଗରେ ୪ର୍ଥ ସର୍ବଭାରତୀୟ ଆମନ୍ତ୍ରଣ ଫୁଟ୍‌ବଲ ପ୍ରତିଯୋଗିତା ବୁଧବାର ଢେଙ୍କାନାଳରେ ଆରମ୍ଭ…

‘ପୁଅଙ୍କ ସହ ମ୍ୟାଚ ମୋଡ଼ ବଦଳାଇଥିଲା’

ଭୁବନେଶ୍ୱର, ୧୭।୧୧ (ତପନ ସ୍ବାଇଁ): ଭାରତରେ ଏବେ ମହିଳା କ୍ରିକେଟ ଉତ୍‌ଥାନ ପଥରେ ରହିଛି। ଭାରତୀୟ ଦଳ ବିଶ୍ୱର ଯେ କୌଣସି ଦଳକୁ ଚ୍ୟାଲେଞ୍ଜ ଦେବାକୁ ସକ୍ଷମ। ଘରୋଇ କ୍ରିକେଟରେ ଚାଲେଞ୍ଜର ଟ୍ରଫି ଏବଂ ଫ୍ରାଞ୍ଚାଇଜ୍‌ଭିତ୍ତିକ ମହିଳା ଆଇପିଏଲ୍‌ ଦେଶର ଖେଳାଳିଙ୍କ…

ସନ୍‌ କିଙ୍ଗ୍‌ ଇନ୍‌ଫିନିଟିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୭।୧୧: ଦେଶର ପ୍ରମୁଖ ସୋଲାର ଏନର୍ଜି ପ୍ରଡକ୍ଟ କମ୍ପାନୀ ସନ୍‌ କିଙ୍ଗ୍‌ର ସବ୍‌-ବ୍ରାଣ୍ଡ୍‌ ସନ୍‌ କିଙ୍ଗ୍‌ ଇନ୍‌ଫିନିଟି ପକ୍ଷରୁ ନିକଟରେ ନୂତନ ଉତ୍ପାଦର ସର୍ବଭାରତୀୟ ଉନ୍ମେଚୋନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ନୂଆ ଏଲ୍‌ଇଡି ଲାଇଟିଂ ପ୍ରଡକ୍ଟ ରେଞ୍ଜର ମଧ୍ୟ…

ନୁଭୋକୋ ପ୍ଲାଣ୍ଟକୁ ଗ୍ରୀନ୍‌ ପ୍ରୋ ଇକୋଲେବଲ ସ୍ବୀକୃତି

ନୂଆଦିଲ୍ଲୀ,୧୭।୧୧: ଦେଶର ପ୍ରମୁଖ ସିମେଣ୍ଟ କମ୍ପାନୀ ନୁଭୋକୋ ଭିଷ୍ଟାସ୍‌ କର୍ପୋରେଶନ ଲିମିଟେଡ୍‌ (ଏନ୍‌ଭିସିଏଲ୍‌)ର ୬ଟି ରେଡି-ମିକ୍ସ କଂକ୍ରିଟ ପ୍ଲାଣ୍ଟକୁ ସମ୍ମାନଜନକ ଗ୍ରୀନ୍‌ ପ୍ରୋ ପ୍ରମାଣପତ୍ର ମିଳିଛି। ବିଶେଷକରି କମ୍ପାନୀର ପାଟେନଚେରୁ, ମିୟାପୁର(ହାଇଦ୍ରାବାଦ), ହ୍ବାଇଟ୍‌ଫିଲ୍ଡ (ବେଙ୍ଗାଲୁରୁ), ସନଥଲ୍‌(ଗୁଜରାଟ), ନୋଏଡା (ଉତ୍ତରପ୍ରଦେଶ) ଏବଂ ଗୁର୍‌ଗାଓଁ…

ରାଷ୍ଟ୍ରବ୍ୟାପୀ ଡିଜିଟାଲ ଜୀବନ ପ୍ରମାଣପତ୍ର ପ୍ରୋତ୍ସାହନ ଅଭିଯାନ

ଭୁବନେଶ୍ୱର,୧୭।୧୧: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)ର ଭୁବନେଶ୍ବରସ୍ଥିତ ମୁଖ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଏକ ଡିଜିଟାଲ ଜୀବନ ପ୍ରମାଣପତ୍ର ପଞ୍ଜୀକରଣ ଶିବିର ଆୟୋଜିତ ହୋଇଯାଇଛି। ଏପରିକି ପେନ୍‌ସନ ଏବଂ ପେନ୍‌ସନଭୋଗୀ କଲ୍ୟାଣ ବିଭାଗ ଓ ଏସ୍‌ବିଆଇ ସିପିପିସି ଭୁବନେଶ୍ବର ସହଭାଗିତାରେ ଉକ୍ତ କାର୍ଯ୍ୟକ୍ରମର…

‘ଡିଜିଟାଲ କାରବାରରେ ସତର୍କତା ଜରୁରୀ’

କଟକ,୧୭।୧୧: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ)ର କଟକ କ୍ଷେତ୍ର ଆନୁକୂଲ୍ୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ‘ରିଜର୍ଭ ବ୍ୟାଙ୍କ ଦ୍ୱାରା ନିୟନ୍ତ୍ରିତ ସଂସ୍ଥାର ଅଭିଯୋଗ ନିରାକରଣ ପଦ୍ଧତି ଏବଂ ରିଜର୍ଭ ବ୍ୟାଙ୍କ ସମନ୍ବିତ ଲୋକପାଳ ଯୋଜନା-୨୦୨୨ ଉପରେ ସଚେତନତା…

‘ଶାଢ଼ି ବ୍ୟବସାୟର ବ୍ୟାପକ ସମ୍ଭାବନା ରହିଛି’

ଭୁବନେଶ୍ୱର,୧୭।୧୧: ଟାଟା ଗ୍ରୁପ୍‌ର ସହଯୋଗୀ ସଂସ୍ଥା ତଥା ଭାରତର ପ୍ରମୁଖ ଗାର୍ମେଣ୍ଟ (ଶାଢ଼ି) ବ୍ରାଣ୍ଡ୍‌ ତନେଇରା ଓଡ଼ିଶା ବଜାରରେ ପ୍ରବେଶ କରିବା ସହ ଭୁବନେଶ୍ୱରର ମାଷ୍ଟର କ୍ୟାଣ୍ଟନଠାରେ ବ୍ରାଣ୍ଡ୍‌ର ପ୍ରଥମ ଏକ୍ସକ୍ଲୁସିଭ ଷ୍ଟୋର ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଟାଇଟାନ…

ଭିଡ଼ ବଢ଼ାଉଛି କାରବାର

କଟକ,୧୭।୧୧: ଦେଶର ଲୋକପ୍ରିୟ ପପୁଲାର କିଚେନ ଆଣ୍ଡ ହୋମ୍‌ ପ୍ରଡକ୍ଟସ କମ୍ପାନୀ ଟିଟିକେ ପ୍ରେଷ୍ଟିଜ୍‌ର ସ୍ବୀକୃତିପ୍ରାପ୍ତ ଡିଲର ବାଲାଜୀ ଡିଷ୍ଟ୍ରିବ୍ୟୁଟର୍ସ ଜରିଆରେ ଚଳିତ ବର୍ଷ କଟକ ବାଲିଯାତ୍ରାରେ ସାମିଲ ହୋଇଛି। ଏପରିକି ଗତ ୨ବର୍ଷ ପରେ ବାଲିଯାତ୍ରା ହେଉଥିବାରୁ ଚଳିତ ବର୍ଷ…

ସିଗାରେଟ୍‌ ଟାଣି ୪୨ କି.ମି. ମାରାଥନ୍‌ ଦୌଡ଼

ବେଜିଂ: ମାରାଥନ୍‌ ଦୌଡ଼ର ମୁଖ୍ୟ ଉଦ୍ଦେଶ୍ୟ ଶରୀରକୁ ଫିଟ୍‌ ରଖିବା । ଏକାଧିକ କିଲୋମିଟରର ମାରାଥନ୍‌ରେ ସୁସ୍ଥ ଲୋକ ଭାଗ ନେଉଥିବାର ଦେଖାଯାଏ। କିନ୍ତୁ ଚାଇନାର ବେଶ୍‌ ଜଣାଶୁଣା ୫୦ ବର୍ଷୀୟ ଚେନ୍‌ ସ୍ମୋକର ସିଗାରେଟ୍‌ ଟାଣି ୪୨ କି.ମି. ଦୂର…

ଅରବିନ୍ଦ ବୀର୍‌ମାନି ନୀତି ଆୟୋଗର ପୂର୍ଣ୍ଣକାଳୀନ ସଦସ୍ୟ

ନୂଆଦିଲ୍ଲୀ,୧୭।୧୧(ପି.ଟି.): ପୂର୍ବତନ ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା ଅରବିନ୍ଦ ବୀର୍‌ମାନିଙ୍କୁ ନୀତି ଆୟୋଗର ପୂର୍ଣ୍ଣକାଳୀନ ସଦସ୍ୟ ନିଯୁକ୍ତ କରାଯାଇଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବୀର୍‌ମାନି ୨୦୦୭ରୁ ୨୦୦୯ ଅର୍ଥ ମନ୍ତ୍ରଣାଳୟ ଅଧୀନରେ ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା ଭାବେ କାର୍ଯ୍ୟ କରିଥିଲେ। ସେ…

ଲତା ମଙ୍ଗେସକରଙ୍କ ଗୀତରେ ଡ୍ୟାନ୍ସ କଲେ ପାକିସ୍ତାନୀ ଯୁବତୀ

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ଭିନ୍ନ ସମ୍ପର୍କ ରହିଛି। ଯଦିଓ ଦୁଇ ଦେଶ ମଧ୍ୟରେ ସମ୍ପର୍କ ତିକ୍ତ ହୋଇ ରହିଛି କିନ୍ତୁ ଯେତେବେଳେ ସାଂସ୍କୃତିକ ପ୍ଲାଟ୍‌ଫର୍ମ କଥା ଆସେ, ଉଭୟ ଦେଶରେ ପରସ୍ପରର ଗୀତ, ସଙ୍ଗୀତ ଏବଂ ଫିଲ୍ମ ପସନ୍ଦ…

ଆଫ୍‌ତାବଙ୍କ ନାର୍କୋ ପରୀକ୍ଷା ହେବ

ନୂଆଦିଲ୍ଲୀ,୧୭।୧୧ : ଲିଭ୍‌-ଇନ୍‌-ପାର୍ଟନର ଶ୍ରଦ୍ଧା ଓ୍ବାଲକରଙ୍କୁ ହତ୍ୟା କରିବା ପରେ ଶରୀରକୁ ୩୫ ଖଣ୍ଡ କରି ଦିଲ୍ଲୀର ବିଭିନ୍ନ ସ୍ଥାନରେ ଫିଙ୍ଗିଥିବା ଅଭିଯୁକ୍ତ ଆଫତାବ୍‌ ପୁନାଓ୍ବାଲାଙ୍କ ନାର୍କୋ ଆନାଲିସିସ୍‌ ବା ଲାଇ ଡିଟେକ୍ଟର ପରୀକ୍ଷା ହୋଇପାରେ। ଏଥିପାଇଁ କୋର୍ଟ ଅନୁମତି ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?