Home

ହର୍ମୁଜକୁ ନେଇ ଇରାନ ଆଗରେ ସର୍ତ୍ତ ରଖିଦେଲେ ଟ୍ରମ୍ପ, ନ ମାନିଲେ ହେବ ବଡ଼ ଯୁଦ୍ଧ

ଓ଼୍ବାଶିଂଟନ,୧୬।୪: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମାପ୍ତ କରିବା ପାଇଁ କୂଟନୈତିକ ପ୍ରୟାସ ପୁଣି ଆରମ୍ଭ ହୋଇଛି। ଉଭୟ ଦେଶ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ରାଜି ହୋଇଛନ୍ତି। ଏହି ଶାନ୍ତି ଆଲୋଚନା କେବେ ଏବଂ କେଉଁଠାରେ ହେବ…

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍ ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) କୁ ପରାସ୍ତ କରିଛି। ବୋଲରଙ୍କ ଶାଣିତ ବୋଲିଂ ପରେ ବ୍ୟାଟରଙ୍କ…

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ, ମାତ୍ର ଗୋଟିଏ ମ୍ୟାଚ୍‌ରେ ପରାଜୟର ସ୍ବାଦ ଚାଖିଛି। ଏହି ପରାଜୟ ଦଳକୁ ସନରାଇଜର୍ସ…

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ RCB ଅଧିନାୟକ ରଜତ ପାଟିଦାର…

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ ଏହି ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି ପରିବାର ଲୋକେ । ଫୁଲବାଣୀ…

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ୨ ଟାରେ ଠେଲାପେଲାକୁ ନେଇ ଗ୍ରାମର ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ ଯାଉଥିବା ବେଳେ ବିପରୀତ ଦିଗରୁ ଦ୍ରୁତଗତି ରେ ଆସୁଥିବା ଏକ ବାଇକ୍ ଧକ୍କାରେ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ ଏକ ର଼୍ୟାକେଟ୍‌ କାମ କରୁଛି। ପଡୋଶୀ ଜିଲା ବରଗଡ ଓ ପଡୋଶୀ ରାଜ୍ୟ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ ‘RailOne’ ମୋବାଇଲ ଆପ୍‌ ବ୍ୟବହାର କରି ଯଦି ଆପଣ ଅଣସଂରକ୍ଷିତ (Unreserved) ଟିକେଟ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି । ୪୮ ଘଣ୍ଟା ଭିତରେ ସ୍ବତନ୍ତ୍ର ଅଧିବେଶନ ପାଇଁ ପ୍ରସ୍ତାବ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ ତଣ୍ଟି ଚିପି ନିଜ ଧର୍ମପତ୍ନୀଙ୍କୁ ହତ୍ୟା କରିବା ଘଟଣା । ସମ୍ବେଦନଶୀଳ ମାମଲାର…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ଟି-୨୦ ବିଶ୍ୱକପ ବିଜୟୀ ଭାରତୀୟ ଦଳର ସଦସ୍ୟ ଅଭିଷେକ ଶର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?