Home

ଧର୍ମ-ଜାତୀୟତାବାଦ ନେଇ ବିଭାଜିତ ହେବାରେ ଲାଗିଛନ୍ତି ପ୍ରବାସୀ ଭାରତୀୟ…

ନୂଆଦିଲ୍ଲୀ,୧୭।୧୦ : ହିନ୍ଦୁ ଜାତୀୟତାବାଦ କାରଣରୁ ଭାରତରେ ଚାଲିଥିବା ଉତ୍ତେଜନା ଧୀରେଧୀରେ ବ୍ରିଟେନ, ଆମେରିକା, କାନାଡା, ଅଷ୍ଟ୍ରେଲିଆର ଆଦି ସ୍ଥାନରେ ପହଞ୍ଚିଛି। ଧର୍ମ-ଜାତୀୟତାବାଦ ନେଇ ପ୍ରବାସୀ ଭାରତୀୟ ବିଭାଜିତ ହେବାରେ ଲାଗିଛନ୍ତି। ୟୁରୋପରୁ ଆମେରିକା ପର୍ଯ୍ୟନ୍ତ ଭାରତୀୟଙ୍କ ମଧ୍ୟରେ ମତଭେଦ ସ୍ପଷ୍ଟ…

ଗୁଜରାଟ ନିର୍ବାଚନରୁ ମତେ ଦୂରେଇ ରଖିବାକୁ ଚାହୁଁଛି ଭାଜପା, କହିଲେ ସିସୋଡିଆ…

ନୂଆଦିଲ୍ଲୀ,୧୭।୧୦ : ସିବିଆଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଏକ୍ସାଇଜ ପଲିସି ମାମଲାରେ ପଚରାଉଚରା କରିବାକୁ ଯାଉଛି। ଘରୁ ବାହାରିବା ପୂର୍ବରୁ ମନୀଷ ସିସୋଡିଆ ତାଙ୍କ ମା’ଙ୍କଠାରୁ ଆଶୀର୍ବାଦ ନେଉଥିବାର ନଜର ଆସିଥିଲେ। ଏହା ସହିତ ସିସୋଡିଆ ଟୁଇଟ କରି କହିଛନ୍ତି…

ବିବାହିତ ଅଭିନେତାଙ୍କ ପ୍ରେମରେ ପଡ଼ିଥିଲେ ସ୍ମିତା

ବଲିଉଡ୍‌ ଅଭିନେତ୍ରୀ ସ୍ମିତା ପାଟିଲ ତାଙ୍କର ଦମ୍‌ଦାର ଅଭିନୟ ପାଇଁ ଜଣାଶୁଣା। ସେ ୧୭ ଅକ୍ଟୋବର ୧୯୫୫ରେ ଏକ ରାଜନୈତିକ ପ୍ରଭାବଶାଳୀ ପରିବାରରେ ଜନ୍ମଗ୍ରହଣ କରିଥିଲେ। ହିନ୍ଦୀ ସିନେମାରେ ୭୦ ଦଶକର ସବୁଠାରୁ ଜଣାଶୁଣା ଅଭିନେତ୍ରୀମାନଙ୍କ ମଧ୍ୟରୁ ସ୍ମିତା ଅନ୍ୟତମ। ସେ…

ମୁଖ୍ୟ ଶାସନ ସଚିବଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ଆବାସିକ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀ ଗର୍ଭବତୀ ହେବା ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି) ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ତଲବ କରିଛନ୍ତି। ମାନବାଧିକାର କର୍ମୀ ତଥା ସୁପ୍ରିମକୋର୍ଟ ଓକିଲ ରାଧାକାନ୍ତ ତ୍ରିପାଠୀ କିଛିମାସ…

ଅର୍ଚ୍ଚନାଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ। ଗତ ଶୁକ୍ରବାର ଅର୍ଚ୍ଚନା ଜାମିନ ଆବେଦନ କରିଥିଲେ। ଆଜି ତାଙ୍କ ଏହି ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି।

ପୋଲିସ-ନକ୍ସଲ ଗୁଳିବିନିମୟ, ଏଏସ୍‌ଆଇ ଆହତ

ମାଲକାନଗିରି,୧୭ା୧୦(ଡି.ଏନ୍‌.ଏ.): ପୋଲିସ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ଜଣେ ଏଏସ୍‌ଆଇ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାର ତେରମ ଥାନା ଅଞ୍ଚଳରେ ଯବାନମାନେ କମ୍ବିଂ ଅପରେଶନ ସାରି ବେସ୍‌ କ୍ୟାମ୍ପକୁ ଫେରୁଥିବା ସମୟରେ ପୂର୍ବରୁ…

ନୂଆ ମୋଡ଼ରେ ବ୍ରାଜିଲ ରାଷ୍ଟ୍ରପତି ନିର୍ବାଚନ,ବୋଲସୋନାରୋ-ଲୁଲାଙ୍କ ମଧ୍ୟରେ ବିତର୍କ…

ବ୍ରାସିଲିଆ,୧୭।୧୦ : ବ୍ରାଜିଲରେ ରାଷ୍ଟ୍ରପତି ନିର୍ବାଚନ ନୂଆ ମୋଡ଼ରେ ପହଞ୍ଚିଛି। ନିର୍ବାଚନ ପ୍ରଚାର ଚାଲିଥିବାରୁ ଦୁଇ ପ୍ରାର୍ଥୀଙ୍କ ମଧ୍ୟରେ ବିତର୍କ ମଧ୍ୟ ତୀବ୍ର ହେବାରେ ଲାଗିଛି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନର ପ୍ରଥମ ବିତର୍କ ସମୟରେ ଉଭୟ ପ୍ରାର୍ଥୀ ପରସ୍ପର ବିରୋଧରେ ତୀବ୍ର…

ମୁହଁ ଖୋଲିଲେ ବ୍ୟବସାୟୀ, ଫସାଉଥିଲେ ଅର୍ଚ୍ଚନା

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗ ଏବେ ଜେଲରେ ଅଛନ୍ତି। ତାଙ୍କୁ ନେଇ ଏବେ ବି ଚାରିଆଡ଼େ ଚର୍ଚ୍ଚା ଲାଗି ରହିଛି। ଏପରିସ୍ଥିତିରେ…

କର୍ମଚାରୀଙ୍କୁ ଦୀପାବଳିରେ କାର୍‌ ଉପହାର ଦେଲେ ଜୁଏଲର୍ସ ମାଲିକ

ଚେନ୍ନାଇ,୧୭।୧୦: ଚେନ୍ନାଇର ଏକ ଜୁଏଲର୍ସ ଦୋକାନର ମାଲିକ ଏହାର କର୍ମଚାରୀମାନଙ୍କୁ ଦୀପାବଳି ଉପହାର ଭାବରେ କାର ଏବଂ ବାଇକ ଦେଇଛନ୍ତି। ଚଲାନି ଜୁଏଲର୍ସ ଜୁଏଲର୍ସ ପକ୍ଷରୁ ଏହାର ୧୦ ଜଣ କର୍ମଚାରୀଙ୍କୁ କାର୍‌ ଏବଂ ୨୦ ଜଣ କର୍ମଚାରୀଙ୍କୁ ମୋଟର ସାଇକେଲ…

ବିଡିଏ ପାଇଁ ଭୁବନେଶ୍ବର ବିଶ୍ବସ୍ତରରେ ପ୍ରଶଂସିତ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ବିଡିଏ ପାଇଁ ଭୁବନେଶ୍ବର ବିଶ୍ବସ୍ତରରେ ପ୍ରଶଂସିତ। ପ୍ରବଳ ବର୍ଷାରେ ମୁମ୍ବାଇ, ଚେନ୍ନାଇରେ ଯେଉଁ ପରିସ୍ଥିତି ଉପୁଜୁଛି ସେଭଳି ପରିସ୍ଥିତି ଭୁବନେଶ୍ବରରେ ହେଉନାହିଁ। ଏହା ବିଡିଏର ଅବଦାନ। କର୍ମଚାରୀଙ୍କ ଦକ୍ଷତା, ମନୋବଳ ଓ ଅକ୍ଳାନ୍ତ ପରିଶ୍ରମ ବଳରେ ଏସବୁ ସମ୍ଭବ ହୋଇ…

ଅଷ୍ଟ୍ରେଲିଆ ପାଇଁ ବିଜୟ ଲକ୍ଷ୍ୟ ୧୮୭ ରନ…

ମେଲବୋର୍ନ,୧୭।୧୦ : ଟି -୨୦ ବିଶ୍ୱକପ ସୁପର -୧୨ ରାଉଣ୍ଡ ପୂର୍ବରୁ, ସୁପର -୧୨ ରେ ପହଞ୍ଚିଥିବା ଦଳମାନଙ୍କୁ ନିଜ ନିଜ ମଧ୍ୟରେ ଅଭ୍ୟାସ ମ୍ୟାଚ ଖେଳିବାକୁ ପଡିବ। ଏହି ଧାରାରେ ସୋମବାର ଭାରତ ଅଷ୍ଟ୍ରେଲିଆ ସହିତ ବ୍ରିସବେନର ଦ ଗାବା…

କ୍ୱିଭ୍‌ରେ ଆତଙ୍କ: ଡ୍ରୋନ୍‌ ଦ୍ୱାରା ବୋମା ମାଡ଼…

କ୍ୱିଭ୍‌,୧୭।୧୦ : ରୁଷିା ପୁନର୍ବାର ୟୁକ୍ରେନର ରାଜଧାନୀ କ୍ୱିଭ୍‌ ଉପରେ ଏକ ବଡ଼ ଆକ୍ରମଣ କରିଛି। ଏହି ଆକ୍ରମଣ ଇରାନ ଦ୍ୱାରା ନିର୍ମିତ କାମିକାଜେ ଡ୍ରୋନ ଦ୍ୱାରା କରାଯାଇଛି। ଲଗାତାର ବୋମା ବିସ୍ଫୋରଣରେ କ୍ୱିଭ ସହର କମ୍ପିତ ହୋଇଥିଲା। କ୍ୱିଭ୍‌ରେ ରୁଷିଆର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri