Home

ପାୱାର ପ୍ଲାଣ୍ଟରେ ଆଇଓଟି ପ୍ରଯୁକ୍ତି ନିୟୋଜିତ

ଭୁବନେଶ୍ୱର,୧୬ା୧୧: ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ପ୍ଲାଣ୍ଟରେ ଜଳ ଖର୍ଚ୍ଚ କମ୍‌ କରିବା ପାଇଁ ଇଣ୍ଟରନେଟ୍‌ ଅଫ୍‌ ଥିଙ୍ଗସ୍‌ (ଆଇଓଟି) ପ୍ରଯୁକ୍ତିକୁ ନିୟୋଜିତ କରାଯାଇଛି। ଯେହେତୁ ପାୱାର ପ୍ଲାଣ୍ଟ ପାଇଁ କୁଲିଂ ୱାଟରର ଆବଶ୍ୟକତା ରହୁଛି, ସେଥିପାଇଁ ଉକ୍ତ ପ୍ରଯୁକ୍ତି ଦ୍ୱାରା ରିୟଲ…

ସେନ୍‌ସେକ୍ସରେ ୨୪୯ ପଏଣ୍ଟ ବୃଦ୍ଧି

ନୂଆଦିଲ୍ଲୀ,୧୬ା୧୧: ଦିନକ ପରେ ପୁଣି ଥରେ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଫଳରେ ଆଶା ଓ ଆଶଙ୍କା ମଧ୍ୟରେ ଥିବା ଦଲାଲ ଷ୍ଟ୍ରିଟ୍‌ର ନିବେଶକମାନେ କିଛି ପରିମାଣରେ ଲାଭବାନ୍‌ ହୋଇଛନ୍ତି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସର ଫଳାଫଳ (ଶେୟାର…

ମୋଦି-ସୁନକ ଭେଟ ପରେ ଭାରତୀୟଙ୍କ ପାଇଁ ୩୦୦୦ ଭିଜାକୁ ସବୁଜ ସଙ୍କେତ…

ବାଲି/ନୂଆଦିଲ୍ଲୀ,୧୬।୧୧ : ବ୍ରିଟେନରେ କାମ କରିବାକୁ ଚାହୁଁଥିବା ଭାରତୀୟଙ୍କ ପାଇଁ ଖୁସି ଖବର ସାମ୍ନାକୁ ଆସିଛି। ବ୍ରିଟେନରେ କାର୍ଯ୍ୟ କରିବା ପାଇଁ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଭାରତୀୟ ଯୁବବର୍ଗ ବୃତ୍ତିଗତମାନଙ୍କୁ ପ୍ରତିବର୍ଷ ୩୦୦୦ ଭିଜା ପ୍ରଦାନ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।…

ଭାଜପା ଏଏପି ପ୍ରାର୍ଥୀଙ୍କୁ କରିଛି ଅପହରଣ: ସିସୋଡିଆ…

ନୂଆଦିଲ୍ଲୀ,୧୬।୧୧ : ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମନୀଷ ସିସୋଡିଆ ବୁଧବାର କହିଛନ୍ତି ଯେ ଗୁଜରାଟରେ ନିର୍ବାଚନରେ ଭାଜପା ହାରିବାକୁ ଯାଉଛି। ଭାଜପା ଆମ ଆଦମୀ ପାର୍ଟିର ସୁରଟ ପୂର୍ବ…

୪୦%ରୁ କମ୍‌ ଗ୍ରାମପଞ୍ଚାୟତରେ ସ୍ଥାୟୀ ବ୍ୟାଙ୍କ

ଭୁବନେଶ୍ୱର,୧୬ା୧୧: ରାଜ୍ୟର ଆର୍ଥିକ ଅଭିବୃଦ୍ଧି ନିମନ୍ତେ ବ୍ୟାଙ୍କଗୁଡ଼ିକ ସବୁକ୍ଷେତ୍ରକୁ ଋଣ ପ୍ରଦାନ ବୃଦ୍ଧି କରିବାକୁ ରାଜ୍ୟ ସରକାରଙ୍କ ବରିଷ୍ଠ ପ୍ରଶାସକ ପ୍ରଦୀପ କୁମାର ଜେନା ମଙ୍ଗଳବାର ଅନୁଷ୍ଠିତ ୧୬୯ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ବୈଠକରେ ଯୋଗଦେଇ ଏଭଳି ମତବ୍ୟକ୍ତ କରିଛନ୍ତି।…

ମରୁଡ଼ି ସହାୟତା ଘୋଷଣା ପ୍ରଚାର ସର୍ବସ୍ବ: ଜୟନାରାୟଣ

ଭୁବନେଶ୍ବର,୧୬ା୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ସମୟରେ ମଙ୍ଗଳବାର ତରବରିଆ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ସବ୍‌ସିଡି ଘୋଷଣା କରିଛନ୍ତି, ଏହା ପ୍ରଚାର ସର୍ବସ୍ବ। ସରକାରଙ୍କ ଦିନରେ ଲଣ୍ଠନ ଦେଖାଇବା ସଦୃଶ ବୋଲି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର କହିଛନ୍ତି।…

ଶ୍ରଦ୍ଧାଙ୍କ ହତ୍ୟାକାରୀଙ୍କୁ ସର୍ବସମ୍ମୁଖରେ ଦିଆଯାଉ ଫାଶୀ, କହିଲେ ସଞ୍ଜୟ ରାଉତ…

ମୁମ୍ବାଇ,୧୬।୧୧ : ଦିଲ୍ଲୀରେ ଶ୍ରଦ୍ଧା ହତ୍ୟା ମାମଲା ଏକ ସମ୍ବେଦନଶୀଳତା ସୃଷ୍ଟି କରିଛି। ବର୍ତ୍ତମାନ ଏହି ପ୍ରସଙ୍ଗରେ ରାଜନୈତିକ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସୁଛି। ବିରୋଧୀ ତଥା ଶାସକ ଦଳର ବହୁ ନେତା ଏନେଇ କଠୋର ଦଣ୍ଡ ଦାବି କରୁଛନ୍ତି। ଏହି…

ଫସଲ ବୀମା ବିଫଳତା ପାଇଁ ଭାଜପା ଦାୟୀ: ବିଜେଡି

ବରଗଡ଼ ଅଫିସ, ୧୬ା୧୧: ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ବାଟବଣା ହୋଇପଡିଛି। ବୀମା ପ୍ରିମିୟମ ରାଶି ଜମା କରିବା ସତ୍ତ୍ୱେ ବରଗଡ଼ ଜିଲାର ଅନେକ କ୍ଷତିଗ୍ରସ୍ତ ଚାଷୀ ଏଯାଏ ବୀମା ସହାୟତା ପାଇନାହାନ୍ତି। ଏହାକୁ ନେଇ ପଦ୍ମପୁର ଉପଜିଲାପାଳଙ୍କ ଅଫିସ ଆଗରେ…

ଚାଷୀଙ୍କ ସମସ୍ୟା ସମାଧାନ ନ ହେବା ଯାଏଁ ଆନ୍ଦୋଳନ: ଭାଜପା

ଭୁବନେଶ୍ବର, ୧୬ା୧୧(ବ୍ୟୁରୋ): ମୁଣ୍ଡ ଉପରେ ପଦ୍ମପୁର ଉପନିର୍ବାଚନ ଥିବାବେଳେ ଏଠାରେ ବାଜିମାତ୍‌ କରିବାକୁ ବିଜେଡି ଏବଂ ଭାଜପା ଚାଷୀ ପ୍ରସଙ୍ଗକୁ ଢାଲ କରିଛନ୍ତି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀ ପାଇ ନ ଥିବା ବୀମା ରାଶିକୁ ନେଇ ଉଭୟ ଦଳ…

‘କଂଗ୍ରେସ କ୍ଷମତାକୁ ଆସିଲେ କେନ୍ଦୁଝରରେ ଇସ୍ପାତ କାରଖାନା ହେବ’

କେନ୍ଦୁଝର,୧୬ା୧୧(ଡି.ଏନ୍‌.ଏ/ସ୍ବ.ପ୍ର): କ୍ରମାଗତ ଭାବେ ଶାସନରେ ଥିବା ସରକାର କେନ୍ଦୁଝର ଜିଲାକୁ ଅବହେଳା କରି ଆସୁଛନ୍ତି। ସ୍ଥାନୀୟ ବେକାର ଯୁବତୀ, ଯୁବକଙ୍କ ନିକଟରେ ନିଯୁକ୍ତି ନାହିଁ। ଓଡ଼ିଶାର ବିକାଶ ପାଇଁ କଂଗ୍ରେସ ହିଁ ଏକମାତ୍ର ବିକଳ୍ପ। କଂଗ୍ରେସ କ୍ଷମତାକୁ ଆସିଲେ କେନ୍ଦୁଝରଠାରେ ଏକ…

ତୃତୀୟ ବିଶ୍ୱଯୁଦ୍ଧର ପଦଧ୍ୱନୀ, ପୋଲାଣ୍ଡରେ ପଡ଼ିଲା ରୁଷିଆ କ୍ଷେପଣାସ୍ତ୍ର, ନାଟୋ ଏକଜୁଟ…

ମସ୍କୋ/କ୍ୱିଭ୍‌,୧୬।୧୧ : ପ୍ରଥମ ଏବଂ ଦ୍ୱିତୀୟ ବିଶ୍ୱଯୁଦ୍ଧର ଆରମ୍ଭ ଛୋଟ ଘଟଣାରୁ ହୋଇଛି। ପ୍ରଥମ ବିଶ୍ୱଯୁଦ୍ଧ ହେଉ କିମ୍ବା ଦ୍ୱିତୀୟ ବିଶ୍ୱଯୁଦ୍ଧରେ ପୋଲାଣ୍ଡ ଉପରେ ଜର୍ମାନ ଆକ୍ରମଣ ହେଉ, ଉଭୟ ମାମଲାରେ ସମାନ ଘଟଣା ଘଟିଥିଲା। ବର୍ତ୍ତମାନ ୟୁକ୍ରେନ ସହିତ ଯୁଦ୍ଧରେ…

ଗୋଡ଼ ତଳେ ପଡ଼ି ମାଗିବି କି

କୋଲକାତା,୧୬ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ରର ଭାଜପା ସରକାର ପଶ୍ଚିମବଙ୍ଗକୁ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବାବଦ ବକେୟା ଅର୍ଥ ଦେଉନାହାନ୍ତି। କେବଳ ଏତିକି ନୁହେଁ, ରାଜ୍ୟକୁ ଅନେକ କେନ୍ଦ୍ରୀୟ ଯୋଜନାର ପାଣ୍ଠି ମିଳୁନାହିଁ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?