ଭାରତ ଯୋଡୋ ଯାତ୍ରା ଭୋଟ ବ୍ୟାଙ୍କ ରାଜନୀତି ନୁହେଁ…
ମୁମ୍ବାଇ,୧୫।୧୧ : କଂଗ୍ରେସର ମହାସଚିବ ଜୟରାମ ରମେଶ ମଙ୍ଗଳବାର ମହାରାଷ୍ଟ୍ରର ୱାଶିମରେ କହିଛନ୍ତି ଯେ ଭାରତ ଯୋଡୋ ଯାତ୍ରାର ଉଦ୍ଦେଶ୍ୟ ଭୋଟ ବ୍ୟାଙ୍କ ସହିତ ଜଡିତ ନୁହେଁ। ଆମର ଲକ୍ଷ୍ୟ ରାଜନୀତିଠାରୁ ଅଧିକ ବୋଲି ସେ କହିଛନ୍ତି। ଅବଶ୍ୟ, ଏହା ଏକ…
ଆତ୍ମନିର୍ଭରଶୀଳ ମା’
ଆଜିକାଲି ଅନେକ ମହିଳା ଆତ୍ମନିର୍ଭରଶୀଳ ହେବାକୁ ଆଗେଇ ଆସୁଛନ୍ତି । କିନ୍ତୁ ଏହି ସମୟରେ ସେମାନଙ୍କୁ କେତୋଟି ବିଷୟ ପ୍ରତି ଦୃଷ୍ଟିଦେବା ଦରକାର… ଦିନ ଥିଲା ମହିଳାମାନେ ଘର ଭିତରେ ନିଜକୁ ସୀମାବଦ୍ଧ କରି ରଖୁଥିଲେ। ହେଲେ ଏବେ ସବୁ କିଛି…
ଜଲନ୍ଧର ରେଲଓ୍ବେ ଷ୍ଟେସନରେ ଏକ ସୁଟ୍କେସ୍ରୁ ମିଳିଲା ମୃତଦେହ
ଜଲନ୍ଧର,୧୫।୧୧: ପଞ୍ଜାବ ଜଲନ୍ଧରର ସିଟି ରେଲଓ୍ବେ ଷ୍ଟେସନ ବାହାରେ ଏକ ଲାଲ ସୁଟକେସ୍ ମିଳିଛି। ସେଥିରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଥିବା ଜଣାପଡ଼ିଛି। ଏହି ଖବର ସହରରେ ପ୍ରଚାରିତ ହେବା ପରେ ଭୟର ବାତାବରଣ ଖେଳିଯାଇଛି। ମୃତ ବ୍ୟକ୍ତିଙ୍କ ବୟସ…
ଦେଶରେ ୪୭୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୧୫।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୭୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଜଣେ ବ୍ୟକ୍ତି କରୋନାରେ ମୃତ୍ୟୁବରଣ କରିଛନ୍ତି। ନୂତନ ମାମଲା…
ଏହି କଥାକୁ ନେଇ ଶାଳୀଙ୍କ ସହ ଝଗଡା କରନ୍ତି ରଣବୀର
ବଲିଉଡର ପାଓ୍ବାରଫୁଲ ଦମ୍ପତି ଭାବେ ରଣବୀର ସିଂ ଏବଂ ଦୀପିକା ପାଦୁକୋନ ଜଣାଶୁଣା। ଦୁହେଁ ପରସ୍ପରର ଯତ୍ନ ନିଅନ୍ତି। ଏଥି ସହିତ, ପରସ୍ପରର ପରିବାରକୁ ମଧ୍ୟ ବହୁତ ସମ୍ମାନ ଦିଅନ୍ତି। ରଣବୀରଙ୍କ ସହ ଦୀପିକାଙ୍କ ଭଉଣୀ ଅନିଶାଙ୍କ ଭଲ ସମ୍ପର୍କ ଅଛି।…
ସ୍ତ୍ରୀଙ୍କ ପାଇଁ ଭୋଟ ମାଗିଲେ ରବିନ୍ଦ୍ର ଜାଡେଜା
ଗାନ୍ଧୀନଗର,୧୫।୧୧: ଭାରତୀୟ କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିଭାବାଙ୍କୁ ଭାରତୀୟ ଜନତା ପାର୍ଟି ଗୁଜରାଟ ନିର୍ବାଚନରେ ପ୍ରାର୍ଥୀ ହୋଇଛନ୍ତି। ଜାଡେଜା ତାଙ୍କ ସ୍ତ୍ରୀଙ୍କ ପାଇଁ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଜାଡେଜା କହିଛନ୍ତି, ତାଙ୍କ ସ୍ତ୍ରୀ ରିଭାବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…
ରୋମାଣ୍ଟିକ୍ ଅନ୍ଦାଜ୍ରେ ସାନିଆଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଶୋଏବ
ଭାରତର ଟେନିସ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ଛାଡପତ୍ରକୁ ନେଇ ବେଶ୍ ଆଲୋଚନା ହେଉଛି। ଏହି ଚର୍ଚ୍ଚା ମଧ୍ୟରେ ଶୋଏବ ସାନିଆଙ୍କୁ ରୋମାଣ୍ଟିକ୍ ଅନ୍ଦାଜ୍ରେ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ଇନ୍ଷ୍ଟାଗ୍ରାମରେ ସେ ଫଟୋକୁ ଇନଷ୍ଟାଗ୍ରାମରେ ପୋଷ୍ଟ…
ଡିମ୍ପଲଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କଲା ଭାଜପା
ଲକ୍ଷ୍ନୌ,୧୫।୧୧: ଉତ୍ତରପ୍ରଦେଶର ମୈନପୁରୀ, ରାମପୁର ଏବଂ ଖତୌଲି ଆସନ ପାଇଁ ଭାଜପା ମଙ୍ଗଳବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ମୈନପୁରୀ ଉପବିର୍ବାଚନରେ ସମାଜବାଦୀ ପାର୍ଟି ପ୍ରାର୍ଥୀ ତଥା ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ ଯାଦବଙ୍କ ବିରୋଧରେ ଭାଜପା ରଘୁରାଜ ସିଂ ଶାକ୍ୟାଙ୍କୁ…
ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଭେଟିଲେ ମୋଦି
ବାଲି,୧୫।୧୧: ଜି-୨୦ ଶିଖର ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଣ୍ଡୋନେସିଆର ବାଲିରେ ପହଞ୍ଚିଛନ୍ତି। ଏଠାରେ ସେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଭେଟିଛନ୍ତି। ବ୍ରିଟେନ ପ୍ରଧାନମନ୍ତ୍ରୀ ହେବା ପରେ ସୁନକଙ୍କ ସହ ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କର ପ୍ରଥମ…
କରୋନା ଆକ୍ରାନ୍ତ ହେଲେ କାମ୍ବୋଡିଆ ପ୍ରଧାନମନ୍ତ୍ରୀ, ନିକଟରେ ବିଶ୍ୱର ଅନେକ ନେତାଙ୍କୁ ଭେଟିଥିଲେ
ବାଲି,୧୫।୧୧: କାମ୍ବୋଡିଆ ପ୍ରଧାନମନ୍ତ୍ରୀ ହନ ସେନ କରୋନା ଆକ୍ରାନ୍ତ ହୋଇଛନ୍ତି। ନିକଟରେ ସେ ଅନେକ ଦେଶର ନେତାଙ୍କୁ ଭେଟିଥିଲେ। ହୁନ କାମ୍ବୋଡିଆର ନୋମ ପେନ୍ହରେ ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ର ସମ୍ମିଳନୀ ଆୟୋଜନ କରିଥିଲେ। ଏଥିରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ,…
ଜି-୨୦ ଶିଖର ସମ୍ମିଳନୀ ଆରମ୍ଭ: ଯୁଦ୍ଧ ସଙ୍କଟ ଉପରେ ଆଲୋକପାତ କଲେ ମୋଦି
ବାଲି,୧୫।୧୧: ଇଣ୍ଡୋନେସିଆର ବାଲିରେ ଆଜିଠାରୁ ଜି-୨୦ ଶିଖର ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ଭାରତର ପ୍ରତିନିଧିତ୍ୱ କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଅଭିଭାଷଣରେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ବିଶେଷ ମତ ଦେଇଛନ୍ତି। ସେ…
ଭାରତ ବିପକ୍ଷ ସିରିଜ୍ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା
ଅକଲାଣ୍ଡ,୧୫।୧୧: ଭାରତ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ଏବଂ ଦିନିକିଆ ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ସିନିୟର ଓପନର୍ ମାର୍ଟିନ ଗୁପଟିଲ ଏବଂ ଭେଟେରାନ ଫାଷ୍ଟ ବୋଲର ଟ୍ରେଣ୍ଟ ବୋଲ୍ଟଙ୍କୁ ଦଳରୁ ଓହରିଯାଇଛି।…

