ପ୍ରୋଫାଇଲ୍ ଫଟୋ ‘ତ୍ରିରଙ୍ଗା’ ରଖିଲେ ମୋଦି
ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜ ସୋସିଆଲ ମିଡିଆ ଆକାଉଣ୍ଟଗୁଡିକର ପ୍ରୋଫାଇଲ୍ ଫଟୋକୁ ପରିବର୍ତ୍ତନ କରିଛନ୍ତି। ସେ ଫ୍ରୋଫାଇଲ୍ ଫଟୋ ଜାତୀୟ ପତାକା ‘ତ୍ରିରଙ୍ଗା’ ରଖିଛନ୍ତି। ଏହାସହ ସମସ୍ତେ ଏହା କରିବାକୁ ସେ ଦେଶର ଲୋକଙ୍କୁ ଅନୁରୋଧ କରିଛନ୍ତି। ପ୍ରଧାନମନ୍ତ୍ରୀ…
ଆମେରିକାର ସିକ୍ରେଟ୍ ଅପରେଶନକୁ କଡ଼ା ନିନ୍ଦା କଲେ ତାଲିବାନ ସରକାର
କାବୁଲ,୨।୮: ଆଫଗାନିସ୍ତାନର କାବୁଲରେ ଆମେରିକାର ଡ୍ରୋନ ଷ୍ଟ୍ରାଇକରେ ଅଲ-କାଏଦା ମୁଖ୍ୟ ଅଲ ଜାୱାହିରି ନିହତ ହୋଇଛନ୍ତି। ଏନେଇ ଆମେରିକା ରାଷ୍ଟ୍ରପତି ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଆଫଗାନିସ୍ତାନର ତାଲିବାନ ସରକାର ଆମେରିକା ପକ୍ଷରୁ କରାଯାଇଥିବା ଏହି ଅପରେଶନକୁ ତୀବ୍ର ନିନ୍ଦା କରାଯାଇଛି।…
ଥମୁନି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୨।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩,୭୩୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…
ଆଜି ରାଜ୍ୟରେ ୭୪୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୨।୮: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଥମୁନି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୩୩ ଚିହ୍ନଟ ହୋଇଥିବାବେଳେ…
‘ଅରବପତି ପୁଅ ପାଇଁ ମୁଁ ଗର୍ବିତ ନୁହେଁ’
ନ୍ୟୁୟର୍କ,୨।୮: ଟେସଲା ମୁଖ୍ୟ ଏଲନ ମସ୍କଙ୍କ ପିତା ଏରୋଲ ମସ୍କ ଆଜିକାଲି ବେଶ୍ ଚର୍ଚ୍ଚାରେ ରହୁଛନ୍ତି। ନିକଟରେ ସେ ସ୍ବୀକାର କରିଛନ୍ତି ଯେ ସେ ତାଙ୍କ ଅରବପତି ପୁଅ ପାଇଁ ଗର୍ବିତ ନୁହଁନ୍ତି କାରଣ ସମଗ୍ର ମସ୍କ ପରିବାର ଅନେକ ଦିନ…
ହାତକୁ ଦି’ହାତ ହେଲେ ଏହି କ୍ରିକେଟର୍
ସିଡନୀ,୨।୮:ଅଷ୍ଟ୍ରେଲୀୟ ଟେଷ୍ଟ ଦଳର ଅଧିନାୟକ ପ୍ୟାଟ କୁମିନ୍ସ ଦୀର୍ଘ ଦିନରେ ପ୍ରେମିକା ବେକି ବୋଷ୍ଟନଙ୍କୁ ବିବାହ କରିଛନ୍ତି। ଇନଷ୍ଟାଗ୍ରାମରେ ଫଟୋ ଶେୟାର କରି କୁମିନ୍ସ ଏହି ସୂଚନା ଦେଇଛନ୍ତି। ଫଟୋ ଶେୟାର କରି ସେ ‘ଜଷ୍ଟ ମ୍ୟାରେଡ୍’ ଲେଖିଥିଲେ। କୁମିନ୍ସଙ୍କୁ ଅନେକ…
ଏଣିକି ପ୍ରତି ମାସରେ ‘ଶ୍ରୀଜଗନ୍ନାଥାୟନ’
ପୁରୀ ଅଫିସ ୨ା୮:ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସୋମବାର ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ପ୍ରଥମଥର ପାଇଁ ଜଗନ୍ନାଥ ସଂସ୍କୃତି ଉପରେ ଆଧାରିତ ‘ଶ୍ରୀଜଗନ୍ନାଥାୟନ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଣିକି…
ଗାଁରୁ ଲିଭିଲିଭି ଯାଉଛି ଷ୍ଟ୍ରିଟ୍ ଲାଇଟ
ପଟ୍ଟାମୁଣ୍ଡାଇ, ୨ା୮(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳରେ ଫେଲ୍ ମାରିଛି ସରକାରଙ୍କ ଆଲୋକୀକରଣ ବ୍ୟବସ୍ଥା । ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳରେ ଏଲଇଡି ଷ୍ଟ୍ରିଟ୍ ଲାଇଟ୍ ଲଗେଇ ଠିକା ସଂସ୍ଥା ମାଲେମାଲ ହୋଇଥିଲେ। ସେମାନେ ନିମ୍ନମାନର ଏଲଇଡି ଓ ବିଦ୍ୟୁତ୍ ସରଞ୍ଜାମ…
ଦୃଷ୍ଟିବାଧିତଙ୍କ କାନ୍ଧରେ ବୋଲବମ୍ ଭାର
କେନ୍ଦ୍ରାପଡ଼ା ଅଫିସ, ୨ା୮:ଶ୍ରାବଣ ମାସରେ ଶିବଙ୍କୁ ଜଳାଭିଷେକ କରିବାକୁ ସାରା ଦେଶରେ ଶ୍ରଦ୍ଧାଳୁ କାନ୍ଧରେ ଭାର ରଖୁଛନ୍ତି। ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାର ୬ ଦୃଷ୍ଟିବାଧିତ ଯୁବକ ଏଥିରେ ସାମିଲ ହୋଇଛନ୍ତି। ସେମାନେ ହେଲେ ଦିଲୀପ କୁମାର ବରାଳ, ନିକୁଞ୍ଜ ବିହାରୀ ଜେନା,…
ବାଟବଣା ହୋଇଛି ଜଳଶକ୍ତି ଅଭିଯାନ
କେନ୍ଦ୍ରାପଡ଼ା ଅଫିସ, ୨ା୮:କେନ୍ଦ୍ରାପଡ଼ା ଜିଲା ପାନୀୟ ଜଳ ସଙ୍କଟ ଓ ଜଳ ସଂରକ୍ଷଣ ସମସ୍ୟା ମଧ୍ୟ ଦେଇ ଗତି କରୁଛି। ଜିଲାର ୯ବ୍ଲକ ମଧ୍ୟରୁ ରାଜକନିକା, ଆଳି, ପଟ୍ଟାମୁଣ୍ଡାଇ, ରାଜନଗର, ମହାକାଳପଡ଼ା, ମାର୍ଶାଘାଇ ବ୍ଲକରେ ଏହା ଉତ୍କଟ ହୋଇଛି। ଗରଦପୁର ବ୍ଲକ…
ମାର୍କେଟ ବିଲ୍ଡିଂ ଖୋଲିବା ବାଟ ଫିଟୁନି
ଭୁବନେଶ୍ୱର, ୨।୮ (ବ୍ୟୁରୋ):ମାର୍କେଟ ବିଲ୍ଡିଂରେ କିଏ ବସିବ, କିଏ ଉଠିବ ତାକୁ ନେଇ ଚାଲିଛି ଟଣାଓଟରା। ସ୍ଥାୟୀ ଦୋକାନୀ ଓ ଉଠା ଦୋକାନୀ ମଧ୍ୟରେ ବିବାଦ ଯୋଗୁ ରବିବାରଠାରୁ ମାର୍କେଟ ବିଲ୍ଡିଂ ବନ୍ଦ ରହିଥିବାବେଳେ ସମସ୍ୟା ସମାଧାନର ରାସ୍ତା ବାହାରିପାରୁନାହିଁ। ସୋମବାର…
‘ମିରର ମେଜ୍’ରେ ବାଟବଣା
କଟକ ଅଫିସ, ୨।୮:ଲୋକଙ୍କ ମନୋରଞ୍ଜନ ପାଇଁ କଟକସ୍ଥିତ ରାଜ୍ୟ ନୌବାଣିଜ୍ୟ ସଂଗ୍ରହାଳୟରେ ଆରମ୍ଭ ହୋଇଛି ‘ମିରର ମେଜ୍’। ଏହା ଭୁଲ ଭୁଲେୟା ସଦୃଶ। ଏଥିମଧ୍ୟରେ ଲୋକେ ପାଦ ରଖିଲେ ବାଟବଣା ହେଉଛନ୍ତି। କାରଣ ‘ମିରର ମେଜ୍’ ମଧ୍ୟକୁ ପ୍ରବେଶ କରୁ କରୁ…
Archives


