Home

ଡୁରାଣ୍ଡ ଲାଇନରେ ପାକିସ୍ତାନ-ଆଫଗାନିସ୍ତାନ ମୁହାଁମୁହିଁ…

ଇସଲାମାବାଦ,କାବୁଲ,୧୪।୧୧ : ପାକିସ୍ତାନ ଏବଂ ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ଲାଇନରେ ଗୁଳି ବିନିମୟରେ ଜଣଙ୍କର ମୃତ୍ୟୁ ଘଟିଛିି। ଯାହା ପରେ ଦୁଇ ଦେଶ ମଧ୍ୟରେ ଏକ ପ୍ରମୁଖ ସୀମା କ୍ରସିଂକୁ ବନ୍ଦ କରିବାକୁ ପଡିଛି। ପାକିସ୍ତାନ ଏବଂ ଆଫଗାନିସ୍ତାନର ଅଧିକାରୀମାନେ କହିଛନ୍ତି…

ଟି-୨୦ ବିଶ୍ୱକପ୍‌ରେ କେଉଁ ଦଳକୁ ମିଳିଲା କେତେ ଟଙ୍କା, ଜାଣନ୍ତୁ

ମେଲବୋର୍ନ,୧୪।୧୧: ଟି-୨୦ ବିଶ୍ୱକପ ୨୦୨୨ର ଅନ୍ତିମ ମ୍ୟାଚ ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ ଜିତିବା ପରେ ଟାଇଟଲ ଜିତିଥିବା ଇଂଲଣ୍ଡ ଦଳ ୧.୬ ମିଲିୟନ ଡଲାର୍‌ (ପ୍ରାୟ ୧୩.୦୫ କୋଟି ଟଙ୍କା) ପାଇଛି। ଏଥି ସହିତ ଫାଇନାଲରେ…

‘ଚାଷୀଙ୍କୁ ତୁରନ୍ତ କେନ୍ଦ୍ର ସରକାର ଟଙ୍କା ପ୍ରଦାନ କରନ୍ତୁ’

ଭୁବନେଶ୍ବର, ୧୪ା୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫବିଓ୍ବାଇ)କୁ ନେଇ ଭାଜପାକୁ ଟାର୍ଗେଟ କରିଛି ବିଜେଡି। ଚାଷୀଙ୍କୁ ଫସଲବୀମା ତୁରନ୍ତ କେନ୍ଦ୍ର ସରକାର ପ୍ରଦାନ କରନ୍ତୁ ବୋଲି ଶାସକ ଦଳ ପକ୍ଷରୁ ଦାବି କରାଯାଇଛି। ବିଜେଡି ବିଧାୟକ ଦେବେଶ ଆଚାର୍ଯ୍ୟ କହିଛନ୍ତି,…

ନୂଆବର୍ଷରେ ଦେଶକୁ ମିଳିବ ନୂଆ ଏୟାର ଡିଫେନ୍ସ ଥିଏଟର କମାଣ୍ଡ…

ନୂଆଦିଲ୍ଲୀ,୧୪।୧୧ : ଆମେରିକା ଏବଂ ଚାଇନା ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ଯୋଗୁ ଭାରତର ଥିଏଟର କମାଣ୍ଡ ଗଠନରେ ବିଳମ୍ବ ହୋଇଛି। କିନ୍ତୁ ନୂଆ ବର୍ଷରେ ଏକ ଥିଏଟର କମାଣ୍ଡ ରୂପ ନେଇପାରେ ବୋଲି ଚର୍ଚ୍ଚା ହେଉଛି। ସୂତ୍ରରୁ ଜଣାପଡିଛି ଯେ ଏହା…

ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ ଲାଗିପାରେ ୬ ମାସ ବିରାମ…

ମସ୍କୋ/କ୍ୱିଭ୍‌,୧୪।୧୧ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ କିଛି ମାସ ବିରାମ ଲଗାଯାଇପାରେ। ଆମେରିକାର ଦୈନିକ ଖବରକାଗଜ ଦି ନ୍ୟୁୟର୍କ ଟାଇମ୍ସ ଅନୁଯାୟୀ, ପ୍ରବଳ ଶୀତ ଯୋଗୁ ୟୁକ୍ରେନରେ ରୁଷିଆର ସାମରିକ କାର୍ଯ୍ୟ ୬ମାସ ପର୍ଯ୍ୟନ୍ତ ବନ୍ଦ ହୋଇପାରେ।…

ଉଭେଇଯିବ ସର୍ବବୃହତ୍‌ ହିମବାହ

ଓ୍ବାଶିଂଟନ୍‌: ସାରା ବିଶ୍ୱରେ ତାପମାତ୍ରା ବୃଦ୍ଧି ଚିନ୍ତାର କାରଣ ପାଲଟିଛି। କ୍ରମବର୍ଦ୍ଧିଷ୍ଣୁ ବିଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନଜନିତ ପ୍ରଭାବ କେବଳ ମଣିଷ, ଜୀବଜନ୍ତୁ ଓ ବୃକ୍ଷଲତାଙ୍କୁ ପ୍ରଭାବିତ କରିନାହିଁ ବରଂ ହିମାଳୟ ଓ ବିଶ୍ୱର ବୃହତ୍‌ ହିମବାହ ମଧ୍ୟ ଏହି ସଙ୍କଟ…

୨୦ଜଣଙ୍କୁ ଓଡ଼ିଶା କର୍ପୋରେଟ୍‌ ଏକ୍ସିଲେନ୍ସ ଆୱାର୍ଡ

ଭୁବନେଶ୍ୱର,୧୪।୧୧: ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ହିନ୍ଦୁସ୍ତାନ କରିଡର୍‌ ପକ୍ଷରୁ ଓଡ଼ିଶା କର୍ପୋରେଟ୍‌ ଏକ୍ସିଲେନ୍ସ ଆୱାର୍ଡ-୨୦୨୨ ପ୍ରଦାନ କରାଯାଇଛି। ବିଶେଷ କରି ଷ୍ଟାର୍ଟଅପ୍‌ କମ୍ପାନୀମାନଙ୍କୁ ଉତ୍ସାହିତ କରିବା ଏବଂ କର୍ପୋରେଟ୍‌ ସଂସ୍ଥା ଏବଂ ଶିଳ୍ପ ଅନୁଷ୍ଠାନଗୁଡ଼ିକର ଅବଦାନକୁ ସମ୍ମାନ…

ବଢୁଛି ଶୀର୍ଷ ବ୍ରାଣ୍ଡ୍‌ ପ୍ରତିଯୋଗିତା

ନୂଆଦିଲ୍ଲୀ,୧୪।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦେଶର ପ୍ରମୁଖ କମ୍ପାନୀଗୁଡିକର ବ୍ରାଣ୍ଡ୍‌ ଭାଲ୍ୟୁ ସୂଚୀ ପ୍ରକାଶ ପାଇଛି। ଏପରିକି ବର୍ଷକୁ ବର୍ଷ ଉଭୟ ଘରୋଇ ଏବଂ ସରକାରୀ ସଂସ୍ଥାଗୁଡିକ ମଧ୍ୟରେ ଶୀର୍ଷସ୍ଥାନ ପାଇଁ ପ୍ରତିଯୋଗିତା ଜାରି ରହିଛି ବୋଲି…

ପଦ୍ମପୁର ଉପନିର୍ବାଚନ: ଆଜି ଭାଜପାର ପ୍ରାର୍ଥିପତ୍ର ଦାଖଲ, ବିଜେଡିର ପ୍ରାର୍ଥିତ୍ୱକୁ ନେଇ ଅଙ୍କକଷା

ବରଗଡ଼ ଅଫିସ୍‌,୧୪।୧୧: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ନିର୍ବାଚନ ଯେତିକି ପାଖେଇ ଆସୁଛି, ଏହାକୁ ନେଇ ଦଳୀୟ ନେତା, କର୍ମୀଙ୍କଠାରୁ ମତଦାତାଙ୍କ ମଧ୍ୟରେ ସେଭଳି ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଭାଜପା, କଂଗ୍ରେସ ଇତିମଧ୍ୟରେ ଦଳୀୟ ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ ବିଜେଡ଼ି ପ୍ରାର୍ଥିତ୍ୱ…

ପତଞ୍ଜଳିର ୫ମେଡିସିନ କଟକଣା ମୁକ୍ତ

ନୂଆଦିଲ୍ଲୀ,୧୪।୧୧: ଦେଶର ପ୍ରମୁଖ ଆୟୁର୍ବେଦିକ ସଂସ୍ଥା ପତଞ୍ଜଳି ପକ୍ଷରୁ ପ୍ରସ୍ତୁତ ୫ ମେଡିସିନର ବିକ୍ରି ଉପରେ ଉତ୍ତରାଖଣ୍ଡ ସରକାର କଟକଣା (ବ୍ୟାନ୍‌) ଲଗାଇଥିଲେ। ଏପରିକି ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଏକ ଉଚ୍ଚସ୍ତରୀୟ ବିଶେଷଜ୍ଞ କିମିଟିର ପରାମର୍ଶ ପରେ ସରକାର ପତଞ୍ଜଳିର…

୨୦ରେ ଜୀ ସାର୍ଥକର ‘ଦିଲ୍‌ ମୋର ମାନେନା’

ଭୁବନେଶ୍ୱର,୧୪।୧୧: ରାଜ୍ୟର ପ୍ରମୁଖ ମନୋରଞ୍ଜନଭିତ୍ତିକ ଘରୋଇ ଟିଭି ଚ୍ୟାନେଲ ଜି ସାର୍ଥକର ବହୁ ପ୍ରତୀକ୍ଷିତ ସୁପରହିଟ ଓଡ଼ିଆ ଚଳଚ୍ଚିତ୍ର ‘ଦିଲ୍‌ ମୋର ମାନେନା’ ଆସନ୍ତା ରବିବାର (ନଭେମ୍ବର-୨୦) ସା ୬ଟା ୩୦ରେ ଓ୍ବାର୍ଲଡ ଟେଲିଭିଜନ ପ୍ରିମିୟର ହେବାକୁ ଯାଉଛି। ବିଶେଷକରି ଓଲିଉଡ୍‌ର…

ବ୍ରୋଞ୍ଜ ସ୍ତମ୍ଭ, ଲେଜର ଟେକ୍ନୋଲୋଜିରେ ନେତାଜୀ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୀବନୀକୁ ନେଇ ରାଜ୍ୟ ସଂଗ୍ରହାଳୟରେ ଆରମ୍ଭ ହୋଇଛି ସ୍ବତନ୍ତ୍ର ସ୍ଥାୟୀ ପ୍ରଦର୍ଶନୀ। ୨୬ଟି ବ୍ରୋଞ୍ଜ ସ୍ତମ୍ଭରେ ଲେଜର ଟେକ୍ନୋଲୋଜି ଆଧାରରେ ନେତାଜୀଙ୍କ ବିଭିନ୍ନ ପ୍ରକାର ଫଟୋଚିତ୍ରକୁ ସମନ୍ବିତ କରାଯାଇ ଉପସ୍ଥାପିତ ହୋଇଛି। ଦୂରରୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?