Home

ଭାଜପାର ୪୦ ଷ୍ଟାର ପ୍ରଚାରକ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ୪୦ ଜଣ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରାଯାଇଛି। ଏହି ତାଲିକାରେ ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ବିରୋଧୀ ଦଳ ନେତା…

ଭୋଟ ଭିକ୍ଷାକଲେ ଖାର୍ଗେ

ଭୁବନେଶ୍ବର,୧୫।୧୦(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଭାପତି ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଏମ୍‌ପି ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର ଦ୍ୱିପ୍ରହର ସମୟରେ ଓଡ଼ିଶା ଗସ୍ତରେ ଆସି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପିସିସି ସଭ୍ୟମାନଙ୍କ ସହ ବୈଠକ କରିଛନ୍ତି। ଏହି ଅବସରରେ ସେ…

କ୍ଷମତାକୁ ଆସିଲେ ପୁରୁଣା ପେନ୍‌ସନ ଯୋଜନା ଲାଗୁ କରିବୁ: ପ୍ରିୟଙ୍କା

ସିମଲା,୧୫।୧୦(ପି.ଟି.): ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ କ୍ଷମତାକୁ ଫେରିଲେ ସରକାରୀ କର୍ମଚାରୀମାନଙ୍କ ପାଇଁ ପୁରୁଣା ପେନ୍‌ସନ ଯୋଜନା ଲାଗୁ ହେବ ବୋଲି ଦଳର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶୁକ୍ରବାର ପ୍ରତିଶ୍ରୁତି ଦେଇଛନ୍ତି। ସୋଲାନ ଜିଲାର ଥୋଡୋ ମଇଦାନରେ ‘ପରିବର୍ତ୍ତନ…

ଫେକ୍‌ ନ୍ୟୁଜ୍‌ ଉପରେ କଡ଼ା ନଜର

ନୂଆଦିଲ୍ଲୀ,୧୫।୧୦: ନଭେମ୍ବର ୧୨ରେ ହେବାକୁ ଥିବା ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ବେଳେ ଫେକ୍‌ ନ୍ୟୁଜ୍‌ ରୋକିବା ପାଇଁ ନିର୍ବାଚନ କମିଶନ (ଇସି)ଙ୍କ ଟିମ୍‌ ସୋସିଆଲ ମିଡିଆ ଉପରେ କଡ଼ା ନଜର ରଖିବ। ଆବଶ୍ୟକ ସ୍ଥଳେ ଆପରାଧିକ କାର୍ଯ୍ୟାନୁଷ୍ଠାନ ନେବାକୁ ପଛଘୁଞ୍ଚା…

ଆଇଏନ୍‌ଏସ୍‌ ଅରିହନ୍ତରୁ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

ନୂଆଦିଲ୍ଲୀ,୧୫।୧୦: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଭାରତର ଆଣବିକ ଶକ୍ତି ଚାଳିତ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିହନ୍ତରୁ ଶୁକ୍ରବାର ଏକ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷା କରାଯାଇଛି। ବଙ୍ଗୋପସାଗରରେ ଏକ ନିର୍ଦ୍ଧାରିତ ଲକ୍ଷ୍ୟସ୍ଥଳକୁ ଏହି ମିସାଇଲ ସଠିକ୍‌ ଟାର୍ଗେଟ କରିଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ…

ଜିନ୍‌ପିଙ୍ଗ୍‌ଙ୍କୁ ବିରୋଧକରି ବେଜିଂରେ ବିକ୍ଷୋଭ

ବାରାଣସୀ,୧୫।୧୦(ପି.ଟି.): ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ ବିରୋଧ କରି ସର୍ବସାଧାରଣରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଚାଇନାର ‘ଜିରୋ କୋଭିଡ୍‌’ ନୀତିକୁ ସମାଲୋଚନା କରାଯାଇ ରାଜଧାନୀ ବେଜିଂର ବିଭିନ୍ନ ବ୍ୟସ୍ତବହୁଳ ଛକ ସ୍ଥାନରେ ବ୍ୟାନର ଲଗାଯାଇଛି। ଗୁରୁବାର ଲାଗିଥିବା ଏହି ବ୍ୟାନରଗୁଡ଼ିକରେ ରାଷ୍ଟ୍ରପତି…

ଯୁବପିଢ଼ିଙ୍କ ମୁଣ୍ଡ ଖରାପ କରୁଛନ୍ତି ଏକତା

ନୂଆଦିଲ୍ଲୀ,୧୫।୧୦: ପ୍ରଯୋଜିକା ଏକତା କପୁରଙ୍କ ଓ୍ବେବ୍‌ ସିରିଜ୍‌ ‘XXX’ ରେ ଆପତ୍ତିଜନକ କଣ୍ଟେଣ୍ଟକୁ ନେଇ ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କୁ ଭର୍ତ୍ସନା କରିଛନ୍ତି। ଏକତା ଭାରତର ଯୁବପିଢ଼ିଙ୍କ ମସ୍ତିଷ୍କକୁ ପ୍ରଦୂଷିତ କରୁଥିବା ଶୀର୍ଷ ଅଦାଲତ କହିଛନ୍ତି। ଏକତାଙ୍କ ଓଭର୍‌ ଦି ଟପ୍‌ (ଓଟିଟି)…

ଗିରଫର ୮ ବର୍ଷ ପରେ ସାଇବାବା ଦୋଷମୁକ୍ତ

ନାଗପୁର/ନୂଆଦିଲ୍ଲୀ,୧୫।୧୦: ମାଓବାଦୀଙ୍କ ସହ ସମ୍ପର୍କ ଅଭିଯୋଗରେ ଗିରଫ ହେବାର ୮ ବର୍ଷ ପରେ ଦିଲ୍ଲୀ ୟୁନିଭର୍ସିଟିର ପୂର୍ବତନ ପ୍ରଫେସର ଜି.ଏନ୍‌. ସାଇବାବାଙ୍କୁ ଶୁକ୍ରବାର ବମ୍ବେ ହାଇକୋର୍ଟ ଦୋଷମୁକ୍ତ କରିଛନ୍ତି। ୫୨ ବର୍ଷୀୟ ସାଇବାବାଙ୍କୁ ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ (ୟୁଏପିଏ) ବଳରେ…

ଜେରେମି ହଣ୍ଟ୍‌ ନୂଆ ଅର୍ଥମନ୍ତ୍ରୀ

ଲଣ୍ଡନ,୧୫।୧୦: ବ୍ରିଟିଶ ପ୍ରଧାନମନ୍ତ୍ରୀ ଲିଜ୍‌ ଟ୍ରସ୍‌ ତାଙ୍କ ଅର୍ଥମନ୍ତ୍ରୀ କ୍ୱାସି କ୍ୱାର୍ଟେଙ୍ଗ୍‌ଙ୍କୁ ଶୁକ୍ରବାର ବହିଷ୍କାର କରିଛନ୍ତି। ତାଙ୍କ ସ୍ଥାନରେ ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ଜେରେମି ହଣ୍ଟଙ୍କୁ ଦେଶର ନୂଆ ଅର୍ଥମନ୍ତ୍ରୀ କରାଯାଇଛି। ପୂର୍ବତନ ଅର୍ଥମନ୍ତ୍ରୀ କ୍ୱାର୍ଟେଙ୍ଗ୍‌ଙ୍କ ଟିକସ ହ୍ରାସ ନିଷ୍ପତ୍ତିକୁ ନେଇ…

୪ରୁ ଅଧିକ ସନ୍ତାନ ଥିଲେ ମିଳିବନି ସରକାରୀ ସୁବିଧା

ଗୁଆହାଟୀ,୧୫।୧୦: ମଣିପୁରରେ ୪ରୁ ଅଧିକ ସନ୍ତାନ ଥିବା ପରିବାରକୁ ଆଉ ସରକାରୀ ସୁବିଧା ମିଳିବ ନାହିଁ। ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ଉପରୋକ୍ତ ନିଷ୍ପତ୍ତି ନିଆଯାଇଛି। ମଣିପୁର ରାଜ୍ୟ ଜନସଂଖ୍ୟା କମିଶନ ସ୍ଥାପନ…

ଏମ୍‌ଜିଆର୍‌ଙ୍କ ପ୍ରତିମୂର୍ତ୍ତି ଭଙ୍ଗା ନେଇ ଉତ୍ତେଜନା

ଚେନ୍ନାଇ,୧୫।୧୦: ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏଆଇଏଡିଏମ୍‌କେର ପ୍ରତିଷ୍ଠାତା ଏମ୍‌.ଜି. ରାମଚନ୍ଦ୍ରନ(ଏମ୍‌ଜିଆର୍‌)ଙ୍କ ପ୍ରତିମୂର୍ତ୍ତି ଭଙ୍ଗାକୁ ନେଇ ଶୁକ୍ରବାର କୁଡ଼ାଲୋର ଜିଲାରେ ଉତ୍ତେଜନା ଦେଖାଦେଇଛି। ଉତ୍ତ୍ୟକ୍ତ ଏଆଇଏଡିଏମ୍‌କେ କର୍ମୀମାନେ ଏହାର ପ୍ରତିବାଦରେ ବିକ୍ଷୋଭ ଶୋଭାଯାତ୍ରା ବାହାର କରିଥିଲେ। ଅକ୍ଟୋବର ୧୭ରେ ଏଆଇଏଡିଏମ୍‌କେର ପ୍ରତିଷ୍ଠା…

ଅଷ୍ଟ୍ରେଲିଆରେ ଭାରତୀୟ ଛାତ୍ରଙ୍କୁ ଛୁରାମାଡ଼

ସିଡ୍‌ନୀ,୧୫।୧୦: ଅଷ୍ଟ୍ରେଲିଆରେ ଜଣେ ଭାରତୀୟ ଛାତ୍ର ବର୍ଣ୍ଣବୈଷମ୍ୟ ଆକ୍ରମଣରେ ଗୁରୁତର ହୋଇଛନ୍ତି। ଆଗ୍ରାର ୨୮ ବର୍ଷୀୟ ଛାତ୍ର ଶୁଭମ୍‌ ଗର୍ଗଙ୍କୁ ଛାତି, ପେଟ ଓ ମୁହଁକୁ ଏକାଧିକ ଥର ଛୁରାମାଡ଼ କରାଯାଇଥିଲା। ନ୍ୟୁ ସାଉଥ୍‌ଓ୍ବେଲ୍‌ସସ୍ଥିତ ଏକ ବିଶ୍ୱବିଦ୍ୟାଳୟରେ ମେକାନିକାଲ ଇଞ୍ଜିନିୟରିଂରେ ପିଏଚ୍‌ଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri